ଆସନ୍ତା ସପ୍ତାହରେ ମାଟ୍ରିକ୍ ପରୀକ୍ଷାଫଳ: ଆଜି ତାରିଖ ଘୋଷଣା
ଭୁବନେଶ୍ୱର,୪ା୭(ବ୍ୟୁରୋ): ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷାଫଳ ପ୍ରକାଶ ନେଇ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ତାରିଖ ଘୋଷଣା କରିବେ। ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍ଇ) ଜୁନ୍ ଶେଷ ସୁଦ୍ଧା ପରୀକ୍ଷାଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖିଥିଲା।…
ଆଜିଠୁ ଓଜେଇଇ
ଭୁବନେଶ୍ୱର,୪।୭(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସୋମବାରଠାରୁ ଆରମ୍ଭ ହେବ। ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଦୈନିକ ତିନୋଟି ଶିଫ୍ଟରେ ଏହି ପରୀକ୍ଷା ଚାଲିବ। ପ୍ରଥମ ଶିଫ୍ଟ ପୂର୍ବାହ୍ନ ୯ଟାରୁ ୧୧ଟା, ଦ୍ୱିତୀୟ ଶିଫ୍ଟ ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ…
ରାଜଧାନୀରେ କରୋନା ଟେଷ୍ଟ ଜୋରଦାର
ଭୁବନେଶ୍ୱର,୩ା୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମାସ୍କ ବାଧ୍ୟତାମୂଳକ ହେବା ପରେ ଏବେ କରୋନା ସଂକ୍ରମଣ ରୋକିବାକୁ ଟେଷ୍ଟିଂ ଓ ଟ୍ରାକିଂକୁ ଜୋରଦାର କରାଯାଇଛି। ରବିବାର ଭୁବନେଶ୍ୱରରେ ୨୫ଟି ୟୁପିଏଚ୍ସି/ୟୁସିଏଚ୍ସିରେ କରୋନା ଟେଷ୍ଟ ବ୍ୟବସ୍ଥା କରାଯାଇଛି। ସକାଳ ୯ରୁ ୧୧ଟା ୩୦ ଓ ସନ୍ଧ୍ୟା…
‘ଦୁଇ ସପ୍ତାହରେ ପିକ୍ ଛୁଇଁପାରେ କରୋନା’
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍ ସଂକ୍ରମଣ ଏବେ ବଢ଼ିବାରେ ଲାଗିଛି। ଜୁଲାଇ ମାସରେ ସଂକ୍ରମଣ ରୋକିବାକୁ ସତର୍କତା ଅବଲମ୍ବନ କରିବା ଜରୁରୀ। ବଢୁଥିବା ସଂକ୍ରମଣ ଆଉ ଦୁଇ ସପ୍ତାହ ପରେ ପିକ୍ ଛୁଇଁବାର ସମ୍ଭାବନା ରହିଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ନିରଜ ମିଶ୍ର…
ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା: କାହିଁକି ହଷ୍ଟେଲ୍ ଛାଡିଲେ ୬ ଛାତ୍ରୀ
ଭୁବନେଶ୍ୱର,୩।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ପୋଲିସ ତନାଘନା କରୁଛି। ରୁଚିକାଙ୍କ ଆତ୍ମହତ୍ୟା ପରେ ୬ ଜଣ ଛାତ୍ରୀ ହଷ୍ଟେଲ ଛାଡ଼ି ଚାଲିଯାଇଛନ୍ତି। ଏ ନେଇ ପୋଲିସ ଖୋଳତାଡ଼ ଆରମ୍ଭ କରିଛି। କାରୁବାକି ହଷ୍ଟେଲ ୱାର୍ଡେନ ଓ…
ବିଜେବି କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣା: ତଦନ୍ତ ପାଇଁ ଗଠନ ହେଲା ୩ ଜଣିଆ ଟିମ୍
ଭୁବନେଶ୍ୱର,୩।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାରେ ପୋଲିସ ତନାଘନା ଆରମ୍ଭ କରିଛି। ଅନ୍ୟପଟେ ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ କରାଯାଇଛି। ଅତିରିକ୍ତ ଡିସିପି ପାହ୍ୟାର ଅଧିକାରୀଙ୍କ ନେତୃତ୍ୱରେ ତଦନ୍ତ ଆରମ୍ଭ ହୋଇଛି। ସ୍ବତନ୍ତ୍ର ଟିମ୍…
ପୁଣି ଡରାଇଲା କରୋନା: ରାଜ୍ୟରେ ୩୪୬ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୩୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୨୦୨ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୪୪…
ବିଜେବି କଲେଜ ଛାତ୍ରୀଙ୍କ ସୁଇସାଇଡ୍ ନୋଟ୍ରେ ଲେଖାଅଛି ଏମିତି କିଛି…
ଭୁବନେଶ୍ୱର,୨ା୭(ବ୍ୟୁରୋ): ରାଜଧାନୀର ପ୍ରତିଷ୍ଠିତ ବିଜେବି କଲେଜର ଜଣେ ଛାତ୍ରୀ ଆତ୍ମହତ୍ୟା କରିବା ପରେ ଏଠାରେ ରାଗିଂ କରାଯାଉଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଛାତ୍ରୀ ନିବାସରେ ରୁଚିକା ମହାନ୍ତି ନାମକ ଜଣେ ଛାତ୍ରୀଙ୍କୁ ରାଗିଂ କରାଯାଉଥିବାରୁ ସେ ଆତ୍ମହତ୍ୟା କରିଥିବା ଅଭିଯୋଗ…
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ୪ ଦିନ ଯାଏ ପ୍ରବଳ ବର୍ଷିବ
ଭୁବନେଶ୍ୱର,୨ା୭(ବ୍ୟୁରୋ): ବାଂଲାଦେଶ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ କେତେକ ସ୍ଥାନରେ…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨ା୭(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୭୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୮୦,୦୪୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ବଜେଟ୍ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା
ଭୁବନେଶ୍ୱର,୨ା୭(ବ୍ୟୁରୋ.): ଆଜି ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପିତ ହୋଇଛି। ଏହି ବଜେଟ୍କୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଏହା ଏକ ପ୍ରଗତିଶୀଳ, ଗରିବ-ସମର୍ଥକ ଏବଂ ବିକାଶମୂଳକ ଆଧାରିତ ବଜେଟ୍ ଅଟେ।…
ବିଜେବି କଲେଜ ହଷ୍ଟେଲରୁ ମିଳିଲା +୩ ଛାତ୍ରୀଙ୍କ ମୃତଦେହ
ଭୁବନେଶ୍ୱର,୨।୭(ବ୍ୟୁରୋ): ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ। ବିଜେବି ମହାବିଦ୍ୟାଳୟର ଯୁକ୍ତ ୩ କଳାର ପ୍ରଥମ ବର୍ଷ ଛାତ୍ରୀ ରୁଚିକା ମହାନ୍ତିଙ୍କ ମୃତଦେହ ଶନିବାର କମିଶନରେଟ ପୋଲିସ ଜବତ କରିଛି। ସେ ଆତ୍ମହତ୍ୟା କରିଛନ୍ତି କି ନା ତାହା ଜଣାପଡ଼ି ନ ଥିବା…

