ମେଟ୍ରୋ

୧୫ରୁ ପୁଣି ହେଲମେଟ୍‌ ଯାଞ୍ଚ

ଭୁବନେଶ୍ବର,୮।୫(ବ୍ୟୁରୋ): ଆସନ୍ତା ୧୫ ତାରିଖରୁ ରାଜ୍ୟର ସମସ୍ତ ଜାତୀୟ ରାଜପଥ ଓ ରାଜ୍ୟ ରାଜପଥରେ ହେଲମେଟ ଯାଞ୍ଚ କରାଯିବ। ଏହି ଅଭିଯାନ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ସରକାରଙ୍କ ସଡକ ପରିବହନ ଆୟୁକ୍ତଙ୍କ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି…

କ୍ୟାପିଟାଲ ହସ୍ପିଟାଲ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ବର,୮।୫(ବ୍ୟୁରୋ): ବାତ୍ୟା ‘ଅସାନି’କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏହି କ୍ରମରେ କ୍ୟାପିଟାଲ ହସ୍ପିଟାଲର କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କ ଛୁଟିକୁ ବାତିଲ କରାଯିବା ସହ ସମସ୍ତ ବିଭାଗକୁ ସତର୍କ କରାଯାଇଛି। ଏଥିସହ ସମ୍ପୃକ୍ତ ବିଭାଗ…

ପୁଣି ରିମାଣ୍ଡରେ ଗଲେ ପାୟଲ-ବିକାଶ

ଭୁବନେଶ୍ୱର,୮।୫(ବ୍ୟୁରୋ): ସିଭି ରମଣ ବିଶ୍ୱବିଦ୍ୟାଳୟର ୯୭ ଲକ୍ଷ ଟଙ୍କା ହଡପ ମାମଲାରେ ଗିରଫ ହୋଇଥିବା ଆକାଉଣ୍ଟାଣ୍ଟ ପାୟଲ ମହାପାତ୍ର ଏବଂ ପ୍ରେମିକ ବିକାଶ କୁମାର ପୁଣି ରିମାଣ୍ଡରେ ଯିବେ। ଏହି ପ୍ରେମୀ ଯୁଗଳଙ୍କୁ ତମାଣ୍ଡୋ ଥାନା ପୋଲିସ ଦ୍ବିତୀୟ ପର୍ଯ୍ୟାୟ ରିମାଣ୍ଡରେ…

ଦିଲ୍ଲୀ ଗସ୍ତରେ କଂଗ୍ରେସ ନେତା

ଭୁବନେଶ୍ବର,୮।୫(ବ୍ୟୁରୋ): ଦଳୀୟ ହାଇକମାଣ୍ଡଙ୍କ ଡାକରାରେ ଦିଲ୍ଲୀ ଗସ୍ତ କଲେ କଂଗ୍ରେସ ନେତା। ରବିବାର ଶରତ ପଟ୍ଟନାୟକ, ବିଧାୟକ ମହମ୍ମଦ ମୋକିମ, ସୁରେଶ ରାଉତରାୟ, ସନ୍ତୋଷ ସିଂହ ସାଲୁଜା, ରାଜନ ଏକ୍କା, ରମେଶ ଜେନା, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଓ…

ରାଜ୍ୟର ୪ ବନ୍ଦର ପାଇଁ ୧ ନଂ ବିପଦ ସଙ୍କେତ

ଭୁବନେଶ୍ୱର,୮।୫(ବ୍ୟୁରୋ): ଦକ୍ଷିଣପୂର୍ବ ବଙ୍ଗୋପସାଗରେ ସୃଷ୍ଟ ଅବପାତ ବାତ୍ୟା ‘ଅସାନି’ରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୧୦ ତାରିଖ ସନ୍ଧ୍ୟାରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…

ସ୍ଥଳଭାଗ ମୁହାଁ ଅସାନି

ଭୁବନେଶ୍ୱର,୮।୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବାତ୍ୟାର ରୂପ ନେଇଛି। ବାତ୍ୟା ଅସାନି ଘନୀଭୂତ ହୋଇ ସ୍ଥଳଭାଗ ମୁହାଁ ହେଉଛି। ୬ ଘଣ୍ଟା ଧରି ଘଣ୍ଟା ପ୍ରତି ୧୬ କିମି ବେଗରେ ଉତ୍ତର -ପଶ୍ଚିମ ଦିଗରେ ଗତି…

୧୦ ସନ୍ଧ୍ୟାରୁ ଏସବୁ ଜିଲାରେ ପ୍ରବଳ ବର୍ଷିବ!

ଭୁବନେଶ୍ୱର,୮।୫(ବ୍ୟୁରୋ): ଗଭୀର ଅବପାତ ପରେ ବଙ୍ଗୋପସାଗରରେ ବାତ୍ୟା ‘ଅସାନି’ ସୃଷ୍ଟି ହୋଇଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ୧୦ ତାରିଖ ସାରୁ ବର୍ଷା ହେବାର ସମ୍ଭାବନା ରହିଛି। ଏହା ୧୨…

ପୁଣି ଡରାଇଲା କରୋନା : ଆଜି ୭୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ ରବିବାର ୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୬ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୪ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ…

ଭୁବନେଶ୍ୱରରେ ଲାଗିବ ଆଉ ୧ହଜାର ଲାଇଟ୍‌

ଭୁବନେଶ୍ୱର,୮।୫(ବ୍ୟୁରୋ): ଭୁବନେଶ୍ୱରରେ ଲୋକଙ୍କୁ ମୌଳିକ ସୁବିଧା ଯୋଗାଇ ଦେବାକୁ ବିଏମ୍‌ସି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟ କରୁଛି। ସହରକୁ ଆଲୋକୀକରଣ କରିବା ପାଇଁ ମୋଟ ୭୬ହଜାର ୨୬୭ଟି ଷ୍ଟ୍ରିଟ୍‌ଲାଇଟ୍‌ ଲଗାଯାଇଛି। ସେଥିମଧ୍ୟରୁ ୯୦ ପ୍ରତିଶତ ଏଲ୍‌ଇଡି ଲାଇଟ୍‌ ରହିଛି। ଜାଗା ମିଶନ ଅନ୍ତର୍ଗତ…

ପୁଣି ୫ ଦିନିଆ ରିମାଣ୍ଡରେ ପାୟଲ, ବିକାଶ

ଭୁବନେଶ୍ୱର,୮।୫(ବ୍ୟୁରୋ): ସିଭି ରମଣ ବିଶ୍ୱବିଦ୍ୟାଳୟର ୯୭ ଲକ୍ଷ ଟଙ୍କା ହଡ଼ପ ଘଟଣାରେ ଗିରଫ ହୋଇଥିବା ଆକାଉଣ୍ଟାଣ୍ଟ ପାୟଲ ମହାପାତ୍ର ଓ ପ୍ରେମିକ ବିକାଶ କୁମାରଙ୍କ ପ୍ରଥମ ପର୍ଯ୍ୟାୟର ରିମାଣ୍ଡ ଅବଧି ଶନିବାର ଶେଷ ହୋଇଛି। ଏହାପରେ କମିଶନରେଟ ପୋଲିସ ଉଭୟଙ୍କୁ କୋର୍ଟରେ…

ରନ୍ଧନ ଗ୍ୟାସ୍‌ ଦରବୃଦ୍ଧି, ତେଜିଲା ଅସନ୍ତୋଷ

ଭୁବନେଶ୍ୱର, ୮।୫ (ବ୍ୟୁରୋ): ଅତ୍ୟାବଶ୍ୟକ ସାମଗ୍ରୀର ଲଗାତର ଦରବୃଦ୍ଧି ସାଧାରଣ ଲୋକଙ୍କୁ ଛଟପଟ କରୁଛି। ପେଟ୍ରୋଲ୍‌ଠାରୁ ଆରମ୍ଭ କରି ଖାଇବା ତେଲ, ଡାଲି, ଚାଉଳ ପର୍ଯ୍ୟନ୍ତ ସବୁକିଛିର ଅତ୍ୟଧିକ ଦର ବିଶେଷକରି ଗରିବ, ମଧ୍ୟବିତ୍ତ ପରିବାରର ଅଣ୍ଟା ଭାଙ୍ଗି ଦେଇଛି। ଏଭଳି…

ଆନ୍ଦୋଳନକୁ ଓହ୍ଲାଇବ ବିଜେଡି

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ବଢ଼ି ଚାଲିଛି। ପେଟ୍ରୋଲ, ଡିଜେଲ ସାଙ୍ଗକୁ ରନ୍ଧନ ଗ୍ୟାସ ଦର ନିୟନ୍ତ୍ରଣ ବାହାରକୁ ଚାଲି ଗଲାଣି। ଦରବୃଦ୍ଧି ପ୍ରତିବାଦରେ ବିଜୁ ଜନତା ଦଳ ଆନ୍ଦୋଳନକୁ ଓହ୍ଲାଇବ। କେନ୍ଦ୍ର ସରକାର ଦରଦାମ ନିୟନ୍ତ୍ରଣରେ ସମ୍ପୂର୍ଣ୍ଣ ବିଫଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri