ମୁମ୍ବାଇଠାରୁ ଭୁବନେଶ୍ୱର ବହୁତ ଭଲ: ଲାରା ଦତ୍ତ
ଭୁବନେଶ୍ୱର,୫ା୫(ବ୍ୟୁରୋ): ବଲିଉଡ୍ ଅଭିନେତ୍ରୀ ଲାରା ଦତ୍ତ ଭୁବନେଶ୍ୱର ଆସିଛନ୍ତି। ଜନତା ମଇଦାନରେ ଆୟୋଜିତ ମହିଳା ବ୍ୟବସାୟ ମେଳାରେ ସେ ଯୋଗ ଦେଇଛନ୍ତି। ଏହି ମେଳାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଥିବା ବେଳେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ଇଣ୍ଡିଆନ ଚାମ୍ବର…
ପ୍ରାଣୀଧନ ନିରୀକ୍ଷକଙ୍କ ୯୦ ପ୍ଲଟ୍, ୪ ବିଲ୍ଡିଂ, ୩ ଫ୍ଲାଟ୍
ଭୁବନେଶ୍ୱର,୫।୫(ବ୍ୟୁରୋ): ରଘୁନାଥପୁର କଳାରାହଙ୍ଗ ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ତେବେ ଚଢାଉ ବେଳେ ଭିଜିଲାନ୍ସ ପକ୍ଷରୁ ପ୍ରାଣୀଧନ ନିରୀକ୍ଷକଙ୍କ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରାଯାଇଛି। କେବଳ ଟୁଇନ୍ ସିଟିରେ ତାଙ୍କର ରହିଛି ୯୦…
ଦେବଗଡ଼ ବିଧାୟକଙ୍କୁ ଗିରଫ ପ୍ରତିବାଦ: ଶୁକ୍ରବାର ଏସ୍ପି ଅଫିସ ଆଗରେ ଧାରଣା ଦେବ ଭାଜପା
ଭୁବନେଶ୍ୱର,୫।୫(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଗିରଫ ପ୍ରତିବାଦରେ ଶୁକ୍ରବାର ରାଜ୍ୟର ସମସ୍ତ ଏସ୍ପି ଅଫିସ ଆଗରେ ଭାଜପା ଧାରଣା ଦେବ। ଏନେଇ ଭାଜପାର ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଗୁରୁବାର ସୂଚନା ଦେଇଛନ୍ତି। ଏହାଛଡ଼ା ତିଲେଇବଣି ବିଡିଓଙ୍କୁ ଗିରଫ…
ଶୁକ୍ରବାର ସ୍ପଷ୍ଟ ହେବ ବାତ୍ୟା ଚିତ୍ର
ଭୁବନେଶ୍ୱର,୫।୫(ବ୍ୟୁରୋ): ବାତ୍ୟା ହେବ କି ନାହିଁ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ହିଁ ସ୍ପଷ୍ଟ ଜଣାପଡ଼ିବ। ଏବେ ଲୋକଙ୍କୁ ଭୟଭୀତ ହେବା କିମ୍ବା ଆତଙ୍କିତ ହେବାର ଆବଶ୍ୟକ ନାହିଁ ବୋଲି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।…
୨୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
ଭୁବନେଶ୍ୱର,୫ା୫(ବ୍ୟୁରୋ): ରାଜଧାନୀରୁ ୨୦୦ ଗ୍ରାମର ବ୍ରାଉନସୁଗାର ଜବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ୨୦ ଲକ୍ଷ ଟଙ୍କା ହେବ। ସାଲିଆସାହିର ଆଦିବାସୀ ସାହିରେ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଏହି ବ୍ରାଉନସୁଗାର ଜବତ ହୋଇଛି। ତେବେ ଏହି କାରବାରରେ ସଂପୃକ୍ତ…
ସମ୍ଭାବ୍ୟ ବାତ୍ୟା ‘ଆସାନି’କୁ ନେଇ ପ୍ରାକ୍ ପ୍ରସ୍ତୁତି: ଉପକୂଳର ସମସ୍ତ ଜିଲାପାଳଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୫।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ଆସାନି’ ଓଡ଼ିଶା ଉପକୂଳରେ ମାଡ଼ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି। ବାତ୍ୟାକୁ ନେଇ ସଜାଗ ରହିବାକୁ ୧୮ ଜିଲାପାଳଙ୍କୁ ଏସ୍ଆରସି ଚିଠି ଲେଖିଛନ୍ତି।…
ପ୍ରାଣୀଧନ ନିରୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭୁବନେଶ୍ୱର,୫ା୫(ବ୍ୟୁରୋ): ରଘୁନାଥପୁର କଳାରାହାଙ୍ଗର ପ୍ରାଣୀଧନ ନିରୀକ୍ଷକ ଜଗନ୍ନାଥ ରାଉତଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଖୋର୍ଦ୍ଧା ଓ କଟକ ଜିଲାର ଏକକାଳୀନ ୯ଟି ସ୍ଥାନରେ ଏହି ଚଢ଼ାଉ ଚାଲିଛି। ଭୁବନେଶ୍ୱର ରଘୁନାଥପୁର…
ରାଜ୍ୟରେ ଆଉ ୧୮ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୫।୫(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ୧୧ କ୍ୱାରେଣ୍ଟାଇନ୍ରୁ ଥିବା ବେଳେ ୭ ଲୋକାଲ କେସ୍ ରହିଛି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ…
ହଡ଼ପ ଟଙ୍କାରେ ମଉଜ
ଭୁବନେଶ୍ୱର,୫।୫(ବ୍ୟୁରୋ): ସିଭି ରମଣ ବିଶ୍ୱବିଦ୍ୟାଳୟର ୯୭ ଲକ୍ଷ ଟଙ୍କା ହଡ଼ପ ଘଟଣାରେ ଗିରଫ ହୋଇଥିବା ଆକାଉଣ୍ଟାଣ୍ଟ ପାୟଲ ମହାପାତ୍ର ଓ ପ୍ରେମିକ ବିକାଶ କୁମାରଙ୍କୁ ରିମାଣ୍ଡରେ ଆଣି ଅଧିକ ତଥ୍ୟ ହାସଲ କରିବ କମିଶନରେଟ ପୋଲିସ। ଉଭୟଙ୍କୁ ୭ଦିନ ରିମାଣ୍ଡରେ ଆଣିବାକୁ…
୨୦୨୩ ଡିସେମ୍ବର ସୁଦ୍ଧା ୧୭ ସହରାଞ୍ଚଳରେ ‘ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍’
ଭୁବନେଶ୍ୱର,୫।୫(ବ୍ୟୁରୋ): ୨୦୨୩ ଡିସେମ୍ବର ସୁଦ୍ଧା ୧୭ ପ୍ରମୁଖ ସହରରେ ଡ୍ରିଙ୍କ୍ ଫ୍ରମ୍ ଟ୍ୟାପ୍ ମିଶନ୍ ପାଇଁ ଲକ୍ଷ୍ୟ ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶା ସରକାର ସହରାଞ୍ଚଳରେ ଆରମ୍ଭ କରିଥିବା ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଡ୍ରିଙ୍କ୍ ଫ୍ରମ୍…
ଚିଲିକା ବିଧାୟକଙ୍କ ଅନ୍ତରୀଣ ଜାମିନ ଅବଧି ବଢ଼ିଲା
ଭୁବନେଶ୍ୱର,୪ା୫(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଅନ୍ତରୀଣ ଜାମିନ ଅବଧି ବଢ଼ିଛି। ସ୍ବାସ୍ଥ୍ୟଗତ କାରଣ ଯୋଗୁ ବୁଧବାର ହାଇକୋର୍ଟ ତାଙ୍କ ଅନ୍ତରୀଣ ଜାମିନ ଅବଧିକୁ ଆଉ ୭ ଦିନ ବଢ଼ାଇଥିବା ବିଧାୟକଙ୍କ ଓକିଲ ଅଭିନବ ଚାନ୍ଦ ସୂଚନା ଦେଇଛନ୍ତି। ଏପ୍ରିଲ ୨୨ରେ…
ପୁଣି କରୋନା ଚିନ୍ତା: ଦିଲ୍ଲୀରୁ ଆସୁଥିବା ଯାତ୍ରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୪।୫(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମ ଥିଲେ ମଧ୍ୟ ସରକାରଙ୍କ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଦିଲ୍ଲୀ ଓ ଏହାର ପାଖାପାଖି ଅଞ୍ଚଳରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଏଠାରୁ ଆସୁଥିବା ବିମାନ ଯାତ୍ରୀଙ୍କ…
Archives


