ମେଟ୍ରୋ

ପୁରୀରେ ବଢାଯିବ ଆଣ୍ଟିଜେନ୍‌ ଟେଷ୍ଟ୍‌: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ କାରୋନା ସଂକ୍ରମଣକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ସ୍ଥିତି ଉପରେ ନଜର ରଖାଯାଇଛି। କଟକ, ଭୁବନେଶ୍ୱରରେ ସ୍ଥିତି ଅଧିକ ରହୁଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ…

ଆସିଲା ରାଇମୋହନଙ୍କ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ଆସିଲା ବ୍ୟବଚ୍ଛେଦ ରିପୋର୍ଟ। ଅଭିନେତା ରାଇମୋହନ ପରିଡାଙ୍କ ମୃତ୍ୟୁ ଶ୍ବାସରୁଦ୍ଧ କାରଣରୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ ରହିଛି। ଗଳାରେ ରଶି ଲଗାଇବା କାରଣରୁ ଶ୍ବାସରୁଦ୍ଧ ହୋଇଥିବା ଜଣାପଡିଛି । ଏନେଇ କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି ।…

ଆଜି ରାଜ୍ୟରେ ୧୦୦ରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨୮।୬: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ…

ଭାଜପାରେ ଯୋଗଦେଲେ କଂଗ୍ରେସ, ସିପିଆଇ ନେତା

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟଶୈଳୀ ଏବଂ ଭାଜପା ପ୍ରତି ଆସ୍ଥା ପ୍ରକଟ କରି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳର କଂଗ୍ରେସ ଓ କମ୍ୟୁନିଷ୍ଟ ପାର୍ଟିର ବହୁ ପୁରୁଷ ଏବଂ ମହିଳା…

ଅଗ୍ନିପଥ ଯୋଜନା ପ୍ରତ୍ୟାହାର କର: କଂଗ୍ରେସ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ସେନାବାହିନୀରେ ଅଗ୍ନିବୀର ନିଯୁକ୍ତି ପ୍ରକ୍ରିୟାକୁ ପ୍ରତ୍ୟାହାର ଦାବିରେ କଂଗ୍ରେସ ପକ୍ଷରୁ ସୋମବାର ରାଜ୍ୟବ୍ୟାପୀ ସତ୍ୟାଗ୍ରହ କରାଯାଇଛି। ଦଳ ତରଫରୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ଓ୍ବାରି ଦିନ ୧୦ରୁ ୧ଟା ମଧ୍ୟରେ ଏହା ପାଳନ କରାଯାଇଛି। ପ୍ରଦେଶ କଂଗ୍ରେସ…

ନିର୍ଦ୍ଧାରିତ ସମୟରେ ସମସ୍ତ ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୮।୬ (ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୋମବାର ଏକ ଅନ୍ତର୍ବିଭାଗୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ବୈଠକରେ ସହରର ଉନ୍ନତୀକରଣରେ ନିୟୋଜିତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରାଯାଇଥିଲା। ସହରର…

୭୦ ଦିନକୁ ଖସିଲାଣି ମୌସୁମୀ ବର୍ଷା

ଭୁବନେଶ୍ୱର,୨୮ା୬(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ଆହ୍ବାନ ସୃଷ୍ଟି କରିଛି। ଏହା ଓଡ଼ିଶା ପାଇଁ ମଧ୍ୟ ଭୟଙ୍କର ପରିସ୍ଥିତି ସୃଷ୍ଟି କରିବାକୁ ଯାଉଛି। ଗତ ଦୁଇ ଦଶନ୍ଧି ହେବ ରାଜ୍ୟରେ ମୌସୁମୀ ଆଗମନ ଓ ବର୍ଷାରେ ଅସ୍ବାଭାବିକତା ଦେଖାଦେଇଛି। ୧୨୦…

ରାଜ୍ୟରେ ୩୫% କମ୍‌ ବର୍ଷା

ଭୁବନେଶ୍ୱର,୨୮ା୬(ବ୍ୟୁରୋ):ଦୁର୍ବଳ ମୌସୁମୀ ପ୍ରଭାବ ଓଡ଼ିଶାରେ ଦେଖିବାକୁ ମିଳିଲାଣି। ରାଜ୍ୟର ଚାଷୀମାନେ ମୁଖ୍ୟତଃ ମୌସୁମୀ ବର୍ଷା ଉପରେ ନିର୍ଭର କରିଥାଆନ୍ତି। ବର୍ଷା ନ ଥିବାରୁ ଚାଷୀ ହାତ ବାନ୍ଧି ବସିଛନ୍ତି। ଚଳିତ ବର୍ଷ ଜୁନ୍‌ ୧୬ ତାରିଖରେ ରାଜ୍ୟକୁ ମୌସୁମୀ ପ୍ରବେଶ କରିଥିଲେ…

ଦୁବାଇରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୬(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ଟିମ୍‌ ଦୁବାଇରେ ପହଞ୍ଚତ୍ଛନ୍ତି। ଆସନ୍ତା ୨୯ରେ ସେଠାରେ ଇନ୍‌ଭେଷ୍ଟର୍ସ ମିଟ୍‌ ଆୟୋଜନ ହେବ। ମୁଖ୍ୟମନ୍ତ୍ରୀ ବିଦେଶୀ ନିବେଶକଙ୍କ ସହ ସେଠାରେ ସିଧାସଳଖ ଆଲୋଚନା କରିବେ। ଖାଦ୍ୟ ପ୍ରକ୍ରିୟାକରଣରୁ ଡାଉନ୍‌ଷ୍ଟ୍ରିମ୍‌ ଇଣ୍ଡଷ୍ଟ୍ରିଜ୍‌ରେ…

ଗିରଫ ହେବେ ରେଞ୍ଜର, ଫରେଷ୍ଟର

ଭୁବନେଶ୍ୱର, ୨୮ା୬(ବ୍ୟୁରୋ):ବନ ବିଭାଗକୁ ପଡ଼ିଛି ଶନି ଦଶା। ଆଠଗଡ଼ ପରେ ଅନୁଗୋଳ ସାତକୋଶିଆ ବନଖଣ୍ଡରେ ହାତୀ ମଡ଼କ ଦେଖାଯାଇଛି। ସାତକୋଶିଆ ବନଖଣ୍ଡର ସଂଲଗ୍ନ ନରସିଂହପୁର ଜିଲିଣ୍ଡା ବନାଞ୍ଚଳରେ ୧୪ମାସ ତଳେ ୨୦ ବର୍ଷର ଦନ୍ତା ହାତୀକୁ ମାରି ଲୁଟେରାମାନେ ଦାନ୍ତ ଲୁଟି…

ହାତୀ କବରସ୍ଥଳ ଆଠଗଡ଼ ବନଖଣ୍ଡ

ଭୁବନେଶ୍ୱର, ୨୮ା୬(ବ୍ୟୁରୋ):ଆଠଗଡ଼ ବନଖଣ୍ଡ ଏବେ ହାତୀଙ୍କ କବରସ୍ଥଳ ପାଲଟିଛି। ତଦନ୍ତ ଯେତେ ଆଗଉଛି ଗୋଟିଏ ପରେ ଗୋଟିଏ ହାତୀ କଙ୍କାଳ ମାଟି ତଳୁ ମିଳୁଛି। ଇତିମଧ୍ୟରେ ମାସକ ଭିତରେ ୪ ହାତୀ କଙ୍କାଳ ଜବତ ହୋଇଛି। ପୂର୍ବରୁ ବଡ଼ମ୍ବା ରେଞ୍ଜରେ ୩…

ଜୁଲାଇ ୩୧ ଯାଏ ରାଜ୍ୟ ଘରୋଇ ବସ୍‌ ଧର୍ମଘଟ ସ୍ଥଗିତ

ଭୁବନେଶ୍ୱର,୨୭।୬(ବ୍ୟୁରୋ): ଜୁଲାଇ ୧ ତାରିଖରେ ହେବାକୁ ଥିବା ବସ ଧର୍ମଘଟକୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି ଓଡ଼ିଶା ବସ ମାଲିକ ସଙ୍ଘ। ରଥଯାତ୍ରାକୁ ଦୃଷ୍ଟିରେ ରଖି ବସ୍‌ ଧର୍ମଘଟ ସ୍ଥଗିତ ରଖାଯାଇଛି। ଜୁଲାଇ ସୁଦ୍ଧା ଦାବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri