ମେଟ୍ରୋ

ଆଜିଠାରୁ ଶିକ୍ଷାନୁଷ୍ଠାନରେ ଦସ୍ତଖତ ଅଭିଯାନ

ଭୁବନେଶ୍ୱର,୧୫।୭(ବ୍ୟୁରୋ): ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲାରେ ନ୍ୟାୟ ପ୍ରଦାନ ସହ ଶିକ୍ଷାନୁଷ୍ଠାନ କ୍ୟାମ୍ପସକୁ ରାଗିଂ ମୁକ୍ତ କରାଇବା ପାଇଁ ଅଖିଳ ଭାରତ ଛାତ୍ର ସଂଘ (ଏଆଇଏସ୍‌ଏଫ୍‌) ପକ୍ଷରୁ ରାଜ୍ୟବ୍ୟାପୀ ଦସ୍ତଖତ ସଂଗ୍ରହ ଅଭିଯାନ ପାଇଁ ନିଷ୍ପତ୍ତି…

କଲେଜରେ ହେବ ଟିକାକରଣ

ଭୁବନେଶ୍ୱର,୧୫ା୭(ବ୍ୟୁରୋ):ରାଜ୍ୟରେ କରୋନା ମହାମାରୀ ପୁଣି କାୟା ବିସ୍ତାର କଲାଣି। ଦୈନିକ ସଂକ୍ରମଣ ହୁ ହୁ ହୋଇ ବଢ଼ିଚାଲିଛି। ରାଜ୍ୟରେ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ୮୦୦ ଟପିଲାଣି। ଗତ କିଛି ଦିନ ହେବ ଲଗାତର ବଢୁଥିବା କରୋନା ସଂକ୍ରମଣ ସରକାରଙ୍କ ଚିନ୍ତା…

ଏଣିକି କଲେଜରେ ଦିଆଯିବ ଟିକା

ଭୁବନେଶ୍ୱର,୧୪।୭(ବ୍ୟୁରୋ): କଲେଜରେ ଦିଆଯିବ ଟିକା। ରାଜ୍ୟରେ କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଗୁରୁବାର ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଇଂଜିନିୟରିଂ କଲେଜ, ହଷ୍ଟେଲ ଏବଂ ଶିକ୍ଷାନୁଷ୍ଠାନରେ କୋଭିଡ୍‌ ଟିକା ଦିଆଯିବ। ସେହିପରି ଉଭୟ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ଟିକାକରଣକୁ ଜୋରଦାର…

ରାଜ୍ୟରେ ଆଉ ୪୭୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୪୭୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ରାଜ୍ୟରେ ୧୨,୮୩,୧୬୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ…

୭ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ। ଏହାର ପ୍ରଭାବରେ କିଛି ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ଆଉ କେତେକ ଜିଲାରେ ସ୍ବାଭାବିକଠାରୁ କମ୍‌ ବର୍ଷା ହୋଇଛି। ସେହିପରି ଆଉ କିଛି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ଭୁବନେଶ୍ୱର ଆଞ୍ଚଳିକ…

ଅପରାହ୍ନ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ଆଜି ଦ୍ୱିତୀୟ ଦିନ। ପ୍ରଶ୍ନ କାଳ ଆରମ୍ଭ ହେବା ମାତ୍ରେ କଂଗ୍ରେସ ନେତା ଅଜୟ କୁମାର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ । ଯାହାକୁ ନେଇ ଭାଜପା…

ଅପରାହ୍ନରେ ବସିବ କୋଭିଡ୍‌ ସମୀକ୍ଷା ବୈଠକ, ନିଆଯାଇପାରେ ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ। ଏହାକୁ ନେଇ ରାଜ୍ୟ ସରକାରଙ୍କ ତତ୍ପରତା ପ୍ରକାଶ ପାଇଛି। ତେବେ କୋଭିଡ୍‌କୁ କିଭଳି ମୁକାବିଲା କରାଯାଇ ପାରିବ ସେନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ନ ୫.୩୦ରେ କୋଭିଡ୍‌ ସମୀକ୍ଷା ବୈଠକ କରିବେ। ଏହି…

ଶୁକ୍ରବାରଠୁ ମାଗଣାରେ ମିଳିବ ବୁଷ୍ଟର ଡୋଜ୍‌

ଭୁବନେଶ୍ୱର,୧୪।୭(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ। ସେ କହିଛନ୍ତି, ୧୨ରୁ ୧୪ ବର୍ଷ ମଧ୍ୟରେ ୯୮ ପ୍ରଥମ ଡୋଜ୍‌ ନେଇଥିବା ବେଳେ ୨ୟ ଡୋଜ୍‌ ୭୨ ପ୍ରତିଶତ ନେଇସାରିଛନ୍ତି ।…

ଆରମ୍ଭରୁ ହଟ୍ଟଗୋଳ: ୧୧.୩୦ ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ଦ୍ୱିତୀୟ ଦିନ ଆରମ୍ଭରୁ ଗୃହରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି। ପ୍ରଶ୍ନକାଳ ଆରମ୍ଭ ହେଉ ହେଉ ବିରୋଧୀ ଭାଜପା ସଦସ୍ୟମାନେ ହାତରେ ପ୍ଲାକାର୍ଡ ଧରି ଗୃହରେ ନାରାବାଜି କରିଥିଲେ। ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ…

ତିର୍ତ୍ତୋଲ ବିଧାୟକଙ୍କ ବଢ଼ିଲା ଅଡୁଆ: ସେକ୍ସ ରାକେଟ ଚଳାଇବା ଅଭିଯୋଗର କ୍ରାଇମବ୍ରାଞ୍ଚ ତଦନ୍ତ ଲାଗି ସୁପାରିସ୍‌

ଭୁବନେଶ୍ୱର,୧୪।୭(ବ୍ୟୁରୋ): ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ଅଡ଼ୁଆ ବଢ଼ିଲା। ବିଧାୟକଙ୍କ ବାନ୍ଧବୀ ସୋମାଲିକା ଦାଶ ତାଙ୍କ ବିରୋଧରେ ଆଣିଥିବା ସେକ୍ସ ରାକେଟ ଅଭିଯୋଗର କ୍ରାଇମବ୍ରାଞ୍ଚ ତଦନ୍ତ କରିପାରେ। ଏହା ଏକ ସମ୍ବେଦନଶୀଳ ଘଟଣା ହୋଇଥିବାରୁ କ୍ରାଇମବ୍ରାଞ୍ଚ ଦ୍ୱାରା ଏହାର ତଦନ୍ତ…

ଉପରମୁହାଁ କରୋନା ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୦୪ ଆକ୍ରାନ୍ତ

ଭୁବନେଶ୍ୱର,୧୪।୭(ବ୍ୟୁରୋ): ଉପରମୁହାଁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୭୧ଜଣ ଥିବା ବେଳେ ୩୩୩ ଲୋକାଲ କେସ୍‌ ରହିଛି । ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୧…

ମାଗଣା ବୁଷ୍ଟର ଡୋଜ୍‌ ନିଷ୍ପତ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବାଗତ

ଭୁବନେଶ୍ୱର,୧୩।୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ମାଗଣାରେ ବୁଷ୍ଟର ଡୋଜ ପ୍ରଦାନ କରାଯିବା ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବର୍ତ୍ତମାନ ପରିପ୍ରେକ୍ଷୀରେ ଦେଶରେ ମାଗଣା କୋଭିଡ ଟିକା ପ୍ରଦାନ କରିବା ଲାଗି ଏକ ସ୍ବତନ୍ତ୍ର ଡ୍ରାଇଭ୍‌ ଆରମ୍ଭ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?