ମେଟ୍ରୋ

ଆଦିବାସୀଙ୍କୁ ଚିତ୍ରକୋଣ୍ଡା ଏସ୍‌ଡିପିଓ ମାଡ଼ ମାରିବା ଘଟଣା: କ୍ରାଇମ୍‌ବ୍ରାଞ୍ଚ କରିବ ତଦନ୍ତ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅଞ୍ଚଳର ଏକ ଗାଁକୁ ଯାଇ ଏସଡିପିଓ ଅଂଶୁମାନ ଦ୍ୱିବେଦୀ ମାଡ଼ ମାରିବା ଘଟଣାକୁ ନେଇ ବୁଧବାର ବିଧାନସଭାରେ ତୁମ୍ବିତୋଫାନ ଦେଖିବାକୁ ମିଳିଥିଲା। ବିରୋଧୀଙ୍କ ହଟ୍ଟଗୋଳ ପରେ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ…

ଗିରଫ ହେଲେ କୋଟିପତି ଯନ୍ତ୍ରୀ

ଭୁବନେଶ୍ୱର,୧୩ା୭(ବ୍ୟୁରୋ): ଭିଜିଲାନ୍ସ ଜାଲରେ ପଡ଼ିଥିବା ପୁରୀ ଜିଲା ନିମାପଡ଼ା ସବ୍‌ଡିଭିଜନ୍‌ର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ଦୁଷ୍ମନ୍ତ ଦେହୁରୀଙ୍କୁ ଗିରଫ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ସେ ତାଙ୍କ…

ରାଜ୍ୟରେ ୧.୧୦ ଲକ୍ଷ ପରିବାର ‘ଓ୍ବାନ୍‌ ନେଶନ, ଓ୍ବାନ୍‌ ରାଶନ କାର୍ଡ’ରେ ଉପକୃତ

ଭୁବନେଶ୍ୱର,୧୩ା୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ‘ଓ୍ବାନ୍‌ ନେଶନ ଓ୍ବାନ ରାଶନ କାର୍ଡ’ ଯୋଗୁ ଓ ମୋଟ୍‌ ୧.୧୦ଲକ୍ଷ ପରିବାର ଉପକୃତ ହୋଇଛନ୍ତି। ଏହି ଯୋଜନାରେ ଅଧିକ ସଂଖ୍ୟକ ହିତାଧିକାରୀଙ୍କୁ ସୁବିଧା ପ୍ରଦାନ ଦେବାକୁ ରାଜ୍ୟ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି। ବିଧାନସଭାରେ ସ୍ବାଧୀନ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୨୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩ା୭(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୪୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୮୨,୬୯୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ବିପଦ ଟଳିନି, ମାସ୍କ ପିନ୍ଧିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୭(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ମାସ୍କ ପିନ୍ଧିବାକୁ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତ। ବର୍ତ୍ତମାନ ସମୟକୁ…

ଚିତ୍ରକୋଣ୍ଡା ଏସ୍‌ଡିପିଓଙ୍କୁ ନେଇ ହୁଲସ୍ତୁଲ ହେଲା ବିଧାନସଭା

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଚିତ୍ରକୋଣ୍ଡା ଏସ୍‌ଡିପିଓ ଅଂଶୁମାନ ଦ୍ୱିବେଦୀଙ୍କୁ ନେଇ ବିଧାନସଭା ହୁଲସ୍ତୁଲ। ଜୁନ ୫ ତାରିଖ ରାତିରେ ଚିତ୍ରକୋଣ୍ଡା ଏସ୍‌ଡିପିଓ ଅଂଶୁମାନ ଦ୍ୱିବେଦୀ କୌଣସି ମହିଳା ପୋଲିସଙ୍କୁ ନ ନେଇ ଗାଁ ଭିତରେ ପଶି ମହିଳାଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା। ବୁଧବାର…

ଗ୍ରୀନ୍‌ ଚିଲିକୁ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଅସ୍ବାସ୍ଥ୍ୟକର ପରିବେଶରେ ଖାଦ୍ୟ ପରସିବା ପଡ଼ିଲା ମହଙ୍ଗା। ରାଜଧାନୀର ମାଷ୍ଟରକ୍ୟାଣ୍ଟିନରେ ଥିବା ଗ୍ରୀନ ଚିଲି ଦୋକାନକୁ ସିଲ୍‌ କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ବୁଧବାର ବିଏମ୍‌ସିର ଏକ ତଦନ୍ତକାରୀ ଟିମ୍‌ ଗ୍ରୀନ ଚିଲି ଦୋକାନରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ।…

ଏଥର ମଧ୍ୟ ହେବ ନାହିଁ ଛାତ୍ର ସଂସଦ ନିର୍ବାଚନ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଚଳିତ ବର୍ଷ ମଧ୍ୟ ଛାତ୍ର ସଂସଦ ନିର୍ବାଚନ ହେବ ନାହିଁ। କଲେଜ ଓ ବିଶବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ହେବ ନାହିଁ ବରଂ ଯେଉଁଭଳି ପାଠପଢା ଚାଲିଛି ଆଗକୁ ସେମିତି ଜାରି ରହିବ। ଅଗଷ୍ଟ ମାସରୁ ବିଶ୍ବବିଦ୍ୟାଳୟ ଓ କଲେଜଗୁଡ଼ିକରେ…

ପୁଣି ଡରାଇଲାଣି କରୋନା: ରାଜ୍ୟରେ ୭୪୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୭୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୭ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୪୩୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୦୭…

ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଆଜିଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ବସିବ । ଗୃହରେ ୧୦ ଟି ଷ୍ଟାଣ୍ଡିଂ କମିଟି ରିପୋର୍ଟ ଉପସ୍ଥାପନ ହେବ। ୧୪ରୁ ୨୯ ତାରିଖ ଭିତରେ ବିଭିନ୍ନ ବିଭାଗର ଖର୍ଚ୍ଚଦାବି ଉପରେ ଆଲୋଚନା ହେବ। ଯେଉଁ ବିଭାଗର ଗୃହରେ…

ରାଷ୍ଟ୍ରପତି ନିର୍ବାଚନ: ଭୁବନେଶ୍ୱରରେ ପହଞ୍ଚିଲା ବାଲାଟ ବକ୍ସ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୧୮ ତାରିଖରେ ହେବାକୁ ଥିବା ବେଳେ ୨୧ ତାରିଖରେ ଫଳାଫଳ ପ୍ରକାଶ ପାଇବ । ଦେଶର ସର୍ବୋଚ୍ଚ ପଦ ଅଳଙ୍କୃତ କରିବାକୁ ଏନ୍‌ଡିଏ ସମର୍ଥିତ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଓ ବିରୋଧୀ ମେଣ୍ଟର ପ୍ରାର୍ଥୀ ଯଶବନ୍ତ…

ଘୁଞ୍ଚିଲା ଏକକ ପିଜି ପ୍ରବେଶିକା ଆବେଦନ

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି) ପାଇଁ ଆବେଦନ ସମୟସୀମା ବୃଦ୍ଧି କରିଛି ଉଚ୍ଚଶିକ୍ଷା ବିଭାଗ। ଚଳିତ ମାସ ୧୨ ତାରିଖ ଆବେଦନର ଶେଷ ତାରିଖ ଥିବାବେଳେ ଏହାକୁ ଆଉ ୫ଦିନ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?