ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୭୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୯ା୩(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୧୭୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୬,୧୫୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...
କାଏମ ରହିଲା ସମସ୍ତ ମେୟର ପ୍ରାର୍ଥିନୀଙ୍କ ପ୍ରାର୍ଥିତ୍ୱ
ଭୁବନେଶ୍ୱର,୯।୩(ବ୍ୟୁରୋ): ଆସନ୍ତା ପୌର ନିର୍ବାଚନ ଲାଗି ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା ବୁଧବାର ଶେଷ ହୋଇଛି। ଏଥିରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)ର ସମସ୍ତ ୧୨ଜଣ ମେୟର ପ୍ରାର୍ଥିନୀଙ୍କ ପ୍ରାର୍ଥିତ୍ୱ କାଏମ ରହିଛି। ଏହାପରେ ୬୭ ଓ୍ବାର୍ଡ ଲାଗି ୩୬୦ କର୍ପୋରେଟର ପ୍ରାର୍ଥୀଙ୍କ...
ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୯।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୨କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ...
ପରୀକ୍ଷା କେନ୍ଦ୍ରରେ କ୍ୟାମେରା ଲଗେଇବାକୁ ନିର୍ଦ୍ଦେଶ
ଭୁବନେଶ୍ବର,୯।୩(ବ୍ୟୁରୋ): ଆସନ୍ତା ଏପ୍ରିଲରେ ଯୁକ୍ତ ଦୁଇ କଳା, ବାଣିଜ୍ୟ,ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ। ସେନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ପରୀକ୍ଷା ପୂର୍ବରୁ ରାଜ୍ୟର ସମସ୍ତ ଯୁକ୍ତ ଦୁଇ କଲେଜରେ ସିସିଟିଭି କ୍ୟାମେରା...
ଖସୁଛି ସଂକ୍ରମଣ: ଆଜି ୧୨୮ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୯।୩(ବ୍ୟୁରୋ): ରାଜ୍ୟରେ ବୁଧବାର ୧୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭୫ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୫୩ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା...
ପୌରରେ ଆସିବେ ନା ପଞ୍ଚାୟତ ଭଳି ରହିଯିବେ
ଭୁବନେଶ୍ୱର, ୯।୩(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେଲା ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ଏଥର ନିର୍ବାଚନରେ ବିଜେଡି ଏକପାଖିଆ ସଫଳତା ହାସଲ କରିଥିବା ବେଳେ ବିରୋଧୀ ଦଳ ମାଟି କାମୁଡ଼ିଛନ୍ତି। ୨୦୧୭ ନିର୍ବାଚନ ତୁଳନାରେ ୨୦୨୨ ପଞ୍ଚାୟତ ନିର୍ବାଚନରେ ଭାଜପା...
ସରିଲା ତୃତୀୟ ରିମାଣ୍ଡ, ଜେଲ ଗଲେ ନକଲି ଡାକ୍ତର
ଭୁବନେଶ୍ୱର,୯।୩(ବ୍ୟୁରୋ): ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ପ୍ରତାରଣା ପରେ ଲୁଟିବା ସହ ବିଭିନ୍ନ ଠକେଇ ମାମଲାରେ ଗିରଫ ହୋଇଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁ ମଙ୍ଗଳବାର ଜେଲ ଯାଇଛନ୍ତି। ତୃତୀୟ ପର୍ଯ୍ୟାୟରେ ୫ ଦିନିଆ...
‘ଇମୋଶନାଲ ଟଚ୍’ ବଜାୟ ରଖୁ
ରିୟଲ୍ ଇଷ୍ଟେଟ୍ ହେଉଛି ତାଙ୍କ ପାରିବାରିକ ବ୍ୟବସାୟ। ହେଲେ ଅଳଙ୍କାର କ୍ଷେତ୍ରରେ କିଛି ନୂଆ କରିବା ଲକ୍ଷ୍ୟ ରଖି ବଡ଼ଭାଇ ଓମ୍ପ୍ରକାଶ ମିଶ୍ରଙ୍କ ସହଯୋଗରେ ଆରମ୍ଭ କରିଥିଲେ ହଲ୍ମାର୍କ ଅର୍ନାମେଣ୍ଟ୍ସ ପ୍ରାଇଭେଟ୍ ଲିମିଟେଡ୍। ଜୁଏଲେରି କ୍ଷେତ୍ରରେ ଅଭିଜ୍ଞତା ନ ଥିବାରୁ...
ଗଣଶିକ୍ଷା ବିଭାଗକୁ ହାଇକୋର୍ଟଙ୍କ ରିପୋର୍ଟ ତଲବ
ଭୁବନେଶ୍ୱର, ୮ା୩(ବ୍ୟୁରୋ): ମହାମାରୀ ଯୋଗୁ ସ୍କୁଲ ସବୁ ପ୍ରାୟ ଦୁଇ ବର୍ଷରୁ ଅଧିକ ସମୟ ଧରି ବନ୍ଦ ଥିଲା। ଏହି ସମୟରେ ଅଭିଭାବକଙ୍କ ଆର୍ଥିକ ସମସ୍ୟା ଏବଂ ସ୍କୁଲ ବନ୍ଦ ଥିବା କାରଣରୁ ହାଇକୋର୍ଟ ଓ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ୨ଟି...
ପୂର୍ଣ୍ଣ ଟିକାକରଣରେ ଓଡ଼ିଶା ପ୍ରଥମ
ଭୁବନେଶ୍ୱର, ୯।୩(ବ୍ୟୁରୋ): ପୂର୍ଣ୍ଣ ଟିକାକରଣରେ ଦେଶରେ ଓଡ଼ିଶା ପ୍ରଥମ ସ୍ଥାନରେ ରହିଛି। ଜାତୀୟ ପୂର୍ଣ୍ଣ ଟିକାକରଣ ହାରଠାରୁ ମଧ୍ୟ ବହୁ ଆଗୁଆ ଅଛି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ଷ୍ଟିଅରିଂ କମିଟି...
‘ଶାନ୍ତି ଶୃଙ୍ଖଳାରେ ପୌର ନିର୍ବାଚନ ପରିଚାଳନା କର’
ଭୁବନେଶ୍ୱର, ୮ା୩(ବ୍ୟୁରୋ): ଶାନ୍ତି, ଶୃଙ୍ଖଳାର ସହ ପୌର ନିର୍ବାଚନ ପରିଚାଳନା କରିବା ଲାଗି ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢ଼ୀ କଟକ-ଭୁବନେଶ୍ୱର ଦୈତନଗରୀର ଜିଲା ଓ ପୋଲିସ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ୨୪ ତାରିଖରେ ରାଜ୍ୟରେ...
ଡାକ୍ତରଖାନାରେ ପିସିସି ସଭାପତି
ଭୁବନେଶ୍ୱର, ୮ା୩(ବ୍ୟୁରୋ): ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ମଙ୍ଗଳବାର ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ତାଙ୍କ ପେଟରେ ଯନ୍ତ୍ରଣା ଅନୁଭବ କରିବା ପରେ ଅସୁସ୍ଥ ହୋଇପଡିଥିଲେ। ଏହାପରେ ତାଙ୍କୁ ଭଲ...
Archives


