ମେଟ୍ରୋ

ସିବିଏସ୍‌ଇର ୩୦% ନୁହେଁ, ଅଧିକ ପାଠ୍ୟକ୍ରମ ହ୍ରାସ ହୋଇପାରେ

ଭୁବନେଶ୍ୱର,୯।୭(ବ୍ୟୁରୋ): ସିବିଏସ୍‌ଇ ନବମରୁ ଦ୍ୱାଦଶ ଶ୍ରେଣୀ ପାଠ୍ୟକ୍ରମ ୩୦% ହ୍ରାସ ପ୍ରସଙ୍ଗରେ ଗୁରୁବାର ପ୍ରତିକ୍ରିୟା ରଖିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସେ କହିଛନ୍ତି, ସିବିଏସ୍‌ଇ ନିଷ୍ପତ୍ତି ଉପରେ ବିଚାର କରାଯିବ। ଅଗଷ୍ଟରେ ସ୍ଥିତିକୁ ଦେଖି ସ୍କୁଲ...

ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ଘଟଣା: ହତ୍ୟା ମାମଲା ରୁଜୁ କଲା ଜିଆର୍‌ପି ପୋଲିସ

ଭୁବନେଶ୍ୱର,୯।୭(ବ୍ୟୁରୋ): ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ନୂଆ ମୋଡ଼ ଆସିଛି। ପ୍ରଥମେ ଆଦିତ୍ୟଙ୍କ ମୃତ୍ୟୁ ଆତ୍ମହତ୍ୟା ବୋଲି କୁହାଯାଉଥିବା ବେଳେ ଗୁରୁବାର ଜିଆର୍‌ପି ଥାନାରେ ୩୦୨ ଦଫାରେ ହତ୍ୟା ମାମଲା ରୁଜୁ ହୋଇଛି। ଆଦିତ୍ୟଙ୍କ ସଂଗଠନ ‘ପିପୁଲ୍‌ସ ଫର୍‌...

କରୋନା ନେଲା ଆଉ ୪ଜୀବନ: ଜାଣନ୍ତୁ କେଉଁଠାରୁ କେତେ

ଭୁବନେଶ୍ୱର,୯।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୪ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫୨କୁ ବୃଦ୍ଧି ହୋଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମରେ ସର୍ବାଧିକ ୩ ରହିଥିବା ବେଳେ ଭଦ୍ରକରୁ ଜଣେ ରହିଛନ୍ତି। ଗଞ୍ଜାମରେ କରୋନା...

CORONAVIRUS UPDATE: ରାଜ୍ୟରେ ୧୧ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୯।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଧିରେ ଧିରେ ଭୟଙ୍କର ହେବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ପୁଣି ୫୭୭ ପୁଣି କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ହଜାରକୁ ଟପିଛି। ନୂଆ ଚିହ୍ନଟ...

ମନ୍ଦିର, ମସ୍‌ଜିଦ୍‌ ସାନିଟାଇଜ୍‌ କରୁଛନ୍ତି ଶିଖ୍‌ ଯୁବଗୋଷ୍ଠୀ

ଭୁବନେଶ୍ୱର,୯।୭(ବ୍ୟୁରୋ): ଅତୁଟ ଓ ଅଖଣ୍ଡ ଭାରତ। ଏଠି ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଭାଇ ଭାଇ।ହିନ୍ଦୁ, ମୁସ୍‌ଲିମ୍‌, ଖ୍ରୀଷ୍ଟିଆନ୍‌ ଓ ଶିଖ୍‌ ସଭିଏଁ ସମାନ। ଯାହାକୁ ପ୍ରମାଣିତ କରି ଦେଖାଇଛନ୍ତି ରାଜଧାନୀ ଭୁବନେଶ୍ୱରର କିଛି ଯୁବଗୋଷ୍ଠୀ।ଶିଖ୍‌ ସମ୍ପ୍ରଦାୟର କିଛି...

୨ବର୍ଷ ନୂଆ ନିଯୁକ୍ତି ନ ହେବା ନେଇ ବର୍ଷିଲେ ବିରୋଧୀ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ପକ୍ଷରୁ ଅନେକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରାଯାଇଛି। ସେହି ଅନୁଯାୟୀ ଆଗକୁ ଆଉ କିଛି ନୂଆ ପଦବୀ ସୃଷ୍ଟି ହେବ ନାହିଁ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହେବାପରେ ବିରୋଧୀ...

ଦୁଇଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୯।୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ଆସନ୍ତା ଦୁଇଦିନ ମଧ୍ୟ ପ୍ରବଳ ବର୍ଷା ହେବ। ଗୁରୁବାର ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସୁନ୍ଦରଗଡ଼, ଦେବଗଡ଼,...

ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ମିଳିବ ଦରମା

ଭୁବନେଶ୍ୱର, ୯।୭(ବ୍ୟୁରୋ): ଲକ୍‌ଡାଉନ ଯୋଗୁ କେତେକ ସରକାରୀ କାର୍ଯ୍ୟାଳୟ ଆଂଶିକ ଖୋଲା କିମ୍ବା ସମ୍ପୂର୍ଣ୍ଣ ବନ୍ଦ ରହିଛି। ଏଥିରେ ନିଯୁକ୍ତ ଚୁକ୍ତିଭିତ୍ତିକ ଓ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ନିଯୁକ୍ତ ଅଛନ୍ତି। ସେହି କର୍ମଚାରୀଙ୍କୁ ଦରମା ଦେବା ନେଇ ବିଭିନ୍ନ ବିଭାଗ...

ସରକାରୀ କର୍ମଚାରୀଙ୍କୁ ଅଫିସ ମନା

ଭୁବନେଶ୍ୱର, ୯।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଦୈନିକ ୫୦୦ରୁ ଅଧିକ ମାମଲା ଦୃଷ୍ଟିକୁ ଆସୁଛି। ସରକାରୀ କାର୍ଯ୍ୟାଳୟଠାରୁ ଆରମ୍ଭ କରି ରାଜନେତାମାନେ ମଧ୍ୟ କରୋନାରେ ଆକ୍ରାନ୍ତ ହେବାକୁ ଲାଗିଲେଣି। ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର...

ବିବାହ, ଶୁଦ୍ଧିରେ କୋଭିଡ୍‌-୧୯ ନିୟମ ଉଲ୍ଲଂଘନ ନେଇ ଉଦ୍‌ବେଗ: କଡ଼ା କାର୍ଯ୍ୟାନୁଷ୍ଠାନ ଲାଗି ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି। ଏହା ମହାମାରୀ ରୂପ ନେବାରେ ଲାଗିଛି। ଏଭଳି ପରିସ୍ଥିତିରେ ବିବାହ ଏବଂ ଶୁଦ୍ଧିକାର୍ଯ୍ୟ ବେଳେ କୋଭିଡ୍‌ ଗାଇଡ୍‌ଲାଇନକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବା ଦେଖାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ...

ବିଜ୍ଞାନ ଓ ପ୍ରାଦ୍ୟୋଗିକ ମନ୍ତ୍ରଣାଳୟ ବିଶେଷଜ୍ଞ କମିଟିରେ ଓଡ଼ିଆ

ଭୁବନେଶ୍ୱର, ୯।୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ବିଜ୍ଞାନ ଓ ପ୍ରାଦ୍ୟୋଗିକ ମନ୍ତ୍ରଣାଳୟ ପକ୍ଷରୁ ‘ଇନୋଭେସଶନ ସାଇନ୍ସ ଆଣ୍ଡ୍‌ ଟେକ୍ନୋଲୋଜି ଏଣ୍ଟରପ୍ରିନିୟର୍‌ଶିପ୍‌ ଡେଭ୍‌ଲପ୍‌ମେଣ୍ଟ’ ବିଶେଷଜ୍ଞ ଉପଦେଷ୍ଟା ସମିତିର ସଦସ୍ୟା ଭାବେ ଓଡ଼ିଶା ଜନ୍ମିତ ଡ. ମନୀଷା ଆଚାର୍ଯ୍ୟଙ୍କୁ ମନୋନୀତ କରାଯାଇଛି। ସେ ୩...

ଭୁବନେଶ୍ୱର ଜମି ଉପରେ ନଜର ରଖିବ ‘ବ୍ଲୁଇସ୍‌’

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜଧାନୀରେ ଥିବା ବହୁମୂଲ୍ୟ ସରକାରୀ ଜମିକୁ ଜଗିବ ଭୁବନେଶ୍ୱର ଲ୍ୟାଣ୍ଡ ୟୁଜ୍‌ ଇଣ୍ଟେଲିଜେନ୍ସ ସିଷ୍ଟମ(ବ୍ଲୁଇସ୍‌)। ଏହା ଏକ ଓ୍ବେବ୍‌ ଓ ମୋବାଇଲ ଆପ୍‌ ଆଧାରିତ ବ୍ୟବସ୍ଥା। ଉଚ୍ଚ ଶକ୍ତିସମ୍ପନ୍ନ ଉପଗ୍ରହ ଚିତ୍ର ମାଧ୍ୟମରେ ଭୁବନେଶ୍ୱର ଅଞ୍ଚଳର ସମସ୍ତ ସରକାରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri