ପୁଣି ଘାରିଲା କରୋନା ଭୟ: କୋଭିଡ୍ ନିୟମ ପାଳିବାକୁ ଜିଲାପାଳଙ୍କୁ ଚିଠି
ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଦେଶରେ ପୁଣି କରୋନା ବ୍ୟାପିବାରେ ଲାଗିଛି। ଦିଲ୍ଲୀ, ଉତ୍ତରପ୍ରଦେଶ ପରି ଅନେକ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଓଡ଼ିଶାରେ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜ୍ୟରେ ସର୍ଭେଲାନ୍ସ ଜାରି ରଖିବା ସହ ସତର୍କ…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୫ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୦ା୪(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୮,୬୮୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ସୋନପୁରରେ ଅଗ୍ନି ବର୍ଷା
ଭୁବନେଶ୍ୱର,୨୦ା୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରକୋପ ବଢ଼ିବାରେ ଲାଗିଛି। ବିଶେଷକରି ପଶ୍ଚିମ ଓଡ଼ିଶାରେ ଯେମିତି ଅଗ୍ନି ବର୍ଷୁଛି। ଏଥିରୁ ସୋନପୁର ଜିଲା ସବୁଠୁ ଊର୍ଦ୍ଧ୍ୱରେ ରହିଛି। ସମଗ୍ର ଦେଶରେ ରେକର୍ଡ କରିଥିବା ସୋନପୁର କ୍ରମାଗତ ଦିତୀୟ ଦିନରେ ରାଜ୍ୟର ସବୁଠୁ ଉତ୍ତପ୍ତ ସହର…
ଆଉ ନାହାନ୍ତି ବିଶିଷ୍ଟ କଥାକାର ରବୀନ୍ଦ୍ରନାଥ ଦାସ
ଭୁବନେଶ୍ୱର,୨୦।୪(ବ୍ୟୁରୋ): ବିଶିଷ୍ଟ ନାଟ୍ୟକାର ତଥା କଥାକାର ରବୀନ୍ଦ୍ରନାଥ ଦାସ ଆଉ ନାହାନ୍ତି। ଏଠାକାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ତାଙ୍କର ଦେହାନ୍ତ ହୋଇଛି। ତେବେ କଥାକାରଙ୍କ ପରଲୋକକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି। ଟୁଇଟ୍ କରି…
ରାଜ୍ୟପାଳଙ୍କୁ ସିଏଜି ରିପୋର୍ଟ ପ୍ରଦାନ
ଭୁବନେଶ୍ୱର,୨୦ା୪(ବ୍ୟୁରୋ): ଆସନ୍ତା ବଜେଟ ଅଧିବେଶନରେ ଉପସ୍ଥାପିତ ହେବାକୁ ଥିବା ଭାରତର ମହାଲେଖା ନିୟନ୍ତ୍ରକ ତଥା ମହାସମୀକ୍ଷକଙ୍କ ୨୦୧୯-୨୦ ସମାପ୍ତ ବର୍ଷ ପାଇଁ ‘ସମ୍ପାଦନ ଏବଂ ଅନୁପାଳନ ରିପୋର୍ଟ-୩’ ଲେଖା ପରୀକ୍ଷା ପ୍ରତିବେଦନ (ସିଏଜି ରିପୋର୍ଟ) ଓଡ଼ିଶାର ପ୍ରଧାନ ମହାଲେଖାକାର ଅନନ୍ତ କିଶୋର…
କୋକେନ୍ ଘଟଣାରେ ବିଦେଶୀ ଲିଙ୍କ୍ : ଆସୁଥିଲା ୬ ଦେଶରୁ
ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜଧାନୀରୁ କୋକେନ୍ ଜବତ ଘଟଣାରେ ବିଦେଶୀ ଲିଙ୍କ୍ ସାମ୍ନାକୁ ଆସିଛି। ମୋବାଇଲ ମାଫିଆଙ୍କ ସିକ୍ରେଟ୍ ଖୋଲିଛି। ଏହି କୋକେନ୍ ବିଦେଶରୁ ଓଡ଼ିଶାକୁ ଆସୁଥିଲା ବେଳେ ୬ଟି ଦେଶର ମାଫିଆଙ୍କ ସହ ରବି ଲିଙ୍କରେ ଥିଲେ । ଚୀନ, ଫ୍ରାନ୍ସ, ଆମେରିକା,…
‘ଯାଇନି ମହାମାରୀ, ସତର୍କ ରୁହ’
ଭୁବନେଶ୍ୱର,୨୦।୪(ବ୍ୟୁରୋ): କରୋନା ସଂକ୍ରମଣକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅନ୍ୟ ରାଜ୍ୟରେ ସଂକ୍ରମଣ ବଢୁଛି, ହେଲେ ଓଡ଼ିଶାର ସ୍ଥିତି ଚିନ୍ତାଜନକ ନୁହେଁ। କିନ୍ତୁ ଆଗକୁ ସଂକ୍ରମଣ ବଢିପାରେ ତେଣୁ ସତର୍କ ରହିବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି…
ସୌମ୍ୟ ଆତ୍ମହତ୍ୟା ଘଟଣା: ସୋନାଲିଙ୍କ ନାଁରେ ମାମଲା ରୁଜୁ
ଭୁବନେଶ୍ୱର,୨୦।୪(ବ୍ୟୁରୋ): ବହୁ ଚର୍ଚ୍ଚିତ ମଡେଲ ସୌମ୍ୟରଞ୍ଜନ ପାଣିଗ୍ରାହୀ ହତ୍ୟା ଘଟଣାରେ ଗାୟିକା ସୋନାଲି ନନ୍ଦ ଓ ତାଙ୍କ ମାଆଙ୍କ ନାଁରେ ମାମଲା ରୁଜୁ କରାଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଭୁବନେଶ୍ୱର ଇନ୍ଫୋସିଟି ଥାନାରେ ମାମଲା ରୁଜୁ ହୋଇଛି। ଏଥିରେ ପୋଲିସ ଦଫା…
୨ କୋକେନ ମାଫିଆଙ୍କୁ ମାରାଥନ ଜେରା
ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜଧାନୀରୁ ଗିରଫ ୨ କୋକେନ ମାଫିଆଙ୍କୁ ମଙ୍ଗଳବାର ଏସଟିଏଫ୍ କ୍ରାଇମବ୍ରାଞ୍ଚ ଟିମ୍ ୪ ଦିନ ରିମାଣ୍ଡରେ ନେଇ ଥିଲା। କୋକେନ ସିକ୍ରେଟ ମାମଲାର ଦୁଇ ଅଭିଯୁକ୍ତ ରବି ଓ ସନ୍ନିଙ୍କୁ ଏନସିବି ଜେରା କରିଛି । ଏହି ମାମଲାରେ ବାହାର…
ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ
ଭୁବନେଶ୍ୱର, ୨୦।୪(ବ୍ୟୁରୋ):କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ ବୁଧବାରରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଗସ୍ତ ସମୟରେ ଟୁଡୁ ବାଲେଶ୍ୱର, ମୟୂରଭଞ୍ଜ ଓ ଭୁବନେଶ୍ୱରର ବିଭିନ୍ନ କାର୍ଯ୍ୟକ୍ରମ ଓ ସ୍ବାସ୍ଥ୍ୟ ମେଳାରେ ଯୋଗ ଦେବେ ବୋଲି ସୂଚନା…
ଆଜିଠୁ ଯାଞ୍ଚ ହେବ ସ୍କୁଲ ପିଲାଙ୍କୁ ନେଉଥିବା ଗାଡ଼ି
ଭୁବନେଶ୍ୱର,୨୦।୪(ବ୍ୟୁରୋ): ସ୍କୁଲ ପିଲାଙ୍କୁ ନେଉଥିବା ବସ୍ ଏବଂ ଅନ୍ୟାନ୍ୟ ଭେଇକିଲ ଚେକିଂ ବୁଧବାରଠୁ ଜୋରଦାର କରାଯିବ। ଆଜିଠୁ ୨୭ ଯାଏ ଯାଞ୍ଚ କରାଯାଇ ୨୮ ତାରିଖ ସୁଦ୍ଧା ରିପୋର୍ଟ ପଠାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ପିଲାଙ୍କୁ ନେଇ ଯାଉଥିବା ଗାଡ଼ିର ଫିଟେନସ, ପରମିଟ,…
ରାଜ୍ୟରେ ଚିହ୍ନଟ ହେଲେ ୮ କରୋନା ପଜିଟିଭ୍
ଭୁବନେଶ୍ୱର ୨୦।୪ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣ କ୍ୱାରାଣ୍ଟାଇନ୍ରୁ ରହିଥିବା ବେଳେ ୩ ଜଣ ଲୋକାଲ କେସ ରହିଛନ୍ତି । ସେହିପରି ଚିହ୍ନଟ…
Archives


