ମେଟ୍ରୋ

୧୦ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ସମସ୍ତ ଜିଲା ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୦।୫(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ୪୩୪୮୯ଜଣ ପିଲା ଅନୁପସ୍ଥିତ ଥିବା ପ୍ରସଙ୍ଗରେ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ବିଷ୍ଣୁପଦ ସେଠୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ୪୩,୪୮୯ଜଣ ଛାତ୍ରୀଛାତ୍ର କାହିଁକି ପରୀକ୍ଷା ଦେଉନାହାନ୍ତି ଓ କେଉଁ ସ୍କୁଲରୁ କେତେ…

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୧୦।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪ ଜଣ…

‘ଅସାନି’ ପ୍ରଭାବ: ବର୍ଷା ସାଙ୍ଗକୁ ବହିବ ୫୦ କିମି ବେଗରେ ପବନ

ଭୁବନେଶ୍ୱର,୧୦।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅସାନି’ ଭୟଙ୍କର ବାତ୍ୟାରେ ପରିଣତ ହୋଇଛି। ଏବେ ଏହା ଉପକୂଳମୁହାଁ ହୋଇଛି। ‘ଅସାନି’ ପ୍ରଭାବରେ ମଙ୍ଗଳବାର କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଆସନ୍ତା ୩ ଦିନ ଧରି ଉପକୂଳ ୭ ଜିଲାରେ ମଧ୍ୟମରୁ ପ୍ରବଳ…

ସର୍ବଦଳୀୟ ବୈଠକ : ୨୭୯ ବୁଥ୍‌ରେ ଭୋଟ ଦେବେ ୨ଲକ୍ଷରୁ ଅଧିକ ଭୋଟର

ଭୁବନେଶ୍ୱର,୧୦ା୫(ବ୍ୟୁରୋ): ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଉପନିର୍ବାଚନ ପାଇଁ ସୋମବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀଙ୍କ ଦ୍ୱାରା ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳଗୁଡିକର କର୍ମକର୍ତ୍ତାଙ୍କୁ ନେଇ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି  । ନିର୍ବାଚନ ଆୟୋଗଙ୍କ ଦ୍ୱାରା ବ୍ରଜରାଜନଗର…

ମୋ ବସ୍‌ରୁ ୧୦ ହଜାର ଟଙ୍କା ଚୋରି

ଭୁବନେଶ୍ୱର,୯।୫ (ବ୍ୟୁରୋ): ମୋ ବସରେ ଯାଉଥିବାବେଳେ ଚୈତନ୍ୟ ନାମକ ଜଣେ ଯାତ୍ରୀଙ୍କ ପକେଟରୁ ୧୦ ହଜାର ଟଙ୍କା ଚୋରି କରି ନେଇଛନ୍ତି ଦୁର୍ବୃତ୍ତ। ଏ ନେଇ ସେ ଚନ୍ଦ୍ରଶେଖରପୁର ଥାନାରେ ଅଭିଯୋଗ କରିଛନ୍ତି। ସିସିଟିଭି ଲାଗିବା ସତ୍ତ୍ୱେ ଦୁର୍ବୃତ୍ତମାନେ ମୋ ବସ୍‌…

ଉପହାର ଲୋଭରେ ୧.୨୫ ଲକ୍ଷ ହରାଇଲେ ମହିଳା

ଭୁବନେଶ୍ୱର,୧୦।୫ (ବ୍ୟୁରୋ):ଉପହାର ପାଇବା ଆଶାରେ ୧ଲକ୍ଷ ୨୫ହଜାର ହରାଇଛନ୍ତି ଭୁବନେଶ୍ୱର ଖଣ୍ଡଗିରି ଥାନାଞ୍ଚଳର ଜଣେ ମହିଳା। ସାଇବର ଠକେଇର ଶିକାର ହୋଇଥିବା ଜାଣିବା ପରେ ସେ ସାଇବର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ, ସାଇବର ଠକ ଜଣକ ତାଙ୍କ ହ୍ବାଟ୍‌ସଆପ୍‌କୁ…

ସ୍କୁଲ କମ୍ପ୍ୟୁଟର ଶିକ୍ଷା ଲକ୍ଷ୍ୟ ବିଫଳ

ଭୁବନେଶ୍ୱର,୧୦।୫(ବ୍ୟୁରୋ):ପ୍ରତିଟି କ୍ଷେତ୍ରରେ ଆଜି କମ୍ପ୍ୟୁଟର ଜ୍ଞାନ ଜରୁରୀ। ତେଣୁ ରାଜ୍ୟରେ ଛାତ୍ରୀଛାତ୍ରଙ୍କୁ ସ୍କୁଲ୍‌ ସମୟରୁ କମ୍ପ୍ୟୁଟର ଶିକ୍ଷା ପ୍ରଦାନ ଲାଗି ସରକାର ଗୁରୁତ୍ୱ ପ୍ରଦାନ କରୁଛନ୍ତି। ଛୋଟବେଳୁ ପିଲାଙ୍କୁ କମ୍ପ୍ୟୁଟର ଶିକ୍ଷିତ କରିବା ଲକ୍ଷ୍ୟ ନେଇ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଉଛନ୍ତି।…

ଛାତ୍ରୀଛାତ୍ରଙ୍କ ଅଫ୍‌ଲାଇନ ଉପସ୍ଥାନ ବାଧ୍ୟତାମୂଳକ ନୁହେଁ

ଭୁବନେଶ୍ୱର, ୧୦।୫(ବ୍ୟୁରୋ): ଏଣିକି ସ୍କୁଲରେ ଛାତ୍ରୀଛାତ୍ରଙ୍କ ଅଫ୍‌ଲାଇନ ଉପସ୍ଥାନ ବାଧ୍ୟତାମୂଳକ ନୁହେଁ। ଛାତ୍ରୀଛାତ୍ର ଚାହିଁଲେ ଅନ୍‌ଲାଇନ୍‌ରେ କ୍ଲାସ୍‌ କରିପାରିବେ। ରାଜ୍ୟରେ ଦୁଇଟି ହଷ୍ଟେଲରେ ଛାତ୍ରୀଛାତ୍ର କରୋନା ସଂକ୍ରମଣ ହେବାପରେ ବିଭାଗ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଦୀକ୍ଷା ପୋର୍ଟାଲରେ ଛାତ୍ରୀଛାତ୍ର…

ଭତ୍ତା ସହିତ ଶହେ ଟଙ୍କାର ଗ୍ରୀଷ୍ମକାଳୀନ ସହାୟତା

ଭୁବନେଶ୍ୱର,୧୦ା୫(ବ୍ୟୁରୋ): ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଓ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ବାର୍ଦ୍ଧକ୍ୟ, ବିଧବା, ଭିନ୍ନକ୍ଷମ ଓ ଅନ୍ୟାନ୍ୟ ବର୍ଗରେ ଭତ୍ତା ପାଉଥିବା ହିତାଧିକାରୀମାନଙ୍କୁ ଗ୍ରୀଷ୍ମକାଳୀନ ସହାୟତା ସ୍ବରୂପ ଅତିରିକ୍ତ ୧୦୦ ଟଙ୍କା ଲେଖାଏ ପ୍ରଦାନ କରିବାକୁ ରାଜ୍ୟ ସରକାର ସୋମବାର…

ଇଏସ୍‌ଆଇ ଡାକ୍ତରଖାନାରେ ୫୫ ଡାକ୍ତର ନିଯୁକ୍ତ

ଭୁବନେଶ୍ୱର,୧୦ା୫(ବ୍ୟୁରୋ):ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ରାଜ୍ୟ ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ। ଲୋକମାନଙ୍କୁ କିପରି କମ୍‌ ଖର୍ଚ୍ଚରେ ଉତ୍ତମ ସ୍ବାସ୍ଥ୍ୟସେବା ମିଳିପାରିବ ସେନେଇ ଅନବରତ ଉଦ୍ୟମ ଜାରି ରହିଛିି। ସୋମବାର ରାଜ୍ୟ କର୍ମଚାରୀ ବୀମା (ଇଏସ୍‌ଆଇ) ହସ୍ପିଟାଲ ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ନବନିଯୁକ୍ତ…

ବାତ୍ୟା ପ୍ରଭାବ ନାହିଁ

ଭୁବନେଶ୍ୱର, ୧୦ା୫(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ଅସାନି’ ଭୟଙ୍କର ବାତ୍ୟାରେ ପରିଣତ ହୋଇଛି। ସୋମବାର ସନ୍ଧ୍ୟାସୁଦ୍ଧା ପୁରୀଠାରୁ ଦକ୍ଷିଣ ଦିଗରେ ଏହା ୫୯୦ କି.ମି. ଦୂର ଏବଂ ବିଶାଖାପାଟଣାଠାରୁ ୪୧୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ଘଣ୍ଟା ପ୍ରତି ୧୬ କିଲୋମିଟର…

ରାଜ୍ୟରୁ ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୭ କୋଭିଡ଼ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୨ଲକ୍ଷ ୭୮ ହଜାର ୮୭୭ ଜଣ ସୁସ୍ଥ ହୋଇ ସାରିଲେଣି। ଏ ନେଇ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri