ମେଟ୍ରୋ

ଭୁବନେଶ୍ୱରର ବ୍ଳୁ ହୁଇଲ୍‌ ହସ୍ପିଟାଲ୍‌ ସିଲ୍‌

ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜଧାନୀ ମଞ୍ଚେଶ୍ୱର ଅଞ୍ଚଳରେ ଥିବା ବ୍ଲୁ ହୁଇଲ୍‌ ହସ୍ପିଟାଲକୁ ବୁଧବାର ସିଲ୍‌ କରିଦିଆଯାଇଛି। କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ଏହି ହସ୍ପିଟାଲକୁ ବିଏମ୍‌ସି ପକ୍ଷରୁ ସିଲ୍‌ କରିଦିଆଯାଇଛି। ଏଥିସହ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରାଯାଇଥିବା...

ଜମି ଦେବାକୁ କହି ୧୬ ଲକ୍ଷ ଟଙ୍କା ଠକେଇ: ସାଇନାଥ ଇନ୍‌ଫ୍ରାଟେକ୍‌ ବିଲ୍ଡର ଗିରଫ

ଭୁବନେଶ୍ୱର,୨୪ା୬(ବ୍ୟୁରୋ): ଜମି ଦେବାକୁ କହି ୧୬ ଲକ୍ଷ ୮୦ ହଜାର ଟଙ୍କା ଠକେଇ କରିବା ଅଭିଯୋଗରେ ନୟାପଲ୍ଲୀ ଥାନା ପୋଲିସ ସାଇନାଥ ଇନ୍‌ଫ୍ରାଟେକ୍‌ ବିଲ୍ଡର ସଂସ୍ଥାର ମୁଖ୍ୟଙ୍କୁ ଗିରଫ କରିଛି। ସେ ହେଲେ ଚନ୍ଦ୍ରଶେଖରପୁର ଓଏସ୍‌ଏଚ୍‌ଜି କଲୋନୀ ପ୍ଲଟ ନଂ-ଏଚ୍‌ଆଇଜି...

୨୫,୨୬ରେ ଝଡ଼ତୋଫାନ ସମ୍ଭାବନା

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ଥିବାରୁ ବର୍ଷା ଲାଗି ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହେଉଛି। ଆସନ୍ତା ୫ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ବଳ୍ପ ପରିମାଣ ବର୍ଷା ହେବାର...

୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୩।୬(ବ୍ୟୁରୋ): ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା...

ରଥଯାତ୍ରା ନେଇ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହେଉଛି। କରୋନା କଟକଣା ମଧ୍ୟରେ ଏହି ଯାତ୍ରା ଶୃଙ୍ଖଳିତ ଭାବେ କରାଯାଉଥିବାରୁ ମହାପ୍ରଭୁଙ୍କୁ ରଥରେ ଦର୍ଶନ ଲାଗି ଭକ୍ତଙ୍କୁ ବାରଣ କରାଯାଇଛି। ତେବେ ରଥଯାତ୍ରା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହାର୍ଦ୍ଦିକ...

ଭୁବନେଶ୍ୱରରେ ଗଡ଼ିବନି ରଥ

ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ପାଇଁ ଭୁବନେଶ୍ୱରରେ ଏଥର ଗଡ଼ିବନି ରଥ। ମାଉସୀ ଘର ଯିବେନି ଠାକୁର। ମନ୍ଦିର ପରିସରରେ ଅସ୍ଥାୟୀ ଜନ୍ମବେଦୀ କରାଯାଇ ସମସ୍ତ ନୀତିକାନ୍ତି ସମ୍ପନ୍ନ ହେବ। କେନ୍ଦ୍ର ସରକାର ଓ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇ ରାଜଧାନର ଇସ୍କନ...

ରାଜ୍ୟ ବାହାରର ୮ ଶ୍ରମିକଙ୍କୁ କରୋନା

ଭୁବନେଶ୍ୱର, ୨୩।୬(ବ୍ୟୁରୋ): କଟକଣା କୋହଳ ହେବା ପଠାରୁ ରାଜଧାନୀ ଭୁବନେଶ୍ୱରକୁ ବାହାର ରାଜ୍ୟରୁ ଦଳଦଳ ହୋଇ ଶ୍ରମିକ ଆସୁଛନ୍ତି। ସବୁ ନିୟମକୁ ଜଳାଞ୍ଜଳି ଦେଇ ଅମାନିଆ କଣ୍ଟ୍ରାକ୍ଟର ସେମାନଙ୍କୁ କାମରେ ଲଗାଉଛନ୍ତି। ବିଶେଷକରି କରୋନା ହଟ୍‌ସ୍ପଟ ରାଜ୍ୟ ପଶ୍ଚିମବଙ୍ଗରୁ ଅଧିକ...

ଖାଦ୍ୟ ସୁରକ୍ଷାକୁ ନିଶ୍ଚିତ କରାଯାଇଛି: ମନ୍ତ୍ରୀ

ଭୁବନେଶ୍ୱର, ୨୩।୬(ବ୍ୟୁରୋ): କରୋନା ଯୋଗୁ ସୃଷ୍ଟି ହୋଇଥିବା ପରିସ୍ଥିତିରେ ଲୋକଙ୍କ ଖାଦ୍ୟ ନିରାପତ୍ତାକୁ ପ୍ରାଥମିକତା ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏପ୍ରିଲ-ମେ-ଜୁନର ଆଗୁଆ ରାଶନ ସାମଗ୍ରୀ କାର୍ଡଧାରୀଙ୍କୁ ଯୋଗାଇ ଦିଆଯାଇଥିବା ମନ୍ତ୍ରୀ ରଣେନ୍ଦ୍ର...

ବରିଷ୍ଠ ନାଗରିକ, ଭିନ୍ନକ୍ଷମଙ୍କ ଘର ପାଖରେ ବ୍ୟାଙ୍କସେବା

ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ମହାମାରୀ ପରିପ୍ରେକ୍ଷୀରେ ବରିଷ୍ଠ ନାଗରିକ ଏବଂ ବୟସ୍କ ଭିନ୍ନକ୍ଷମମାନେ ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ସେମାନେ ନିଜର ଜରୁରୀ ବ୍ୟାଙ୍କ ସମ୍ବନ୍ଧିତ କାର୍ଯ୍ୟ କରିବାରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କୁ ଉଚିତ ବ୍ୟାଙ୍କସେବା ଯୋଗାଇ ଦିଆଯାଉ...

ଶଟ୍‌ଡାଉନ୍‌ ଲାଗି ପିପିଲିକୁ ଗଡ଼ିବନି ମୋ ବସ୍‌

ଭୁବନେଶ୍ୱର,୨୩।୬(ବ୍ୟୁରୋ): ବହୁ ପ୍ରତିକ୍ଷାର ଅନ୍ତ ହେଲା, ଶେଷରେ ବିନା ଭକ୍ତରେ ରଥଯାତ୍ରା କରିବା ପାଇଁ ମାନ୍ୟବର ସୁପ୍ରିମ୍‌କୋଟ୍‌ ନିର୍ଦ୍ଦେଶ ଦେଲେ। ଏହି ପରିପ୍ରେକ୍ଷୀରେ ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ପିପିଲିକୁ ମୋ ବସ୍‌ର ନୂଆ ରୁଟ୍‌ ଗଡ଼ିବ ନାହିଁ। ପୁରୀ ଜିଲା...

୧୬,୨୩୫ କୋଟିର ଚୂଡ଼ାନ୍ତ ରିପୋର୍ଟ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଅମ୍ଫନ୍‌’ ଯୋଗୁ ଉପକୂଳବର୍ତ୍ତୀ ଜିଲାରେ ହୋଇଥିବା କ୍ଷୟକ୍ଷତିର ଭରଣା ପାଇଁ ରାଜ୍ୟ ସରକାର ୧୬,୨୩୫ କୋଟି ଟଙ୍କାର ଚୂଡ଼ାନ୍ତ ରିପୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିଛନ୍ତି। କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ବାତ୍ୟା...

ପୁରୀକୁ ବସ୍‌, ଯାତ୍ରୀବାହୀ ଟ୍ରେନ୍‌ ସେବା ବାତିଲ

ଭୁବନେଶ୍ୱର,୨୨।୬(ବ୍ୟୁରୋ)-ପୁରୀରେ ମଙ୍ଗଳବାର ଶ୍ରୀଜୀଉଙ୍କ ରଥଯାତ୍ରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସୋମବାର ରାତି ୯ଟାରୁ ୨୪ ତାରିଖ ମଧ୍ୟାହ୍ନ ୨ଟା ଯାଏ ପୁରୀ ସହରକୁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ପୁରୀକୁ ସମସ୍ତ ବସ୍‌ ଓ ଯାତ୍ରୀବାହୀ ଟ୍ରେନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri