ମେଟ୍ରୋ

‘ରାଜ୍ୟରୁ ହଟିନି ମାସ୍କ ପିନ୍ଧିବା କଟକଣା’

ଭୁବନେଶ୍ୱର,୧୯।୪(ବ୍ୟୁରୋ) : କୋଭିଡ୍‌ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ମାସ୍କ ପିନ୍ଧିବା କଟକଣା ରାଜ୍ୟରୁ ହଟି ନାହିଁ। ସମସ୍ତଙ୍କୁ ମାସ୍କ ପିନ୍ଧିବାକୁ କୁହାଯାଇଛି, ଭିଡ଼ ସ୍ଥାନକୁ ଗଲେ ମାସ୍କ ଜରୁରୀ ବୋଲି…

୩ କନଷ୍ଟେବଳ ନିଲମ୍ବିତ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଓଭର ବିଲିଂ ଅଭିଯୋଗରେ ୩ କନଷ୍ଟେବଳଙ୍କୁ ନିଲମ୍ବନ କରାଯାଇଛି। ନିଲମ୍ବିତ ୩ କନଷ୍ଟେବଳ ହେଲେ ସୀମାଞ୍ଚଳ ସେଠୀ, ଅଜିତ ଧଳ ଓ ରଞ୍ଜିତ ସ୍ବାଇଁ । ପଞ୍ଚାୟତ ନିର୍ବାଚନ ସମୟରେ ଡିଜେଲ ଓଭର ବିଲିଂ ଅଭିଯୋଗରେ ସମ୍ବଲପୁର ଏସ୍‌ପି ଏଭଳି…

ବଢିବ ଓମ୍‌ଫେଡ ଦର

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ ଓମ୍‌ଫେଡ କ୍ଷୀର ଦର ବୃଦ୍ଧି ପାଇବ । ଲିଟର ପିଛା ୨ ଟଙ୍କା ବୃଦ୍ଧି ପାଇବ ବୋଲି ସଂସ୍ଥା ପକ୍ଷରୁ କୁହାଯାଇଛି। ଚାଷୀଙ୍କ ଦାବି ଓ ଦୁଗ୍ଧ ଉତ୍ପାଦନ ଖର୍ଚ୍ଚ ବୃଦ୍ଧିକୁ ଦୃଷ୍ଟିରେ ରଖି ସଂସ୍ଥା ପକ୍ଷରୁ ଦାମ…

ମେ ୧୨ରେ ପରିବାର ଅଦାଲତରେ ହାଜର ହେବେ ସୁମିତ-ତପସ୍ବିନୀ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ବହୁଚର୍ଚ୍ଚିତ ବ୍ରହ୍ମପୁର ବ୍ରହ୍ମାନଗର ତପସ୍ବିନୀ ଦାଶ ଓ ଡାକ୍ତର ସୁମିତ ସାହୁଙ୍କ ବିବାଦ ସମାଧାନ ହୋଇନାହିଁ । କୋର୍ଟ ନିର୍ଦ୍ଦେଶ ପ୍ରକାରେ ତପସ୍ବିନୀଙ୍କୁ ସୁମିତ ମାସିକ ୧୦ ହଜାର ଟଙ୍କା ଭରଣ ପୋଷଣ ଦେଉଛନ୍ତି । ଜିଲା କୋର୍ଟ ନିର୍ଦ୍ଦେଶ…

ଆଗକୁ ଆହୁରି ବଢିବ ତାତି!

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। କେତେ ଜିଲାରେ ୪୦ ଡିଗ୍ରୀ ଉପରେ ରହିଛି ତାପମାତ୍ରା। ତେବେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଗକୁ…

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୧୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ଜଣ…

୩୭ ବିଧାୟକଙ୍କ ଡବ୍ଲ୍ୟୁଓଡିସି ପାଣ୍ଠି ବଢ଼ାଯାଉ

ଭୁବନେଶ୍ୱର,୧୯ା୪(ବ୍ୟୁରୋ): ପଶ୍ଚିମ ଓଡ଼ିଶା ଉନ୍ନୟନ କାଉନସିଲ୍‌ (ଡବ୍ଲ୍ୟୁଓଡିସି) ଅନ୍ତର୍ଗତ ସମସ୍ତ ୩୭ଟି ବିଧାନସଭା ନିର୍ବାଚନମଣ୍ଡଳୀର ବିକାଶ ପାଇଁ ନିର୍ଦ୍ଧାରିତ ଖର୍ଚ୍ଚ ସୀମା ରାଶିକୁ ବୃଦ୍ଧି କରିବା ପାଇଁ ଭାଜପା ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏନେଇ ଲେଖାଥିବା…

ବର୍ଦ୍ଧିତ ବସ୍‌ଭଡ଼ା କମାଇବା ପାଇଁ ଦାବି କଲା ସମାଜବାଦୀ ପାର୍ଟି

ଭୁବନେଶ୍ୱର,୧୯।୪ (ବ୍ୟୁରୋ): ପେଟ୍ରୋଲ୍‌ ଡିଜେଲ୍‌ ଦାମ ବୃଦ୍ଧି ଯୋଗୁଁ ମାର୍ଚ୍ଚ ୩୧ ତାରିଖ ଦିନ ରାଜ୍ୟ ସରକାର ସ୍ବୟଂଚାଳିତ ପ୍ରକ୍ରିୟା ଜରିଆରେ ବସ୍‌ ଭଡ଼ା ବୃଦ୍ଧି କରିଥିଲେ। କିନ୍ତୁ ବିଗତ ୧୨ ଦିନ ଧରି ତେଲ ଦରରେ ବୃଦ୍ଧି ଘଟି ନଥିଲେ…

ଉଚ୍ଛେଦ ପରେ ପୁଣି ହେଉଛି ଜବରଦଖଲ

ଭୁବନେଶ୍ୱର, ୧୯।୪(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରର ବହୁ ସରକାରୀ ଜମି ଜବରଦଖଲରେ ରହିଛି। ଜମି ମାଫିଆଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକ ସରକାରୀ ଜମି ଉପରେ ଘର କରିବା ସହ ବ୍ୟବସାୟ ପ୍ରତିଷ୍ଠାନ ନିର୍ମାଣ କରୁଛନ୍ତି। ଅନେକ ସ୍ଥାନରେ ବସ୍ତି ମଧ୍ୟ ଗଢି ଉଠୁଛି।…

‘ଇଣ୍ଡିଆନ୍‌ ସ୍ମାର୍ଟ ସିଟିଜ୍‌ ଆଓ୍ବାର୍ଡ’ ପ୍ରତିଯୋଗିତାରେ ଭୁବନେଶ୍ୱର ଦ୍ୱିତୀୟ

ଭୁବନେଶ୍ୱର, ୧୯।୪(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରକୁ ମିଳିଛି ଆଉ ଏକ ସଫଳତା। ସୁରଟଠାରେ ଅନୁଷ୍ଠିତ ‘ଇଣ୍ଡିଆନ୍‌ ସ୍ମାର୍ଟ ସିଟିଜ୍‌ ଆଓ୍ବାର୍ଡ କଣ୍ଟେଷ୍ଟ’ (ଆଇଏସ୍‌ଏସି)ର ସାମାଜିକ ଦୃଷ୍ଟିକୋଣ ବର୍ଗରେ ସୋସିଆଲି ସ୍ମାର୍ଟ ଭୁବନେଶ୍ୱର ପ୍ରୋଜେକ୍ଟ ଦ୍ୱିତୀୟ ସ୍ଥାନ ହାସଲ କରିଛି। ଦେଶର ୧୦୦ଟି ସ୍ମାର୍ଟ ସିଟିକୁ…

ରାଜଧାନୀରେ ହାଜତ ମୃତ୍ୟୁ ଅଭିଯୋଗ

ଭୁବନେଶ୍ୱର,୧୯।୪ (ବ୍ୟୁରୋ):ଭୁବନେଶ୍ୱର ବଡଗଡ ଥାନା ପୋଲିସ ହେପାଜତରେ ଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଆଧାରକାର୍ଡରେ ତାଙ୍କ ନାମ ଦେବେନ୍ଦ୍ର ଚୌଧୁରୀ ରହିଥିବାବେଳେ ପୋଲିସ ସୂଚନାଅନୁସାରେ ସେ ହେଲେ ପ୍ରଦୀପ ସାହୁ(୫୬)। ତାଙ୍କ ଘର ଖୋର୍ଦ୍ଧା ଜିଲା ବାଲିପାଟପୁର ଥାନା ଭୂଷଣ୍ଡପୁର…

ମହାନଦୀ ମାମଲା ଶୁଣାଣି ମେ’ ୧୪କୁ ଘୁଞ୍ଚିଲା

ନୂଆଦିଲ୍ଲୀ,୧୯।୪: ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲରେ ଛତିଶଗଡ଼ ସରକାରଙ୍କ ବ୍ୟାରେଜ୍‌ ନିର୍ମାଣ ବିରୋଧରେ ଓଡ଼ିଶା ସରକାରଙ୍କ ଆବେଦନର ଶୁଣାଣିକୁ ମେ’ ୧୪କୁ ଘୁଞ୍ଚାଇ ଦିଆଯାଇଛି। ମହାନଦୀରେ ବ୍ୟାରେଜ୍‌ ନିର୍ମାଣ ଯୋଗୁ ଓଡ଼ିଶାକୁ ଜଳପ୍ରବାହ ବାଧାପ୍ରାପ୍ତ ହୋଇଛି। ତେଣୁ ନଦୀରେ ନିର୍ଦ୍ଦିଷ୍ଟ ପରିମାଣର ଜଳପ୍ରବାହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri