ମେଟ୍ରୋ

ପାଣିପାଗ ଜାଣିବା ପାଇଁ ଆଉ ୮ ମାନୁଆଲ ସର୍ଫେସ୍‌ ଅବ୍‌ଜରଭେଟର ସ୍ଥାପନ

ଭୁବନେଶ୍ୱର, ୧୯ା୪(ବ୍ୟୁରୋ):ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏବଂ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ତାପମାତ୍ରା ଜାଣିବା ପାଇଁ ଓଡ଼ିଶାରେ ଆଉ ୮ ଜିଲାରେ ମାନୁଆଲ ସର୍‌ଫେସ୍‌ ଅବ୍‌ଜରଭେଟର ସ୍ଥାପନ କରାଯାଇଛି। ପୂର୍ବରୁ ୨୦୨୦-୨୧ରେ ନୟାଗଡ଼, ବୌଦ୍ଧ, ଛତ୍ରପୁର, ପାରଳାଖେମୁଣ୍ଡି,…

ତ୍ରିନାଥ ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ

କଟକ ଅଫିସ, ୧୯ା୪:ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ଜେଲ୍‌ରେ ଥିବା ପୋଲିସ କମ୍ୟୁନିକେଶନ ବିଭାଗର ପୂର୍ବତନ ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ସୋମବାର କଟକ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ୬୦ଦିନ ଭିତରେ…

ଯାଞ୍ଚ ହେବ ସ୍କୁଲ ପିଲାଙ୍କୁ ନେଉଥିବା ଗାଡ଼ି

ଭୁବନେଶ୍ୱର,୧୯ା୪(ବ୍ୟୁରୋ):ସ୍କୁଲ ପିଲାଙ୍କୁ ନେଉଥିବା ବସ୍‌ ଓ ଅନ୍ୟାନ୍ୟ ଲାଇଟ୍‌ ଭେଇକିଲ ଏଣିକି ଯାଞ୍ଚ କରାଯିବ। ଯାଞ୍ଚ ନେଇ ସବୁ ଆଞ୍ଚଳିକ ପରିବହନ ଅଫିସ୍‌କୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍‌ଟିଏ) ଚିଠି ଲେଖିଛନ୍ତି। ଆସନ୍ତା ୨୦ରୁ ୨୭ ତାରିଖ ପର୍ଯ୍ୟନ୍ତ ଯାଞ୍ଚ କରି ୨୮…

ସେଲ୍ଫ ଫାଇନାନ୍ସିଂ କୋର୍ସ ଉପରେ ରହିବନି ଅଙ୍କୁଶ

ଭୁବନେଶ୍ୱର, ୧୯।୪(ବ୍ୟୁରୋ):ଚାରିଆଡୁ ପ୍ରତିବାଦ ପରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଉପରେ ଅଙ୍କୁଶ ଲଗାଇବାକୁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତି ବଦଳାଇଛନ୍ତି। ପୂର୍ବଭଳି ବିଶ୍ୱବିଦ୍ୟାଳୟଗୁଡ଼ିକରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଚାଲୁ ରହିବ। ଏନେଇ ସୋମବାର ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବ ବୀରେନ୍ଦ୍ର କୋରକରା…

ପୋଲିସ ଛାଡ଼ି ପଳାଇଲା

ଭୁବନେଶ୍ୱର,୧୯ା୪(ବ୍ୟୁରୋ): ଓଡ଼ିଶା ରାଜ୍ୟ ଘରୋଇ ଡ୍ରାଇଭର ମହାସଂଘ ଡାକରାରେ ଆନ୍ଦୋଳନ କରିବାକୁ ସୋମବାର ଆସିଥିବା ୫୦ ହଜାରରୁ ଊର୍ଦ୍ଧ୍ୱ ଡ୍ରାଇଭରଙ୍କ କବ୍‌ଜାକୁ ଚାଲିଯାଇଥିଲା ରାଜଧାନୀ ଭୁବନେଶ୍ୱର। କେବଳ ପିଏମ୍‌ଜି, ମାଷ୍ଟରକ୍ୟାଣ୍ଟିନ ଅଞ୍ଚଳ ନୁହେଁ, ସମସ୍ତ ପ୍ରମୁଖ ରାସ୍ତା ଓ ଏହାକୁ ସଂଯୋଗ…

ଜେଇଇ ମେନ ଅନଲାଇନ ଫର୍ମପୂରଣ ତାରିଖ ବଢିଲା

  ଭୁବନେଶ୍ୱର,୧୮।୪(ବ୍ୟୁରୋ): ଜେଇଇ ମେନ ପାଇଁ ଅନଲାଇନ୍‌ ଫର୍ମପୂରଣ ତାରିଖ ବଢାଇ ଦିଆଯାଇଛି । ଜେଇଇ ମେନ ସେକ୍ସନ-୧ ପାଇଁ ଏପ୍ରିଲ ୧୮ ତାରିଖରୁ ଅନଲାଇନ ଫର୍ମପୂରଣ ପୁଣି ଆରମ୍ଭ ହୋଇଛି । ଆସନ୍ତା ୨୫ ତାରିଖ ରାତି ୯ଟା ପର୍ଯ୍ୟନ୍ତ…

ଟୁଇନ୍‌ ସିଟିରେ ୪୦ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ପ୍ରଥମ ଥର ଟୁଇନ୍‌ ସିଟିରେ ୪୦ ଡିଗ୍ରୀ ତାପମାତ୍ରା ଟପିଛି। ସୋମବାର ଅନୁଗୋଳରେ ସର୍ବୋଚ୍ଚ ତାପମାତ୍ରା ୪୩.୭ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୪୦.୨ ଡିଗ୍ରୀ, କଟକରେ ୪୦.୫ ଡିଗ୍ରୀ ଏବଂ ବଲାଙ୍ଗୀରରେ ୪୩.୨…

ଉଚ୍ଚ ଶିକ୍ଷାନୁଷ୍ଠାନରେ କମିଲା ଖରା ଛୁଟି

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ରାଜ୍ୟରେ ଉଚ୍ଚ ଶିକ୍ଷାନୁଷ୍ଠାନରେ ଖରା ଛୁଟି କମାଇଲେ ସରକାର। ଜୁନ୍‌ ୧ରୁ ୧୬ ପର୍ଯ୍ୟନ୍ତ ଖରା ଛୁଟି ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଉଚ୍ଚ ଶିକ୍ଷା ବିଭାଗ ପ୍ରମୁଖ ସଚିବ ବିଶ୍ୱବିଦ୍ୟାଳୟ କୁଳପତି ଏବଂ ଡିଗ୍ରୀ କଲେଜ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ରାଜ୍ୟରୁ ସୋମବାର ଆଉ ୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୮,୬୬୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ପଞ୍ଚଭୂତରେ ବିଲୀନ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର

ଭୁବନେଶ୍ୱର,୧୮।୪(ବ୍ୟୁରୋ): ପଞ୍ଚଭୂତରେ ବିଲୀନ ହେଲେ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର। ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ ପୁଅ ମହାଦୀପ କର ମୁଖାଗ୍ନି ଦେଇଥିଲେ । ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ତରଫରୁ ମନ୍ତ୍ରୀ ପ୍ରତାପ…

ପୁଣି ବଢିଲା ଯାତ୍ରୀବାହୀ ବସ୍‌ ଭଡ଼ା

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ପୁଣି ବଢିଲା ଯାତ୍ରୀବାହୀ ବସ୍‌ ଭଡ଼ା। ଅଟୋମେଟିକ ମେକାନିଜିମ୍‌ ଆଧାରରେ ବସ୍‌ ଭଡ଼ା ବଢିଛି। ତେବେ ବସ୍‌ ଭଡ଼ା ବୃଦ୍ଧି ନେଇ ବସ୍‌ ମାଲିକ ସଂଘ ସାଧାରଣ ସଂପାଦକ ସୂଚନା ଦେଇଛନ୍ତି। ସାଧାରଣ ଓ ଏକ୍ସପ୍ରେସ ବସ୍‌ ଭଡ଼ା…

ନିଷ୍ପତ୍ତି ବଦଳାଇଲେ ସରକାର

ଭୁବନେଶ୍ୱର,୧୮।୪(ବ୍ୟୁରୋ): ସେଲ୍ଫ ଫାଇନାନ୍ସିଂ କୋର୍ସ ନେଇ ନିଷ୍ପତ୍ତି ବଦଳାଇଲେ ରାଜ୍ୟ ସରକାର। ତେବେ ନିଷ୍ପତ୍ତି ପରିବର୍ତ୍ତନ ନେଇ ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବଙ୍କ ଚିଠି। ପୂର୍ବଭଳି କଲେଜ ଗୁଡ଼ିକରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଚାଲୁ ରହିବ। ସେଲ୍ଫ ଫାଇନାନ୍ସିଂ କୋର୍ସ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri