ମେଟ୍ରୋ

ଶପିଂମଲ୍‌ରେ ମାସ୍କ ବାଧ୍ୟତାମୂଳକ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ରାଜ୍ୟରେ ଦ୍ରୁତଗତିରେ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହି କିଛିଦିନ ହେବ ରାଜ୍ୟରେ ୫୦୦ ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏଥିରୁ କେବଳ ୫୦ ପ୍ରତିଶତ ଆକ୍ରାନ୍ତ ଖୋର୍ଦ୍ଧାରୁ ଚିହ୍ନଟ ହେଉଛନ୍ତି। ବିଶେଷକରି ରାଜଧାନୀ ଭୁବନେଶ୍ୱରରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ୱେବ୍‌ ମିଡିଆ ଉପରେ ଦୋଷ ଲଦିଲେ ମନ୍ତ୍ରୀ

ଭୁବନେଶ୍ୱର,୧୧।୭(ବ୍ୟୁରୋ): ସ୍କୁଲ ପରିସରକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ବାରଣ କରାଯିବା ନିଷ୍ପତ୍ତିକୁ ନେଇ ପ୍ରତିବାଦ ତେଜିବାରେ ଲାଗିଛି। ରାଜନୈତିକ ବ୍ୟକ୍ତିଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକେ ବି ଏହା ନିନ୍ଦନୀୟ ବୋଲି କହୁଛନ୍ତି। ସେପଟେ ଏ ପ୍ରସଙ୍ଗରେ ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା…

‘ପ୍ରତିଦ୍ୱନ୍ଦ୍ୱିତା ପାଇଁ ରଣନୀତି ଆବଶ୍ୟକ’

ଭୁବନେଶ୍ୱର,୧୧।୭(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍‌ସି)-୨୦୨୧ର ସିଭିଲ ସର୍ଭିସ ପରୀକ୍ଷାରେ ଶ୍ରୁତି ଶର୍ମା ସର୍ବଭାରତୀୟ ସ୍ତରରେ ଟପ୍ପର ହୋଇଥିଲେ। ୨୫ ବର୍ଷୀୟା ଶ୍ରୁତି ଦ୍ୱିତୀୟ ଥର ପ୍ରଚେଷ୍ଟାରେ ଏହି ସଫଳତା ପାଇଥିଲେ। ଉତ୍ତରପ୍ରଦେଶର ବିଜନୋର ଜିଲାରେ ଜନ୍ମଗ୍ରହଣ କରିଥିବା ଶ୍ରୁତି ଦିଲ୍ଲୀରେ…

ବଢ଼ି ଚାଲିଛି ସଂକ୍ରମଣ: ଆଜି ରାଜ୍ୟରୁ ୫୭୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ରାଜ୍ୟରୁ ସୋମବାର ୫୭୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୪,୦୭୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୩୬ ଜଣ ଚିହ୍ନଟ ହୋଇଥିବା…

ରାସ୍ତାକୁ ଗୋରୁ ଛାଡ଼ିଲେ ଗଣିବେ ଜରିମାନା

ଭୁବନେଶ୍ୱର,୧୧।୭ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ବୁଲା ଗାଈଗୋରୁଙ୍କ ପ୍ରାର୍ଦୁଭାବ କମାଇବା ପାଇଁ ବିଏମ୍‌ସି ପଦକ୍ଷେପ ନେଉଛି। ଏଣିକି ବୁଲାଗୋରୁ ହୁଅନ୍ତୁ ଅବା ଗୃହପାଳିତ ପ୍ରାଣୀ ସେମାନେ ରାସ୍ତାରେ ବୁଲିପାରିବେ ନାହିଁ। ରାସ୍ତାରେ ବୁଲିଲେ ସେମାନଙ୍କୁ ବିଏମ୍‌ସି ସ୍କ୍ବାଡ୍‌ ଉଠାଇନେବ। ସେହିପରି ଯେଉଁ…

ଝାରପଡ଼ା ଜେଲରେ ଗ୍ରୀନ୍‌ ରେ’ ଇଣ୍ଟରନ୍ୟାଶନାଲ ଏମ୍‌ଡିଙ୍କ ମୃତ୍ୟୁ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଭୁବନେଶ୍ୱର ଝାରପଡ଼ା ଜେଲରେ ରବିବାର ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳର ମୀର ସଇରୁଦ୍ଦିନ। ସକାଳେ ସେ ଜେଲ ୱାର୍ଡରେ ବୁଲାବୁଲି କରୁଥିବା ବେଳେ ଅଚେତ ହୋଇ ତଳେ ପଡ଼ିଯାଇଥିଲେ। ତାଙ୍କୁ…

ପିଲା ପଢ଼ିବେ ଜଳବାୟୁ ପରିବର୍ତ୍ତନ, କୋଭିଡ୍‌ ପାଠ

ଭୁବନେଶ୍ୱର, (ବ୍ୟୁରୋ)/କଟକ ଅଫିସ, ୧୧।୭: ଏଣିକି ସ୍କୁଲରେ କୋଭିଡ୍‌ ସଂକ୍ରାନ୍ତ ପାଠ ପଢ଼ାଯିବ। ୨୦୨୨-୨୩ ଶିକ୍ଷାବର୍ଷରୁ ଜଳବାୟୁ ପରିବର୍ତ୍ତନ ଓ କୋଭିଡ୍‌ ପରିଚାଳନା ସଂକ୍ରାନ୍ତ ବିଷୟବସ୍ତୁ ସ୍କୁଲ ପାଠ୍ୟକ୍ରମରେ ସାମିଲ କରାଯିବ ବୋଲି ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

୨୫% ସିଟ୍‌ରେ ମାଗଣା ନାମ ଲେଖାଯାଉନି

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ୨୦୦୯-ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଅବହେଳିତ ଶ୍ରେଣୀର ପିଲାଙ୍କ ପାଇଁ ସବୁ ସ୍କୁଲରେ ୨୫% ସିଟ୍‌ ସଂରକ୍ଷଣ ବ୍ୟବସ୍ଥା ରହିଛି। ଏହି ନିୟମାନୁସାରେ ରାଜ୍ୟରେ ଗଣଶିକ୍ଷା ବିଭାଗ ଏକ ପୋର୍ଟାଲ ‘ପାରଦର୍ଶୀ’ ଉନ୍ମୋଚନ କରିଥିଲା। ଏଥିରେ ସବୁ ସ୍କୁଲ ୨୫%…

ଆଜିଠୁ ୪ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୧ା୭(ବ୍ୟୁରୋ): ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ଅଞ୍ଚଳରେ ରହିଛି। ସାମୁଦ୍ରିକ ପ୍ରଚଳନ ସହିତ ଦକ୍ଷିଣ-ପଶ୍ଚିମ ଆଡ଼କୁ ତାହା ଗତି କରୁଛି। ଅନ୍ୟପକ୍ଷରେ ମୌସୁମୀ ଟ୍ରପ୍‌ ଲାଇନ୍‌ ବର୍ତ୍ତମାନ…

ସ୍କୁଲକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ବାରଣ ନେଇ କ’ଣ କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ସ୍କୁଲ ଭିତରେ ଗଣମାଧ୍ୟମର ପ୍ରବେଶକୁ ନେଇ ବିଇଓ ଲଗାଇଥିବା ପ୍ରତିବନ୍ଧକକୁ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ବିଭିନ୍ନ ସ୍ଥାନରେ ଅନାବଶ୍ୟକ ଭାବେ ଗଣମାଧ୍ୟମ ସ୍କଲୁକୁ ପ୍ରବେଶ କରୁଛନ୍ତି। କିଛି ସ୍ଥାନରେ ଏପରି…

ରୁଚିକା ଆତ୍ମହତ୍ୟା ଘଟଣାକୁ ପୁରିଲା ସପ୍ତାହେ, କାରଣ ଖୋଜି ପାଉନି ପୋଲିସ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ସପ୍ତାହେ ପୁରିଲାଣି । ସ୍ବତନ୍ତ୍ର ପୋଲିସ ଟିମ୍‌ ଏହାର ତଦନ୍ତ ଜାରି ରଖିଛି । କିନ୍ତୁ ଏଯାଏ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । ରୁଚିକାଙ୍କ ସୁଇସାଇଡ୍‌ ନୋଟ୍‌ରେ ଉଲ୍ଲେଖ…

ପୁଣି ଡରାଇଲାଣି କରୋନା: ରାଜ୍ୟରେ ୫୭୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ରବିବାରବାର ୫୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୯ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୩୩୭ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୩୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?