ମେଟ୍ରୋ

ରାଗିଂ: କଡ଼ା ଆଇନ ପ୍ରଣୟନ ଜରୁରୀ

ଭୁବନେଶ୍ୱର, ୪।୭(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟରେ ରାଗିଂ ଯୋଗୁ ରୁଚିକା ମହାନ୍ତି ନାମ୍ନୀ ଯୁକ୍ତ୩ ଛାତ୍ରୀ ଶନିବାର ହଷ୍ଟେଲ ରୁମ୍‌ରେ ଆତ୍ମହତ୍ୟା କରିଥିଲେ। ଏହି ଘଟଣା ସାମ୍ନାକୁ ଆସିବା ପରେ ଆନ୍ଦୋଳନ ଜାରି ରହିଥିବାବେଳେ ସବୁବର୍ଗର ଲୋକେ ଏହାକୁ ନିନ୍ଦା…

୩ ବର୍ଷରେ ୧୫ ହଜାର ବଳାତ୍କାର ମାମଲା

ଭୁବନେଶ୍ୱର,୫ା୭(ବ୍ୟୁରୋ):ରାଜ୍ୟରେ ଚିନ୍ତାଜନକ ଭାବେ ବଳାତ୍କାର ମାମଲା ବଢ଼ିଚାଲିଛି । ଗତ ୩ ବର୍ଷରେ ୧୫ ହଜାର ୭୧୩ ଦୁଷ୍କର୍ମ ମାମଲା ରାଜ୍ୟର ବିଭିନ୍ନ ଥାନାରେ ରୁଜୁ ହୋଇଛି। ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କା ମହିଳାଙ୍କ କ୍ଷେତ୍ରରେ ୨୦୧୯ରୁ ୨୦୨୨ ଏପ୍ରିଲ ଭିତରେ…

ଆମ ଝିଅର ଏମିତି ହେଲେ…

ଭୁବନେଶ୍ୱର,୫ା୭(ବ୍ୟୁରୋ):ରାଗିଂ ଯୋଗୁ ରାଜ୍ୟରେ ବହୁ ଛାତ୍ରୀଛାତ୍ରଙ୍କ ଜୀବନ ଗଲାଣି। ଏହାକୁ ରୋକିବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି। ଯେଉଁ ଆଣ୍ଟି ସ୍କ୍ବାଡ୍‌ ଗଠନ ହୋଇଛି, ତାହା କାମ କରୁନାହିଁ। ବେଳକୁ ବେଳ ଏଭଳି ସମ୍ବେଦନଶୀଳ ଘଟଣା ବୃଦ୍ଧି ପାଇଚାଲିଛି। ଯଦି ଆମ…

ଓଜେଇଇ ପରୀକ୍ଷା: ପ୍ରଥମ ଦିନ ୮୫% ପରିକ୍ଷାର୍ଥୀ ଦେଲେ ପରୀକ୍ଷା

ଭୁବନେଶ୍ୱର, ୪।୭(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)-୨୦୨୨ ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ କମ୍ପ୍ୟୁଟର ବେସ୍‌ଡ ପରୀକ୍ଷା ହେଉଛି। ଏଥିପାଇଁ ମୋଟ ୫୭,୯୧୮ଜଣ ଛାତ୍ରୀଛାତ୍ର ଆବେଦନ କରିଛନ୍ତି। ତିନୋଟି ସିଟିଂରେ ପରୀକ୍ଷା ହେଉଛି। ପ୍ରଥମ ଦିନ ତିନୋଟି…

ଛାତ୍ର କଂଗ୍ରେସ- ପୋଲିସ ଧସ୍ତାଧସ୍ତି

ଭୁବନେଶ୍ୱର,୪।୭(ବ୍ୟୁରୋ): ବିଧାନସଭା ଅଧିବେଶନ ଚାଲିଥିବା ବେଳେ ପୋଲିସ-ଛାତ୍ର କଂଗ୍ରେସ ମଧ୍ୟରେ ସୋମବାର ଧସ୍ତାଧସ୍ତି ହୋଇଛି। ବିଜେପି କଲେଜ ଛାତ୍ରୀ ମୃତ୍ୟୁ ଘଟଣା ପ୍ରତିବାଦରେ ଛାତ୍ର କଂଗ୍ରେସ ବିଧାନସଭା ଭିତରକୁ ଧସେଇ ପଶିବାକୁ ଉଦ୍ୟମ କରିଥିଲା। ଏହି ସମୟରେ ପୋଲିସ ସେମାନଙ୍କୁ ଅଟକାଇବାକୁ…

ବର୍ଷାଙ୍କ ନିକଟକୁ ଭାଗବତ ପଠାଇଲେ ଅନୁଭବ

ଭୁବନେଶ୍ୱର,୪।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଥମିବାର ନାଁ ଧରୁନି। କୋର୍ଟର ଶୁଣାଣି ପରେ ସୋମବାର ଅନୁଭବ ବର୍ଷାଙ୍କ ଓକିଲଙ୍କ ମାଧ୍ୟମରେ ବର୍ଷାଙ୍କ ପାଇଁ ଶୀମଦ ଭାଗବତ ପଠାଇଥିବା…

ବିଜେବି ଛାତ୍ରୀ ଆତ୍ମହତ୍ୟା ମାମଲା: ଏଯାବତ୍‌ ୧୦୦ରୁ ଅଧିକଙ୍କୁ ଜେରା

ଭୁବନେଶ୍ୱର,୪।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲାରେ ଏବେ ସୁଦ୍ଧା ୧୦୦ରୁ ଅଧିକଙ୍କୁ ଜେରା କରାଗଲାଣି । ରବିବାର ପୋଲିସ ୬୨ ଜଣଙ୍କୁ ଜେରା କରିଥିଲା । ଜେରାରୁ ୨ ଅଭିଯୁକ୍ତ ଛାତ୍ରୀଙ୍କ ବିଷୟରେ ସୂଚନା ମିଳିଛି ।…

ରାଜ୍ୟରୁ ଆଉ ୧୨୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୪।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ ଏପଟେ ସୁସ୍ଥତା ହାର ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ!

ଭୁବନେଶ୍ୱର,୪।୭(ବ୍ୟୁରୋ): ଯୁକ୍ତ ଦୁଇ ପରୀକ୍ଷା ଫଳ ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ। ଏ ନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ସୋମବାର ଏହି ସୂଚନା ଦେଇଛନ୍ତି। ଏପ୍ରିଲ ୨୮ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ…

ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା : ପ୍ରତିକ୍ରିୟା ରଖିଲେ ଅଧ୍ୟକ୍ଷ

ଭୁବନେଶ୍ୱର,୪।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ କଲେଜ ଅଧ୍ୟକ୍ଷ ନିରଞ୍ଜନ ମିଶ୍ର ସୋମବାର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ରୁଚିକା ଆତ୍ମହତ୍ୟା ଘଟଣାର ତଦନ୍ତ ପାଇଁ ସ୍ବତନ୍ତ୍ରଟିମ୍‌ ଗଠନ ହୋଇଛି । ଏହି ଟିମ୍‌ରେ କଲେଜର…

ରୁଚିକା ମହାନ୍ତି ଆତ୍ମହତ୍ୟା ମାମଲା: ୬ ଜଣିଆ ଟିମ୍‌ ଗଠିତ

ଭୁବନେଶ୍ୱର,୪ା୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାକୁ ନେଇ କଲେଜ ପକ୍ଷରୁ ତଦନ୍ତ ପାଇଁ ୬ ଜଣିଆ ତଦନ୍ତକାରୀ ଟିମ୍‌ ଗଠନ କରାଯାଇଛି। ଏଥିରେ ଆଣ୍ଟି ର଼୍ୟାଗିଂ କମିଟି, ଶୃଙ୍ଖଳା କମିଟି ଓ ସମସ୍ତ ବିଭାଗର ଅଧ୍ୟାପକ ଏଥିରେ…

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏହି ସବୁ ଜିଲାରେ ବର୍ଷିବ!

ଭୁବନେଶ୍ୱର,୪।୭(ବ୍ୟୁରୋ): ଦକ୍ଷିଣ ଝାଡଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ହେବା ଫଳରେ ଆଜି ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଓ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣି ବଳୟଟି ବାୟୁମଣ୍ଡଳରେ ୫.୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?