ମେଟ୍ରୋ

ଖରିଫ୍‌ର ୮, ରବିର ୯ ଫସଲ ବୀମାଭୁକ୍ତ ହେବ

ଭୁବନେଶ୍ୱର,୨୧ା୬(ବ୍ୟୁରୋ):ଚଳିତ ବର୍ଷ ଖରିଫ୍‌ ଋତୁରେ ୮ ଓ ରବି ଋତୁରେ ୯ ଟି ଫସଲକୁ ବୀମାଭୁକ୍ତ କରାଯିବ। ସୋମବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଫସଲବୀମା ସମନ୍ବୟ କମିଟି ବୈଠକରେ ଏହି…

ଆଜି ଏସ୍‌ଆଇଟିର ପ୍ରଥମ ବୈଠକ

ଭୁବନେଶ୍ୱର(ବ୍ୟୁରୋ)/ ଆଠଗଡ଼(ସ୍ବ.ପ୍ର.),୨୧ା୬:ଆଠଗଡ଼ ବନଖଣ୍ଡରେ ମାଟିତଳୁ ହାତୀ କଙ୍କାଳ ଜବତ ଘଟଣାର ତଦନ୍ତ ପାଇଁ ରାଜ୍ୟ ସରକାର ଗତ ୧୬ ତାରିଖରେ ଏକ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଗଠନ କରିଥିଲେ। ତେବେ ଏସ୍‌ଆଇଟିର ପ୍ରଥମ ବୈଠକ ମଙ୍ଗଳବାର ଭୁବନେଶ୍ୱରସ୍ଥିତ ପିସିସିଏଫ୍‌(ବନ୍ୟପ୍ରାଣୀ)ଙ୍କ କାର୍ଯ୍ୟାଳୟ…

ସାରା ଓଡ଼ିଶାରେ ମୌସୁମୀ ସକ୍ରିୟ: ଜିଲା ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୬(ବ୍ୟୁରୋ):ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟର ସବୁ ଅଞ୍ଚଳକୁ ପ୍ରବେଶ କରିଛି। ଏନେଇ ସୋମବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ ଯୋଗୁ ଆଗାମୀ ୫ ଦିନ ଯାଏ ରାଜ୍ୟର କେତେକ ଜିଲାରେ ପ୍ରବଳ ବର୍ଷା ହେବାର…

ଇଟାଲୀରେ ନବୀନ

ଭୁବନେଶ୍ୱର,୨୧ା୬(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ ଦିନିଆ ବିଦେଶ ଗସ୍ତରେ ଅଛନ୍ତି। ସୋମବାର ଭୋର୍‌ରୁ ବିମାନ ଯୋଗେ ବିଦେଶ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ଇଟାଲୀରେ ପହଞ୍ଚିଛନ୍ତି। ଇଟାଲୀରେ ଥିବା ଭାରତୀୟ ରାଷ୍ଟ୍ରଦୂତ ନୀନା ମାଲହୋତ୍ରା ନବୀନଙ୍କୁ ସେଠାରେ ସ୍ବାଗତ କରିଛନ୍ତି। ବିଦେଶ ଗସ୍ତରେ…

ଆହୁରି ୫ ଦିନ ବର୍ଷିବ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମଗ୍ର ଓଡିଶାରେ ଅଗ୍ରସର ହୋଇଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ଯାଏ ରାଜ୍ୟର କେତେକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଆବଶ୍ୟକ ପଦକ୍ଷେପ ସହ ସମସ୍ତ ପ୍ରକାର ପରିସ୍ଥିତିର ମୁକାବିଲା…

ଅଭିନେତ୍ରୀ ଆତ୍ମହତ୍ୟା କରିଥିବା କହିଲେ ଡିସିପି, ହତ୍ୟା ଅଭିଯୋଗ ଆଣିଲା ପରିବାର

ଭୁବନେଶ୍ୱର,୨୦।୬(ବ୍ୟୁରୋ): ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝା ଆତ୍ମହତ୍ୟା କରିଛନ୍ତି। ଏହା ସ୍ପଷ୍ଟ ଭାବେ ଜଣାପଡୁଥିବା ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି । ଏହାସହ ଡିସିପି କହିଛନ୍ତି ଯେ, ଘଟଣାସ୍ଥଳକୁ ପୋଲିସର ଏକ ଟିମ ଯାଇ ତଦନ୍ତ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ଲକ୍ଷ ୭୯ ହଜାର ୪୭୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ଏବଂ ଲୋକ…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ପାଇଁ ବିଜ୍ଞପ୍ତି

ଭୁବନେଶ୍ବର,୨୦।୫(ବ୍ୟୁରୋ): ଆସନ୍ତା ଜୁନ୍‌ ୨୭ତାରିଖରୁ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁଲାଇ ୧୨ ତାରିଖ ଆବେଦନର ଶେଷ ତାରିଖ ରହିଛି । ଛାତ୍ରୀଛାତ୍ର…

ସାରା ରାଜ୍ୟକୁ ଛୁଇଁଲା ମୌସୁମୀ ବାୟୁ

ଭୁବନେଶ୍ୱର,୨୦।୬(ବ୍ୟୁରୋ): ସାରା ରାଜ୍ୟକୁ ଅଗ୍ରସର ହେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଜୁନ୍‌ ୧୬ରେ ଓଡିଶା ଛୁଇଁଥିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ…

ଟିକା ନେଇଥିଲେ ବି ମାସ୍କ ପିନ୍ଧନ୍ତୁ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର,୨୦।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, କୋଭିଡ୍‌ର ଏବେ ଭୟଙ୍କର ସ୍ଥିତି ନାହିଁ। ନିଜର ସୁରକ୍ଷା ନିଜେ ନିଅନ୍ତୁ। ଭିଡ ସ୍ଥାନକୁ ଯାଉଥିଲେ ମାସ୍କ ପିନ୍ଧନ୍ତୁ । ଟିକା ନେଇଥିଲେ…

ରାଜ୍ୟରୁ ୧୨୨ ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର, ୨୦।୬ (ବ୍ୟୁରୋ): ରାଜ୍ୟରେ ଏବେ ଡେଙ୍ଗୁ ସଂକ୍ରମଣ ମାଡ଼ି ଚାଲିଛି। ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ଜିଲାରେ ଡେଙ୍ଗୁ ରୋଗୀ ଚିହ୍ନଟ ହେଉଛନ୍ତି। ମୌସୁମୀ ବର୍ଷା ଆରମ୍ଭ ହୋଇଥିବାରୁ ଆଗକୁ ଏହି ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଇତିମଧ୍ୟରେ ଚଳିତ…

ପାଳିତ ମା’ଙ୍କ ପାଖରୁ ଉଦ୍ଧାର ହେଲେ ନାବାଳିକା

ଭୁବନେଶ୍ୱର,୨୦।୬(ବ୍ୟୁରୋ): ୯ ବର୍ଷୀୟା ନାବାଳିକାକୁ ନେଇ ପାଳିତ ଦମ୍ପତି ଓ ଜନ୍ମିତ ମା’ବାପାଙ୍କ ମଧ୍ୟରେ ଲାଗିଥିବା ବିବାଦର ଅନ୍ତ ଘଟିବାକୁ ଯାଇଛି। ୪ ଦିନର କସରତ ପରେ ଶେଷରେ ଚାଇଲ୍ଡ ଲାଇନ୍‌ ଓ ପୋଲିସର ମିଳିତ ଉଦ୍ୟମରେ ଉକ୍ତ ନାବାଳିକାଙ୍କୁ ରବିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri