ମେଟ୍ରୋ

ମେ’ରେ ଦୁର୍ଘଟଣା ଅଡିଟ୍‌

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଓଡ଼ିଶାରେ ନିୟନ୍ତ୍ରଣକୁ ଆସୁନାହିଁ ସଡ଼କ ଦୁର୍ଘଟଣା। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଓଡ଼ିଶାରେ ଦୁର୍ଘଟଣା ଏବଂ ତତ୍‌ଜନିତ ମୃତ୍ୟୁରେ ଅଙ୍କୁଶ ଲାଗିପାରୁନାହିଁ। ବେପରୁଆ ଗାଡ଼ିଚାଳନା ପାଇଁ ଅକାଳରେ ଝରିପଡୁଛି ଜୀବନ, ଯାହାକୁ ନେଇ ଚିନ୍ତା ବଢ଼ିଛି। ସିଆଇଡି ଓ କ୍ରାଇମ୍‌ବ୍ରାଞ୍ଚ ସୂତ୍ରରୁ…

ଓଡ଼ିଶା କଂଗ୍ରେସ ପାଇଁ ପି.କେ.ଙ୍କ ରଣନୀତି ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଓଡ଼ିଶାରେ କଂଗ୍ରେସର ସ୍ଥିତି ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି। ନେତୃତ୍ୱ ସମସ୍ୟା ହିଁ ଏହାର ମୁଖ୍ୟ କାରଣ। ପ୍ରତିଟି ନିର୍ବାଚନରେ ଦଳ ଶୋଚନୀୟ ପରାଜୟବରଣ କରୁଛି। ଆଗକୁ ୨୦୨୪ ନିର୍ବାଚନ ହେବାକୁ ଥିବାବେଳେ ଏହା ପୂର୍ବରୁ ଦଳକୁ ପୁଣି…

ବାଣିଜ୍ୟକର, ଜିଏସ୍‌ଟି ସଂସ୍ଥାର ବାର୍ଷିକ ସମୀକ୍ଷା

ଭୁବନେଶ୍ୱର,୨୦।୪: ଗତ କିଛି ମାସ ହେବ ରାଜ୍ୟର ଜିଏସ୍‌ଟି ଟିକସ ଆଦାୟ ପୂର୍ବାପେକ୍ଷା ଭଲ ରହିଛି। ଏପରିକି ଓଡ଼ିଶାର ଟିକସ ସଂଗ୍ରହ ସାରା ଦେଶର ଅନ୍ୟ ରାଜ୍ୟ ତୁଳନାରେ ଭଲ ଥିବା କୁହାଯାଇଛି। ଟିକସ ସଂଗ୍ରହର ସଫଳତା ଓ ବିଫଳତାକୁ ନେଇ…

ସୋନପୁର ୪୪.୪ ଡିଗ୍ରୀ ସେଲସିୟସ

ଭୁବନେଶ୍ୱର,୨୦।୪(ବ୍ୟୁରୋ):  ରାଜ୍ୟରେ ବେଳକୁ ବେଳ ତାତିର ପ୍ରକୋପ ବଢିବାରେ ଚାଲିଛି । ଅସହ୍ୟ ଗରମ ସାଙ୍ଗକୁ ଟାଣ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ପ୍ରତିଦିନ ତାତି ନୂଆ ନୂଆ ରେକର୍ଡ ଭାଙ୍ଗୁଛି । ଆସନ୍ତା ଦୁଇ ତିନି ଦିନ ଯାଏ ରାଜ୍ୟର…

ପୋଲିସକୁ ଦୋଷ ଦେଲା ଗୋଇନ୍ଦା

ଭୁବନେଶ୍ୱର,୨୦।୪(ବ୍ୟୁରୋ): ୧୧ଦଫା ଦାବି ନେଇ ରାଜ୍ୟ ଡ୍ରାଇଭର ମହାସଂଘ ପକ୍ଷରୁ ୪୦ହଜାରରୁ ଊର୍ଦ୍ଧ୍ୱ ଡ୍ରାଇଭର ସୋମବାର ରାଜଧାନୀ ଭିତରେ ପଶି ସ୍ଥିତି ଅଣାୟତ୍ତ କରିବା ଘଟଣା ରାଜ୍ୟ ଗୃହ ବିଭାଗର କାର୍ଯ୍ୟ ଦକ୍ଷତା ଉପରେ ପ୍ରଶ୍ନ ଉଠାଇଛି। ହଜାର ହଜାର ସଂଖ୍ୟାରେ…

ପଡ଼ିଆର ନବୀକରଣ କାର୍ଯ୍ୟ ଆରମ୍ଭ

ଭୁବନେଶ୍ୱର, ୨୦।୪ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାରେ ଦ୍ୱିତୀୟ ଥର ପାଇଁ ହେବାକୁ ଯାଉଛି ହକି ବିଶ୍ୱକପ। ୨୦୧୮ ମସିହାରେ ପ୍ରଥମଥର ପାଇଁ କଳିଙ୍ଗ ଷ୍ଟାଡିୟମରେ ଏହି ମେଗା ପ୍ରତିଯୋଗିତାକୁ ଆୟୋଜନ କରି ପ୍ରଶଂସା ସାଉଁଟିଥିଲେ ଓଡ଼ିଶା ସରକାର। ଇତିହାସରେ ପ୍ରଥମଥର ପାଇଁ…

ଇ-ଯାନ ବଢ଼ାଇବ ବିଦ୍ୟୁତ୍‌ ଚାହିଦା

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦାମ ବଢ଼ିବା ପରେ ଗ୍ରାହକ ଏବେ ଇଲେକ୍ଟ୍ରିକ ଯାନ ପ୍ରତି ଆଗ୍ରହ ଦେଖାଉଛନ୍ତି। ଏହାକୁ ଅନେକେ ପରିବେଶ ସୁରକ୍ଷା ନିମନ୍ତେ ଏକ ପଦକ୍ଷେପ ବୋଲି ମନେ କରୁଛନ୍ତି। ତାହାକୁ ପ୍ରୋତ୍ସାହିତ କରିବାକୁ ଯାଇ କେନ୍ଦ୍ର ଓ…

୧୫ ବର୍ଷ ପୁରୁଣା ଯାନକୁ ମିଳିବ ୪ ମାସିଆ ପର୍‌ମିଟ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ୨୦୨୩ ଏପ୍ରିଲ ପହିଲାରୁ ୧୫ ବର୍ଷ ପୂରଣ କରିଥିବା ବ୍ୟବସାୟିକ ବଡ଼ ଯାନବାହନକୁ ଆଉ ନବୀକରଣ ପାଇଁ ଅନୁମତି ମିଳିବ ନାହିଁ। ସେହି ଯାନଗୁଡ଼ିକୁ ୪ ମାସ ପାଇଁ ଅସ୍ଥାୟୀ ଅନୁମତି( ଟେମ୍ପରାରି ପର୍‌ମିଟ) ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ରାଜ୍ୟରେ ରେକର୍ଡ କଲା ତାତି: ଆଜି ୪୪.୪ ଡିଗ୍ରୀ ସେଲ୍‌ସିୟସ ଛୁଇଁଲା

ଭୁବନେଶ୍ୱର,୧୯ା୪(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ପ୍ରତିଦିନ ତାତି ନୂଆ ନୂଆ ରେକର୍ଡ ଭାଙ୍ଗୁଛି । ଆସନ୍ତା ଦୁଇ ତିନି ଦିନ ଯାଏ ରାଜ୍ୟର ତାପମାତ୍ରା ଆହୁରି ବଢିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି।…

ବଦଳିଲେ ତଦନ୍ତକାରୀ ଅଧିକାରୀ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଭୁବନେଶ୍ୱର ବଡ଼ଗଡ଼ ଥାନା ହାଜତ ମୃତ୍ୟୁ ମାମଲାରେ ଏସ୍‌ଆଇ ଏସ. କେ. ବେହେରାଙ୍କର ବଦଳି ହୋଇଛି। ତାଙ୍କ ସ୍ଥାନରେ ଜଣେ ଇନ୍ସପେକ୍ଟର ର଼୍ୟାଙ୍କର ଅଧିକାରୀ ତଦନ୍ତ କରିବେ। ପୋଷ୍ଟମଟର୍ମ ରିପୋର୍ଟ ସହ କେଉଁ ପରିସ୍ଥିତିରେ ସେ ଆସିଲେ କେତେବେଳେ ଅସୁସ୍ଥ…

୨ କୋକେନ ମାଫିଆଙ୍କୁ ରିମାଣ୍ଡରେ ନେଲା ଏସଟିଏଫ୍‌

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜଧାନୀରୁ ଗିରଫ ୨ କୋକେନ ମାଫିଆଙ୍କୁ ମଙ୍ଗଳବାର ଏସଟିଏଫ୍‌ କ୍ରାଇମବ୍ରାଞ୍ଚ ଟିମ୍‌ ୪ ଦିନ ରିମାଣ୍ଡରେ ନେଇଛି। ୫ ଦିନ ରିମାଣ୍ଡ ପାଇଁ ଆବେଦନ ହୋଇଥିବା ବେଳେ ଜିଲା ସେସନ କୋର୍ଟ ୪ ଦିନ ପାଇଁ ଅନୁମତି ଦେଇଛନ୍ତି। ଅଭିଯୁକ୍ତ…

କେନ୍ଦୁପତ୍ର ସଂଗ୍ରହ ମୂଲ୍ୟବୃଦ୍ଧି, ଉପକୃତ ହେବେ ୮ ଲକ୍ଷ ତୋଳାଳି

ଭୁବନେଶ୍ୱର,୧୯।୪(ବ୍ୟୁରୋ): କେନ୍ଦୁପତ୍ର ତୋଳାଳିଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ର ସଂଗ୍ରହ ମୂଲ୍ୟବୃଦ୍ଧି କରିବାକୁ ମଙ୍ଗଳବାର ନିଷ୍ପତ୍ତି ନେଇଛନ୍ତି। ଫଳରେ ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳି ଉପକୃତ ହୋଇପାରିବେ। ଏପରି କି ରାଜ୍ୟର କେନ୍ଦୁପତ୍ର ତୋଳାଳିଙ୍କ ୨୪୦ କୋଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri