ମେଟ୍ରୋ

ପ୍ରାର୍ଥୀଙ୍କ ଖର୍ଚ୍ଚ ସୀମା ଧାର୍ଯ୍ୟ

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ପୌର ନିର୍ବାଚନ ଲାଗି ତାରିଖ ଘୋଷଣା କରାଯିବା ପରେ ଏହାକୁ ନେଇ ଆନୁଷଙ୍ଗିକ ପ୍ରକ୍ରିୟା ଆରମ୍ଭ ହୋଇଛି। ନିର୍ବାଚନରେ ମାତ୍ରାଧିକ ଖର୍ଚ୍ଚ ଏଡ଼ାଇବାକୁ ରାଜ୍ୟ ନିର୍ବାଚନ କମିଶନ ନିର୍ଦ୍ଦେଶନାମା ଜାରି କରିଛନ୍ତି। ୫୦ ହଜାର ପର୍ଯ୍ୟନ୍ତ ଜନସଂଖ୍ୟା...

ଭୋଟ ଗଣତି ନେଇ ଉଠିଲା ପ୍ରଶ୍ନ

ଭୁବନେଶ୍ୱର,୨୬ା୨(ବ୍ୟୁରୋ): ରାଜ୍ୟ ନିର୍ବାଚନ କମିଶନ ପକ୍ଷଭୁକ୍ତ ହୋଇ ଶାସକ ଦଳକୁ ଜିତାଇବାର ନୂଆ ଫନ୍ଦି କରିଛନ୍ତି। ଏହା ପଞ୍ଚାୟତ ଆଇନର ସମ୍ପୂର୍ଣ୍ଣ ବିରୁଦ୍ଧାଚରଣ କରୁଛି। ଶାସକ ଦଳ ବ୍ୟତୀତ ଅନ୍ୟ ସମସ୍ତ ରାଜନୈତିକ ଦଳର ଆଢ଼ୁଆଳରେ ଉଦ୍ଦେଶ୍ୟମୂଳକ ଭାବେ ରାଜ୍ୟ...

ସଂରକ୍ଷଣ, ବେକାରି କାର୍ଡ ଖେଳିବ କଂଗ୍ରେସ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ମତଦାନ ସରିଛି। ଏଥିସହ ପୌର ନିର୍ବାଚନ ପାଇଁ ତାରିଖ ବି ଘୋଷଣା ହୋଇସାରିଛି। ମାର୍ଚ୍ଚ ୨୪ ତାରିଖରେ ପୌର ନିର୍ବାଚନ ହେବ। ସମୁଦାୟ ୩ଟି ମହାନଗର ନିଗମ, ୪୭ଟି ପୌର ପରିଷଦ,...

ଏସ୍‌ଏଲ୍‌ବିସି ବୈଠକରେ ଯୋଗଦେଲେ ସୋମା ଶଙ୍କର

ଭୁବନେଶ୍ୱର,୨୬।୨: ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୋମା ଶଙ୍କର ପ୍ରସାଦ ନିକଟରେ ପ୍ରଥମ ଥର ପାଇଁ ୨ଦିନିଆ ଭୁବନେଶ୍ୱର ଗସ୍ତରେ ଆସିଥିଲେ। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ଏବଂ ଅତିରିକ୍ତ ମୁଖ୍ୟ ଶାସନ...

ହେମାନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଶୁକ୍ରବାର ସନ୍ଧ୍ୟାରେ ପରଲୋକ ଘଟିଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି , ‘ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ରାଜନେତା...

ବର୍ଷା ସତ୍ତ୍ୱେ ତାତି ବଢ଼ୁଛି, ୩୦ ଡିଗ୍ରୀ ଉପରେ ୨୦ ସହର

ଭୁବନେଶ୍ୱର, ୨୫।୨(ବ୍ୟୁରୋ)- ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କିଛି ଜିଲାରେ ବର୍ଷା ଜାରି ରହିଛି। ଶୁକ୍ରବାର ତାଳଚେର, ଅନୁଗୋଳ, ବାରିପଦାରେ ବର୍ଷା ହୋଇଥିବାବେଳେ ଶନିବାର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, କନ୍ଧମାଳରେ ସ୍ବଳ୍ପ ଧରଣର...

ପରପାରିରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ଶୁକ୍ରବାର ସନ୍ଧ୍ୟାରେ ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଝିଅ ସୁନୀତା ସୂଚନା ଦେଇଛନ୍ତି।  ପରଲୋକ ବେଳକୁ ତାଙ୍କୁ ୮୩...

ରାତି ପାହିଲେ ଭୋଟ୍‌ ଗଣତି

ଭୁବନେଶ୍ୱର,୨୫।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବା ବେଳେ ଶନିବାର ପ୍ରତି ବ୍ଲକ ମୁଖ୍ୟାଳୟରେ ସକାଳ ୮ଟା ବେଳେ ଭୋଟ୍‌ ଗଣତି ଆରମ୍ଭ ହେବା । ଗଣତି ସକାଳ ୮ଟାରୁ ଆରମ୍ଭ ହୋଇ ଶେଷ ହେବା ଯାଏଁ ଚାଲିବ ।...

ବନ୍ଦ ହେବ କୋଭିଡ କେୟାର ସେଣ୍ଟର

ଭୁବନେଶ୍ୱର,୨୫।୨(ବ୍ୟୁରୋ): ଫେବୃୟାରୀ ୨୮ ତାରିଖରୁ ସମସ୍ତ କୋଭିଡ କେୟାର ସେଣ୍ଟର ବନ୍ଦ ହେବ । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବାରୁ ବିଏମ୍‌ସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ରାଜଧାନୀରେ ଥିବା ହାଇଟେକ କୋଭିଡ ହସ୍ପିଟାଲ ଓ କିମ୍ସ...

ୟୁକ୍ରେନ୍‌ରେ ଫସିଥିବା ଓଡ଼ିଆଙ୍କ ପାଇଁ ଖୋଲିଲା ସ୍ବତନ୍ତ୍ର ସହାୟତା ସେଲ

ଭୁବନେଶ୍ୱର,୨୫।୨(ବ୍ୟୁରୋ): ୟୁକ୍ରେନ୍‌ରେ ଫସିଥିବା ଓଡ଼ିଆଙ୍କ ପାଇଁ ସ୍ବତନ୍ତ୍ର ସହାୟତା ସେଲ ଖୋଲିଛି। ଦିଲ୍ଲୀ ସ୍ଥିତ ଓଡ଼ିଶା ରେସିଡେଣ୍ଟ କମିଶନରଙ୍କ କାର୍ଯ୍ୟାଳୟରେ ଏହି ସେଲ୍‌ ଖୋଲା ଯାଇଛି। ରେସିଡେଣ୍ଟ କମିଶନର ରବି କାନ୍ତ ସ୍ବତନ୍ତ୍ର ସେଲ ନୋଡାଲ ଅଫିସର ନିଯୁକ୍ତି ପାଇଛନ୍ତି।...

ୟୁକ୍ରେନ୍‌ରେ ଫସିଥିବା ଓଡ଼ିଆଙ୍କ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୨(ବ୍ୟୁରୋ): ରୁଷିଆ-ୟୁକ୍ରେନ୍‌ ମଧ୍ୟରେ ଦୁଇ ଦିନ ଧରି ଯୁଦ୍ଧ ଜାରି ରହିଛି । ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିିମିର ପୁଟିନ୍‌ ଯୁଦ୍ଧ ନେଇ ଘୋଷଣା କରିବା ପରେ ୟୁକ୍ରେନ୍‌ ଉପରେ ରୁଷିଆ ଜୋରଦାର ଆକ୍ରମଣ କରିଛି। ୟୁକ୍ରେନ୍‌କୁ ତିନିପଟୁ ଘେରି...

ପୌର ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ଭୁବନେଶ୍ୱର, ୨୫।୨(ବ୍ୟୁରୋ): ପୌର ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ । ମାର୍ଚ୍ଚ ୨୪ ତାରିଖରେ ହେବ ପୌର ନିର୍ବାଚନ । ଏ ନେଇ ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢୀ ସୂଚନା ଦେଇଛନ୍ତି। ଭୁବନେଶ୍ୱର, କଟକ, ବ୍ରହ୍ମପୁରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri