୪ ଜିଲାରେ ମିଳୁନି ପିଡିଏସ୍ ଗହମ, ରାଶନ ପାଇବାରୁ ବଞ୍ଚିତ ଅନ୍ୟ ଜିଲା
ଭୁବନେଶ୍ୱର,୧୧ା୫(ବ୍ୟୁରୋ)-ରାଜ୍ୟର ୪ ଜିଲାରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଗହମ ମିଳୁନାହିଁ। ଭାରତୀୟ ଖାଦ୍ୟ ନିଗମ(ଏଫ୍ସିଆଇ) ଜଟଣୀ ଗୋଦାମରୁ ଗତ ୪ ମାସ ହେବ ଗହମ ଉଠିପାରୁ ନାହିଁ। ଫଳରେ ପୁରୀ, ଖୋର୍ଦ୍ଧା, ନୟାଗଡ଼ ଏବଂ କଟକର କିଛି ଅଞ୍ଚଳକୁ ଗହମ…
ବର୍ଷା କି ପବନ ହେବ ନାହିଁ: ଏସ୍ଆର୍ସି
ଭୁବନେଶ୍ୱର,୧୧।୫(ବ୍ୟୁରୋ): ବାତ୍ୟା ‘ଅସାନି’ ଆଉ ମାତ୍ର ଦେଢ଼ରୁ ଦୁଇ ଘଣ୍ଟା ମଧ୍ୟରେ ଆନ୍ଧ୍ରପ୍ରଦେଶର କାକିନାଡ଼ା ଓ ମଛଲିପଟ୍ଟନମ ନିକଟରେ ଉପକୂଳ ଛୁଇଁବ। ଏହାପରେ ଡାହାଣକୁ ଗତିପଥ ପରିବର୍ତ୍ତନ କରି ଉତ୍ତର ଓ ଉତ୍ତରପୂର୍ବ ଦିଗରେ ସମୁଦ୍ର କୂଳ ଦେଇ ପୁଣିଥରେ ସମୁଦ୍ର…
ପୂର୍ବତନ ବିଧାୟକଙ୍କ ଘରେ ଇଡିର ଚଢ଼ାଉ
ଭୁବନେଶ୍ୱର,୧୧ା୫(ବ୍ୟୁରୋ): କେନ୍ଦୁଝର ଜିଲା ତଥା ଚମ୍ପୁଆର ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଚଢ଼ାଉ କରିଛି। ଅର୍ଥ ହେରଫେର୍ ମାମଲାରେ ଇଡି ତାଙ୍କ ଘରେ ଏହି ଚଢ଼ାଉ କରିଥିବା ଜଣାପଡ଼ିଛି। ଏକକାଳୀନ ୪ଟି ସ୍ଥାନରେ ଏହି…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୧ା୫(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୮,୯୩୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଓଡ଼ିଶାକୁ ବିଶେଷ କ୍ଷତି ନାହିଁ: ଆଇଏମ୍ଡି
ଭୁବନେଶ୍ୱର,୧୧।୫(ବ୍ୟୁରୋ): ଦୁର୍ବଳ ହେଲା ଭୀଷଣ ବାତ୍ୟା ‘ଅସାନି’। ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହୋଇଛି । ହେଲେ ଏହାର ପ୍ରଭାବରେ ଓଡ଼ିଶାରେ ବିଶେଷ କ୍ଷତି ଘଟିବନି ବୋଲି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଏପଟେ ଆଜି ମଧ୍ୟାହ୍ନରୁ ସନ୍ଧ୍ୟା…
୪୪ ଟିକସ ଆଦାୟ ଅଧିକାରୀଙ୍କୁ ମିଳିଲା ପଦୋନ୍ନତି
ଭୁବନେଶ୍ୱର,୧୧।୫(ବ୍ୟୁରୋ)- ରାଜ୍ୟର ବିଭିନ୍ନ ପୌରାଞ୍ଚଳରେ କାର୍ଯ୍ୟରତ ୪୪ଜଣ ଟିକସ ଆଦାୟ ଅଧିକାରୀଙ୍କୁ ରାଜ୍ୟ ସରକାର ବୁଧବାର ପଦୋନ୍ନତି ଦେଇଛନ୍ତି। ଏଣିକି ସେମାନେ ରାଜସ୍ବ ଅଧିକାରୀ ଭାବେ କାର୍ଯ୍ୟ କରିବେ । ପଦୋନ୍ନତି ସହିତ ବେତନରେ ମଧ୍ୟ ସଂଶୋଧନ କରାଯାଇଛି । ରାଜ୍ୟ…
୧୦ ଜିଲାରେ ପ୍ରବଳ ବର୍ଷିବ, ୧୩ରୁ ପାଗରେ ପରିବର୍ତ୍ତନ
ଭୁବନେଶ୍ୱର,୧୧।୫(ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ୧୦ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ମୟୁରଭଞ୍ଜ, ବାଲେଶ୍ବର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡା,…
ଆନ୍ଧ୍ର ମୁହାଁଇଲା ବାତ୍ୟା : ୨୩ ବିମାନ ଉଡ଼ାଣ ବାତିଲ
ଭୁବନେଶ୍ୱର,୧୧।୫(ବ୍ୟୁରୋ): ଅସାନିି ଭୀଷଣ ବାତ୍ୟାରୁ ବାତ୍ୟାରେ ପରିଣତ ହୋଇଛି। ଆନ୍ଧ୍ରରେ ପ୍ରବଳ ବର୍ଷା ନେଇ ରେଡ ୱାର୍ନିଂ ଜାରି କରାଯାଇଛି। ଆନ୍ଧ୍ରପ୍ରଦେଶ ପାଣିପାଗ ବିଭାଗ ସୂଚନା ଅନୁସାରେ, ବର୍ତ୍ତମାନ ଏହା କାକିନାଡ଼ାଠାରୁ ୨୬୦ କି.ମି. ଦୂରରେ ରହିଛି। ଏହାର ପ୍ରଭାବରେ ଆନ୍ଧ୍ର…
ତଳିଆ ଅଞ୍ଚଳର ସ୍ଥିତି ସମୀକ୍ଷା କଲେ ବିଏମ୍ସି ମେୟର
ଭୁବନେଶ୍ବର,୧୧।୫(ବ୍ୟୁରୋ) : ଦୁର୍ବଳ ହେଲା ଭୀଷଣ ବାତ୍ୟା ‘ଅସାନି’। ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜଧାନୀ ଭୁବନେଶ୍ବରରେ ମଙ୍ଗଳବାରରୁ ବର୍ଷା ଲାଗି ରହିଛି। ଆଜି ସକାଳେ ମଧ୍ୟ ପ୍ରବଳ ବର୍ଷା ହୋଇଛି। ତେବେ ବର୍ଷା ଲାଗି ରହିଲେ…
‘ଅସାନି’ ପ୍ରଭାବ: ୮ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୧।୫(ବ୍ୟୁରୋ): ଦୁର୍ବଳ ହେଲା ଭୀଷଣ ବାତ୍ୟା ‘ଅସାନି’। ଦୁର୍ବଳ ହୋଇ ବାତ୍ୟାରେ ପରିଣତ ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ କେତେକ ଜିଲାରେ ବର୍ଷା ଲାଗି ରହିଛି। ତେବେ ପାଣିପାଗ ବିଭାଗ ପକ୍ଷରୁ ୮ଜିଲାକୁ ୟେଲୋ ଓ୍ବାନିର୍ଂ ଜାରି କରାଯାଇଛି। ସେହି…
ଆଜି ୧୭ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୧।୫(ବ୍ୟୁରୋ): ରାଜ୍ୟରେ ବୁଧବାର ୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୭ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ…
‘ଶୃଙ୍ଖଳିତ ସୈନ୍ୟ ଭାବେ କାମ କରିବୁ’
ଭୁବନେଶ୍ୱର,୧୧ା୫(ବ୍ୟୁରୋ): ଓଡ଼ିଶା କଂଗ୍ରେସର ନେତାମାନେ ରାହୁଲ ଗାନ୍ଧୀଙ୍କୁ ଭେଟି ଆଲୋଚନା କରିବା ପରେ ଓଡ଼ିଶା ଫେରି ଆସିଛନ୍ତି। ତେବେ ରାହୁଲଙ୍କୁ ଭେଟିବା ପରେ ସମସ୍ତେ ଉତ୍ସାହିତ ଥିବା ଦେଖିବାକୁ ମିଳିଛି। ରାହୁଲଙ୍କ ସହ ଆଲୋଚନା ସଫଳ ହୋଇଥିବା ବେଳେ ଖୁବ୍ଶୀଘ୍ର ନୂଆ…
Archives


