ପ୍ରଥମ ମୁକ୍ତାକାଶ ସ୍କଲ୍ପଚର୍ ପାର୍କ ଏବେ ଜରାଜୀର୍ଣ୍ଣ
ବନ୍ଦନା ସେଠୀ ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ବଚ୍ଛ ଓ ସୁନ୍ଦର ସହର ଭାବେ ଗଢି ତୋଳିବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏବଂ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ବିଭିନ୍ନ ଯୋଜନା ହାତକୁ ନିଆଯାଉଛି। ସେଥିମଧ୍ୟରୁ କେତୋଟି…
ଡିସିପିଙ୍କୁ ଭେଟି ନ୍ୟାୟ ମାଗିଲେ ପରିବାରବର୍ଗ
ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜଧାନୀର ଇନ୍ଫୋସିଟି ଥାନା ଅନ୍ତର୍ଗତ ନନ୍ଦନବିହାରରେ ରହୁଥିବା ମଡେଲ ସୌମ୍ୟ ରଞ୍ଜନ ପାଣିଗ୍ରାହୀଙ୍କ ଆତ୍ମହତ୍ୟା ମାମଲା କମିଶନରେଟ ପୋଲିସ ପାଇଁ ଚିନ୍ତାର ବିଷୟ ପାଲଟିଛି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ଏହି ଘଟଣାର ଅଢ଼େଇ ମାସ ପରେ ଏପ୍ରିଲ ୧୯ରେ…
ଓୟୁଟିଆର୍ ନବକଳେବର ପାଇଁ ୧୫୦୦ କୋଟି
ଭୁବନେଶ୍ୱର,୧୧ା୫(ବ୍ୟୁରୋ): ଓଡ଼ିଶାର ବୈଷୟିକ ଶିକ୍ଷା କ୍ଷେତ୍ରର ଅଗ୍ରଣୀ ଅନୁଷ୍ଠାନ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟ(ଓୟୁଟିଆର)ର ନବକଳେବର ହେବ। ଓୟୁଟିଆର ବିକାଶ ସମ୍ପର୍କିତ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଆସନ୍ତା ୩ ବର୍ଷରେ ୩ଟି ପର୍ଯ୍ୟାୟରେ ୧୫୦୦…
ଆଜି ସ୍ଥଳଭାଗ ଛୁଇଁବ ‘ଅସାନି’
ଭୁବନେଶ୍ୱର,୧୧ା୫(ବ୍ୟୁରୋ): ବାତ୍ୟା ‘ଅସାନି’ ବୁଧବାର ପୂର୍ବାହ୍ନ ୧୧ ସୁଦ୍ଧା ଆନ୍ଧ୍ରପ୍ରଦେଶର କାକିନାଡ଼ା-ବିଶାଖାପଟଣା ମଧ୍ୟଦେଇ ସ୍ଥଳଭାଗ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ଆକଳନ କରିଛି। ମଙ୍ଗଳବାର ‘ଅସାନି’ ଭୀଷଣ ବାତ୍ୟାରେ ପରିଣତ ହୋଇସାରିଛି। ଏହା ପଶ୍ଚିମ-କେନ୍ଦ୍ରୀୟ ଓ ଦକ୍ଷିଣ ପଶ୍ଚିମ…
ଜୁନ୍ ୧୭ରୁ କାର୍ଯ୍ୟକ୍ଷମ ହେବ ୬୪ ଆଦର୍ଶ ବିଦ୍ୟାଳୟ
ଭୁବନେଶ୍ୱର, ୧୦।୫(ବ୍ୟୁରୋ): ରାଜ୍ୟରେ ୨୫୦ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ କାର୍ଯ୍ୟକ୍ଷମ ରହିଛି। ଅବଶିଷ୍ଟ ୬୪ଟି ଆଦର୍ଶ ବିଦ୍ୟାଳୟକୁ ଆସନ୍ତା ଜୁନ ୧୭ ତାରିଖରୁ କାର୍ଯ୍ୟକ୍ଷମ କରାଯିବ। ଏହି ୬୪ଟି ବିଦ୍ୟାଳୟରେ ଜୁନ୍ ୧୭ ତାରିଖଠାରୁ ୬ଷ୍ଠ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ।…
କାକିନାଡ଼ା, ବିଶାଖାପାଟଣା ଛୁଇଁବ ବାତ୍ୟା ‘ଅସାନି’: ଉପକୂଳରେ ୫୦ କି.ମି. ବେଗରେ ବହିବ ପବନ
ଭୁବନେଶ୍ୱର,୧୦ା୫(ବ୍ୟୁରୋ)-ବାତ୍ୟା ‘ଅସାନି’ ସ୍ଥଳଭାଗ ଛୁଇଁପାରେ। ବୁଧବାର ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ସାମୁଦ୍ରିକ ଝଡ଼ କାକିନାଡ଼ା, ବିଶାଖାପାଟଣା ମଧ୍ୟଦେଇ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ବାତ୍ୟା ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ୬୦୦ କିଲୋମିଟର ଏବଂ ପୁରୀଠାରୁ ଦକ୍ଷିଣ-ପଶ୍ଚିମ ଦିଗରେ ୫୭୦ କି.ମି.…
ଓୟୁଟିଆର୍ର ହେବ ନବକଳେବର: ୩ ବର୍ଷରେ ଖର୍ଚ୍ଚ ହେବ ୧୫୦୦ କୋଟି
ଭୁବନେଶ୍ୱର,୧୦।୫(ବ୍ୟୁରୋ): ଓଡିଶାର ବୈଷୟିକ ଶିକ୍ଷା କ୍ଷେତ୍ରର ଅଗ୍ରଣୀ ଅନୁଷ୍ଠାନ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ୱବିଦ୍ୟାଳୟ(ଓୟୁଟିଆର୍)ର ନବକଳେବର ହେବ। ପୂର୍ବରୁ ଏହା କଲେଜ ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ବା ସିଇଟି ଭାବେ ପରିଚିତ ଥିଲା। ଏବେ ଏହି ଅନୁଷ୍ଠାନର…
ହିତାଧିକାରୀଙ୍କୁ ମିଳିବ ଗ୍ରୀଷ୍ମକାଳୀନ ସହାୟତା
ଭୁବନେଶ୍ବର,୧୦।୫(ବ୍ୟୁରୋ): ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ସମସ୍ତ ହିତାଧିକାରୀଙ୍କୁ ଗ୍ରୀଷ୍ମକାଳୀନ ସହାୟତା ମିଳିବ। ଜାତୀୟ ସାମାଜିକ ସହାୟତା କାଯର୍ର୍ୟକ୍ରମ ଓ ମଧୁବାବୁ ପେନ୍ସନ୍ ଯୋଜନାରେ ବାର୍ଦ୍ଧକ୍ୟ, ବିଧବା, ଭିନ୍ନକ୍ଷମ ଓ ଅନ୍ୟାନ୍ୟ ବର୍ଗରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ଗ୍ରୀଷ୍ମକାଳୀନ ସହାୟତା ମିଳିବ।…
ଆଜି ରାଜ୍ୟରୁ ଆଉ ୫୨ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶର,୧୦।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୫୨ ଜଣ କୋଭିଡ଼ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୨ ଲକ୍ଷ ୭୮ ହଜାର ୯୨୯ ଜଣ ସୁସ୍ଥ ହୋଇସାରିଲେଶି। ଏନେଇ ମଙ୍ଗଳବାର ରାଜ୍ୟ ସ୍ବାସ୍ଥ୍ୟ ଓ…
‘ଅସାନି’ ପ୍ରଭାବ: ଚାଷୀଙ୍କୁ ସତର୍କ କରାଇଲେ କୃଷି ମନ୍ତ୍ରୀ
ଭୁବନେଶର,୧୦।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଅସାନି’କୁ ଦୃଷ୍ଟିରେ ରଖି ଚାଷୀଙ୍କୁ କୃଷି ମନ୍ତ୍ରୀ ଅରୁଣ ସାହୁ ସତର୍କ କରାଇଛନ୍ତି । ଏହାର ପ୍ରଭାବରେ ଚାଷୀ ଯେପରି କ୍ଷତିଗ୍ରସ୍ତ ନ ହେବେ ସେଥିପ୍ରତି ଦୃଷ୍ଟି ଦେବାକୁ ଜିଲା କୃଷି ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହା…
ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ କଡ଼ା ଚେତାବନୀ
ଭୁବନେଶ୍ବର,୧୦।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ବାତ୍ୟା ‘ଅସାନି’ଏବେ ଉପକୂଳ ମୁହାଁ ହୋଇଛି। କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଏହାର ପ୍ରଭାବରେ ବେଳାଭୂମି ଅଶାନ୍ତ ହେଲାଣି। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ବାରଣ କରାଯାଇଛି। ଯଦି କେହି ଏହି ନିୟମ…
ବାତ୍ୟା ‘ଅସାନି’ର ଆଖି ଦୃଶ୍ୟମାନ
ଭୁବନେଶ୍ବର,୧୦।୫(ବ୍ୟୁରୋ): ଦୃଶ୍ୟମାନ ହେଲା ବାତ୍ୟା ‘ଅସାନି’ ଆଖି । ମଙ୍ଗଳବାର ସକାଳ ୯ଟାରେ ମଛଲୀପାଟନମ ଡପ୍ଲର ରାଡ଼ାରରେ ଭୀଷଣ ବାତ୍ୟାର ରୂପ ନେଇଥିବା ଅସାନିର ଆଖି ଦୃଶ୍ୟମାନ ହୋଇଛି । ଏ ନେଇ ଟୁଇଟ୍ ଯୋଗେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା…
Archives


