ମେଟ୍ରୋ

ଆସନ୍ତା ୮ରେ ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୫।୭(ବ୍ୟୁରୋ): ଆସନ୍ତା ୮ ତାରିଖରେ ଓଡ଼ିଶା ଆସିବେ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ଓଡ଼ିଶା ଆସି ବିଭିନ୍ନ ଦଳର ବିଧାୟକ ଓ ଏମ୍‌ପିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେହିଭଳି ସେ ରାଷ୍ଟ୍ରପତି ନିର୍ବାଚନରେ ତାଙ୍କୁ ସମର୍ଥନ କରିବାକୁ ଅନୁରୋଧ କରିବେ…

ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଜବତ

ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ମଙ୍ଗଳବାର ଜବତ କରିଛି। ଛାତ୍ରୀ ଜଣଙ୍କ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା କୁହାଯାଉଛି। ସେ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଏମ୍‌ସିଏ ପଢ଼ୁଥିଲେ । ଆଚାର୍ଯ୍ୟ ବିହାରରେ…

ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀ ପାଇଁ ମୁଖ୍ୟ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯.୩୬କୋଟି ମଞ୍ଜୁର

ଭୁବନେଶ୍ୱର,୫।୭(ବ୍ୟୁରୋ): ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଆହୁରି ସୁଦୃଢ଼ ହେବ । ବାତ୍ୟା ଓ ବନ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଏହି ଆଶ୍ରୟ ସ୍ଥଳୀଗୁଡ଼ିକ ଲୋକଙ୍କୁ ସୁରକ୍ଷା ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଉଛି। ତେଣୁ ୫୫ଟି ନୂଆ ବାତ୍ୟା ଓ ବନ୍ୟା…

ସ୍ମାର୍ଟସିଟିର ସ୍କୁଲରେ ପଶିଲା ପାଣି, ସମସ୍ୟା ପଚାରି ବୁଝିଲେ ମେୟର

ଭୁବନେଶ୍ୱର,୫।୭(ବ୍ୟୁରୋ): ଲଗାଣ ବର୍ଷାରେ ରାଜଧାନୀ ଭୁବନେଶ୍ୱର ବେହାଲ ହୋଇପଡ଼ିଛି। ସୋମବାରଠାରୁ ଭୁବନେଶ୍ୱରରେ ବର୍ଷା ଲାଗି ରହିଛି। ଏ ନେଇ ବିଭିନ୍ନ ଅଞ୍ଚଳରେ ପାଣି ଜମି ରହିଛି । ବର୍ଷା ଯୋଗୁ ବମିଖାଲ ସ୍କୁଲ ଭିତରେ ପାଣି ପଶିଥିବା ଜଣାପଡିଛି। ସ୍କୁଲ ପରିସର…

ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ମାମଲା: ଚିହ୍ନଟ ହୋଇ ନାହାନ୍ତି ୩ ସିନିୟର

ଭୁବନେଶ୍ୱର,୫।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲାକୁ ନେଇ ତଦନ୍ତ ଚାଲିଛି। ତାଙ୍କ ସୁଇସାଇଡ୍‌ ନୋଟ୍‌ରେ ଉଲ୍ଲେଖ ଥିବା ୩ଜଣ ସିନିୟର ଏଯାଏଁ ଚିହ୍ନଟ ହୋଇ ନାହାନ୍ତି। ପୋଲିସ ୧୦୦ଜଣଙ୍କ ବୟାନ ରେକର୍ଡ କରିଥିବା ଭୁବନେଶ୍ୱର ଡିସିପ କହିଛନ୍ତି…

ଆସିଲା ରୁଚିକାଙ୍କ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର,୫।୭(ବ୍ୟୁରୋ): ଆସିଲା ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ବ୍ୟବଚ୍ଛେଦ ରିପୋର୍ଟ। ଶ୍ୱାସରୁଦ୍ଧ ହୋଇ ରୁଚିକାଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟରେ ସ୍ପଷ୍ଟ ହୋଇଛି। କମିଶନରେଟ୍‌ ପୋଲିସ ଏହି ରିପୋର୍ଟ ସମ୍ପର୍କରେ ସୂଚନା ଦେଇଛନ୍ତି। ତେବେ ଅଧିକ ପରୀକ୍ଷା ପାଇଁ ଭିସେରା ନମୁନା…

ଲଘୁଚାପ ପ୍ରଭାବ: ଉପକୂଳରେ ବର୍ଷା ଜାରି

ଭୁବନେଶ୍ୱର,୫।୭(ବ୍ୟୁରୋ): ଦକ୍ଷିଣ ଝାଡଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହେବା ଫଳରେ ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଓ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ର ଓଡ଼ିଶାର ଝାରସୁଗୁଡା ଏବଂ ପୁରୀ…

ଆଜି ରାଜ୍ୟରେ ୩୩୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୫।୭: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ…

ବିଦେଶୀଙ୍କ ଅନୁପ୍ରବେଶ ରୋକିବାକୁ ସମୁଦ୍ର ଉପକୂଳରେ ୧୮ ଥାନା

ଭୁବନେଶ୍ୱର,୫ା୭(ବ୍ୟୁରୋ): ରାଜ୍ୟର ଉପକୂଳରେ ମୋଟ ୧୮ ସାମୁଦ୍ରିକ ଥାନା ପ୍ରତିଷ୍ଠା କରାଯାଇଛି। ବିଦେଶୀମାନଙ୍କ ଅନୁପ୍ରବେଶ ରୋକିବା ପାଇଁ ମୁଖ୍ୟତଃ ଏହି ଥାନାଗୁଡ଼ିକ ପ୍ରତିଷ୍ଠା କରାଯାଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି। ସମସ୍ତ ସାମୁଦ୍ରିକ ଥାନା ପାଇଁ ମୋଟ ୭୩୮ଟି ବିଭିନ୍ନ ପଦବୀ…

ଚିଟ୍‌ଫଣ୍ଡ ତଦନ୍ତରେ ୨୦୨୦ ସୁଦ୍ଧା ଖର୍ଚ୍ଚ ହୋଇଛି ୬.୧୯ କୋଟି

ଭୁବନେଶ୍ୱର,୫ା୭(ବ୍ୟୁରୋ): ଚିଟ୍‌ଫଣ୍ଡ ତଦନ୍ତ ପାଇଁ ଗଠିତ କମିଶନ, ଏହାର ଅଧିକାରୀ ଓ କର୍ମଚାରୀଙ୍କ ଦରମା ଏବଂ ଭତ୍ତା, କାର୍ଯ୍ୟାଳୟର ଆନୁଷଙ୍ଗିକ ଖର୍ଚ୍ଚ, ଜମାକାରୀଙ୍କଠାରୁ ପ୍ରାପ୍ତ ସତ୍ୟପାଠର କମ୍ପ୍ୟୁଟରୀକରଣ ଆଦି ବାବଦକୁ ୨୦୨୦ ଜାନୁୟାରୀ ସୁଦ୍ଧା ୬ କୋଟି ୧୯ ଲକ୍ଷ ୭୨…

ରୁଚିକାଙ୍କୁ ନ୍ୟାୟ ଦାବିରେ ଛାତ୍ର କଂଗ୍ରେସ-ପୋଲିସ ଧସ୍ତାଧସ୍ତି

ଭୁବନେଶ୍ୱର,୫ା୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଏବେ ବିରୋଧୀ ଟାର୍ଗେଟ କରିବା ଆରମ୍ଭ କରି ଦେଇଛନ୍ତି। ଏପରିକି ରୁଚିକାଙ୍କ ପରିବାର ଲୋକ ମଧ୍ୟ ଦୋଷୀଙ୍କୁ ଧରିବା ଦାବିରେ କଲେଜ ବାହାରେ ଧାରଣାରେ ବସିଛନ୍ତି।…

ସଂଖ୍ୟାଲଘୁଙ୍କ ପ୍ରତି ଚରମ ଅବହେଳା କରାଯାଉଛି: କଂଗ୍ରେସ

ଭୁବନେଶ୍ୱର,୫ା୭(ବ୍ୟୁରୋ): ପ୍ରଦେଶ ସଂଖ୍ୟାଲଘୁ ବିଭାଗ ସଭାପତି ଜିଆଉଲ୍‌ ହକ୍‌ଙ୍କ ଅଧ୍ୟକ୍ଷତାରେ ସୋମବାର କଂଗ୍ରେସ ଭବନରେ ରାଜ୍ୟସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ମୁଖ୍ୟ ଅତିଥିରୂପେ ଯୋଗଦେଇ କହିଛନ୍ତି, ସଂଖ୍ୟାଲଘୁଙ୍କ ବହୁବିଧ ସମସ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri