କଟକ ଦୁର୍ଗା ଭସାଣିରେ ଗଣ୍ଡଗୋଳ: ହିନ୍ଦୁ ସଂଗଠନ ପକ୍ଷରୁ ବିଶାଳ ଶୋଭାଯାତ୍ରା
କଟକ,୫ା୧୦: ଶୁକ୍ରବାର ରାତିରେ କଟକର ଦାରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡକୁ ନେଇ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍ପି) ସହ ଅନ୍ୟ ହିନ୍ଦୁ ସଂଗଠନମାନଙ୍କ ଦ୍ୱାରା ସୋମବାର ଡାକାଯାଇଥିବା ୧୨ ଘଣ୍ଟିଆ କଟକ ବନ୍ଦ…
ପ୍ରତ୍ୟେକ ଗାଁରେ ଭାଗବତ ଟୁଙ୍ଗି ପୁନରୁଦ୍ଧାର ହେବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫ା୧୦: ଧର୍ମ ଜାଗରଣ ସମିତି, ଓଡ଼ିଶା ପକ୍ଷରୁ ରବିବାର ଭୁବନେଶ୍ବରର କଟକ ରୋଡ ସ୍ଥିତ ତେରାପନ୍ଥ ଭବନ ଠାରେ ଆୟୋଜିତ ଶ୍ରୀମଦ୍ ଭାଗବତ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପ୍ରତ୍ୟେକ ଓଡ଼ିଆ ଘରେ ଭାଗବତ ଏବଂ ପ୍ରତ୍ୟେକ…
କଟକରେ ଦୁର୍ଗା ମୂର୍ତ୍ତି ବିସର୍ଜନ ବେଳେ ହିଂସାକାଣ୍ଡ, ବିଶ୍ୱ ହିନ୍ଦୁ ପରିଷଦର ୧୨ ଘଣ୍ଟିଆ ବନ୍ଦ ଡାକରା
କଟକ,୫ା୧୦: ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍ପି) ଶୁକ୍ରବାର ରାତିରେ କଟକର ଦରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡକୁ ନେଇ ପୋଲିସ ଓ ଜିଲା ପ୍ରଶାସନର ବିଫଳତା ବିରୋଧରେ ଅକ୍ଟୋବର ୬ (ସୋମବାର) ୧୨ ଘଣ୍ଟିଆ…
SI ପରୀକ୍ଷା ମହାଘୋଟାଲା: ମୋଷ୍ଟ ୱାଣ୍ଟେଡ୍ ଶଙ୍କର ପୃଷ୍ଟି ଲିଙ୍କ୍ରେ କ୍ରାଇମବ୍ରାଞ୍ଚ ରେଡ୍
ଭୁବନେଶ୍ୱର,୫ା୧୦: ଓଡ଼ିଶା ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଜାଲିଆତି ଘଟଣା ସାମ୍ନାକୁ ଆସିବା ପରେ କ୍ରାଇମବ୍ରାଞ୍ଚ ଏକ ବଡ଼ ଧରଣର ଅଭିଯାନ ଆରମ୍ଭ କରିଛି। ଭୁବନେଶ୍ବରର ରଘୁନାଥପୁର ଅଞ୍ଚଳରେ ଥିବା ଏକ ପରୀକ୍ଷା କେନ୍ଦ୍ରରେ କ୍ରାଇମବ୍ରାଞ୍ଚ ଟିମ୍ ରେଡ୍ କରିଛି।…
ଫିଟୁଛି ଗୁମର, ବଢ଼ୁଛି ସନ୍ଦେହ
ଓଡ଼ିଶା ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷା ଜାଲିଆତି ମାମଲାର ଗୁମର ଧୀରେ ଧୀରେ ଫିଟିବାରେ ଲାଗିଛି। ଏଥିରେ ଅନେକ ବଡ଼ବଡ଼ିଆଙ୍କ ସମ୍ପୃକ୍ତି ରହିଥିବା ଜଣାପଡ଼ିଛି। ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ(ଓପିଆର୍ବି) ଦ୍ୱାରା ପରିଚାଳିତ ହେବାକୁ ଥିବା ଏହି ପରୀକ୍ଷାକୁ ସମ୍ପୂର୍ଣ୍ଣ ଭାବେ…
ମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦ କୋଟି ବ୍ୟୟରେ ନିର୍ମାଣ ହେବ
ଭୁବନେଶ୍ୱର,୪।୧୦: ବିପର୍ଯ୍ୟୟ ମୁକାବିଲା ପାଇଁ ବିପର୍ଯ୍ୟୟ ଭବନ ନିର୍ମାଣ କରିବେ ସରକାର। ଆସନ୍ତା ୨ ବର୍ଷ ମଧ୍ୟରେ ୨୦୦ କୋଟି ବ୍ୟୟରେ ନିର୍ମାଣ କରାଯିବ। ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଲୋକସେବା…
ଜେପିନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାକୁ ନେଇ…
ଭୁବନେଶ୍ୱର,୪।୧୦: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ୍ସରେ ସୂଚନା ଦେଇଛନ୍ତି। ଉଭୟଙ୍କ ମଧ୍ୟରେ ବିଭିନ୍ନ ସାଂଗଠନିକ ବିଷୟ ଉପରେ ଆଲୋଚନା ହୋଇଛି। ରାଜନୈତିକ ସ୍ଥିତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ଉପରେ…
ଘରଜ୍ୱାଇଁ ଉପାଖ୍ୟାନ ସହ ସୁଜାତା ପାଣ୍ଡିଆନଙ୍କୁ ବିବାଦକୁ ଟାଣିଲେ ଶ୍ରୀମୟୀ
ଭୁବନେଶ୍ୱର,୪ା୧୦: ପୁଣି ଥରେ ପରୋକ୍ଷରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ ମିଶ୍ର। ଅନାମ ବାବୁଙ୍କ କାହାଣୀ ଆଳରେ ନବୀନ ଏବଂ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ। ପୂର୍ବଥର…
ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି। ତେବେ ଏହି ୨ ଦିନର ରହଣି ମଧ୍ୟରେ ସେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସାଂଗଠନିକ ଦିଗକୁ ନେଇ ବରିଷ୍ଠ ନେତାଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ…
ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୪ା୧୦ (ବନ୍ଦନା ସେଠୀ):ମୌସୁମୀ ଆସିବାଠାରୁ ଏପର୍ଯ୍ୟନ୍ତ ୧୬ଟି ଲଘୁଚାପ ରାଜ୍ୟକୁ ପ୍ରଭାବିତ କରିଛି। ଏବେ ଲଘୁଚାପଜନିତ ବର୍ଷା ଲାଗି ରହିଥିବାବେଳେ ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଅକ୍ଟୋବର ୯ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ…
ବୟନିକାରୁ ବସ୍ତ୍ର କିଣିଲେ ମୁଖ୍ୟମନ୍ତ୍ରୀ: ଲୋକାଲ ଫର୍ ଭୋକାଲ ପାଇଁ ଦେଲେ ଆହ୍ବାନ
ଭୁବନେଶ୍ୱର,୪।୧୦(ସୁନିତ୍ ମିଶ୍ର) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନଠାରୁ ଗାନ୍ଧୀ ଏବଂ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପର୍ଯ୍ୟନ୍ତ ସେବା ସପ୍ତାହ ପାଳନ କରାଯାଉଛି। ଗାନ୍ଧୀ ଜୟନ୍ତୀ ଅବସରରେ ପରିବାର ସହ ଯାଇ ଗୁରୁବାର ଭୁବନେଶ୍ୱର ସ୍ଥିତ ବୟନିକାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
SI ପରୀକ୍ଷା ଜାଲିଆତିରେ ଅଛି ବଡ଼ବଡ଼ିଆଙ୍କ ହାତ: ‘ଓପିଆର୍ବି’ର ଦାୟିତ୍ୱହୀନତାକୁ ନେଇ ପ୍ରଶ୍ନ
ଭୁବନେଶ୍ୱର,(ସତ୍ୟଜିତ ରାଉତ)/ ବ୍ରହ୍ମପୁର, (ସୁବାସ ଚନ୍ଦ୍ର ପାଢ଼ୀ)/ କଟକ, ୪ା୧୦ (କାର୍ତ୍ତିକ ସାହୁ):ରାଜ୍ୟରେ ଗୋଟିକ ପରେ ଗୋଟିଏ ପରୀକ୍ଷା ଜାଲିଆତି ଘଟଣା ସାମ୍ନାକୁ ଆସୁଛି। ଏବେ ଖୋଦ୍ ପୋଲିସ ବିଭାଗରେ ଏସ୍ଆଇ ପରୀକ୍ଷା ସ୍କାମ୍କୁ ନେଇ ଓଡ଼ିଶା ଚର୍ଚ୍ଚାକୁ ଆସିଥିବାବେଳେ ପରୀକ୍ଷା…
Archives


