ମେଟ୍ରୋ

ବାବୁସାନ୍‌ଙ୍କୁ ଜେରା

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ଆଜି ବାବୁସାନ୍‌ ମହାନ୍ତିଙ୍କ ଜନ୍ମଦିନ। ତେବେ ଜନ୍ମଦିନରେ ବାବୁସାନ୍‌ ଶନିବାର ଖାଳବେଳ ଥାନାରେ ପହଞ୍ଚତ୍ଛନ୍ତି। ମା’ ଅପରାଜିତା ମହାନ୍ତିଙ୍କ ସହ ସେ ଥାନାରେ ପହଞ୍ଚିଥିବା ଜଣାପଡ଼ିଛି। ସ୍ତ୍ରୀ ତୃପ୍ତି କରିଥିବା ଅଭିଯୋଗରେ ତାଙ୍କୁ ଥାନାରେ ଜେରା କରାଯାଉଛି।

‘ମଙ୍କିପକ୍ସ’ମୁକାବିଲା ନେଇ ଅପରାହ୍ନରେ ବସିବ ଉଚ୍ଚ ସ୍ତରୀୟ ବୈଠକ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏବେ ‘ମଙ୍କିପକ୍ସ’ମାମଲା ଚିନ୍ତା ବଢାଇଲାଣି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହାକୁ କିଭଳି ନିୟନ୍ତ୍ରଣରେ ରଖାଯାଇ ପାରିବ ସେନେଇ ଶନିବାର ଉଚ୍ଚ ସ୍ତରୀୟ ବୈଠକ ବସିବ।…

ଜନ୍ମଦିନରେ ଏକ ହେବେ କି ବାବୁସାନ୍‌-ତୃପ୍ତି

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ଆଜି ଅଭିନେତା ବାବୁସାନ୍‌ ମହାନ୍ତିଙ୍କ ଜନ୍ମଦିନ। ନିକଟରେ ଘଟିଯାଇଥିବା ପାରିବାରିକ ବିବାଦ ପରେ ଜନ୍ମଦିନରେ ପୁଣିଥରେ ବାବୁସାନ୍‌-ତୃପ୍ତି ଏକାଠି ହେବେ କି, ଏହାକୁ ନେଇ ତାଙ୍କ ପ୍ରଶଂସକଙ୍କ ମନରେ ଉତ୍ସାହ ବଢ଼ିଯାଇଛି। ବିବାଦ ଭୁଲି ପୂର୍ବ ସମ୍ପର୍କକୁ ଉଭୟ ନୂଆ…

ଧାରା ଶ୍ରାବଣରେ ଧୁଧୁ ଖରା: ୩ ଦିନ ହେଲା ଅସହ୍ୟ ଗୁଳୁଗୁଳି

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ଧାରା ଶ୍ରାବଣରେ ବୈଶାଖ ମାସ ପରି ଧୁଧୁ ଖରା ହେଉଛି। ରାଜ୍ୟରେ ମୌସୁମୀ ଦୁର୍ବଳ ହେବା ଯୋଗୁ ତାପମାତ୍ରା ବଢ଼ୁଛି। ସ୍ବାଭାବିକଠାରୁ ୪ ଦଶମିକ ୨ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ବଢିଛି। ତେବେ ୭୦% ହ୍ୟୁମିଡିଟି ମିଶି ୪୫ ଡିଗ୍ରୀରୁ…

ତଳମୁହାଁ ସଂକ୍ରମଣ: ୨୪ ଘଣ୍ଟାରେ ୯୮୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୦।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୯୮୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭୫ ଜଣ କ୍ୱାରାଣ୍ଟାଇନ୍‌ ରହିଥିବା ବେଳେ ୪୦୬ ଜଣ ଲୋକାଲ କେସ୍‌ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ…

୯ରୁ ‘ଘରେ ଘରେ ତ୍ରିରଙ୍ଗା’

ଭୁବନେଶ୍ବର, ୩୦।୭(ବ୍ୟୁରୋ): ଅମୃତ ମହୋତ୍ସବ କାଳଖଣ୍ଡରେ ଓଡ଼ିଶା ସବୁଠାରୁ ଅଧିକ ଗର୍ବ ଓ ଗୌରବ ପ୍ରାପ୍ତ ହୋଇଛି। ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି ହୋଇଛନ୍ତି। ଯାହା ଅମୃତ କାଳଖଣ୍ଡର ଅମୃତ ମହୋତ୍ସବ ପରିପ୍ରେକ୍ଷୀରେ ଓଡ଼ିଆଙ୍କୁ ଗର୍ବିତ ଓ ଗୌରବାନ୍ବିତ…

ସସ୍ମିତ ବିଜେଡି ରାଜ୍ୟସଭା ସଂସଦୀୟ ଦଳ ନେତା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ଭାବେ ସସ୍ମିତ ପାତ୍ର ଏବଂ ସୁଲତା ଦେଓଙ୍କୁ ବିଜେଡି ମୁଖ୍ୟ ସଚେତକ (ଚିଫ୍‌ ହୁଇପ) ଭାବେ ନିଯୁକ୍ତ ଦେଇଛନ୍ତି । ଏ ନେଇ…

ଇଞ୍ଜେକ୍ସନ ନେବା ପରେ ଚାଲିଗଲା ଜୀବନ

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ସ୍ବାସ୍ଥ୍ୟ ସେବାକୁ ନେଇ ସାରା ରାଜ୍ୟରୁ ଆସୁଛି ନାନା ଅଭିଯୋଗ। ଏସ୍‌ସିବି ମେଡିକାଲର ଭୁଲ୍‌ କ୍ୟାନ୍‌ସର ରିପୋର୍ଟ ପାଇଁ ମହିଳା ଅଙ୍ଗ ହରାଇଥିବାବେଳେ ଭୁଲ୍‌ ଇଞ୍ଜେକ୍ସନ ଓ ତ୍ରୁଟିପୂର୍ଣ୍ଣ ଚିକିତ୍ସାଯୋଗୁ ଅନେକଙ୍କ ଜୀବନ ଯାଉଛି। ଏବେ ରାଜଧାନୀର ପ୍ରମୁଖ…

କିମ୍ସ ସୁପର ସ୍ପେଶାଲିଟି, କ୍ୟାନ୍‌ସର ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର, ୩୦ା୭(ବ୍ୟୁରୋ): କିମ୍ସ ପ୍ରଦ୍ୟୁମ୍ନ ବଳ ମେମୋରିଆଲ୍‌ ହସ୍ପିଟାଲ୍‌ (ପିବିଏମ୍‌ଏଚ୍‌) ଏବେ ୧୬୦୦ ଶଯ୍ୟା ବିଶିଷ୍ଟ ସମ୍ପୂର୍ଣ୍ଣ ଶୀତତାପ ନିୟନ୍ତ୍ରିତ ହସ୍ପିଟାଲରେ ପରିଣତ ହୋଇଛି। ଏଥିସହ ନୂଆକରି ସ୍ଥାପନ ହୋଇଥିବା କିମ୍ସ ସୁପର ସ୍ପେଶାଲିଟି ଓ କିମ୍ସ କ୍ୟାନସର ସେଣ୍ଟରକୁ ଶୁକ୍ରବାର…

ଭୁବନେଶ୍ୱରରେ ମୋ ଇ-ବସ୍‌, ଇ-ରିକ୍ସା ସେବା ଆରମ୍ଭ

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଭୁବନେଶ୍ବରରେ ମୋ ଇ-ବସ୍‌ ଓ ମୋ ଇ-ରାଇଡ୍‌ (ଇ-ରିକ୍ସା) ସେବା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏୟାରପୋର୍ଟ ରୋଡ୍‌ ନବୀନ ନିବାସ ସମ୍ମୁଖରୁ ଏହି ସେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ବିଦ୍ୟୁତ୍‌ ଦ୍ୱାରା ଚାର୍ଜ…

ଦେଶର ୮ଗ୍ରାମ ମଧ୍ୟରେ ଓଡ଼ିଶାର ରଘୁରାଜପୁର

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀଗୁଡିକୁ ହସ୍ତଶିଳ୍ପ କ୍ଲଷ୍ଟରରେ ସଂଯୁକ୍ତ କରାଯାଇଛି। ହସ୍ତଶିଳ୍ପ ମନ୍ତ୍ରଣାଳୟ ପକ୍ଷରୁ ‘ପର୍ଯ୍ୟଟନ ସହିତ ବୟନ ଶିଳ୍ପ ସଂଯୋଗୀକରଣ’ କାର୍ଯ୍ୟକ୍ରମ ଅଧୀନରେ ଭିତ୍ତିଭୂମି ସହାୟତା ପ୍ରଦାନ କରାଯାଉଛି। ଏଥିପାଇଁ ଦେଶର ୮ଟି ଗ୍ରାମକୁ ଚୟନ କରାଯାଇଥିବାବେଳେ ଏଥି ମଧ୍ୟରେ…

ଶିଳ୍ପ ପାଇଁ ୧ ଲକ୍ଷ ହେକ୍ଟର ଜମି

ଭୁବନେଶ୍ୱର,୩୦।୭(ବ୍ୟୁରୋ): ରାଜ୍ୟରେ ବିଭିନ୍ନ ଶିଳ୍ପ ପ୍ରତିଷ୍ଠା ପାଇଁ ଜମି ଯୋଗାଇଦେବା ତଥା ଶିଳ୍ପ ଭିତ୍ତିଭୂମି ଉନ୍ନୟନ ନିମନ୍ତେ ଇଡ୍‌କୋ ଦ୍ୱାରା ଲ୍ୟାଣ୍ଡ ବ୍ୟାଙ୍କ ଗଠନ କରାଯାଇଛି। ଇଡ୍‌କୋ ଏଥିପାଇଁ ୧ ଲକ୍ଷ ହେକ୍ଟର ଜମି ଅଧିଗ୍ରହଣ କରିବ। ବିଜେଡି ସଭ୍ୟ ଧ୍ରୁବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?