ମେଟ୍ରୋ

ବିନା ଅନୁମତି ପତ୍ରରେ କର୍ମଚାରୀଙ୍କୁ ଛାଡ଼ିବନି ପୋଲିସ

ଭୁବନେଶ୍ୱର,୧୮।୭(ବ୍ୟୁରୋ): କର୍ତ୍ତୃପକ୍ଷଙ୍କ ଅନୁମତି ପତ୍ର ନ ଥିଲେ କର୍ମଚାରୀମାନେ ଅଫିସ ଯାଇପାରିବେନାହିଁ। ଏଣିକି ବିନା ଅନୁମତି ପତ୍ରରେ ଛାଡ଼ିବନି ପୋଲିସ। କର୍ମଚାରୀଙ୍କ ନାଁ କର୍ତ୍ତୃପକ୍ଷଙ୍କ ଅନୁମତି ପତ୍ର ତାଲିକାରେ ନ ଥିଲେ ଛଡ଼ାଯିବନାହିଁ। ସୋମବାରଠାରୁ ନିୟମ କଡ଼ାକଡ଼ି ହେବ ବୋଲି...

କରୋନାକୁ ହରାଇଲେ କେନ୍ଦ୍ରାପଡ଼ାର ଏହି ବୃଦ୍ଧ ଦମ୍ପତି: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଦିନକୁ ଦିନ ମହାମାରୀ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବିଶେଷଭାବେ ବୟସ୍କ ଏବଂ ଅନ୍ୟ ରୋଗରେ ଆକ୍ରାନ୍ତ ବ୍ୟକ୍ତିବିଶେଷଙ୍କ ଏଥିରେ ସଂକ୍ରମିତ ହେବାର ଆଶଙ୍କା ରହିଛି। ଏଭଳିକି ଅନ୍ୟ ରୋଗରେ ପୀଡ଼ିତ ଥିଲେ ରୋଗୀର ମୃତ୍ୟୁ ହେବାର...

ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା: ବିଦ୍ୟାଶ୍ରୀଙ୍କ ମା’, ଭାଇଙ୍କୁ ଜିଆର୍‌ପି ପୋଲିସର ଜେରା

ଭୁବନେଶ୍ୱର,୧୮।୭(ବ୍ୟୁରୋ): ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲା ଦିନକୁ ଦିନ ରୋଚକ ମୋଡ଼ ନେଉଛି। ଶନିବାର ଜିଆର୍‌ପି ପୋଲିସ ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ମା’ ଏବଂ ଭାଇଙ୍କୁ ପଚରାଉଚରା କରିଥିବା ସୂଚନା ମିଳିଛି। କଟକ କାଜିବଜାରସ୍ଥିତ ଘରକୁ ଯାଇ ପୋଲିସ...

ଟିକା ପ୍ରସ୍ତୁତ ନ ହେବା ଯାଏ ମାନନ୍ତୁ କଟକଣା

ଭୁବନେଶ୍ୱର,୧୮।୭(ବ୍ୟୁରୋ): କରୋନା ସ୍ଥିତି ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରାମର୍ଶ ଦେଇଛନ୍ତି। ଏହି ସମୟରେ ଆମ ସମସ୍ତଙ୍କୁ ସଚେତନ ରହିବାକୁ ପଡ଼ିବ। କରୋନା ଟିକା ତିଆରି ନ ହେବା ପର୍ଯ୍ୟନ୍ତ ଆମକୁ କଟକଣା ମାନିବାକୁ ପଡ଼ିବ। ମାସ୍କ ପିନ୍ଧିବାକୁ...

ଘରୋଇ ହସ୍ପିଟାଲ, କ୍ଲିନିକ୍‌କୁ ଚେତାବନୀ: ଚିକିତ୍ସା ନ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅଧିକାଂଶ ସ୍ଥାନରେ ସାଧାରଣ ରୋଗୀଙ୍କୁ କରୋନା ରୋଗୀଭାବି ଚିକିତ୍ସା କରାଯାଉ ନାହିଁ। ଏହି ପରିପ୍ରେକ୍ଷୀରେ ଶନିବାର ରାଜ୍ୟର ଘରୋଇ ହସ୍ପିଟାଲ...

ରାଜ୍ୟରେ କରୋନା ନେଲା ଆଉ ୩ ମୁଣ୍ଡ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଜନିତ ଶନିବାର ଆଉ ୩ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୮୬କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ୨ଜଣ ଗଞ୍ଜାମର ୬୦ ଓ ୬୩ ବର୍ଷୀୟ ପୁରୁଷ ହୋଇଥିବା ବେଳେ...

CORONAVIRUS UPDATE: ରାଜ୍ୟରେ ପୁଣି ୫୯୧ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତ ସଂଖ୍ୟା ୧୬,୭୦୧ ରେ ପହଞ୍ଚିଲା

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ। ରାଜ୍ୟରେ ଶନିବାର ପୁଣି ୫୯୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୭୦୧କୁ ବୃଦ୍ଧି ପାଇଛି। ତେବେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ...

୫ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ଗାଏବ। ଆସନ୍ତା ୩ ଦିନ ଯାଏ ବର୍ଷାର ସମ୍ଭାବନା ନାହିଁ। ଗୋଟିଏ କିମ୍ବା ଦୁଇଟି ସ୍ଥାନକୁ ବାଦ୍‌ ଦେଲେ ରାଜ୍ୟରେ ବର୍ଷାର ସୂଚନା ନାହିଁ। ପାଣିପାଗ ବିଭାଗ ଅନୁଯାୟୀ ରାଜ୍ୟରେ ଜୁନ୍‌ ପହିଲାରୁ...

କୋଭିଡ୍‌ରେ ମୃତ ଅଙ୍ଗନଓ୍ବାଡି, ଆଶାକର୍ମୀଙ୍କ ପରିବାରକୁ ମିଳିବ ମାସିକ ସହାୟତା

ଭୁବନେଶ୍ୱର,୧୮ା୭(ବ୍ୟୁରୋ): କରୋନା ଲଢ଼େଇରେ ଆଶାକର୍ମୀ ଓ ଅଙ୍ଗନଓ୍ବାଡି କର୍ମୀ ପ୍ରମୁଖ ଭୂମିକା ନେଉଛନ୍ତି। ଇତିମଧ୍ୟରେ ଏହି କୋଭିଡ୍‌ ଯୋଦ୍ଧାଙ୍କ ଜୀବନ ମଧ୍ୟ ଗଲାଣି। ପୂର୍ବରୁ ଏମାନଙ୍କ ପାଇଁ ଏକାଧିକ ପ୍ରୋତ୍ସାହନର ବ୍ୟବସ୍ଥା ରହିଥିବାବେଳେ ଶୁକ୍ରବାର ରାଜ୍ୟ ସରକାର ଆଉ ଏକ...

ସଂଶୋଧିତ ଗାଇଡ୍‌ଲାଇନ ଜାରି

ଭୁବନେଶ୍ୱର,୧୮ା୭(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଜିଲା ସମେତ ରାଉରକେଲା ମହାନଗର ନିଗମକୁ ଜୁଲାଇ ୧୭ ରାତ୍ର ୯ଟାରୁ ୩୧ ତାରିଖ ମଧ୍ୟରାତ୍ର ଯାଏ ଲକ୍‌ଡାଉନ ଘୋଷଣା କରିଛନ୍ତି। ଏହି...

ଭୁବନେଶ୍ୱର ୪ନଂ. ମାର୍କେଟ୍‌ ସିଲ୍‌

ଭୁବନେଶ୍ୱର,୧୭।୭(ବ୍ୟୁରୋ)-ଭୁବନେଶ୍ୱରର ୪ନଂ. ମାର୍କେଟ୍‌ ସିଲ୍‌। ଗୁରୁବାର ଉକ୍ତ ଅଞ୍ଚଳରୁ କ୍ରମାଗତ ଭାବେ ୭ ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ବିଏମ୍‌ସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏହାବାଦ୍‌ ଏହାର ଆଖପାଖ ଦୋକାନଗୁଡିକ ମଧ୍ୟ ସିଲ୍‌ କରାଯାଇଛି। ଆଗାମୀ ଆଦେଶ...

ବିପିୟୁଟିର ସମସ୍ତ ଅନଲାଇନ୍‌ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୭।୭(ବ୍ୟୁରୋ)-କରୋନା ଜନିତ କଟକଣା ଲାଗି ବିପିୟୁଟିର ସମସ୍ତ ଅନ୍‌ଲାଇନ ପରୀକ୍ଷା ସ୍ଥଗିତ କରି ଦିଆଯାଇଛି। ଆସନ୍ତା ୩୧ ପର୍ଯ୍ୟନ୍ତ ଏହିସବୁ ପରୀକ୍ଷା ସ୍ଥଗିତ ରଖାଯାଇଛି। ବିପିୟୁଟି କୂଳପତି ପ୍ରଫେସର ଚିତରଞ୍ଜନ ତ୍ରିପାଠୀ ଶୁକ୍ରବାର ଏନେଇ ସୂଚନା ଦେଇଛନ୍ତି। ତ୍ରିପାଠି କହିଛନ୍ତି,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri