ମେଟ୍ରୋ

ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ୍‌ ମାମଲା: ପୂର୍ବତନ ଏଜିଙ୍କୁ ସିବିଆଇର ପଚରାଉଚରା

ଭୁବନେଶ୍ୱର,୧୪।୩(ବ୍ୟୁରୋ): ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ୍‌ ମାମଲାରେ ଛନ୍ଦି ହୋଇଥିବା ଓଡ଼ିଶାର ପୂର୍ବତନ ଆଡ୍‌ଭୋକେଟ୍‌ ଜେନେରାଲ୍‌ (ଏଜି) ଅଶୋକ ସେଠୀଙ୍କୁ ସିବିଆଇ ପଚରାଉଚରା କରିଛି। ଭୁବନେଶ୍ୱରସ୍ଥିତ ସିବିଆଇ କାର୍ଯ୍ୟାଳୟରେ ୩୦ ମିନିଟ୍‌ରୁ ଅଧିକ ସମୟ ଧରି ତାଙ୍କୁ ପଚରାଉଚରା କରାଯାଇଥିଲା। ତେବେ ଗିରଫ...

ଆଜି ନାମାଙ୍କନ ପ୍ରତ୍ୟାହାରର ଶେଷଦିନ, ବାହାରିବ ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର, ୧୪ା୩(ବ୍ୟୁରୋ): ରାଜ୍ୟରେ ୧୦୬ ମ୍ୟୁନିସିପାଲିଟି, ବିଜ୍ଞାପିତ ପରିଷଦ(ଏନ୍‌ଏସି) ଏବଂ ୩ ମହାନଗର ନିଗମରେ ଆସନ୍ତା ୨୪ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ଗତ ୧ ତାରିଖଠାରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଗତ ୭...

ଆସୁଛି ଉତ୍ତପ୍ତ ବାୟୁ, ବଢ଼ିବ ତାତି

ଭୁବନେଶ୍ୱର,୧୪।୩(ବ୍ୟୁରୋ): ମାର୍ଚ୍ଚ ଅଧାରୁ ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଅଧିକାଂଶ ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି। ଦୁଇଦିନ ପରେ ପାରଦ ଆହୁରି ଉପରମୁହାଁ ହେବ। ରାଜ୍ୟକୁ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରୁ ଶକ୍ତିଶାଳୀ ଶୁଷ୍କ ଉତ୍ତପ୍ତ ବାୟୁ ପ୍ରବେଶ...

ବିଜେଡି: ୩୦ରୁ ୩୦

ଭୁବନେଶ୍ୱର,୧୪ା୩(ବ୍ୟୁରୋ): ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ଭାଜନ ହୋଇ ଦୀର୍ଘ ୨୨ବର୍ଷ ଧରି ଶାସନ କରି ଆସୁଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ପଞ୍ଚାୟତ ନିର୍ବାଚନରେ ଇତିହାସ ରଚିଛନ୍ତି। କେବଳ ରାଜ୍ୟ ନୁହେଁ ବରଂ ସାରା ଭାରତ ବର୍ଷରେ ଏକ...

ସୋମବାର ରାଜ୍ୟବ୍ୟାପୀ ସତ୍ୟାଗ୍ରହ କରିବ ଭାଜପା

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେଙ୍କ ଅମାନବୀୟ ଆଚରଣକୁ ନେଇ ଭାଜପା ଆନ୍ଦୋଳନ କରିବ । ସୋମବାର ରାଜ୍ୟବ୍ୟାପୀ ସତ୍ୟାଗ୍ରହ କରିବ ବୋଲି ଭାଜପା ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ସୋମବାର...

ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ବିମାନ

ଭୁବନେଶ୍ୱର,୧୩ା୩(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରେ ରବିବାର ବେଙ୍ଗାଲୁରୁରୁ କୋଲକାତା ଯାଉଥିବା ଏୟାର ଏସିଆ ବିମାନ- ୨୪୭୨ ଜରୁରୀ ଅବତରଣ କରିଛି। ତୈମୁର ଅଲ୍ଲୀ ଖାନ୍‌(୩୨) ନାମକ ଜଣେ ଯାତ୍ରୀ ବିମାନରେ ହଠାତ୍‌ ଅସୁସ୍ଥ ହୋଇପଡ଼ିବାରୁ ବିମାନଟି ଜରୁରୀ ଅବତରଣ କରିଥିଲା। ତୈମୁରଙ୍କୁ...

୧୫ରୁ ବଢ଼ିବ ତାତି

ଭୁବନେଶ୍ୱର,୧୩।୩(ବ୍ୟୁରୋ):ରାଜ୍ୟରେ ତାତି ବଢୁଥିବା ବେଳେ କେତେକ ଜିଲାରେ ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି। ୧୫ ଓ ୧୬ ତାରିଖରେ କେତେକ ଜିଲାରେ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି। ଏ ନେଇ...

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୧୧୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ...

ମିଠା ପ୍ୟାକଟରେ ଗୋ ମାଂସ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ମିଠା ପ୍ୟାକଟରେ ଗୋ ମାଂସ ଭରି ହେଉଥିଲା ଚଲାଣ। ଏ ଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର କାଇମାଟିଆ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ପାଖରେ। ଖବରପାଇ ବଜରଙ୍ଗ ଦଳ ଓ ସ୍ଥାନୀୟ ବାସିନ୍ଦା ଗାଡ଼ିକୁ ଅଟକ ରଖିଛନ୍ତି।...

ଖସୁଛି ସଂକ୍ରମଣ: ଆଜି ୬୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ରବିବାର ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୫୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା...

ଆଜି ଜିଲାପରିଷଦ ସଭାପତି ନିର୍ବାଚନ

ଭୁବନେଶ୍ୱର,୧୩।୩(ବ୍ୟୁରୋ)-ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ପରେ ରବିବାରଲାପରିଷଦ ସଭାପତି ନିର୍ବାଚନ ଅନୁଷ୍ଠିତ ହେବ। ଅପରାହ୍ନ ୧ଟା ୩୦ ମିନିଟରୁ ଅପରାହ୍ନ ୪ଟା ମଧ୍ୟରେ ଭୋଟଗ୍ରହଣ କରାଯିବ । ଏହା ପରେ ଫଳ ପ୍ରକାଶ କରାଯିବ। ତେବେ ପରୋକ୍ଷ ନିର୍ବାଚନରେ ନିୟୋଜିତ...

କ୍ଷମତା ନିଶା ଶାସକ ଦଳକୁ ହିଂସାମୁହାଁ କରିଛିି : ଭାଜପା

ଭୁବନେଶ୍ୱର,୧୩।୩(ବ୍ୟୁରୋ)-ରାଜ୍ୟରେ ଆଇନ ନିଜ ବାଟରେ ଯାଉ ନାହିଁ। ବରଂ ଆଇନ ଆଗରେ ବାଟ ଓଗାଳି ଛିଡ଼ା ହୋଇ ରହିଛନ୍ତି ଖୋଦ୍‌ ରାଜ୍ୟ ସରକାର। ପଞ୍ଚାୟତ ନିର୍ବାଚନ ସମୟରେ ଶାସକ ବିଜେଡି ଦ୍ୱାରା ହିଂସାତ୍ମକ ଆଚରଣ ସମସ୍ତଙ୍କ ମନରୁ ଲିଭି ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri