ମୁରୁଜରେ ସ୍ବଚ୍ଛତା ବାର୍ତ୍ତା ଦେଲେ କିନ୍ନର
ଭୁବନେଶ୍ୱର,୩୦।୪(ବ୍ୟୁରୋ): ସ୍ବଚ୍ଛତା କ୍ଷେତ୍ରରେ ସ୍ମାର୍ଟସିଟି ଭୁବନେଶ୍ୱରକୁ ଶୀର୍ଷରେ ପହଞ୍ଚାଇବାକୁ ବିଏମ୍ସି ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଉଛି। ସ୍ବଚ୍ଛ ସର୍ବେକ୍ଷଣ-୨୦୨୨ ଆଧାରରେ ସହରକୁ ସ୍ବଚ୍ଛ ରଖିବା ପାଇଁ କିନ୍ନର ସମ୍ପ୍ରଦାୟ ସହରବାସୀଙ୍କୁ ସଚେତନ କରିଛନ୍ତି। ଶୁକ୍ରବାର ବିଏମ୍ସି ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ…
ଭିକ୍ଷାବୃତ୍ତି କରୁଥିବା କିନ୍ନରଙ୍କ ପାଇଁ ଖୋଲିବ ଆଶ୍ରୟସ୍ଥଳ
ଭୁବନେଶ୍ୱର, ୩୦।୪ (ବ୍ୟୁରୋ): କିନ୍ନରଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏ କ୍ଷେତ୍ରରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଆଉଏକ ପାଦ ଆଗକୁ ବଢାଇଛି। କିନ୍ନରମାନେ ଯେପରି ଅନ୍ୟମାନଙ୍କ ଭଳି ସ୍ବାଭାବିକ…
ନାବାଳିକାଙ୍କୁ ବ୍ଲାକ୍ମେଲ କରି ଦେଢ଼ଲକ୍ଷ ଟଙ୍କା, ଗହଣା ଲୁଟିଲେ
ଭୁବନେଶ୍ୱର, ୩୦।୪(ବ୍ୟୁରୋ): ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇବା ପରେ ବ୍ଲାକ୍ମେଲ୍ କରି ଟଙ୍କା ଓ ସୁନା ଗହଣା ଲୁଟିବା ଅଭିଯୋଗରେ ନୟାପଲ୍ଲୀ ଥାନା ପୋଲିସ ଠକ ପ୍ରେମିକକୁ ଗିରଫ କରିଛି। ସେ ହେଲେ ଢେଙ୍କାନାଳ ଜିଲା ବାଲିଝାଟି ଗ୍ରାମର ଆଶିଷ କୁମାର…
ଅପହରଣ ପରେ ମୁଣ୍ଡ ଜାମିନ ରଖି ଟଙ୍କା ଦାବି
ଭୁବନେଶ୍ୱର, ୩୦।୪(ବ୍ୟୁରୋ): ଯୁବକଙ୍କୁ ରାସ୍ତାରୁ ଅପହରଣ ପରେ ଏକ ଘରେ ମୁଣ୍ଡଜାମିନ ରଖି ନିର୍ଯାତନା ଦେବା ସହ ଟଙ୍କା ଦାବି କରିଥିଲେ ଅପହର୍ତ୍ତା। ଖବର ପାଇ ଖଣ୍ଡଗିରି ଥାନା ପୋଲିସ ଯଦୁପୁରରେ ଚଢ଼ାଉ କରି ଉକ୍ତ ଯୁବକଙ୍କୁ ଉଦ୍ଧାର କରିବା ସହ…
ସ୍ତ୍ରୀଙ୍କୁ ଅପହରଣ ଉଦ୍ୟମ
ଭୁବନେଶ୍ୱର,୩୦।୪(ବ୍ୟୁରୋ): ଭୁବନେଶ୍ୱରରେ ରହୁଥିବା ସ୍ତ୍ରୀ ଶାଶୁଘରକୁ ଯିବା ପାଇଁ ରାଜି ନ ହେବାରୁ ତାଙ୍କୁ ବଳପୂର୍ବକ ନେଇଯାଉଥିଲେ ସ୍ବାମୀ ଓ ପରିବାର ଲୋକେ। ହେଲେ ମହିଳା ଜଣକ ଚିତ୍କାର କରିବାରୁ ସ୍ଥାନୀୟ ଲୋକେ ଅପହରଣ ସନ୍ଦେହ କରି ଘେରି ଯାଇଥିଲେ। ମାମୁ…
ପାଠକଙ୍କ ୨୯.୮୩ ଲକ୍ଷର ସମ୍ପତ୍ତି ଜବତ
ଭୁବନେଶ୍ୱର,୩୦ା୪(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଛନ୍ଦି ହୋଇଥିବା ପୂର୍ବତନ ଆଇଏଫ୍ଏସ୍ ଅଧିକାରୀ ଅଭୟକାନ୍ତ ପାଠକଙ୍କ ୨୯ ଲକ୍ଷ ୮୩ ହଜାର ଟଙ୍କାର ସମ୍ପତ୍ତିକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜବତ କରିଛି। ପ୍ରିଭେନସନ୍ ଅଫ୍ ମନି ଲଣ୍ଡ୍ରିଂ ଆକ୍ଟ (ପିଏମ୍ଏଲ୍ଏ)-୨୦୦୨ ଆଧାରରେ…
ଏବେଠୁ ଭୟଭୀତ ନ ହେବାକୁ ସ୍ବାସ୍ଥ୍ୟ ବିଭାଗର ପରାମର୍ଶ
ଭୁବନେଶ୍ୱର, ୩୦।୪(ବ୍ୟୁରୋ): ଦିଲ୍ଲୀରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଆଗକୁ ଓଡ଼ିଶାରେ ବି ସଂକ୍ରମଣ ବଢ଼ିବାର ସମ୍ଭାବନା ରହିଛି ବୋଲି ବିଶେଷଜ୍ଞମାନେ କହୁଛନ୍ତି। କିନ୍ତୁ ଏଥିରେ କେହି ଭୟଭୀତ ନ ହେବା ପାଇଁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ପରାମର୍ଶ ଦେଇଛନ୍ତି।…
ପ୍ରେମ ପାଇଁ ୯୭ ଲକ୍ଷ ହଡ଼ପ
ଭୁବନେଶ୍ୱର, ୩୦।୪ (ବ୍ୟୁରୋ): ପ୍ରେମରେ ଅନ୍ଧ ହୋଇ ଏକ ଘରୋଇ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନର ୯୭ଲକ୍ଷ ଟଙ୍କା ହଡ଼ପ କରିଥିଲେ ମହିଳା ଆକାଉଣ୍ଟାଣ୍ଟ। ଉକ୍ତ ଟଙ୍କାକୁ ପ୍ରେମିକଙ୍କ ପାଖକୁ ପଠାଇ ନିଜ ସ୍ବପ୍ନକୁ ସାକାର କରିବାକୁ ଚାହିଁ ବସିଥିଲେ। ହେଲେ ଯାହା ପାଇଁ…
ଆଇପିଏସ୍ ଅଫିସର ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟ ସରକାର ଆଇପିଏସ୍ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଭୁବନେଶ୍ୱର, କଟକ ଡିସିପିଙ୍କୁ ବଦଳି କରାଯାଇଛି। ୧୯୮୮ ବ୍ୟାଚର ଆଇପିଏସ୍ ଅଫିସର ତଥା ଏସ୍ଏପି ସ୍ପେଶାଲ…
୯ରେ ସମ୍ଭାବ୍ୟ ବାତ୍ୟା
ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଡରାଇବା ଆରମ୍ଭ କଲାଣି। ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖରେ ଆସନ୍ତା ମେ’ ୫ରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ଅଧିକ ଘନୀଭୂତ ହୋଇ ଆସନ୍ତା…
କାର୍ଯ୍ୟାନୁଷ୍ଠାନ: ଆଇଏଫ୍ଏସ୍ ଅଭୟ ପାଠକଙ୍କ ସମ୍ପତ୍ତି ଜବତ କଲା ଇଡି
ଭୁବନେଶ୍ୱର,୨୯।୪(ବ୍ୟୁରୋ): ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପୂର୍ବତନ ଆଇଏଫ୍ଏସ ଅଧିକାରୀ ଅଭୟକାନ୍ତ ପାଠକଙ୍କ ୨୯.୮୩ ଲକ୍ଷ ଟଙ୍କାର ସମ୍ପତ୍ତିକୁ ଜବତ କରିଛି। ପ୍ରିଭେନସନ ଅଫ ମନି ଲଣ୍ଡ୍ରିଂ ଆକ୍ଟ(ପିଏମଏଲଏ) ଅନ୍ତର୍ଗତ ପାଠକଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଇଡି ଏହି…
ବୌଦ୍ଧରେ ପୁଣି ୪୫ ଡିଗ୍ରୀ
ଭୁବନେଶ୍ୱର,୨୯ା୪(ବ୍ୟୁରୋ)- ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଶୁକ୍ରବାର ବୌଦ୍ଧରେ ରାଜ୍ୟରେ ସର୍ବାଧିକ ତାପମାତ୍ରା ୪୫ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ରାଜ୍ୟର ୨୫ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦…
Archives


