ମେଟ୍ରୋ

ଅଗଷ୍ଟ ୮ରେ ପ୍ରକାଶ ପାଇବ ଯୁକ୍ତ୨ କଳା ପରୀକ୍ଷାଫଳ

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ଆସନ୍ତା ଅଗଷ୍ଟ ୮ତାରିଖରେ ପ୍ରକାଶ ପାଇବ ଯୁକ୍ତ୨ କଳା ପରୀକ୍ଷାଫଳ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବୁଧବାର ସିଏଚ୍‌ଏସ୍‌ଇ ଅଫିସରେ ଆନୁଷ୍ଠାନିକ ଭାବେ ଘୋଷଣା ଯୁକ୍ତ୨ ବିଜ୍ଞାନ ଏବଂ ବାଣିଜ୍ୟ…

ପ୍ରକାଶ ପାଇଲା ଯୁକ୍ତ୨ ପରୀକ୍ଷାଫଳ: ବିଜ୍ଞାନରେ ପାସ ହାର ୯୪.୧୨%, ବାଣିଜ୍ୟରେ ୮୯%

ଭୁବନେଶ୍ୱର, ୨୭।୭(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ସିଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ଅପରାହ୍ନ ୪ଟାରେ ପ୍ରକାଶ ପାଇଛି। ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ସିଏଚ୍‌ଏସ୍‌ଇ ଅଫିସରେ ଆନୁଷ୍ଠାନିକ ଭାବେ ଏନେଇ…

ପିଇଟିଙ୍କ ଦରମା ବଢ଼ିଲା

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ଆମ ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗ୍ରାଣ୍ଟ-ଇନ୍‌-ଏଡ୍‌ ଅର୍ଡର ୨୦୧୪ ଅନୁଯାୟୀ ଅନୁଦାନପ୍ରାପ୍ତ କାର୍ଯ୍ୟରତ ପିଇଟିଙ୍କର ଦରମା ବୃଦ୍ଧି ହୋଇଛି। ଯେଉଁମାନେ ବିପିଇଡି ଏବଂ ବିଏସ୍‌ସି ପିଇଡି ଯୋଗ୍ୟତା ଅର୍ଜନ କରିଛନ୍ତି, ସେମାନଙ୍କର ମାସିକ ଦରମା ୮ ହଜାରରୁ…

ପୋଲିସକୁ ସୁରକ୍ଷା ମାଗିଲେ ଅପରାଜିତା

ଭୁବନେଶ୍ବର,୨୭।୭(ବ୍ୟୁରୋ): ଅଭିନେତା ବାବୁସାନ ମହାନ୍ତି ବୁଧବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ପରେ ସେ ତାଙ୍କ ଘରକୁ ଫେରିଥିବା ଜଣାପଡ଼ିଛି। ଏହା ପରେ ତାଙ୍କ ମା’ ଅପରାଜିତା ମହାନ୍ତି କମିଶନରେଟ ପୋଲିସ ସହ କଥା ହୋଇ ସୁରକ୍ଷା ମାଗିଥିବା ଜଣାପଡ଼ିଛି। ସେ କହିଛନ୍ତି, ବାବୁସାନ…

୧ କୋଟିରୁ ଅଧିକ ଟଙ୍କାର ବ୍ରାଉନ୍‌ସୁଗାର ଜବତ

ଭୁବନେଶ୍ବର,୨୭।୭(ବ୍ୟୁରୋ): ପୁଣି କୋଟିଏରୁ ଅଧିକ ଟଙ୍କାର ବ୍ରାଉନ୍‌ସୁଗାର ଜବତ କରାଯାଇଛି। ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଶେଖ୍‌ ମେଜୁ । ଏ ନେଇ ଏସ୍‌ଟିଏଫ୍‌ କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଖବର ପାଇ ବାଲେଶ୍ୱର ସହଦେବଖୁଣ୍ଟା…

ରାଜ୍ୟରେ ୯୮ ଶୀତଳଭଣ୍ଡାର ଅଚଳ

ଭୁବନେଶ୍ବର, ୨୭।୭(ବ୍ୟୁରୋ): ରାଜ୍ୟରେ ମୋଟ ୧୩୧ଟି ଶୀତଳଭଣ୍ଡାର ରହିଛି। ସେଥିମଧ୍ୟରୁ ବର୍ତ୍ତମାନ ୯୮ଟି ଅଚଳ ହୋଇ ପଡ଼ିଥିବା ବେଳେ ମାତ୍ର ୩୩ଟି ସଚଳ ରହିଛି। ରାଜ୍ୟ ସରକାର ଶୀତଳଭଣ୍ଡାର ଉପରେ ଗୁରୁତ୍ୱ ଦେଉଛନ୍ତି। ପୂର୍ବ ଭଳି ରାଜ୍ୟରେ ଆଉ ବଡ଼ ବଡ଼…

ଉଦ୍ୟାନ କୃଷିରେ ଉତ୍ପାଦନ ନେଇ ଉତ୍ତର ରଖିଲେ କୃଷି ମନ୍ତ୍ରୀ

ଭୁବନେଶ୍ବର,୨୭।୭(ବ୍ୟୁରୋ): ବିଧାନସଭାରେ ବୁଧବାର ୨୦୨୦-୨୧ରେ ଉଦ୍ୟାନ କୃଷିରେ ଉତ୍ପାଦନ ନେଇ କଂଗ୍ରେସ ବିଧାୟକ ସୁରେଶ ରାଉତରାୟଙ୍କ ପ୍ରଶ୍ନରେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଉତ୍ତର ରଖିଛନ୍ତି। ମନ୍ତ୍ରୀ କହିଛନ୍ତି, ଅଁଳା, ବେଲ, କଦଳୀ, ପଣସ, ସପୁରି, ଡାଳିମ୍ବ, ସପେଟା ଆଦି…

ପ୍ରକାଶ ପାଇଲା ଓଜେଇଇ ପରୀକ୍ଷା ଫଳ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ଚଳିତ ବର୍ଷର ଓଜେଇଇ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ଘୋଷଣା କରିଛନ୍ତି। www.ojee.nic.in ଓ୍ବେବ୍‌ସାଇଟ୍‌ ମାଧ୍ୟମରେ ଛାତ୍ରୀଛାତ୍ର ନିଜର ପରୀକ୍ଷା ଫଳ ଦେଖିପାରିବେ। ଚଳିତ ବର୍ଷ ୪୭ ହଜାର…

ପୂର୍ବତନ ବିଧାୟକଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ପୂର୍ବତନ ବିଧାୟକ ରାଜେନ୍ଦ୍ର ପ୍ରସାଦ ସିଂଙ୍କ ବିୟୋଗରେ ବୁଧବାର ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ ଆଗତ କରିଛନ୍ତି । ବିଧାୟକ ରାଜେନ୍ଦ୍ରଙ୍କ ପାଇଁ ବିଧାନସଭାରେ ୧ ମିନିଟ୍‌ ନୀରବ ପ୍ରାର୍ଥନା…

ଭୁବନେଶ୍ୱରରେ ହେବ କ୍ୟାନସର ହସ୍ପିଟାଲ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ଭୁବନେଶ୍ୱରରେ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ହେବ। ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ରମନ୍ତ୍ରୀଙ୍କ ଏକ ବୈଠକରେ ଏହି ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ୬୫୦ କୋଟି ବ୍ୟୟରେ…

ପୁଣି ଡରାଇଲାଣି କରୋନା: ରାଜ୍ୟରେ ୧୧୭୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୧୧୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୫୫ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୬୮୮ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୮୬…

ଭୁବନେଶ୍ୱରରେ ପହଞ୍ଚିଲେ ବାବୁସାନ

ଭୁବନେଶ୍ୱର,୨୭।୭(ବ୍ୟୁରୋ): ଓଲିଉଡ ଅଭିନେତା ବାବୁଶାନ ବୁଧବାର ଭୁବନେଶ୍ୱରରେ ପହଞ୍ଚଛନ୍ତି। ଗତକାଲି ପ୍ରକୃତି ମିଶ୍ର ଭୁବନେଶ୍ୱରରେ ପହଞ୍ଚିଥିବା ବେଳେ ବାବୁଶାନ କେବେ ଫେରିବେ ତାହା ଉପରେ ସମସ୍ତଙ୍କ ନଜର ଥିଲା। ଏହାପରେ ଆଜି ସକାଳ ପ୍ରାୟ ସାଢେ ୮ଟାରେ ଚେନ୍ନାଇରୁ ବିମାନ ଯୋଗେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?