ମେଟ୍ରୋ

ବେବିରାଣୀ ହେଲେ ଶ୍ରେଷ୍ଠ ଓଡ଼ିଆଣୀ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ପ୍ରଥା, ପରମ୍ପରା ଓ ଚଳଣିର ପୁନଃ ଅଭ୍ୟାସ ଜରିଆରେ ଓଡ଼ିଆ ସ୍ବାଭିମାନ, ଅସ୍ମିତାକୁ ଅନୁଭବ କରିବା ପାଇଁ ଏକ ଅନନ୍ୟ ଆନ୍ଦୋଳନ ହେଉଛି ‘ଶ୍ରେଷ୍ଠ ଓଡ଼ିଆଣୀ ପ୍ରତିଯୋଗିତା ଓ ଓଡ଼ିଆ ମହୋତ୍ସବ’। କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟରେ ବୁଧବାର ସୂଚନା ଭବନଠାରେ…

ଆଜିଠୁ ଯୁକ୍ତ୨ ପରୀକ୍ଷା, ସକାଳ ୯ଟାରୁ ଆରମ୍ଭ

ଭୁବନେଶ୍ୱର, ୨୮।୪(ବ୍ୟୁରୋ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ମେ’ ୩୧ ପର୍ଯ୍ୟନ୍ତ ହେବାକୁ ଥିବା ଏହି ପରୀକ୍ଷା ପାଇଁ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଦୁଇବର୍ଷ ପରେ ଛାତ୍ରୀଛାତ୍ର ପରୀକ୍ଷା…

ନରସିଂହଙ୍କ ପରେ ତାରାଙ୍କ ଇସ୍ତଫା ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୭।୪(ବ୍ୟୁରୋ): କଂଗ୍ରେସର ଦଳୀୟ ନିର୍ବାଚନ ଚାଲିଥିବା ବେଳେ ଦଳର ଅମୁଳ ଚୂଳ ପରିବର୍ତ୍ତନ ହେବା ନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଏ. ଚେଲ୍ଲା କୁମାର ସୂଚନା ଦେଇଛନ୍ତି। ଏହାପରେ ଦଳୀୟ ପଦରୁ ଜଣଙ୍କ ପରେ ଜଣେ ଇସ୍ତଫା ଦେବା ନେଇ ଚର୍ଚ୍ଚା…

୩୮ ବର୍ଷ ପରେ ପୂର୍ବତନ ନିର୍ବାହୀ ଯନ୍ତ୍ରୀଙ୍କୁ ଜେଲ୍‌ ଦଣ୍ଡାଦେଶ

ଭୁବନେଶ୍ୱର,୨୭।୪(ବ୍ୟୁରୋ):ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ମାମଲାରେ ଦୀର୍ଘ ୩୮ ବର୍ଷ ପରେ କୋର୍ଟ ରାୟ ଶୁଣାଇଛନ୍ତି। ବୁଧବାର ମାମଲାର ବିଚାର କରି ଭୁବନେଶ୍ୱର କମାଣ୍ଡ ଏରିଆ ଡଭେଲପମେଣ୍ଟ ଏଜେନ୍ସି (କାଡ଼ା-୧)ର ପୂର୍ବତନ ନିର୍ବାହୀ ଯନ୍ତ୍ରୀ ଗଙ୍ଗାଧର ସାହୁଙ୍କୁ ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ…

ସୋନପୁର ସବୁଠୁୁ ଉତ୍ତପ୍ତ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ବୁଧବାର ୨୪ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା ରେକର୍ଡ କରାଯାଇଛି। ସେଥିରୁ ୪ଟି ସହରର ତାପମାତ୍ରା ୪୪ ଡିଗ୍ରୀ ସେଲ୍‌ସିୟସ ବା ତା’ ଉପରେ ରହିଛି।…

କାଲିଠୁ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ଆସନ୍ତାକାଲିଠାରୁ ମେ’ ୨ ତାରିଖ ପର୍ଯ୍ୟନ୍ତ ଛୁଟି କରିବାକୁ ନିଷ୍ପତ୍ତି ନେଇଛନ୍ତି। କ୍ଲାସ ବନ୍ଦ ହେଲେ ମଧ୍ୟ ପରୀକ୍ଷା ଚାଲୁ ରହିବ ବୋଲି ଦକ୍ଷତା ବିକାଶ ଏବଂ ବୈଷୟିକ…

ମାଟ୍ରିକ ପରୀକ୍ଷା ଦ୍ୱିତୀୟ ସିଟିଂ ସମୟ ବଦଳିଲା

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମାଟ୍ରିକ ପରୀକ୍ଷା ସମୟରେ ପରିବର୍ତ୍ତନ କରାଯାଇଛି। ରେଗୁଲାର ପିଲାଙ୍କ ପରୀକ୍ଷା ପୂର୍ବ ନିର୍ଦ୍ଧାରିତ ସମୟରେ ହେବାକୁ ଥିବା ବେଳେ ମଧ୍ୟମା ଓ ଓପନ ସ୍କୁଲ ପରୀକ୍ଷା ସମୟରେ ପରିବର୍ତ୍ତନ କରାଯାଇଛି। ସେକେଣ୍ଡ ସିଟିଂରେ…

କାରଣ ଦର୍ଶାଅ ନୋଟିସର ଜବାବ ରଖିଲେ ସୁର, କହିଲେ କାର୍ଯ୍ୟାନୁଷ୍ଠାନ ହେଲେ ଖାତିର ନାହିଁ

ଭୁବନେଶ୍ୱର,୨୭।୪(ବ୍ୟୁରୋ): କଂଗ୍ରେସ ନେତା ସୁରେଶ ରାଉତରାୟ କାରଣ ଦର୍ଶାଅ ନୋଟିସର ଜବାବ ଦେଇଛନ୍ତି। ସେ କଂଗ୍ରେସ ଭବନକୁ ଆସି ଲିଖିତ ଭାବେ ଉତ୍ତର ଦାଖଲ କରିଛନ୍ତି। ପୁଣି ଥରେ ନିରଞ୍ଜନ ପଟ୍ଟନାୟକ ଓ ଜୟଦେବ ଜେନାଙ୍କ ସେହି କଥାକୁ କହଛନ୍ତି। ସୁର…

ଅଂଶୁଘାତକୁ ନେଇ ପ୍ରତିକ୍ରିୟା ରଖିଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଓ ଅଂଶୁଘାତକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ପ୍ରବଳ ଖରା ଯୋଗୁ ଅଂଶୁଘାତର ସମ୍ଭାବନା ଅଛି। ତେବେ ଅଂଶୁଘାତକୁ ନେଇ ସବୁ ଜିଲାପାଳଙ୍କ ସହ ଆଲୋଚନା ସରିଛି । ସିଡିଏମଓଙ୍କ…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ନୂଆ କୋଭିଡ୍‌ ମାମଲା ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୧୮ ବର୍ଷରୁ କମ୍‌ ବୟସର ପିଲା ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ…

ଡହଡ଼ହ ଖରାରେ ଜନଜୀବନ ଅସ୍ତବ୍ୟସ୍ତ: ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଡହଡ଼ହ ଖରାରେ ସିଝୁଛି ଓଡ଼ିଶା। ଗରମ ସାଙ୍ଗକୁ ଗୁଳୁଗୁଳି ଅସହ୍ୟ ହୋଇପଡ଼ୁଛି। ସକାଳ ୯ଟାରୁ ଘରୁ ବାହାରିବା ଅସମ୍ଭବ ହୋଇ ପଡ଼ୁଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଉଛି। ପ୍ରତିଦିନ ତାପମାତ୍ରା ବୃଦ୍ଧିରେ ନୂଆ ରେକର୍ଡ ହେଉଛି । ଆସନ୍ତା ୩୦…

ବିବାଦୀୟ ଡିଏଫ୍‌ଓଙ୍କ ବଦଳି: ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁରେ ଛନ୍ଦି ହୋଇଥିଲା ନାଁ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁରେ ଛନ୍ଦି ହୋଇଥିବା ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ ବଦଳି ହୋଇଛି। ସୌମ୍ୟଙ୍କ ମୃତ୍ୟୁକୁ ନେଇ ରାଜ୍ୟବ୍ୟାପୀ ହୋ-ହାଲ୍ଲା ସତ୍ତ୍ୱେ ବେହେରାଙ୍କୁ ବଦଳି କରାଯାଇ ନ ଥିଲା। ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri