୨୦ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୪।୫(ବ୍ୟୁରୋ): ଗତ କିଛି ଦିନରୁ ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ତତଲା ପବନ ସାଙ୍ଗକୁ ମୁଣ୍ଡ ଫଟା ତାତି ଯୋଗୁ ସକାଳ ୯ଟାରୁ ଲୋକଙ୍କ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ତେବେ ଏହି ତାତିରୁ ମଙ୍ଗଳବାର ରାଜ୍ୟବାସୀଙ୍କୁ ସାମନ୍ୟ…
ଆଜି ଭୁବନେଶ୍ୱର ଡିସିପି ଭାବେ ଦାୟିତ୍ୱ ନେବେ ପ୍ରତୀକ ସିଂ
ଭୁବନେଶ୍ୱର,୪।୫(ବ୍ୟୁରୋ): ଆଇପିଏ୍ସ ପ୍ରତୀକ ସିଂ ବୁଧବାର ଭୁବନେଶ୍ୱର ସହରାଞ୍ଚଳ ଜିଲା ପୋଲିସ (ୟୁପିଡି)ର ଡିସିପି ଭାବେ ଦାୟିତ୍ୱ ନେବେ । ସେ ବର୍ତ୍ତମାନ କଟକ ଡିସିପି ଦାୟିତ୍ୱରେ ଅଛନ୍ତି । ସୂଚନାଯୋଗ୍ୟ, ୨୦୧୪ ବ୍ୟାଚ ଆଇପିଏସ୍ ସିଂ ୨୦୧୬ରେ ବ୍ରହ୍ମପୁର ଏସ୍ପି…
ସମ୍ଭାବ୍ୟ ବାତ୍ୟା ନେଇ ସତର୍କ କରାଇଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ, କହିଲେ କଳାବଜାର ଉପରେ ରହିଛି ନଜର
ଭୁବନେଶ୍ୱର,୪।୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବୁଧବାର ସକାଳ ୫ଟା ୩୦ ମିନିଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ମଧ୍ୟଭାଗ ଯାଏ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୬ ତାରିଖ ବେଳେକୁ ଏକ ଲଘୁଚାପକ୍ଷେତ୍ର…
ବ୍ରଜରାଜନଗର ଉପନିର୍ବାଚନ:ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର,୪।୫(ବ୍ୟୁରୋ): ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ରାଜନୀତି ସରଗରମ ହୋଇଉଠିଛି। ଉପନିର୍ବାଚନ ଆସନ୍ତା ୩୦ରେ ହେବାକୁ ଥିବା ବେଳେ ବୁଧବାର ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବ। ଏହି ନାମାଙ୍କନ ପ୍ରକ୍ରିୟା ଆସନ୍ତା ୧୧ପର୍ଯ୍ୟନ୍ତ ଚାଲିବ। ସେହିପରି…
ଲେମ୍ବୁ ପରେ ଆକାଶ ଛୁଆଁ ଟମାଟୋ ଦର
ଭୁବନେଶ୍ୱର,୪।୫(ବ୍ୟୁରୋ): ଲେମ୍ବୁ ପରେ ଟମାଟୋ, ବଜାରର ଚଢ଼ା ଦରରେ ଅତିଷ୍ଠ ହୋଇପଡ଼ୁଛନ୍ତି ଗ୍ରାହକ। ଲେମ୍ବୁ ପରେ ହଠାତ୍ ଟମାଟୋ ଦର ଆକାଶ ଛୁଆଁ ହୋଇପଡ଼ିଛି। ଗତ କିଛିଦିନ ଦିନ ତଳେ ଟମାଟୋ କିଲୋ ପିଛା ୨୫-୩୦ ଟଙ୍କାରେ ବିକ୍ରି ହେଉଥିବା ବେଳେ…
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୨୪ ଘଣ୍ଟାରେ ବର୍ଷା
ଭୁବନେଶ୍ୱର,୪।୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନସାଗର ଓ ଏହାର ପାଖାପାଖି ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବୁଧବାର ସକାଳ ୫ଟା ୩୦ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ…
ଆଜି ୧୦ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟରେ ବୁଧବାର ୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୪ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ…
‘ସୁବାସଙ୍କ ବିରୋଧରେ ରୁଜୁ ମିଛ ମାମଲା ପ୍ରତ୍ୟାହାର କର’
ଭୁବନେଶ୍ୱର,୪ା୫(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ବିରୋଧରେ ଷଡ଼ଯନ୍ତ୍ର ରଚାଯାଇ ରୁଜୁ ମିଛ ମାମଲା ପ୍ରତ୍ୟାହାର କରାଯାଉ। ବିଧାୟକ ପାଣିଗ୍ରାହୀଙ୍କ ଦ୍ୱାରା ପ୍ରଥମେ ରୁଜୁ ହୋଇଥିବା ଏତଲା ଆଧାରରେ ତିଲେଇବଣି ବିଡିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ବୁକ୍ ସର୍କୁଲାର-୪୭ର ଠିକ୍…
୯ରେ ଦିଲ୍ଲୀ ଯିବେ କଂଗ୍ରେସ ବିଧାୟକ
ଭୁବନେଶ୍ୱର,୪ା୫(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି)କୁ ନୂଆ ସଭାପତି ମିଳିପାରନ୍ତି। ରାଜ୍ୟ ପ୍ରଭାରୀ ଏ. ଚେଲ୍ଲାକୁମାର ନିକଟରେ ଓଡ଼ିଶା ଗସ୍ତରେ ଆସି ଦଳର ସବୁ ବିଧାୟକଙ୍କ ସହ ପୃଥକ୍ ପୃଥକ୍ ଭାବେ ଆଲୋଚନା କରିବା ସହିତ ଦଳର ଅନ୍ୟ ନେତାଙ୍କୁ ମଧ୍ୟ ଭେଟି…
ମହାଗ୍ରାମ୍ କମ୍ପାନୀର ୬.୫୭ କୋଟି ଟଙ୍କା ଫ୍ରିଜ୍
ଭୁବନେଶ୍ୱର, ୪।୫(ବ୍ୟୁରୋ): ଗ୍ରାହକଙ୍କୁ ଲୋନ୍ ଆପ୍ ଦ୍ୱାରା ଟଙ୍କା ଦେଇ ପରେ ଅଧିକ ସୁଧ ସହ ଋଣ ଶୁଝିବାକୁ ବାଧ୍ୟକରି ମାନସିକ ନିର୍ଯାତନା ଦିଆଯାଉଥିଲା। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆର୍ବିଆଇ) ଏବଂ ଗ୍ରାହକଙ୍କ ଅଭିଯୋଗକୁ ଆଧାର କରି କ୍ରାଇମବ୍ରାଞ୍ଚର ଅର୍ଥନୈତିକ…
ଯୁବକଙ୍କୁ ଛୁରାମାଡ଼ କରି ଲୁଟ୍
ଭୁବନେଶ୍ୱର, ୪।୫(ବ୍ୟୁରୋ): ରାଜଧାନୀରେ ଏବେ ଲୁଟେରାମାନେ ଆତଙ୍କ ଖେଳାଇଛନ୍ତି। କେତେବେଳେ ସୁନାଦୋକାନୀଙ୍କୁ ଗୁଳିମାଡ଼ କରି ଲୁଟୁଛନ୍ତି ତ ଆଉ କେତେବେଳେ ରାସ୍ତାରେ ଯାଉଥିବା ଯାତ୍ରୀଙ୍କୁ ଛୁରାମାଡ଼ କରି ଟଙ୍କା ଓ ମୋବାଇଲ ଫୋନ୍ ଛଡ଼ାଇ ନେଉଛନ୍ତି। ମଙ୍ଗଳବାର ଭୋରୁ ନୟାପଲ୍ଲୀ ଥାନା…
ପ୍ରତିଶ୍ରୁତି ରକ୍ଷା କରିପାରିଲାନି ବିଏମ୍ସି
ଭୁବନେଶ୍ୱର, ୪।୫(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ବହୁ ପ୍ରତୀକ୍ଷିତ ଭୁଆସୁଣୀ ବାୟୋ ମାଇନିଂ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇପାରୁନାହିଁ। ଏଥିପାଇଁ ସବୁ କାମ ସରିଥିଲେ ମଧ୍ୟ ପ୍ରତିଦିନ ଆବର୍ଜନା ଗଦା ହେଉଥିବାରୁ ପ୍ରକଳ୍ପ ହୋଇପାରୁନାହିଁ। ଅକ୍ଷୟ ତୃତୀୟା ଠାରୁ ଏଠାରେ…
Archives


