ମେଟ୍ରୋ

ରାଜ୍ୟରେ ଦ୍ୱିତୀୟ କରୋନା ମୃତ୍ୟୁ

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଶୁକ୍ରବାର ଆଉ ଜଣେ ବ୍ୟକ୍ତି କୋଭିଡ୍‌ରେ ପ୍ରାଣ ହରାଇଛନ୍ତି। ଚତୁର୍ଥ ଲହରରେ ରାଜ୍ୟରେ ଏହା ଦ୍ୱିତୀୟ କରୋନା ମୃତ୍ୟୁ। ମୃତକ ହେଲେ ସୁନ୍ଦରଗଡ଼ର ଜଣେ ୮୨ବର୍ଷୀୟ ବ୍ୟକ୍ତି।…

୬ ଜିଲାରେ ପ୍ରବଳ ବର୍ଷିବ: ଅରେଞ୍ଜ ୱାର୍ନିଂ ଜାରି

ଭୁବନେଶ୍ୱର,୧୫।୭(ବ୍ୟୁରୋ): ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଉପକୂଳ ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ଜାରି ରହିଛି। ଆଗକୁ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଆଗାମୀ…

‘ଓଟିଏମ୍‌ ପୁନରୁଦ୍ଧାର ଲାଗି ସରକାର ପ୍ରତିଶ୍ରୁତି ବଦ୍ଧ’

ଭୁବନେଶ୍ୱର,୧୫।୭(ବ୍ୟୁରୋ): ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍‌ ଅଧିବେଶନ ଚାଲିଥିବା ବେଳେ ଶୁକ୍ରବାର ଓଟିଏମ୍‌ ପୁନରୁଦ୍ଧାର ପ୍ରସଙ୍ଗ ବିଧାନସଭା ପ୍ରଶ୍ନକାଳରେ ଉଠିଥିଲା। କଟକ ଚୌଦ୍ବାର ବିଧାୟକ ସୌଭିକ ବିଶାଳ ଏହି ପ୍ରସଙ୍ଗ ଉଠାଇଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ନେଇ ଓଟିଏମ୍‌ ଜମି ନିଲାମ ହୋଇପାରିବ ନାହିଁ…

ଜଳିଗଲା ବିଉଟିପାର୍ଲର

ଭୁବନେଶ୍ୱର,୧୫।୭(ବ୍ୟୁରୋ): ଭୁବନେଶର ଶହୀଦନଗରସ୍ଥିତ ଫ୍ରେଣ୍ଡସ ବିଉଟିପାର୍ଲରରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ସର୍ଟଶର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଏଥିରେ ପାର୍ଲରରେ ସମସ୍ତ ଆସବାବପତ୍ର ପୋଡ଼ି ନଷ୍ଟ ହୋଇ ଯାଇଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।…

ସ୍ତ୍ରୀ-ସ୍ବାମୀଙ୍କ ଆତ୍ମହତ୍ୟା ଉଦ୍ୟମ: ସ୍ତ୍ରୀ ମୃତ,ସ୍ବାମୀ ଗୁରୁତର

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜଧାନୀ ଲକ୍ଷ୍ମୀସାଗର ଅଞ୍ଚଳରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀ-ସ୍ବାମୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏଥିରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ସ୍ବାମୀଙ୍କୁ ଗୁରୁତର ଅବସ୍ଥାରେ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତେବେ ଲକ୍ଷ୍ମୀସାଗର ଥାନା ପୋଲିସ ଘଟଣାସ୍ଥଳରେ…

୫୬୨ ଆର୍‌ଆଇ ପଦବୀ ଖାଲି

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ରାଜ୍ୟରେ ମୋଟ ୩୨ ତହସିଲଦାର, ମୋଟ ୭୯ ଅତିରିକ୍ତ ତହସିଲଦାର ପଦବୀ ଖାଲି ରହିଛି। ସେହିପରି ୫୬୨ ରାଜସ୍ବ ନିରୀକ୍ଷକ (ଆର୍‌ଆଇ) ଏବଂ ୬୧ ରାଜସ୍ବ ପରିଦର୍ଶକ ପଦବୀ ଏ ପର୍ଯ୍ୟନ୍ତ ପୂରଣ ହୋଇପାରି ନାହିଁ। ବଲାଙ୍ଗୀର ଜିଲାରେ ସର୍ବାଧିକ…

‘ରାଜ୍ୟରେ ୧୩ ଲକ୍ଷ ବୁଷ୍ଟର ଡୋଜ୍‌ ମହଜୁଦ ଅଛି’

ଭୁବନେଶ୍ୱର,୧୫।୭(ବ୍ୟୁରୋ): ଟିକାକରଣକୁ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ କୁମାର ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,ରାଜ୍ୟରେ ରାଜ୍ୟରେ ଆଜିଠୁ ୧୮-୫୯ ବର୍ଷୀୟଙ୍କୁ ମାଗଣାରେ ବୁଷ୍ଟର ଡୋଜ୍‌ ଦିଆଯାଉଛି। ୨୩୨୦ କେନ୍ଦ୍ରରେ ଏହି ଟିକାକରଣ ଚାଲିଛି। ଏ ବୟସ ବର୍ଗରେ ୨…

ରାଜଧାନୀରେ ୧୨ କେନ୍ଦ୍ରରେ ଦିଆଯିବ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ଆଜିଠୁ ୧୮-୫୯ ବର୍ଷୀୟଙ୍କୁ ମାଗଣାରେ ବୁଷ୍ଟର ଡୋଜ୍‌ ଦିଆଯିବ। ରାଜଧାନୀର ୟୁନିଟ-୪ ସହାରଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ବିଏମ୍‌ସି କମିଶନର ଏହି ଟିକାକରଣର ଶୁଭାରମ୍ଭ କରିବେ। ସହରରେ ମୋଟ ୧୨ଟି ହସ୍ପିଟାଲରେ ଟିକାକରଣ ବ୍ୟବସ୍ଥା କରାଯାଇଛି। କ୍ୟାପିଟାଲ ହସ୍ପିଟାଲ,…

ଆଜିଠୁ ୧୮-୫୯ ବର୍ଷୀୟଙ୍କୁ ମାଗଣାରେ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୫।୭(ବ୍ୟୁରୋ):ରାଜ୍ୟରେ ଆଜିଠୁ ମାଗଣାରେ ୧୮ ରୁ ୫୯ ବର୍ଷର ଲୋକଙ୍କୁ ବୁଷ୍ଟର ଡୋଜ୍‌ ଦିଆଯିବ। କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି କ୍ରମେ ୭୫ ଦିନ ପର୍ଯ୍ୟନ୍ତ ଟିକାକରଣ ମାଗଣାରେ କରାଯିବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି।…

ଆଜି ରାଜ୍ୟରେ ୧୦୦୦ ଟପିଲା ସଂକ୍ରମଣ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ଆଜି ରାଜ୍ୟରେ ୧୦୦୦ ଟପିଛି କରୋନା ସଂକ୍ରମଣ। ଶୁକ୍ରବାର ୧୦୪୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୭,୧୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…

ଘରୋଇ ସ୍କୁଲ ଆର୍ଥିକ କାରବାରର ଅଡିଟ୍‌ ହେଉ

ଭୁବନେଶ୍ୱର,୧୫।୭ (ବ୍ୟୁରୋ): ଘରୋଇ ସ୍କୁଲଗୁଡିକର ଆର୍ଥିକ କାରବାରରେ ସ୍ବଚ୍ଛତା ପାଇଁ ସରକାର ପ୍ରତି ବର୍ଷ ଅଡିଟ କରିବାକୁ ଦାବି କରିଛି ଓଡିଶା ଅଭିଭାବକ ମହାସଂଘ। ଏନେଇ ମହାସଂଘ ଅଧ୍ୟକ୍ଷ ବାସୁଦେବ ଭଟ୍ଟ ଚିଠି ମାଧ୍ୟମରେ ମୁଖ୍ୟ ଶାସନ ସଚିବ ଓ ଗଣଶିକ୍ଷା…

ଅବହେଳିତ ଅବସ୍ଥାରେ ପ୍ରାଚୀନ ମନ୍ଦିର

ଭୁବନେଶ୍ୱର,୧୫।୭(ବ୍ୟୁରୋ): ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ ସେବତୀପୁର-ପଶ୍ଚିମପାରି ଗ୍ରାମରେ ଅବହେଳିତ ଅବସ୍ଥାରେ ଥିବା ଏକ ପ୍ରାଚୀନ ମନ୍ଦିରର ସନ୍ଧାନ ମିଳିଛି। ରିଡିସ୍କଭର ଲଷ୍ଟ ହେରିଟେଜ ଗ୍ରୁପ୍‌ ଓ ହେରିଟେଜ ଆଣ୍ଡ କଲ୍‌ଚର କ୍ଲବ, ଆଇଆଇଟିଟିଏମ୍‌ ଅନୁଷ୍ଠାନର ଏକ ମିଳିତ ଐତିହ୍ୟ-ଅନୁସନ୍ଧାନକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?