ମେଟ୍ରୋ

ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ରମରେ ରାଜ୍ୟର ୧୩ଟି ଜିଲାରେ ୫୯ଟି ମେଗା ଲିଫ୍ଟ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏହା ଦ୍ୱାରା ୮୦ ହଜାର ହେକ୍ଟର ଢିପ ଜମିକୁ ଜଳସେଚନର...

 ଶ୍ରୀମୟୀ ମିଶ୍ର ହେବେ ଭୁବନେଶ୍ୱର ଏମ୍‌ପି ପ୍ରାର୍ଥୀ! ପାଟ୍ଟଶାଣୀ କହିଲେ- ‘ଦଳ ସେ ଭୁଲ୍‌ କରିବନି’

ଭୁବନେଶ୍ୱର,୧୬।୧୨: ଭୁବନେଶ୍ୱର ଲୋକ ସଭା ଆସନ ପାଇଁ  ବିଜେଡିରୁ  ଶ୍ରୀମୟୀ ମିଶ୍ରଙ୍କୁ  ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ଏମ୍‌ପି ପ୍ରାର୍ଥୀ ଭାବେ ବାଛିଥିବା ମନ୍ତ୍ରୀ ଅଶୋକ ପଣ୍ଡା କହିଛନ୍ତି । ସେ କହିଥିଲେ  ଶ୍ରୀମୟୀଙ୍କୁ  ପ୍ରାର୍ଥୀ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଭୁବନେଶ୍ୱର ଲୋକ ସଭା ଆସନ କାହାର

ଭୁବନେଶ୍ବର,୧୬।୧୨: ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭୁବନେଶ୍ୱର ଲୋକ ସଭା ଆସନ ଉପରେ ସମସ୍ତଙ୍କ ନଜର ରହିଛି। ଏହି ଆସନ ପାଇଁ ଘମାଘୋଟ ଲଢ଼େଇ ହେବ । ବିଜେଡିରୁ ଶ୍ରୀମୟୀ ମିଶ୍ର ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରୁ ନିର୍ବାଚନ...

ସ୍ବପ୍ନା ସୁନ୍ଦରୀଙ୍କୁ ‘ଭରତ ମୁନି ସମ୍ମାନ’

ଭୁବନେଶ୍ୱର,୧୬।୧୨(ଶର୍ମିଷ୍ଠା ପାଣିଗ୍ରାହୀ): କଳିଙ୍ଗାୟନ ତୌର୍ଯ୍ୟତ୍ରିକମ୍‌ ଅନୁଷ୍ଠାନ ପକ୍ଷରୁ ଉତ୍କଳ ରଙ୍ଗମଞ୍ଚଠାରେ ଚାଲିଥିବା ଭରତ ମୁନି ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସାରେ କୁଚିପୁଡ଼ି ଓ ଭାରତନାଟ୍ୟମ୍‌ ବିଦୂଷୀ ପଦ୍ମଭୂଷଣ ସ୍ବପ୍ନା ସୁନ୍ଦରୀଙ୍କୁ ଭରତ ମୁନି ସମ୍ମାନରେ ସମ୍ମାନିତ କରାଯାଇଥିଲା।...

ଗୋଡାଇ କାମୁଡୁଛନ୍ତି କୁକୁର

ଭୁବନେଶ୍ୱର, ୧୬।୧୨ (ବନ୍ଦନା ସେଠୀ): ରାଜଧାନୀ ରାସ୍ତାଘାଟରେ ବୁଲା କୁକୁର ରାଜ୍‌ ଚଳାଇଛନ୍ତି। ଗଳିକନ୍ଦିରୁ ରାଜରାସ୍ତାରାରେ ସେମାନଙ୍କ ପ୍ରାର୍ଦୁଭାବ ଦେଖିବାକୁ ମିଳୁଛି। ଗାଡ଼ି ଚାଳକ ହୁଅନ୍ତୁ ଅବା ପଥଚାରୀ, ଏପରିକି ଛୋଟ ପିଲାଙ୍କୁ ମଧ୍ୟ ଏମାନେ ଆକ୍ରମଣ କରିବାକୁ ପଛାଉ...

୧୪୭ ଆସନରେ ମୁଖ୍ୟମନ୍ତ୍ରୀଙ୍କ ପଛରେ ଠିଆହେବି: କାର୍ତ୍ତିକ

ଭୁବନେଶ୍ୱର ୧୬ା୧୨(ଅନିଲ ଦାସ): ମୋର କୌଣସି ପଦପଦବୀ ଆଶା ନାହିଁ, ଆଗାମୀ ନିର୍ବାଚନରେ କେଉଁଠାରୁ ପ୍ରତିଦ୍ୱନ୍ଦ୍ୱିତା କରିବି ନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ରାଜ୍ୟର ୧୪୭ ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ, ଅର୍ଥାତ୍‌ ମୁଖ୍ୟମନ୍ତ୍ରୀ ସମସ୍ତ ୧୪୭ ଆସନରେ...

ମିଛର ମୁକାବିଲା କର: ନବୀନ

ଭୁବନେଶ୍ୱର,୧୬।୧୨(ଅନିଲ ଦାସ): ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳର କାର୍ଯ୍ୟକାରିଣୀ ବୈଠକକୁ ସମ୍ବୋଧିତ କରି କହିଛନ୍ତି, ବିକାଶର ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବାକୁ ହେବ। ଓଡ଼ିଶାବାସୀ ଜାଣିଛନ୍ତି, ହଜାରେ ମିଛ କେବେ ସତ ହେବନାହିଁ। ଘରେ ଘରେ ଶଙ୍ଖ ବାଜିବ।...

ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ: ବି. ରାଧିକା ପୋଲିସ ରିକ୍ର୍ୟୁଟମେଣ୍ଟ ବୋର୍ଡ ଅଧ୍ୟକ୍ଷ

ଭୁବନେଶ୍ୱର,୧୫।୧୨(ଅନିଲ ଦାସ): ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଶୁକ୍ରବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ୧୯୮୯ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବି.ରାଧିକାଙ୍କୁ...

ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନା ଅବଧିକୁ ଆଉ ୫ ବର୍ଷ ବଢ଼ାଇଲେ ସରକାର

ଭୁବନେଶ୍ୱର,୧୫ା୧୨: ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷକୁ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ, ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ଅନ୍ତର୍ଭୁକ୍ତ ହୋଇଛନ୍ତି। ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫...

ଫେବୃୟାରୀ ୧୬ରୁ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର,୧୫ା୧୨: ଆସନ୍ତା ଫେବୃୟାରୀ ୧୬ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହି ପରୀକ୍ଷା ଫେବୃୟାରୀ ୧୬ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ।...

ପିଆଜ ଉତ୍ପାଦନ ବଢୁଛି, ଘାଣ୍ଟି ହେଉଛନ୍ତି ଖାଉଟି

ଭୁବନେଶ୍ୱର,୧୫।୧୨(ଅନିଲ ଦାସ)- ରାଜ୍ୟରେ ପିଆଜ ଉତ୍ପାଦନ ବଢୁଛି। ହେଲେ ପ୍ରତ୍ୟେକ ବର୍ଷ ଦର ବୃଦ୍ଧିରେ ଘାଣ୍ଟି ହେଉଛନ୍ତି ଖାଉଟି। ଅନ୍ୟ ବର୍ଷଗୁଡିକ ଭଳି ଚଳିତ ବର୍ଷ ମଧ୍ୟ ମାସାଧିକ କାଳ ହେବ ରାଜ୍ୟରେ ପିଆଜ କିଲୋ ପିଛା ଦର ୬୦...

ଛିଙ୍କ ଅଟକାଇଲେ ବିପଦ

ଭୁବନେଶ୍ୱର, ୧୫ା୧୨(ବନ୍ଦନା ସେଠୀ): ଛିଙ୍କ ଆସିଲେ ତାହାକୁ ଅଟକାଇବା ଉଚିତ ନୁହେଁ। ଛିଙ୍କକୁ ରୋକିବାକୁ ଚେଷ୍ଟା କଲେ ଏହା ନିଜ ପାଇଁ ବିପଜ୍ଜନକ ସାଜିପାରେ। ଏପରି କି ଜୀବନ ମଧ୍ୟ ଚାଲି ଯାଇପାରେ ବୋଲି ଡାକ୍ତରମାନେ କହିଛନ୍ତି। ଲାଇଭ୍‌ ସାଇନ୍ସରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri