ମେଟ୍ରୋ

ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେତେ…

ଭୁବନେଶ୍ୱର,୨୨ା୧: ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୂର୍ବରୁ ଗ୍ରାମରକ୍ଷୀ ୧୮୦୦ ଟଙ୍କା ପାଉଥିବାବେଳେ ୭୦୦ ଟଙ୍କା ବୃଦ୍ଧି କରିଛନ୍ତି ସରକାର। ବର୍ତ୍ତମାନ ଗ୍ରାମରକ୍ଷୀମାନେ ୨୫୦୦ ଟଙ୍କା ମାସିକ ଭତ୍ତା ପାଇବେ। ଯେଉଁ ଥାନା ଅଧୀନରେ…

ସୋମବାର ଖୋଲା ରହିବ ନନ୍ଦନକାନନ

ଭୁବନେଶ୍ୱର,୨୨ା୧: ଆସନ୍ତା ସୋମବାର ଜାନୁଆରୀ ୨୬ରେ ନନ୍ଦନକାନନ ଚିଡ଼ିଆଖାନା ଖୋଲା ରହିବ। ସାଧାରଣତନ୍ତ୍ର ଦିବସ ଅବସରରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ବଟାନିକାଲ ଗାର୍ଡେନ ମଧ୍ୟ ଖୋଲା ରହିବ ବୋଲି ଚିଡ଼ିଆଖାନା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସୋମବାର ପରିବର୍ତ୍ତେ ଏହା ମଙ୍ଗଳବାର…

ନବୀନ ନିବାସରେ ସନ୍ଧ୍ୟାରେ ବଡ଼ ବୈଠକ, ନବୀନ ପଟ୍ଟନାୟକ…

ଭୁବନେଶ୍ୱର,୨୨।୧: ଆଜି ସନ୍ଧ୍ୟାରେ ବିଜେଡି ରାଜନୈତିକ ବ୍ୟାପାର କମିଟି ବୈଠକ ବସିବ । ନବୀନ ପଟ୍ଟନାୟକଙ୍କ ଅଧକ୍ଷତାରେ ନବୀନ ନିବାସରେ ବୈଠକ ବସିବାକୁ ଥିବା ବେଳେ ସନ୍ଧ୍ୟା ୫ଟାରେ କମିଟି ସଦସ୍ୟଙ୍କ ସହ ଆଲୋଚନା କରିବେ । ତେବେ ବୈଠକରେ କଣ…

ସରକାର ନେଲେ ବଡ଼ ନିଷ୍ପତ୍ତି: ଗୁଟ୍‌ଖା, ସିଗାରେଟ୍‌-ବିଡି ସବୁ ବ୍ୟାନ୍‌

ଭୁବନେଶ୍ୱର,୨୨।୧(ସୁଚିସ୍ମିତା ସାହୁ): ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସାଧାରଣ ଜନ ସ୍ବାସ୍ଥ୍ୟର ସୁରକ୍ଷା ଦୃଷ୍ଟିକୋଣରୁ ରାଜ୍ୟ ସରକାର ଓଡ଼ିଶାରେ ଗୁଟ୍‌ଖା, ପାନ ମସଲା, ଜର୍ଦ୍ଦା, ଖଇନି ଓ ତମାଖୁ କିମ୍ବା ନିକୋଟିନ୍‌ ଯୁକ୍ତ ସମସ୍ତ ପ୍ରକାର ଖାଦ୍ୟ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂ,…

ହିତାଧିକାରୀଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଇଲେ ସରକାର

ଭୁବନେଶ୍ୱର,୨୨।୧: ଖାତାକୁ ଆସିଲା ସୁଭଦ୍ରା ଟଙ୍କା। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଲକ୍ଷ ୫୭ ହଜାରରୁ ଅଧିକଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଛନ୍ତି। ୩୧୫ କୋଟିରୁ ଅଧିକ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ସୁଭଦ୍ରା ଯୋଜନାରେ ନୂଆରେ ସାମିଲ ହୋଇଥିବା…

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୧: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ପ୍ରଥମ ସପ୍ତାହରେ ତାଙ୍କର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨ ତାରିଖରୁ ସେ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ସୂଚନା ମୁତାବକ, ଫେବୃଆରୀ ୨ରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚି…

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି । ଖବର ଅନୁସାରେ, ଭୁବନେଶ୍ୱର ପଟୁ କଟକ ଆଡକୁ ଯାଉଥିଲା ବେଳେ ଅଘଟଣ । ତେବେ…

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜ ବାସଭବନରେ ଦଳର ୧୦ ଜଣ ବିଧାୟକଙ୍କ ସହ ଏକ…

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧: ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ କରାଯାଇଛି ତାହାର କାରଣ କହିଛନ୍ତି । ନାଁ ନନେଇ ସେ ସିଧା ନିଶାନା କରିଛନ୍ତି…

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ମାଗଣାରେ ହେବ ନାମଲେଖା, ପରୀକ୍ଷା

ଭୁବନେଶ୍ୱର,୨୧।୧: ରାଜ୍ୟରେ ଶିକ୍ଷା ହାର ବଢ଼ାଇବା ଏବଂ ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଛାଡ଼ିଥିବା ଏବଂ ସ୍କୁଲ୍ ଯାଉନଥିବା ୧୪ ରୁ ୧୮ ବର୍ଷ ବୟସ୍କ ପିଲାମାନଙ୍କ…

ଓଡ଼ିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ଅଦାଲତ ତାଙ୍କୁ ଗର୍ଭପାତ ଏବଂ ଭ୍ରୂଣର ଡିଏନଏ (DNA) ପରୀକ୍ଷା…

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ ଗିରଫ କରିଛି । ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?