ମେଟ୍ରୋ

ଆଉଜଣେ ରସିକିଆ ସ୍ବାମୀ: ନିଜକୁ ସଫ୍ଟୱେର ଇଞ୍ଜିନିୟର କହି ଏକାଧିକ ଯୁବତୀଙ୍କୁ ବିବାହ

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ନିଜକୁ ଡାକ୍ତର ପରିଚୟ ଦେଇ ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ଯୁବତୀ ଓ ମହିଳାଙ୍କୁ ବିବାହ କରି ଗିରଫ ହୋଇଥିଲେ ରମେଶ ସ୍ବାଇଁ। ସେ ଏବେ ଜେଲ୍‌ରେ ଥିବାବେଳେ ଆଉଜଣେ ରସିକିଆ ଠକ ଚର୍ଚ୍ଚାକୁ ଆସିଛନ୍ତି। ନିଜକୁ ସଫ୍ଟୱେର ଇଞ୍ଜିନିୟର…

ଜେଲ ଫେରନ୍ତା ଯୁବକଙ୍କୁ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୩ ଗିରଫ

ଭୁବନେଶ୍ୱର,୧୮।୭ (ବ୍ୟୁରୋ): ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଳାଶୁଣୀସ୍ଥିତ ମୁଣ୍ଡାସାହିଠାରେ ନିର୍ମାଣଧିନ ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି) ଭିତରେ ଜେଲ ଫେରନ୍ତା ବିହାରୀ ଯୁବକ ମୁକେଶ ଚୌଧୁରୀଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାର ୪ ମାସ ପରେ ଫେରାର ଥିବା ମୁଖ୍ୟ…

ରାଜ୍ୟରେ ବଢୁଛି କରୋନା: ଆଜି ୮୧୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ରାଜ୍ୟରୁ ସୋମବାର ୮୧୬ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୯,୯୨୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୭୭ ଜଣ ଚିହ୍ନଟ ହୋଇଥିବା ବେଳେ…

ଆଜି ଶ୍ରାବଣର ପ୍ରଥମ ସୋମବାର: ବିଭିନ୍ନ ଶୈବପୀଠରେ କାଉଡ଼ିଆଙ୍କ ପ୍ରବଳ ଭିଡ଼

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଆଜି ଶ୍ରାବଣର ପ୍ରଥମ ସୋମବାର। କାଉଡିଆଙ୍କ ବୋଲ ବମ୍‌ ହର୍‌ ହର୍‌ ବମ୍‌, ଭୋଲା ବାବା ପାର୍‌ କରେଗା…ଧ୍ୱନିରେ ପ୍ରକମ୍ପିତ ହୋଇଛି ଶୈବପୀଠ। ଦୀର୍ଘ ୨ବର୍ଷ କରୋନା କଟକଣା ପରେ ଚଳିତବର୍ଷ ଅନୁଷ୍ଠିତ ହେଉଛି ବୋଲବମ୍‌ ଯାତ୍ରା। ପାଣି ଢ଼ାଳିବା…

୩ ଚାଇନା ନାଗରିକଙ୍କ ନାଁରେ ଲୁକ୍‌ ଆଉଟ୍‌ ସର୍କୁଲାର

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଭାରତ ସମେତ ବିଭିନ୍ନ ଦେଶରେ କ୍ରେଡିଟ୍‌ ଗୋଲ୍ଡ ଲୋନ ଆପ୍‌ ସମେତ ଅନ୍ୟାନ୍ୟ ଲୋନ ଆପ୍‌ରେ ହୋଇଥିବା ବଡ଼ଧରଣର ଠକେଇ ଓ ନିର୍ଯାତନା ମାମଲାରେ ମାଷ୍ଟରମାଇଣ୍ଡ ଥିବା ୩ ଚାଇନା ନାଗରିକଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଚିହ୍ନଟ…

ଆଜି ୭ ଜିଲାକୁ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୮।୭(ବ୍ୟୁରୋ): ଉତ୍ତର ଓଡ଼ିଶା ଏବଂ ପାଶ୍ୱବର୍ତ୍ତୀ ଅଞ୍ଚଳରେ ରବିବାର ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏଥିସହିତ ଜଡ଼ିତ ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳରେ ୭.୬ କି.ମି. ଉଚ୍ଚତା ଯାଏ ବ୍ୟାପିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା…

ଆଇସିଏସ୍‌ଇ ଦଶମ ପାସ୍‌ ହାର ୯୯.୯୭%: ଓଡ଼ିଶାର ୪ଜଣ ରାଜ୍ୟ ଟପ୍ପର

ଭୁବନେଶ୍ୱର,୧୮।୭(ବ୍ୟୁରୋ): କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ(ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ୍‌ ହାର ୯୯.୯୭% ରହିଛି। ଛାତ୍ରୀଙ୍କ ପାସ୍‌ ହାର ୯୯.୯୮% ଥିବାବେଳେ ଛାତ୍ରଙ୍କ ପାସ୍‌ ହାର…

ଆଜିଠୁ ପରିବର୍ତ୍ତିତ ଜିଏସ୍‌ଟି

ଭୁବନେଶ୍ୱର,୧୮ା୭: ଗତ କିଛି ଦିନ ତଳେ ସାମଗ୍ରୀ ଓ ସେବା ଟିକସ (ଜିଏସଟି) କାଉନସିଲ ବୈଠକର ନିଷ୍ପତ୍ତି ଅନୁସାରେ ଜୁଲାଇ ୧୮ରୁ ସାରା ଦେଶରେ ନୂଆ ପରୋକ୍ଷ କର ହାର ଲାଗୁ ହେବାକୁ ଯାଉଛି। ଫଳରେ ଅନେକ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ପୂର୍ବ…

ଆଜି ରାଷ୍ଟ୍ରପତି ନିର୍ବାଚନ: ମୁର୍ମୁଙ୍କୁ ଓଡ଼ିଶାରୁ ୧୬୬ ଭୋଟ ମିଳିବା ଆଶା

ଭୁବନେଶ୍ବର, ୧୮ା୭(ବ୍ୟୁରୋ): ଦେଶରେ ରାଷ୍ଟ୍ରପତି ନିର୍ବାଚନ ଲାଗି ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇସାରିଛି। ସୋମବାର ସକାଳ ୧୦ରୁ ୫ଟା ପର୍ଯ୍ୟନ୍ତ ଭୋଟିଂ ଚାଲିବ। ତେବେ ନିର୍ଭୁଲ ଏବଂ କ୍ରସ୍‌ ଭୋଟିଂ ଯେପରି ନ ହେବ ସେଥିଲାଗି ଓଡ଼ିଶାର ସବୁ ଦଳ…

ପ୍ରତିଶ୍ରୁତି ଦେଲେ ନବୀନ: ଏନ୍‌ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି

ଭୁବନେଶ୍ୱର,୧୭।୭: ଉପରାଷ୍ଟ୍ରପତି ନିର୍ବାଚନରେ ମଧ୍ୟ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ବିଜେଡି। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନକରଙ୍କୁ ସମର୍ଥନ ଦେବା ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟଙ୍କ ସହିତ ଫୋନ୍‌ରେ କଥା ହୋଇଥିଲେ। ଜଗଦୀପଙ୍କୁ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ରାଜ୍ୟରୁ ରବିବାର ଆଉ ୬୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୮୪,୮୩୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ରିଲାଏନ୍ସ ଫ୍ରେଶ୍‌ ସିଲ୍‌

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ଗୋପବନ୍ଧୁ ଛକସ୍ଥିତ ରିଲାଏନ୍ସ ଫ୍ରେଶ୍‌କୁ ବିଏମ୍‌ସି ପକ୍ଷରୁ ୩ ଦିନ ପାଇଁ ସିଲ୍‌ କରାଯାଇଛି। ଦୋକାନୀମାନେ ୫ ମିଟର ପରିସୀମା ଭିତରେ ପରିମଳ ଦାୟିତ୍ୱ ବୁଝିବା କଥା। ଏଥିରେ ଖିଲାପ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?