ପିସିସିରେ ହେବ ବ୍ୟାପକ ଅଦଳବଦଳ
ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟ କଂଗ୍ରେସ ସଂଗଠନରେ ବ୍ୟାପକ ପରିବର୍ତ୍ତନ ହେବ। ହାଇକମାଣ୍ଡଙ୍କ ଡାକରା ପାଇ ଶନିବାର କେତେ ଜଣ ବିଧାୟକ ଓ ବରିଷ୍ଠ ନେତା ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ରବିବାର ଅନ୍ୟ ନେତାମାନେ ଦିଲ୍ଲୀ ଯିବେ। ୯ ତାରିଖରେ ଓଡିଶା ନେତାଙ୍କ ସହ…
ସ୍ବର୍ଣ୍ଣ ଜିତିଲେ ମିଳିବ ୧ କୋଟି
ଭୁବନେଶ୍ୱର,୮।୫(ବ୍ୟୁରୋ): ବିଜୟ ଏକ ଅଭ୍ୟାସ। ବିଜୟରୁ ମିଳେ ଉତ୍କର୍ଷତା। ଓଡ଼ିଶାର ପିଲାମାନେ ଉତ୍କର୍ଷକୁ ଏକ ଅଭ୍ୟାସରେ ପରିଣତ କରିଛନ୍ତି। ଜାତୀୟ ଓ ବିଶ୍ବସ୍ତରୀୟ ପ୍ରତିଯୋଗିତାରେ ବିଜୟ ଲାଭ କରି ରାଜ୍ୟ ପାଇଁ ଓଡ଼ିଆ ପିଲା ଗୌରବ ଆଣୁଛନ୍ତି। ଶନିବାର ଲୋକସେବା ଭବନଠାରେ…
ଭୁବନେଶ୍ୱରରେ ଖୋଲିଲା କେଏଲ୍ ବିଶ୍ୱବିଦ୍ୟାଳୟର ଆଞ୍ଚଳିକ କାର୍ଯ୍ୟାଳୟ
ଭୁବନେଶ୍ୱର, ୮।୫(ବ୍ୟୁରୋ): କେ.ଏଲ୍. ଡିମ୍ଡ୍ ଟୁ ବି ୟୁନିଭର୍ସିଟି ଆନ୍ଧ୍ରପ୍ରଦେଶର ଓଡ଼ିଶା ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱରରେ ଖୋଲିଛି। ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସତ୍ୟନଗରଠାରେ ଏହି କାର୍ଯ୍ୟାଳୟର ଉଦ୍ଘାଟନ କରିଥିଲେ। ଏହା ପ୍ରତିଭାବାନ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ…
ବାତ୍ୟା ଭୟ ନାହିଁ
ଭୁବନେଶ୍ୱର,୮।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ସ୍ଥଳଭାଗ ଛୁଇଁବ ନାହିଁ। ଓଡ଼ିଶା କିମ୍ବା ଆନ୍ଧ୍ର ଉପକୂଳକୁ ଆସିବ ନାହିଁ। ସମୁଦ୍ରରେ ହିଁ ମିଳେଇ ଯିବ। ଦକ୍ଷିଣ ଆଣ୍ଡାମାନ ଓ ଏହାର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଶନିବାର ଅପରାହ୍ନ ସାଢ଼େ ୫ଟାରେ…
୪୦ ଡିଗ୍ରୀ ଉପରେ ୧୦ ସହର
ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ ପାଗ ମେଘୁଆ ରହୁଥିବାରୁ ତାତି ଗତ କିଛିଦିନ ହେବ ତାପମାତ୍ରା କମ୍ ରହିଛି। ଶନିବାର ୧୦ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍ସିୟସ ରହିଥିବା ବେଳେ ୩ଟି ସ୍ଥାନରେ ୪୧ ଡିଗ୍ରୀ ସେଲ୍ସିିୟସ ଉପରେ ରହିଛି। ଭୁବନେଶ୍ୱର…
ଅବପାତରେ ପରିଣତ ହେଲା ଲଘୁଚାପ
ଭୁବନେଶ୍ୱର,୭।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଶନିବାର ଅବପାତରେ ପରିଣତ ହୋଇଛି। ଏହା ପୁରୀ ଠାରୁ ପ୍ରାୟ ୧୩୦୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ରବିବାର ଗଭୀର…
ଝରକା ଭାଙ୍ଗି ଲୁଟ୍ କଲେ; ଯିବା ବେଳେ ମୁଣ୍ଡିଆ ମାରିଲେ
ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଘରେ ପଶି ଡକାୟତି କରିବା ପରେ ମୁଣ୍ଡିଆ ମାରି ଚର୍ଚ୍ଚାରେ ଲୁଟେରା। ଧଉଳି ଥାନା ନୂଆଗାଁର ବଳରାମ ବିହାରରେ ଦୁଇ ଦିନ ତଳେ ଏକ ଡକାୟତି ହୋଇଥିଲା। ଝରକା ତାଡି ଘର ଭିତରକୁ ପଶିଥିଲେ ଲୁଟେରା। ପରେ…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୭ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୮,୮୬୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଲ୍ୟାଣ୍ଡଫଲ କରିବ ନାହିଁ ବାତ୍ୟା
ଭୁବନେଶ୍ୱର,୭।୫(ବ୍ୟୁରୋ): ସ୍ଥଳଭାଗ ଛୁଇଁବ ନାହିଁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ବାତ୍ୟା। ଏନେଇ ଆଇଏମ୍ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡଫଲ କରିବନି। ବରଂ ୧୦ ତାରିଖ ସନ୍ଧ୍ୟା ପରେ ବାତ୍ୟା ଦିଗ…
ଏଣିକି ମଦ ପିଇ ଗାଡ଼ି ଚଳାଇଲେ ସିଧା କୋର୍ଟଚାଲାଣ
ଭୁବନେଶ୍ୱର,୭।୫(ବ୍ୟୁରୋ): ମଦ ପିଇ ଗାଡ଼ି ଚଳାଇଲେ ପଡ଼ିବେ ଅସୁବିଧାରେ। କାରଣ ଏଣିକି ଜରିମାନା ନୁହେଁ ବରଂ ଚାଳକମାନଙ୍କୁ ଅଟକ ରଖି କୋର୍ଟଚାଲାଣ କରାଯିବ। ଦରକାର ପଡ଼ିଲେ ସେମାନଙ୍କର ଡ୍ରାଇଭିଂ ଲାଇସେନ୍ସ ମଧ୍ୟ ରଦ୍ଦ କରାଯିବ। ମଦ୍ୟପ ଡ୍ରାଇଭରଙ୍କୁ ସାବାଡ କରିବାକୁ ଯାଇ…
ସମ୍ଭାବ୍ୟ ବାତ୍ୟାକୁ ନେଇ ଅଗ୍ନିଶମ ବାହିନୀ ପ୍ରସ୍ତୁତ
ଭୁବନେଶ୍ୱର,୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସବୁ ପ୍ରକାର ପ୍ରସ୍ତୁତି କରାଯାଉଛି। ତେବେ ରାଜ୍ୟରେ ଅଗ୍ନିଶମ ବାହିନୀ ପ୍ରସ୍ତୁତ ରହିଛି ବୋଲି ଅଗ୍ନିଶମ ବିଭାଗ ଡିଜି ସନ୍ତୋଷ ଉପାଧ୍ୟାୟ କହିଛନ୍ତି। ଏଥିପାଇଁ ୩୩୯ ଫାୟାର ଷ୍ଟେସନକୁ ଆଲର୍ଟ କରାଯାଇଛି।…
ମାଟ୍ରିକ ଖାତା ଦେଖାକୁ ନେଇ କ’ଣ କହିଲେ ବୋର୍ଡ ସଭାପତି
ଭୁବନେଶର,୭।୫(ବ୍ୟୁରୋ): ମାଟ୍ରିକ ପରୀକ୍ଷାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବୋର୍ଡ ସଭାପତି ରାମାଶିଷ୍ ହାଜରା। ସେ କହିଛନ୍ତି, ଆସନ୍ତା ମେ’୨୦ କିମ୍ବା ୨୧ରେ ପରୀକ୍ଷା ଖାତା ଦେଖା ଆରମ୍ଭ ହୋଇପାରେ। ନୋଡ଼ାଲ୍ ସେଣ୍ଟରରୁ ଉତ୍ତର ପୁସ୍ତିକା ଆଣିବା ପରେ ଖାତା ଦେଖା ହେବ…
Archives


