ମେଟ୍ରୋ

୯ରେ ଦିଲ୍ଲୀ ଯିବେ କଂଗ୍ରେସ ବିଧାୟକ

ଭୁବନେଶ୍ୱର,୪ା୫(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି)କୁ ନୂଆ ସଭାପତି ମିଳିପାରନ୍ତି। ରାଜ୍ୟ ପ୍ରଭାରୀ ଏ. ଚେଲ୍ଲାକୁମାର ନିକଟରେ ଓଡ଼ିଶା ଗସ୍ତରେ ଆସି ଦଳର ସବୁ ବିଧାୟକଙ୍କ ସହ ପୃଥକ୍‌ ପୃଥକ୍‌ ଭାବେ ଆଲୋଚନା କରିବା ସହିତ ଦଳର ଅନ୍ୟ ନେତାଙ୍କୁ ମଧ୍ୟ ଭେଟି…

ମହାଗ୍ରାମ୍‌ କମ୍ପାନୀର ୬.୫୭ କୋଟି ଟଙ୍କା ଫ୍ରିଜ୍‌

ଭୁବନେଶ୍ୱର, ୪।୫(ବ୍ୟୁରୋ): ଗ୍ରାହକଙ୍କୁ ଲୋନ୍‌ ଆପ୍‌ ଦ୍ୱାରା ଟଙ୍କା ଦେଇ ପରେ ଅଧିକ ସୁଧ ସହ ଋଣ ଶୁଝିବାକୁ ବାଧ୍ୟକରି ମାନସିକ ନିର୍ଯାତନା ଦିଆଯାଉଥିଲା। ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଆର୍‌ବିଆଇ) ଏବଂ ଗ୍ରାହକଙ୍କ ଅଭିଯୋଗକୁ ଆଧାର କରି କ୍ରାଇମବ୍ରାଞ୍ଚର ଅର୍ଥନୈତିକ…

ଯୁବକଙ୍କୁ ଛୁରାମାଡ଼ କରି ଲୁଟ୍‌

ଭୁବନେଶ୍ୱର, ୪।୫(ବ୍ୟୁରୋ): ରାଜଧାନୀରେ ଏବେ ଲୁଟେରାମାନେ ଆତଙ୍କ ଖେଳାଇଛନ୍ତି। କେତେବେଳେ ସୁନାଦୋକାନୀଙ୍କୁ ଗୁଳିମାଡ଼ କରି ଲୁଟୁଛନ୍ତି ତ ଆଉ କେତେବେଳେ ରାସ୍ତାରେ ଯାଉଥିବା ଯାତ୍ରୀଙ୍କୁ ଛୁରାମାଡ଼ କରି ଟଙ୍କା ଓ ମୋବାଇଲ ଫୋନ୍‌ ଛଡ଼ାଇ ନେଉଛନ୍ତି। ମଙ୍ଗଳବାର ଭୋରୁ ନୟାପଲ୍ଲୀ ଥାନା…

ପ୍ରତିଶ୍ରୁତି ରକ୍ଷା କରିପାରିଲାନି ବିଏମ୍‌ସି

ଭୁବନେଶ୍ୱର, ୪।୫(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ବହୁ ପ୍ରତୀକ୍ଷିତ ଭୁଆସୁଣୀ ବାୟୋ ମାଇନିଂ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ହୋଇପାରୁନାହିଁ। ଏଥିପାଇଁ ସବୁ କାମ ସରିଥିଲେ ମଧ୍ୟ ପ୍ରତିଦିନ ଆବର୍ଜନା ଗଦା ହେଉଥିବାରୁ ପ୍ରକଳ୍ପ ହୋଇପାରୁନାହିଁ। ଅକ୍ଷୟ ତୃତୀୟା ଠାରୁ ଏଠାରେ…

କଟକ, ଭୁବନେଶ୍ୱରରେ ଛେଚିଲା

ଭୁବନେଶ୍ୱର,୪ା୫(ବ୍ୟୁରୋ): ରାଜ୍ୟରେ ଗତ କିଛି ଦିନ ହେବ ଗ୍ରୀଷ୍ମ ପ୍ରବାହ ଯୋଗୁ ଲୋକେ ହନ୍ତସନ୍ତ ହେଉଥିଲେ। ତତଲା ହାୱା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଥିଲା। ଏଭଳି ସମୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ମଙ୍ଗଳବାର କାଳବୈଶାଖୀଜନିତ ଝଡ଼ବର୍ଷା ପରିବେଶକୁ…

ଅଗଷ୍ଟ ସୁଦ୍ଧା ଶିକ୍ଷକଙ୍କ ପର୍‌ଫର୍ମାନ୍ସ ରିପୋର୍ଟ ଦିଅ

ଭୁବନେଶ୍ୱର, ୪।୫(ବ୍ୟୁରୋ): ରାଜ୍ୟର ସବୁ ସ୍କୁଲର ଶିକ୍ଷକଙ୍କ ପ୍ରଦର୍ଶନ ବା ପର୍‌ଫର୍ମାନ୍ସ ରିପୋର୍ଟ ଅଗଷ୍ଟ ଶେଷ ସୁଦ୍ଧା ଦେବା ପାଇଁ ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଚଳିତବର୍ଷ ଶିକ୍ଷକଙ୍କ ଶିକ୍ଷାଦାନ ବ୍ୟବସ୍ଥା, ସ୍କୁଲ ପରିଚାଳନା ଆଦି…

ଶକ୍ତି କ୍ଷେତ୍ରକୁ ମିଳିଛି ୬୧୭.୨ଲକ୍ଷ ଟନ୍‌ କୋଇଲା

ଭୁବନେଶ୍ୱର,୪ା୫(ବ୍ୟୁରୋ): ଚଳିତବର୍ଷ ଏପ୍ରିଲରେ ଦେଶରେ ମୋଟ ୬୬୧.୫୪ ଲକ୍ଷ ଟନ୍‌ କୋଇଲା ଉତ୍ପାଦିତ ହୋଇଛି। ସେଥିମଧ୍ୟରୁ କୋଲ୍‌ ଇଣ୍ଡିଆ ଲିମିଟେଡ (ସିଆଇଏଲ୍‌) ଏବଂ ତାହାର ସହଯୋଗୀ ସଂସ୍ଥାଗୁଡ଼ିକ ଏହି ମାସରେ ୫୩୪.୭ ଲକ୍ଷ ଟନ୍‌ କୋଇଲା ଉତ୍ପାଦନ କରିଥିବା ବେଳେ ସିଙ୍ଗରେନି…

ମେ’ ୧୦ ଯାଏ ଘୁଞ୍ଚିଲା ଆବେଦନ ସମୟ

ଭୁବନେଶ୍ୱର, ୪।୫(ବ୍ୟୁରୋ): ବିଜୁ ଯୁବ ସଶକ୍ତୀକରଣ ଯୋଜନା-୨୦୨୧ ଅଧୀନରେ ଲାପ୍‌ଟପ୍‌ କିଣିବା ନିମନ୍ତେ ଆର୍ଥିକ ସହାୟତା ପାଇବା ପାଇଁ ଆବେଦନର ଅବଧିକୁ ଘୁଞ୍ଚାଇ ଦିଆଯାଇଛି। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ଆବେଦନ ଅବଧିକୁ ମେ’ ୧୦ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି।…

୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଆସନ୍ତା ୬ ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ଏହାର ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ…

୫୦ଲକ୍ଷ ଟଙ୍କା ଜୁଆ ଖେଳିଛନ୍ତି ପ୍ରେମିକ

ଭୁବନେଶ୍ୱର,୪।୫(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ଏକ ଘରୋଇ ଇଞ୍ଜିନିୟରିଂ କଲେଜରୁ ୯୭ ଲକ୍ଷ ଟଙ୍କା ହଡ଼ପ ଘଟଣାର ଅନ୍ୟତମ ଅଭିଯୁକ୍ତ ପ୍ରେମିକ ବିକାଶ କୁମାରଙ୍କୁ ପୋଲିସ ଗିରଫ କରିଛି। ତମାଣ୍ଡୋ ଥାନା ପୋଲିସ ବିକାଶଙ୍କୁ ସୋମବାର ଝାଡ଼ଖଣ୍ଡ ହଜାରିବାଗରୁ ଗିରଫ କରିବା ପରେ…

୪୦ ଲକ୍ଷ ଚାଷୀଙ୍କୁ ଦିଆଗଲା ୮୦୦ କୋଟି

ଭୁବନେଶ୍ୱର,୪ା୫(ବ୍ୟୁରୋ): ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଚାଷୀଙ୍କୁ କାଳିଆ ଯୋଜନାର ସହାୟତା ରାଶି ପ୍ରଦାନ କରିଛନ୍ତି। ବ୍ରଜରାଜନଗର ଆସନରେ ଉପନିର୍ବାଚନ ହେବାକୁ ଥିବାରୁ ଝାରସୁଗୁଡ଼ା ଜିଲାରେ ଆଦର୍ଶ ଆଚରଣ ବିଧି ଲାଗୁ…

ଝାରସୁଗୁଡ଼ା ଚାଷୀଙ୍କୁ ଦିଆଗଲାନି

ଭୁବନେଶ୍ୱର,୩ା୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ରାଜ୍ୟର ଚାଷୀଙ୍କୁ କାଳିଆ ଯୋଜନାର ସହାୟତା ରାଶି ପ୍ରଦାନ କରିଛନ୍ତି। ବ୍ରଜରାଜନଗର ଆସନରେ ଉପନିର୍ବାଚନ ହେବାକୁ ଥିବାରୁ ଝାରସୁଗୁଡ଼ା ଜିଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri