ସାମ୍ଭାବ୍ୟ ବାତ୍ୟା: ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ଛୁଟି ବାତିଲ
ଭୁବନେଶ୍ୱର,୬।୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେଇ ଅଧିକ ଘନୀଭୂତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର କୁହାଯାଇଛି। ତେବେ ଏହାର ପ୍ରଭାବରେ ହେବାକୁ ଥିବା ବାତ୍ୟା…
ଆଜି ରାଜ୍ୟରୁ ୧୪ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୬ା୫(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୧୧୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୮ ଜଣ ଚିହ୍ନଟ ହୋଇଥିବା…
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ୱର,୬ା୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଶୁକ୍ରବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ…
ଆଜି ବି ଜାରି ରହିବ କାଳବୈଶାଖୀ ତାଣ୍ଡବ
ଭୁବନେଶ୍ୱର,୬ା୫(ବ୍ୟୁରୋ): ଶୁକ୍ରବାର ୨୨ଟି ଜିଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କାଳବୈଶାଖୀ ପ୍ରଭାବରେ ଅନେକ ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର…
ମେ ଶେଷ ସୁଦ୍ଧା ସରିବ ଆଠଗଡ଼ ବସ୍ଷ୍ଟାଣ୍ଡ କାମ
ଭୁବନେଶ୍ୱର,୬ା୫(ବ୍ୟୁରୋ): ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଦ୍ୱାରା ଆଠଗଡ଼ ବସ୍ଷ୍ଟାଣ୍ଡର ନିର୍ମାଣ କାର୍ଯ୍ୟ ମେ ମାସ ଶେଷସୁଦ୍ଧା ସମ୍ପୂର୍ଣ୍ଣ ହେବ। ଗୁରୁବାର ଲୋକସେବା ଭବନରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏନେଇ ନିଷ୍ପତ୍ତି…
ସହରାଞ୍ଚଳରେ ଖୁବ୍ଶୀଘ୍ର ଇ-ବସ୍ ସେବା
ଭୁବନେଶ୍ୱର,୬ା୫(ବ୍ୟୁରୋ): ରାଜ୍ୟରେ ‘ମୋ ବସ୍’ ସେବା ବା କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ(କ୍ରୁଟ୍) ସମ୍ପର୍କରେ ଗୁରୁବାର ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସମୀକ୍ଷା କରିଛନ୍ତି। ଭୁବନେଶ୍ୱର ସହରାଞ୍ଚଳରେ ପରିବହନ କ୍ଷେତ୍ରରେ ‘ମୋ ବସ୍’ ସେବା ବର୍ତ୍ତମାନ ଏକ ଅତ୍ୟାଧୁନିକ ଆରାମ…
କିଣାଯିବ ୧୪ ଲକ୍ଷ ମେଟ୍ରିକ ଟନ୍ ରବିଧାନ
ଭୁବନେଶ୍ୱର,୬।୫(ବ୍ୟୁରୋ)ରାଜ୍ୟରେ ରବିଧାନ ସଂଗ୍ରହ ଲାଗି ସରକାରଙ୍କ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ୨୦୨୧-୨୨ ବର୍ଷରେ ମୋଟ୍ ୧୪ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ କରାଯିବ। ଏଥିଲାଗି ୨ଲକ୍ଷ ୫୮ ହଜାର ଚାଷୀ ପଞ୍ଜୀକୃତ ହୋଇଛନ୍ତି। ଏହି କାର୍ଯ୍ୟରେ ୧୨୨ ସ୍ବୟଂ ସହାୟକ ଗୋଷ୍ଠୀ…
ଆବଶ୍ୟକ ନ ଥାଇ ଦିଆଗଲା ୨୦ ଭାଏଲ ଆଣ୍ଟିଭେନମ୍
ଭୁବନେଶ୍ୱର, ୬।୫(ବ୍ୟୁରୋ): ଓଡ଼ିଶାରେ ସାପକାମୁଡ଼ା ମୃତ୍ୟୁ ବଢ଼ି ଚାଲିଥିବାରୁ ସରକାର ଚିନ୍ତାପ୍ରକଟ କରିବା ସହ ଉନ୍ନତ ଚିକିତ୍ସା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେଉଛନ୍ତି। ନିକଟରେ ଲୋକସେବା ଭବନରେ ଏ ନେଇ ବୈଠକ ବସି ଆଲୋଚନା ହୋଇଥିଲା। କିନ୍ତୁ ସାପକାମୁଡ଼ା ରୋଗୀଙ୍କୁ ଚିକିତ୍ସା…
ପଶ୍ଚିମ ଓଡ଼ିଶାରେ ଥମୁନି ତାତି, ରେକର୍ଡ କଲା ବୌଦ୍ଧ,ସୋନପୁର
ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ କାଳବୈଶାଖୀ ବର୍ଷା ଯୋଗୁ ଉପକୂଳରେ ତାତି କମିଛି। ହେଲେ ପଶ୍ଚିମ ଓଡ଼ିଶାରେ ତାତି ଜାରି ରହିଛି । ଗୁରୁବାର ରାଜ୍ୟର ୫ଟି ସହରରେ ୪୨ ଡିଗ୍ରୀରୁ ଅଧିକ ତାପମାତ୍ରା ରହିଥିବା ବେଳେ ୧୩ଟି ସହରରେ ୪୦ ଡିଗ୍ରୀ ଉପରେ…
ରାଜଧାନୀରୁ ୨୦୦ ଗ୍ରାମର ବ୍ରାଉନସୁଗାର ଜବତ,ଜଣେ ଗିରଫ
ଭୁବନେଶ୍ୱର, ୫।୫(ବ୍ୟୁରୋ): ରାଜଧାନୀରେ ବେଧଡକ ଚାଲିଛି ବ୍ରାଉନସୁଗାର କାରବାର। ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଧରିବା ପାଇଁ ପୋଲିସ ପରେ ଅବକାରୀ ବିଭାଗ ଚଢାଉ ଜାରି ରଖୁଛି। ଗୁରୁବାର ସାଲିଆ ସାହି ବସ୍ତିରେ ଚଢ଼ାଉ କରି ବ୍ରାଉନ୍ ସୁଗାର ଜବତ କରିବା ସହ…
ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ପ୍ରସ୍ତୁତ
ଭୁବନେଶ୍ୱର,୫।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି ବୋଲି ସ୍ବତନ୍ତ୍ର ରିଲିଫ୍ କମିଶନ ପ୍ରଦୀପ ଜେନା ରାଜ୍ୟବାସୀଙ୍କୁ ଗୁରୁବାର ସୂଚନା ଦେଇଛନ୍ତି। ବାତ୍ୟା ହେବ କି ନାହିଁ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ପାଣିପାଗ ବିଭାଗ ପକ୍ଷରୁ ସୂଚନା…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୨,୭୮,୮୩୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍…
Archives


