ମେଟ୍ରୋ

ସାର୍‌, ଆମ ଦରମା, ଭତ୍ତା ବଢ଼ାନ୍ତୁ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଦରଦାମ ବଢ଼ିଲାଣି। ତେଲ ଦର ଓ ଅନ୍ୟାନ୍ୟ ଆନୁଷଙ୍ଗିକ ଖର୍ଚ୍ଚ ବଢ଼ିଗଲାଣି। ଥରେ ନିର୍ବାଚନମଣ୍ଡଳୀ ବୁଲି ଗଲେ ୫୦ ହଜାର ଖର୍ଚ୍ଚ ହେଉଛି। ବାହାଘର, ବ୍ରତଘର, ନାଚ, ଗୀତ, ମେଳା ମହୋତ୍ସବ, ଖେଳକୁଦ, ଚିକିତ୍ସା ଓ ଅନ୍ୟାନ୍ୟ ପାଇଁ ଆମକୁ…

ଏମ୍‌ଆର୍‌ପିଠାରୁ ଅଧିକ ଦାମ୍‌ରେ ବିକ୍ରି ହେଉଛି ମଦ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ ସର୍ବନିମ୍ନ ଖୁଚୁରା ମୂଲ୍ୟ(ଏମ୍‌ଆର୍‌ପି)ଠାରୁ ଅଧିକ ଦରରେ ମଦ ବିକ୍ରି ହେଉଛି। ଏପରି କି ମଦ ଦୋକାନୀମାନେ ଗ୍ରାହକଙ୍କୁ ରସିଦ୍‌ ଦେଉନାହାନ୍ତି। ଶନିବାର ପ୍ରଶ୍ନକାଳରେ ବିଜେଡି ସଭ୍ୟ ଅରବିନ୍ଦ ଢାଲିଙ୍କ ମୂଳ ପ୍ରଶ୍ନର ଉତ୍ତରରେ ଅବକାରୀ ମନ୍ତ୍ରୀ ଅଶ୍ୱିନୀ କୁମାର…

ବିଧାନସଭା ସମ୍ମୁଖରେ ଦମ୍ପତିଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ଥାନାକୁ ଦୌଡ଼ି ନିରାଶ ହେଲେ। ଥାନାଧିକାରୀ ନ୍ୟାୟ ଦେବା ବଦଳରେ ଥାନାରୁ ତଡ଼ିଦେଲେ। ଜିଲା ପ୍ରଶାସନ ମଧ୍ୟ ଶୁଣିଲା ନାହିଁ। ଶେଷରେ ଗଞ୍ଜାମ ଜିଲାର ଏକ ଦମ୍ପତି ଭୁବନେଶ୍ୱର ଚାଲି ଆସି ଧାରଣା ଦେଇଥିଲେ। ହେଲେ ଏଠାରୁ ମଧ୍ୟ ନ୍ୟାୟ…

ଚଳିତବର୍ଷ କାର୍ଯ୍ୟକ୍ଷମ ହେବ ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଚଳିତବର୍ଷଠାରୁ କାର୍ଯ୍ୟକ୍ଷମ ହେବ। ବିଶ୍ୱବିଦ୍ୟାଳୟ ଅଗ୍ରଗତି ନେଇ ଶନିବାର ସ୍ବାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକରୁ ଏହି ସୂଚନା ମିଳିଛି। ୨୦୨୧ ଜୁଲାଇରେ ବିଧାନସଭାରେ ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ବିଲ୍‌ ପାସ୍‌ ହୋଇଥିଲା।…

୩ କମ୍ପାନୀର ୨.୫୨ କୋଟି ଅଚଳ

ଭୁବନେଶ୍ୱର,୩୧।୭ (ବ୍ୟୁରୋ): ଗ୍ରାହକଙ୍କୁ ଆପ୍‌ ଦ୍ୱାରା ଲୋନ୍‌ ଦେଇ ପରବର୍ତ୍ତୀ ସମୟରେ ମାନସିକ ନିର୍ଯାତନା ଦେବା ସହ ଅଧିକ ଟଙ୍କା ଆଦାୟ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ)। ଏହି ମାମଲାରେ (ନଂ.୯/୨୦୨୨)ରେ ମାଷ୍ଟରମାଇଣ୍ଡ ଥିବା ଚାଇନା…

ଆଜି ଚକାଜାମ୍‌ ଆନ୍ଦୋଳନ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ରବିବାର ସମଗ୍ର ଦେଶରେ ଚକାଜାମ୍‌ ଆନ୍ଦୋଳନ ଡାକରା ଦିଆଯାଇଛି। ଓଡ଼ିଶାରେ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଯାଏ ଏହି ଆନ୍ଦୋଳନ ହେବ। ଧାନ ଓ ଅନ୍ୟାନ୍ୟ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି, କୃଷକଙ୍କ…

ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ; ମଙ୍କି ପକ୍ସ ଚିକିତ୍ସା ପାଇଁ ଜାରି ହେବ ମାର୍ଗଦର୍ଶିକା

ଭୁବନେଶ୍ୱର, ୩୦।୭(ବ୍ୟୁରୋ)- ବିଶ୍ୱର ୭୮ଟି ଦେଶରେ ଏବେ ମଙ୍କି ପକ୍ସ ଭୂତାଣୁ କାୟା ବିସ୍ତାର କରିସାରିଲାଣି। ଏଥିରେ ୨୧ହଜାର ରୋଗୀ ଆକ୍ରାନ୍ତ ହୋଇସାରିଥିବାବେଳେ ୧୧ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଭାରତରେ ୪ଜଣ ମଙ୍କି ପକ୍ସ ରୋଗୀ ଚିହ୍ନଟ ହୋଇଛନ୍ତି। କେରଳରେ ୩…

୨ ଲକ୍ଷ କୋଟିର ବ୍ୟୟମଞ୍ଜୁରୀ ବିଲ୍‌ ଗୃହୀତ

ଭୁବନେଶ୍ୱର,୩୦।୭(ବ୍ୟୁରୋ)-୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ କୋଟି ଟଙ୍କାର ବ୍ୟୟମଞ୍ଜୁରୀ ବିଲ୍‌ ଶନିବାର ବିଧାନସଭାରେ ଗୃହୀତ ହୋଇଛି। ଏହି ଅବସରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି, ୨ ଲକ୍ଷ କୋଟିରୁ ପ୍ରଶାସନିକ ଖର୍ଚ୍ଚ ନିମନ୍ତେ ୮୯ ହଜାର ୫୬୦ କୋଟି…

ବାବୁସାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସ୍ତ୍ରୀ ତୃପ୍ତି

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ଓଲିଉଡ୍‌ ଅଭିନେତା ବାବୁସାନ୍‌ଙ୍କ ଘରୋଇ କଳି ସମାଧାନ ଆଡ଼କୁ ଗତି କରୁଥିବା ଅନୁମାନ କରାଯାଉଛି। ଆଜି ଅର୍ଥାତ୍‌ ଜୁଲାଇ ୩୦ରେ ବାବୁସାନ୍‌ଙ୍କ ଜନ୍ମଦିନ ଥିବାରୁ ତାଙ୍କୁ ଫୋନ୍‌ କରି ଶୁଭେଚ୍ଛା ଜଣାଇଛନ୍ତି ସ୍ତ୍ରୀ ତୃପ୍ତି। ଅନ୍ୟପକ୍ଷରେ ବାବୁସାନଙ୍କ ପାରିବାରିକ ବନ୍ଧୁ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୫୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୦୫୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୯୭,୩୪୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

‘ଲକ୍‌ଡାଉନ୍‌ ଲିରିକ୍ସ’ ପୁସ୍ତକ ଉନ୍ମୋଚନ

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ଲକ୍‌ଡାଉନ୍‌ ଲିରିକ୍ସ’ ପୁସ୍ତକ ଉନ୍ମୋଚନ କରିଛନ୍ତି। ଶ୍ରୀମତୀ ସଂଯୁକ୍ତା ଦାଶଙ୍କ ଦ୍ୱାରା ଲିଖିତ ଏହି ପୁସ୍ତକରେ ପଦ୍ୟ ସଙ୍କଳନ ରହିଛି। କରୋନା ମହାମାରୀ ସମୟରେ ହୋଇଥିବା ସମସ୍ୟା ଓ ସଙ୍କଟକୁ ପଦ୍ୟରେ ନିଜର ଭାଷାରେ ଖୁବ୍‌…

ନୂଆ ବିରୋଧୀ ଦଳ ନେତା ହେଲେ ଜୟ ନାରାୟଣ ମିଶ୍ର

ଭୁବନେଶ୍ୱର,୩୦।୭(ବ୍ୟୁରୋ): ବିରୋଧୀ ଦଳ ନେତା ହେଲେ ବରିଷ୍ଠ ଭାଜପା ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର । ଶନିବାର ରାଜ୍ୟ ଭାଜପା ପକ୍ଷରୁ ତାଙ୍କୁ ଦଳର ବିଧାୟକ ଦଳ ନେତା ଭାବେ ଘୋଷଣା କରାଯାଇଛି। କରୋନାରେ ଆକ୍ରାନ୍ତ ହୋଇ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?