ମେଟ୍ରୋ

୧୭,୭୩,୨୪୪ ପରିବାରକୁ ପାଇପ୍‌ ଯୋଗେ ପାନୀୟଜଳ

ଭୁବନେଶ୍ୱର,୨୬ା୭(ବ୍ୟୁରୋ):ଚଳିତବର୍ଷ ୧୭,୭୩,୨୪୪ ଗ୍ରାମୀଣ ପରିବାରଙ୍କୁ ପାଇପ୍‌ ଯୋଗେ ପାନୀୟଜଳ ଯୋଗାଇ ଦିଆଯିବ। ଏପର୍ଯ୍ୟନ୍ତ ରାଜ୍ୟର ୪୩, ୮୬, ୭୫୯ ପରିବାରକୁ ଟ୍ୟାପ୍‌ ଯୋଗେ ପିଇବା ପାଣି ଯୋଗାଇ ଦିଆଯାଇଛି। ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ସୋମବାର ବିଭାଗୀୟ…

୧୦୦ କୋଟି ଟଙ୍କା କିଏ ଦେବ

ଭୁବନେଶ୍ୱର,୨୬।୭(ବ୍ୟୁରୋ):ରାଜ୍ୟ ସରକାର ଘରୋଇ କମ୍ପାନୀକୁ ୧୨୦ କୋଟି ଗଣିବେ। କମ୍ପାନୀର ବକେୟା ୨୦ କୋଟି ସହ ୨୦୦୪ରୁ ଆଜି ଯାଏ ୧୦୦ କୋଟି ଟଙ୍କା ପଇଠ କରିବେ। ତଳକୋର୍ଟରୁ ସର୍ବୋଚ୍ଚ ଅଦାଲତ ଯାଏ ସବୁଠି ସରକାରଙ୍କୁ ନିରାଶ ହେବାକୁ ପଡ଼ିଛି। ଟଙ୍କା…

ହାତୀ ଶିକାର: ୮ରେ ହାଇକୋର୍ଟରେ ହାଜର ହେବେ ପିସିସିଏଫ୍‌

ଭୁବନେଶ୍ବର, ୨୬ା୭(ବ୍ୟୁରୋ):ରାଜ୍ୟରେ ହାତୀ ଶୀକାର ଏବଂ ବନ ବିଭାଗ ଦ୍‌ାରା ହାତୀ ମୃତ୍ୟକୁ ଲୁଚାଇବା ଘଟଣାରେ ସୋମବାର ହାଇକୋର୍ଟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଆବେଦନକାରୀ ଗୀତା ରାଉତଙ୍କ ପକ୍ଷରୁ ଆଡ୍‌ଭୋକେଟ ଆଶିଷ ମିଶ୍ର ଏକ ଜନ ସ୍ବାର୍ଥ ମାମଲା ରୁଜୁ କରିଛନ୍ତି।…

ପାର୍ଥ ଚାଟାର୍ଜୀଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି: ଏମ୍ସ

କୋଲକାତା/ଭୁବନେଶ୍ୱର,୨୫।୭(ବ୍ୟୁରୋ): ପଶ୍ଚିମବଙ୍ଗ ବିଦ୍ୟାଳୟ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଅଧୀନରେ ଶିକ୍ଷକ ନିଯୁକ୍ତି ଦୁର୍ନୀତି ଅଭିଯୋଗରେ ଗିରଫ ହୋଇଥିବା ପାର୍ଥ ଚାଟାର୍ଜୀଙ୍କ ସ୍ବାସ୍ଥ୍ୟବସ୍ଥା ଠିକ୍‌ ଥିବା କହିଛି ଭୁବନେଶ୍ୱର ଏମ୍ସ। ଚାଟାର୍ଜୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ ନିର୍ଦ୍ଦେଶକ ଆଶୁତୋଶ ବିଶ୍ୱାସ ଏହି ସୂଚନା…

ରାଜ୍ୟରୁ ଆଉ ୧୦୦୬ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର,୨୫।୭(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୧୦୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨,୯୧,୬୬୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିିଆଯାଇଛି।…

ଭଙ୍ଗାଯିବ ୪୧୦ ସରକାରୀ କ୍ବାର୍ଟର

ଭୁବନେଶ୍ୱର,୨୫।୭(ବ୍ୟୁରୋ): ଭୁବନେଶ୍ବର ୟୁନିଟ-୨ରେ ଥିବା ୪୧୦ଟି ସରକାରୀ କ୍ବାର୍ଟର ଭଙ୍ଗାଯିବ। ବିଧାନସଭାରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହୀନିପତିଙ୍କ ପ୍ରଶ୍ନରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ଲିଖିତ ଉତ୍ତର…

ଅଗଷ୍ଟ ୯ରୁ ୭୫ କି.ମି. ପଦଯାତ୍ରା କରିବ କଂଗ୍ରେସ

ଭୁବନେଶ୍ବର,୨୫।୭(ବ୍ୟୁରୋ): ଦେଶ ସ୍ବାଧୀନତାର ୭୫ବର୍ଷ ପୁରୁଥିବାରୁ କଂଗ୍ରେସ ପ୍ରତି ଜିଲାରେ ୭୫ କିଲୋମିଟର ପଦଯାତ୍ରା କରିବ। ଏଆଇସିସି ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ଅଗଷ୍ଟ ୯ରୁ ୧୪ ତାରିଖ ପର୍ଯ୍ୟନ୍ତ କଂଗ୍ରେସ ପଦଯାତ୍ରା ମାଧ୍ୟମରେ ଲୋକଙ୍କୁ ସଚେତନ କରିବ। ଏହି…

‘ମଙ୍କିପକ୍ସ’କୁ ନେଇ ସର୍ଭେଲାନ୍ସ ବଢ଼ାଯିବ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର,୨୫।୭(ବ୍ୟୁରୋ): ‘ମଙ୍କିପକ୍ସ’ମାମଲାକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମଙ୍କିପକ୍ସ ନେଇ ସରକାର ପ୍ରସ୍ତୁତି ରହିଛନ୍ତି। ସମସ୍ତ ମେଡିକାଲ କଲେଜ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ, ବିଶେଷଜ୍ଞ ଡାକ୍ତରମାନଙ୍କୁ ମଙ୍କିପକ୍ସକୁ ନେଇ ଗାଇଡ଼ଲାଇନ୍‌ ବିଷୟରେ ଅବଗତ…

‘ମଙ୍କିପକ୍ସ’କୁ ନେଇ ସ୍ବାସ୍ଥ୍ୟ ବିଭାଗର ପ୍ରସ୍ତୁତି: ଗାଇଡ଼ଲାଇନ୍‌ ଅନୁଯାୟୀ ପଦକ୍ଷେପ ନେବାକୁ ନିର୍ଦ୍ଦେଶ

ଭୁବନେଶ୍ବର,୨୫।୭(ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏପଟେ ଆତଙ୍କ ଖେଳାଇଲାଣି ‘ମଙ୍କିପକ୍ସ’। ଯାହାକୁ ନେଇ ସରକାରଙ୍କ ଚିନ୍ତାକୁ ଆହୁରି ବଢାଇ ଦେଇଛି। ତେବେ ରାଜ୍ୟରେ ଏଯାଏ ‘ମଙ୍କିପକ୍ସ’ ମାମଲା ଚିହ୍ନଟ ହୋଇନାହିଁ। ହେଲେ ମଙ୍କିପକ୍ସ ନେଇ ଗାଇଡ଼ଲାଇନ୍‌ ଆସିଛି।…

ମୋ’ ଜୀବନ ପଛେ ନର୍କେ ପଡ଼ିଥାଉ ଜଗତ ଉଦ୍ଧାର ହେଉ: ଦ୍ରୌପଦୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫ା୭(ବ୍ୟୁରୋ): ସୋମବାର ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ଶପଥ ନେଇଛନ୍ତି। ପାର୍ଲାମେଣ୍ଟର ସେଣ୍ଟ୍ରାଲ ହଲ୍‌ରେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଏନ୍‌.ଭି ରମନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ଶପଥ…

‘ମୁଁ ଗାଁର ପ୍ରଥମ କଲେଜ ଯାଇଥିବା ଝିଅ’

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଭାରତ ଇତିହାସରେ ସୋମବାର ଯୋଡ଼ି ହୋଇଛି ଏକ ନୂତନ ଅଧ୍ୟାୟ। ଆଜି ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ। ପାର୍ଲାମେଣ୍ଟ ଭବନର ସେଣ୍ଟ୍ରାଲ ହଲ୍‌ରେ ଏହି ଶପଥ ଗ୍ରହଣ ଉତ୍ସବ ଆରମ୍ଭ ହୋଇଥିଲା। ଆଜି…

ଆଜି ଶ୍ରାବଣ ଦ୍ୱିତୀୟ ସୋମବାର: ଜଳାଭିଷେକ କରୁଛନ୍ତି କାଉଡ଼ିଆ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଆଜି ଶ୍ରାବଣର ଦ୍ୱିତୀୟ ସୋମବାର। କାଉଡିଆଙ୍କ ବୋଲ ବମ୍‌ ହର୍‌ ହର୍‌ ବମ୍‌, ଭୋଲା ବାବା ପାର୍‌ କରେଗା…ଧ୍ୱନିରେ ପ୍ରକମ୍ପିତ ହୋଇଛି ବିଭିନ୍ନ ଶୈବପୀଠ। ଦୀର୍ଘ ୨ବର୍ଷ କରୋନା କଟକଣା ପରେ ଚଳିତବର୍ଷ ଅନୁଷ୍ଠିତ ହେଉଛି ବୋଲବମ୍‌ ଯାତ୍ରା। ପାଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?