ସ୍ବାମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ
ଭୁବନେଶ୍ୱର,୨୭।୪(ବ୍ୟୁରୋ): ମଞ୍ଚେଶ୍ୱର ଥାନା ରସୁଲଗଡ଼ ଅଞ୍ଚଳରେ ୨୦୧୨ରେ ଯୌତୁକ ଦାବିକରି ସ୍ତ୍ରୀଙ୍କୁ କାଠଫାଳିଆରେ ହତ୍ୟା କରିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ମଙ୍ଗଳବାର ଭୁବନେଶ୍ୱର ଅତିରିକ୍ତ ଜିଲାଜଜ୍-୩ ସସ୍ମିତା ପାଢ଼ୀ ଦୋଷୀ ସାବ୍ୟସ୍ତ କରିଛନ୍ତି। ମାମଲାର ବିଚାର କରି ଜେଲରେ ଥିବା ଜଗତ୍ସିଂହପୁର…
ଉତ୍ତରପ୍ରଦେଶରୁ ଆନ୍ତଃ ରାଜ୍ୟ ନିଶାମାଫିଆ ଗିରଫ
ଭୁବନେଶ୍ୱର,୨୭।୪(ବ୍ୟୁରୋ): ଭ୍ୟାନ୍ରୁ ୮୧୦ କେଜି ଗଞ୍ଜେଇ ଜବତ ମାମଲାରେ ୱାଣ୍ଟେଡ୍ ଥିବା ଜଣେ ଆନ୍ତଃ ରାଜ୍ୟ ନିଶାମାଫିଆ ଉତ୍ତରପ୍ରଦେଶର ଆଗ୍ରାରୁ ଧରାପଡ଼ିଛନ୍ତି। କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଫ୍) ଓ କୋରାପୁଟ ପୋଲିସର ଏକ ମିଳିତ ଟିମ୍ ଶନିବାର ଚଢ଼ାଉ କରି…
କୋଟିପତି ଜିଆର୍ଏସ୍ ଗିରଫ, ସ୍ତ୍ରୀଙ୍କ ନାଁରେ ମାମଲା
ଭୁବନେଶ୍ୱର,୨୭।୪(ବ୍ୟୁରୋ): ଭୁବନେଶ୍ୱର ଇଞ୍ଜଣା ଗ୍ରାମପଞ୍ଚାୟତ(ପୂର୍ବର କଳାରାହାଙ୍ଗ ପଞ୍ଚାୟତ)ର ଗ୍ରାମ ରୋଜଗାର ସେବକ (ଜିଆର୍ଏସ୍) ବାବୁଲି ଚରଣ ପଢ଼ିହାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କ ନିକଟରୁ ବିପୁଳ ପରିମାଣର ଆୟ ବହିର୍ଭୂତ୍ତ ସମ୍ପତ୍ତି ଠାବ କରାଯାଇଛି। ଠାବ ହୋଇଥିବା ସମ୍ପତ୍ତି ତାଙ୍କ…
୨୦୨୪ ସୁଦ୍ଧା ୧୫ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବ
ଭୁବନେଶ୍ୱର,୨୭।୪(ବ୍ୟୁରୋ): ୨୦୨୪ ସୁଦ୍ଧା ରାଜ୍ୟରେ ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି । ସେଥିମଧ୍ୟରୁ ଚଳିତ ବର୍ଷ ୪ଟି, ୨୦୨୩ରେ ୪ଟି ଏବଂ ୨୦୨୪ରେ ୭ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ…
ସୁରଙ୍କୁ ନିରଞ୍ଜନଙ୍କ ନୋଟିସ
ଭୁବନେଶ୍ୱର,୨୭ା୪(ବ୍ୟୁରୋ): ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ନିଜର ମନ୍ତବ୍ୟକୁ ନେଇ ଗଣମାଧ୍ୟମରେ ଚର୍ଚ୍ଚାରେ ରହିଥାଆନ୍ତି। ବିଭିନ୍ନ ପ୍ରସଙ୍ଗ ଉପରେ ମତ ଦେଇ ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରିଥାଆନ୍ତି। ବେଳେ ବେଳେ ତାଙ୍କର ଏହି ମନ୍ତବ୍ୟ ଦଳ ପାଇଁ ବୁମେରାଂ ହୋଇଥାଏ।…
ବଢୁଛି ଅଲ୍ଟ୍ରାଭାଓଲେଟ ବିପଦ
ଭୁବନେଶ୍ୱର,୨୭ା୪(ବ୍ୟୁରୋ): ରାଜ୍ୟରେ ବେଳକୁ ବେଳ ତାତି ବଢ଼ିବାରେ ଲାଗିଛି। ସୂର୍ଯ୍ୟଙ୍କ ପ୍ରଖର କିରଣ ଅସହ୍ୟ ହେଉଛି। ପରିବେଶ ପ୍ରଦୂଷଣ ଏବଂ ସବୁଜ ବଳୟ ନଷ୍ଟ ଗ୍ରୀଷ୍ମର ପ୍ରକୋପକୁ ଆହୁରି ବଢ଼ାଇ ଦେଇଛି। ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଯୋଗୁ ଗ୍ରୀଷ୍ମ ପ୍ରବାହ ଜାରି…
୧୨୦ ଆସନ କହି ବ୍ୟବସାୟ
ଭୁବନେଶ୍ୱର,୨୭ା୪(ବ୍ୟୁରୋ): ୨୦୨୪ରେ ହେବାକୁ ଥିବା ସାଧାରଣ ନିର୍ବାଚନରେ ଭାଜପା ରାଜ୍ୟରେ ୧୨୦ ବିଧାନସଭା ଆସନ ଦଖଲ କରିବ ବୋଲି ଦାବି କଲାଣି। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୮୮ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଯୋଗଦେଇ ଫେରିବା ବେଳେ ଗଣମାଧ୍ୟମରେ ପ୍ରତିକ୍ରିୟା…
ବଢୁଛି ଅଲ୍ଟ୍ରାଭାଓଲେଟ୍ ବିପଦ; ଦିନ ୧୨ରୁ ୨ ଯାଏ ପଦାକୁ ଯିବାକୁ ମନା
ଭୁବନେଶ୍ୱର,୨୬ା୪(ବ୍ୟୁରୋ)- କିଛି ଦିନ ହେବ ତତଲା ତାଓ୍ବାରେ ସିଝୁଛି ସାରା ଓଡ଼ିଶା। ପରିବେଶ ପ୍ରଦୂଷଣ ଏବଂ ସବୁଜ ବଳୟ ନଷ୍ଟ ଗ୍ରୀଷ୍ମର ପ୍ରକୋପକୁ ଆହୁରି ବଢ଼ାଇ ଦେଇଛି। ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଯୋଗୁ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସୂର୍ଯ୍ୟଙ୍କ ନିକଟରୁ…
କଲବଲ କରୁଛି ତାତି: ଆଜି ୪୪.୫ ଡିଗ୍ରୀ ସହ ରେକର୍ଡ କଲା ବୌଦ୍ଧ
ଭୁବନେଶ୍ୱର,୨୬ା୪(ବ୍ୟୁରୋ)- ସମଗ୍ର ରାଜ୍ୟକୁ କଲବଲ କରୁଛି ତାତି। ମଙ୍ଗଳବାର ରାଜ୍ୟର ୨୪ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍ସିୟସ ରହିଛି। ସେଥିରୁ ୧୪ଟି ସ୍ଥାନରେ ପାରଦ ୪୨ ଡିଗ୍ରୀ ସେଲ୍ସିୟସ ଥିବା ବେଳେ ୯ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୩…
୨୯ ଯାଏ ତାତି
ଭୁବନେଶ୍ୱର,୨୬।୪(ବ୍ୟୁରୋ): ଡହଡ଼ହ ଖରାରେ ସିଝୁଛି ସାରା ରାଜ୍ୟ । ଆସନ୍ତା ୨୯ ଯାଏ ରାଜ୍ୟରେ ତାତି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏପ୍ରିଲ ମାସରୁ ମେ ମାସ ଭଳି ତାତି ଅନୁଭୂତ ହେଉଛି। ସୋମବାର ରାଜ୍ୟର…
୧୫ ଜିଲାରେ ନାହାନ୍ତି ଜଣେ ବି କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୬।୪(ବ୍ୟୁରୋ): ବର୍ତ୍ତମାନ ଦେଶରେ ଦୈନିକ କରୋନା ସଂକ୍ରମଣର ୨ ହଜାର ଉପରେ ଥିବା ବେଳେ ରାଜ୍ୟରେ ମାତ୍ର ୮୦ଟି ସକ୍ରିୟ ମାମଲା ରହିଛି। ୧୫ଟି ଜିଲାରେ ଆକ୍ରାନ୍ତ ନ ଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ରାଜ୍ୟରେ ଟିକାକରଣ…
ମେ’୨ ଯାଏ ବନ୍ଦ ରହିବ କଲେଜ, ୟୁନିଭର୍ସିଟି
ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ ବଢି ଚାଲିଛି ତାତିର ପ୍ରକୋପ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୟୁଜି ଏବଂ ପିଜି କ୍ଲାସ୍ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ବୁଧବାରଠାରୁ ମେ’୨ ଯାଏ ସମସ୍ତ କଲେଜ୍ ଏବଂ ୟୁନିଭରସିଟି ବନ୍ଦ ରହିବ। ଏ ନେଇ…
Archives


