ମେଟ୍ରୋ

ରୁଚିକାଙ୍କ ମା’ଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର,୮।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ତାଙ୍କ ମା’ କଲେଜ ଗେଟ୍‌ ସମ୍ମୁଖରେ ଅନଶନରେ ବସିଥିଲେ। ତେବେ ଶୁକ୍ରବାର ରୁଚିକାଙ୍କ ମା’ଙ୍କୁ ପୋଲିସ ଉଠାଇ ନେଇଛି । ଏହାସହିତ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ…

ପ୍ରଦୀପ୍ତ ନାଏକଙ୍କୁ ଭେଟିଲେ ଭାଜପା ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା

ଭୁବନେଶ୍ୱର,୮।୭(ବ୍ୟୁରୋ): ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କୁ ଭାଜପା ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଏବଂ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅରୁଣ ସିଂ ଶୁକ୍ରବାର ଭେଟିଛନ୍ତି। ସେମାନେ ପ୍ରଦୀପ୍ତଙ୍କୁ ଭେଟି ତାଙ୍କ ସାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା ସହିତ ତାଙ୍କୁ ଚିକିତ୍ସା…

ନବୀନଙ୍କୁ ଭାଇ କହିଲେ ଦ୍ରୌପଦୀ

ଭୁବନେଶ୍ୱର,୮ା୭: ଏନ୍‌ଡିଏ ସମର୍ଥିତ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ସକାଳେ ଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ଆସିଥିଲେ। ଏଠାରେ ପହଞ୍ଚିବା ପରେ ସିଧା ଅତିଥି ଭବନ ଯାଇଥିଲେ। ସେଠାରୁ ପୁଣି ବିଧାନସଭା ଆସିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ…

ଦ୍ରୌପଦୀଙ୍କୁ ପାଛୋଟି ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୭(ବ୍ୟୁରୋ): ବିଧାନସଭାରେ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ବାଗତ କରିଥିଲେ। ବିଧାନସଭାର ସମ୍ମିଳନୀ କକ୍ଷକୁ ଦ୍ରୌପଦୀଙ୍କୁ ପାଛୋଟି ନେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିଧାୟକ, ଏମ୍‌ପିଙ୍କ ସହ ଗୁରୁତ୍ୱପୂର୍ଣ୍ଣ…

ରାଜ୍ୟ ସଭା ଏମ୍‌ପି ଭାବେ ଶପଥ ନେଲେ ମାନସ, ସୁଲତା

ନୂଆଦିଲ୍ଲୀ/ଭୁବନେଶ୍ୱର,୮ା୭(ବ୍ୟୁରୋ): ରାଜ୍ୟ ସଭା ଏମ୍‌ପି ଭାବେ ଶୁକ୍ରବାର ଶପଥ ନେଇଛନ୍ତି ମାନସ ମଙ୍ଗରାଜ ଓ ସୁଲତା ଦେଓ। ନବ ନିର୍ବାଚିତ ଏମ୍‌ପି ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ନିଜ ନିଜ ପରିବାର ସହିତ ୨ ଏମ୍‌ପି ଶପଥ ଗ୍ରହଣ ଉତ୍ସବରେ…

ଭୁବନେଶ୍ୱରରେ ପହଞ୍ଚିଲେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୮।୭(ବ୍ୟୁରୋ): ଓଡ଼ିଶାରେ ପହଞ୍ଚିଲେ ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଶୁକ୍ରବାର ଦିଲ୍ଲୀରୁ ବାହାରି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଦ୍ରୌପଦୀଙ୍କୁ ସ୍ବାଗତ ପାଇଁ ବିମାନବନ୍ଦରଠାରେ ଭବ୍ୟ ଆୟୋଜନ କରାଯାଇଛି। ଏହା ପରେ ବିଧାନସଭାରେ ବିଜେଡ଼ି ବିଧାୟକ ଏବଂ ଏମ୍‌ପିଙ୍କ ଦ୍ରୌପଦୀଙ୍କୁ…

ଆଜି ଶପଥ ନେବେ ୩ ରାଜ୍ୟ ସଭା ଏମ୍‌ପି

ନୂଆଦିଲ୍ଲୀ/ଭୁବନେଶ୍ୱର,୮।୭(ବ୍ୟୁରୋ): ବିଜେଡିର ୩ ଜଣ ନବନିର୍ବାଚିତ ରାଜ୍ୟ ସଭା ଏମ୍‌ପି ଗୃହର ସଦସ୍ୟ ଭାବେ ଶୁକ୍ରବାର ଶପଥ ଗ୍ରହଣ କରିବେ। ସସ୍ମିତ ପାତ୍ର, ମାନସ ରଞ୍ଜନ ମଙ୍ଗରାଜ ଏବଂ ସୁଲତା ଦେଓଙ୍କୁ ରାଜ୍ୟ ସଭା ଅଧ୍ୟକ୍ଷ ଏମ. ଭେଙ୍କିୟା ନାଇଡୁ ଶପଥ…

ବଢ଼ିଚାଲିଛି ସଂକ୍ରମଣ: ଆଜି ରାଜ୍ୟରୁ ୪୭୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୮ା୭(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୪୭୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୨,୪୧୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୭୬ ଜଣ ଚିହ୍ନଟ ହୋଇଥିବା…

ଇଣ୍ଟରନ୍ୟାଶନାଲ ବୁକ୍‌ ଅଫ୍‌ ରେକଡର୍‌ସରେ ୩ ବର୍ଷୀୟା ରିଷିତା

ଖୋର୍ଦ୍ଧା ଅଫିସ,୮ା୭: ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ଅନ୍ତର୍ଗତ ଓଳାସ ଗ୍ରାମର ରିଷିତା ରାଜୀବ ବରାଳ(୩ ବର୍ଷ ୩ ମାସ) ଇଣ୍ଟରନ୍ୟାଶନାଲ ବୁକ୍‌ ଅଫ୍‌ ରେକଡର୍‌ସ (ଆଇବିଓଆର)ରେ ଯୋଗ୍ୟତା ହାସଲ କରିଛନ୍ତି। ଆଇବିଓଆର ପକ୍ଷରୁ ରିଷିତାଙ୍କୁ ସୁପର ଟ୍ୟାଲେଣ୍ଟେଡ୍‌ କିଡ୍‌ ଭାବେ…

‘ଅଗ୍ନିପଥ ଯୋଜନା ସୁରକ୍ଷା ପ୍ରତି ବିପଦ’

ଭୁବନେଶ୍ୱର,୮ା୭(ବ୍ୟୁରୋ): ଓଡ଼ିଶା ପ୍ରଦେଶ ଯୁବକଂଗ୍ରେସର ଏକଦିବସୀୟ ଯୁବ ଚିନ୍ତନ ବୈଠକ ଗୁରୁବାର କଂଗ୍ରେସ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ଯୁଗ୍ମ ସମ୍ପାଦକ…

ମତ ବଦଳାଇଲେ ବିଧାୟକ

ଭୁବନେଶ୍ୱର,୮ା୭(ବ୍ୟୁରୋ): ବିଜେଡିରୁ କୋଣଠେସା ହେବାପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଡ଼କୁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଢଳୁଥିବା ଦେଖିବାକୁ ମିଳିଛି। ଗୁରୁବାର ସେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶଂସା କରିଛନ୍ତି। ପ୍ରଦୀପ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଋଣ ଓଡ଼ିଶାବାସୀ କେବେ…

ଆଜି ଓଡ଼ିଶା ଆସୁଛନ୍ତି ଦ୍ରୌପଦୀ

ଭୁବନେଶ୍ୱର,୮ା୭(ବ୍ୟୁରୋ): ଭାଜପା ସମର୍ଥିତ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ତଥା ଓଡ଼ିଆ ଆଦିବାସୀ ନେତ୍ରୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେବା ଲାଗି ପ୍ରାୟ ସବୁ ରାଜ୍ୟ ଗସ୍ତ କରୁଥିବାବେଳେ ଏହି କ୍ରମରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?