ବାଇକରେ କେଦାରନାଥ ଯାତ୍ରା
ଭୁବନେଶ୍ୱର,୧୦।୭(ବ୍ୟୁରୋ): କଟକରୁ ବାଇକରେ ଉତ୍ତରାଖଣ୍ଡର କେଦାରନାଥ ଯାତ୍ରା କରିଛନ୍ତି ରାଜେଶ ମହାରଣା। ଶନିବାର କଟକର ଗଡ଼ଗଡ଼େଶ୍ୱର ମନ୍ଦିରରେ ଭଗବାନଙ୍କ ଆଶୀର୍ବାଦ ନେଇ ସେ ବାହାରିଛନ୍ତି। ତାଙ୍କର କେତେଜଣ ବନ୍ଧୁ ରାସ୍ତାରେ ତାଙ୍କ ସହ ଯୋଗଦେବେ। କଟକରୁ କେଦାରନାଥ ଯିବାକୁ ପ୍ରାୟ ୨୨…
ରାଜ୍ୟର କୌଣସି ଶିକ୍ଷକ ଶିକ୍ଷାନୁଷ୍ଠାନ ନାକ୍ ମାନ୍ୟତା ପାଇନାହିଁ
ଭୁବନେଶ୍ୱର, ୧୦।୭(ବ୍ୟୁରୋ): ରାଜ୍ୟରେ ପ୍ରାୟ ୭୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଶିକ୍ଷାନୁଷ୍ଠାନ ରହିଛି। କିନ୍ତୁ ଏ ପର୍ଯ୍ୟନ୍ତ ଗୋଟିଏ ବି ଶିକ୍ଷକ ଶିକ୍ଷାନୁଷ୍ଠାନ ନାକ୍ ମାନ୍ୟତା ହାସଲ କରିପାରି ନାହିଁ। ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ଭାରତ ସରକାରଙ୍କ ୨୦୧୩ ଜାନୁୟାରୀ ୧୯ ଗେଜେଟ…
ସ୍କୁଲକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ବାରଣ
ଭୁବନେଶ୍ୱର,୧୦।୭(ବ୍ୟୁରୋ): ଏଣିକି ବିନା ଅନୁମତିରେ ସ୍କୁଲ ପରିସରକୁ ଗଣମାଧ୍ୟମ ପ୍ରତିନିଧି ଯାଇପାରିବେ ନାହିଁ। କିଛି ଲୋକ କ୍ୟାମେରା ଧରି ସ୍କୁଲ ଭିତରେ ପଶି ପିଲା ଓ ଶିକ୍ଷକଙ୍କୁ ପ୍ରଶ୍ନ ପଚାରୁଛନ୍ତି। ତାକୁ ନେଇ ବୈଦ୍ୟୁତିକ ଗଣମାଧ୍ୟମରେ ପ୍ରସାରଣ ମଧ୍ୟ କରୁଛନ୍ତି। ଏହା…
ଦେଶକୁ ଦୁର୍ବଳ କରୁଛି ଭାଜପା
ଭୁବନେଶ୍ୱର,୧୦।୭(ବ୍ୟୁରୋ): ଦେଶରେ ନିଜକୁ ଏକମାତ୍ର ଦେଶପ୍ରେମୀ ଦଳ ବୋଲି କହି ଅନ୍ୟ ଉପରେ ଲଗାତର ଦୋଷାରୋପ କରି ଆସୁଥିବା ଭାରତୀୟ ଜନତା ପାର୍ଟିର ଅସଲମୁଖା ଏବେ ଖୋଲିବାରେ ଲାଗିଛି। ଆତଙ୍କବାଦ କାର୍ଯ୍ୟକଳାପକୁ ପୃଷ୍ଠପୋଷକତା ଦେବାରେ ଦଳ ଏବେ ରେକର୍ଡ ଭାଙ୍ଗିଛି। ଗୋଟିଏ…
ଦ୍ରୌପଦୀଙ୍କ ବିପକ୍ଷରେ ଯାଇପାରେ କଂଗ୍ରେସ, ସିପିଏମ୍ ଭୋଟ
ଭୁବନେଶ୍ୱର,୧୦।୭(ବ୍ୟୁରୋ): ଏନ୍ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ବିଜେଡି ନିଜର ସମର୍ଥନ ଦେବାକୁ ଘୋଷଣା କରିଥିବା ବେଳେ କଂଗ୍ରେସ ନିଜର ମତ ସ୍ପଷ୍ଟ କରି ନାହିଁ। ତେବେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଗଣମାଧ୍ୟମକୁ କହିଛନ୍ତି ଯେ କଂଗ୍ରେସ…
ଚଳିତ ବର୍ଷ ୧୫ ଖଣି ନିଲାମ ହେବ
ଭୁବନେଶ୍ୱର,୧୦।୭(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ଶେଷ ସୁଦ୍ଧା ଆଉ ୧୫ ଖଣି ନିଲାମ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ସେହି ଖଣିଗୁଡ଼ିକ ହେଲା ସୁନ୍ଦରଗଡ଼ର ତୁନମୁରା ଲାଇମ୍ ଷ୍ଟୋନ୍…
ରାଜଧାନୀରେ ପୁଣି ଚାଞ୍ଚଲ୍ୟ, ବନ୍ଦ ଘରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ
ଭୁବନେଶ୍ୱର,୯ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ପୁଣି ଚାଞ୍ଚଲ୍ୟ। ଏକ ବନ୍ଦ କୋଠରିରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ନିୟୁ ଫରେଷ୍ଟ ପାର୍କ ଅଞ୍ଚଳର ଏକ ବନ୍ଦ ଘରୁ ପୋଲିସ ଏହି ମୃତଦେହ ଜବତ କରିଛି। ମୃତ ଛାତ୍ର ଜଣଙ୍କ ହେଲେ…
ଚଳିତ ବର୍ଷ ନିଲାମ ହେବ ୧୫ ଖଣି
ଭୁବନେଶ୍ୱର,୯ା୭(ବ୍ୟୁରୋ)-ରାଜ୍ୟରେ ଚଳିତ ବର୍ଷ ଶେଷ ସୁଦ୍ଧା ଆଉ ୧୫ ଖଣି ନିଲାମ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ସେହି ଖଣିଗୁଡ଼ିକ ହେଲା ସୁନ୍ଦରଗଡ଼ର ତୁନମୁରା ଲାଇମ୍ ଷ୍ଟୋନ୍ ଓ…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୪୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୯ା୭(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୩୪୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୮୧,୨୯୮ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଆହୁରି ବର୍ଷିବ
ଭୁବନେଶ୍ୱର,୯।୭(ବ୍ୟୁରୋ): ଆସନ୍ତା ୪ରୁ ୫ ଦିନ ରାଜ୍ୟରେ ବର୍ଷା ଜାରି ରହିବ । ମୌସୁମୀ ସକ୍ରିୟ ସହ ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିବ। ୭ରୁ ୨୦ ସେଣ୍ଟିମିଟର ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛିି ।…
ଏଣିକି ମାସ୍କ ନ ପିନ୍ଧିଲେ ୫୦୦ଟଙ୍କା ଜରିମାନା
ଭୁବନେଶ୍ୱର,୯।୭(ବ୍ୟୁରୋ): ଏଣିକି ମାସ୍କ ନ ପିନ୍ଧିଲେ କଟିବ ଚାଲାଣ। ରାଜଧାନୀରେ କରୋନା ସଂକ୍ରମଣ ବଢୁଥିବାରୁ ବିମ୍ସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ମାସ୍କ ନ ପିନ୍ଧିଲେ ୫ ଶହ ଟଙ୍କା ଜରିମାନା ହେବ ବୋଲି ରାଜଧାନୀବାସୀଙ୍କୁ ମେୟର ସୁଲୋଚନା ଦାସ ତାଗିଦ…
ପୁଣି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି
ଭୁବନେଶ୍ୱର,୯।୭(ବ୍ୟୁରୋ): ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ…

