ମେଟ୍ରୋ

ମଧ୍ୟାହ୍ନ ଭୋଜନ ଦୁର୍ନୀତି: ସିଆର୍‌ସିସିଙ୍କୁ କାର୍ଯ୍ୟାନ୍ତର ନିର୍ଦ୍ଦେଶ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ମଧ୍ୟାହ୍ନ ଭୋଜନ ଦୁର୍ନୀତି ଘଟଣା ପରେ ଗଣଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କୋରାପୁଟ ଓ ବଲାଙ୍ଗିରରେ ମଧ୍ୟାହ୍ନ ଭୋଜନ ଦୁର୍ନୀତି ଘଟଣାରେ ସବୁ ସିଆର୍‌ସିସିଙ୍କୁ କାର୍ଯ୍ୟାନ୍ତର କରିବା ଲାଗି ଗଣଶିକ୍ଷା ବିଭାଗ ଜିଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି…

ଆଜି ରାଜ୍ୟରୁ ୧୧୭୮ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୧୪୬ ଶିଶୁ

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୧୭୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୪,୩୬୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୯୦ ଜଣ ଚିହ୍ନଟ ହୋଇଥିବା…

ରାଜ୍ୟ ସରକାର-ଆଇଏଫ୍‌ସି ବୁଝାମଣାପତ୍ର ସ୍ବାକ୍ଷର

ଭୁବନେଶ୍ବର,୨୨ା୭(ବ୍ୟୁରୋ): ରାଷ୍ଟ୍ରାୟତ୍ତ ସମ୍ପତ୍ତି ମୁଦ୍ରୀକରଣ ଓ ପୁନଃ ବିନିଯୋଗ ପାଇଁ ରାଜ୍ୟ ସରକାର ଓ ବିଶ୍ୱବ୍ୟାଙ୍କର ଅନ୍ତର୍ଜାତୀୟ ଅର୍ଥ ନିଗମ (ଆଇଏଫ୍‌ସି) ମଧ୍ୟରେ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଲୋକସେବା ଭବନ ସଭାଗୃହରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ…

ଦାରିଦ୍ର୍ୟ ହ୍ରାସରେ ଓଡ଼ିଶା ସବୁଠୁ ଆଗରେ

ଭୁବନେଶ୍ୱର, ୨୨ା୭(ବ୍ୟୁରୋ): ରାଜ୍ୟରେ ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଲୋକଙ୍କ ସଂଖ୍ୟା ହ୍ରାସ କ୍ଷେତ୍ରରେ ଓଡ଼ିଶା ଦେଶରେ ସବୁ ରାଜ୍ୟଠାରୁ ଆଗରେ ରହିଛି। ଗୁରୁବାର ବିଧାନସଭାରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ଭାଜପା ସଭ୍ୟ ଗଣେଶରାମ ସିଂ ଖୁଣ୍ଟିଆଙ୍କ…

ଅନ୍ତର୍ଭୁକ୍ତ ହେବାକୁ ୪ ଯୋଗ୍ୟତାସୂଚକ ତାରିଖ

ଭୁବନେଶ୍ବର, ୨୧ା୭(ବ୍ୟୁରୋ): ନିର୍ବାଚନ ଆୟୋଗଙ୍କ ସଂଶୋଧିତ ନୂତନ ନିୟମ ଅନୁଯାୟୀ ତ୍ରୁଟିଶୂନ୍ୟ ଓ ନିର୍ଭୁଲ୍‌ ଭୋଟର ତାଲିକା ପ୍ରସ୍ତୁତି ନେଇ ରାଜ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି ଗୁରୁତ୍ୱାରୋପ କରିଛନ୍ତି। ଏଣିକି ଭୋଟର ତାଲିକାରେ ଅନ୍ତର୍ଭୁକ୍ତ ହେବା ଲାଗି ୪ଟି…

ରାଜ୍ୟରେ ୧୫,୮୭୬ ଚେକ୍‌ଡ୍ୟାମ୍‌ ନିର୍ମାଣ ହେବ

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ଆଡ଼ିବନ୍ଧ ଯୋଜନାରେ ରାଜ୍ୟରେ ୧୫ ହଜାର ୮୭୬ ଚେକ୍‌ଡ୍ୟାମ୍‌ ନିର୍ମାଣ ଲାଗି ସରକାର ପ୍ରସ୍ତାବ ରଖିଛନ୍ତି। ସେଥିମଧ୍ୟରୁ ୩ ବର୍ଷ ମଧ୍ୟରେ ଅର୍ଥାତ୍‌ ୨୦୨୫ ସୁଦ୍ଧା ୧୨୮୦ ନୂଆ ଚେକ୍‌ଡ୍ୟାମ୍‌ ନିର୍ମାଣ ଲାଗି ସରକାର ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ୮…

ଆଜିଠାରୁ ସ୍ବାଭାବିକ ହେବ ଟିକାକରଣ

ଭୁବନେଶ୍ୱର,୨୨।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ଟିକା କମ୍‌ ପରିମାଣର ଥିବାରୁ ଟୀକାକରଣରେ ବ୍ୟାଘାତ ଦେଖାଦେଇଥିଲା। ଏବେ ରାଜ୍ୟକୁ ଟିକା ଆସିଥିବାରୁ ଶୁକ୍ରବାରଠାରୁ ଟୀକାକରଣ ସ୍ବାଭାବିକ ହେବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି। ରାଜ୍ୟରେ ଏବେ ୩ ପ୍ରକାର ଟୀକାକରଣ…

ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ୩ରୁ ୧୦ କୋଟି କରିବାକୁ ଦାବି

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ଅଣ୍ଟୁନି। କୋଭିଡ୍‌ ପରେ ସବୁ ଦରଦାମ୍‌ ବଢ଼ିଲାଣି। ଏହାକୁ ଦୃଷ୍ଟିରେ ରଖି ଉନ୍ନୟନ ପାଣ୍ଠିକୁ ୧୦ କୋଟିକୁ ବୃଦ୍ଧି କରାଯାଉ। ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟ ବିଧାୟକ ପାଣ୍ଠି ବୃଦ୍ଧି କରିବାକୁ…

ପାହାଡ଼ ଉପରେ ପିଲା ପଢୁଛନ୍ତି ପାଠ: ୩୦୯୩ ଗାଁରେ ନିର୍ମାଣ ହେବ ୪୮୩ ଟେଲିଫୋନ ଟାୱାର

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ଗାଁଗୁଡ଼ିକରେ ଟେଲିଫୋନ୍‌ ଟାୱାର ନ ଥିବାରୁ ବିଧାନସଭାରେ ଉଭୟ ଦଳର ସଦସ୍ୟମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ବର୍ତ୍ତମାନ ପ୍ରତ୍ୟେକ କାମ ଇଣ୍ଟରନେଟ୍‌ ଜରିଆରେ କରାଯାଉଛି। ଟେଲିଫୋନ ଟାଓ୍ବାର ନ ଥିବାରୁ ପିଲାମାନଙ୍କୁ ପାହାଡ଼ ଉପରକୁ ଯିବାକୁ ପଡୁଥିଲା। ଏବେ ଟେକ୍ନୋଲୋଜିର…

ବାଲୁକାକଳାରେ ନୂତନ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା

ପୁରୀ ଅଫିସ,୨୧।୭: ଭାରତର ୧୫ତମ ରାଷ୍ଟ୍ରପତି ହେଲେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ନିର୍ବାଚନରେ ମୁର୍ମୁଙ୍କ ମହାବିଜୟ ହୋଇଥିବା ସବୁଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି। ମୁର୍ମୁଙ୍କ ଏହି ଐତିହାସିକ ବିଜୟରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ମାଧ୍ୟମରେ ତାଙ୍କୁ…

ନୂଆ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଦେଶର ୧୫ତମ ରାଷ୍ଟ୍ରପତି ହେଲେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ମୁର୍ମୁଙ୍କ ବିଜୟ ପରେ ସବୁ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟପାଳ ଗଣେଶୀ ଲାଲ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶା ପାଇଁ…

ଦ୍ରୌପଦୀଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ, ୨୩ରେ ଯିବେ ଦିଲ୍ଲୀ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଦେଶର ୧୫ତମ ରାଷ୍ଟ୍ରପତି ହେଲେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ସେ ଆସନ୍ତା ୨୫ ତାରିଖରେ ଶପଥ ଗ୍ରହଣ କରିବେ। ତେବେ ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମିଲ ହେବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ଆସନ୍ତା ୨୩ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?