ମେଟ୍ରୋ

ଆଗତ ହେଲା ବଜେଟ୍‌, ଜାଣନ୍ତୁ କେଉଁ କ୍ଷେତ୍ର ପାଇଁ କେତେ ଟଙ୍କାର ବ୍ୟୟ ବରାଦ

ଭୁବନେଶ୍ୱର,୨ା୭(ବ୍ୟୁରୋ): ରାଜ୍ୟ ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଶନିବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଏହି ବଜେଟ୍‌ରେ ମୋଟ୍‌ ୨ ଲକ୍ଷ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ତେବେ ଜାଣନ୍ତୁ…

୧୦ ରୁ ୧୫ ଦିନ ମଧ୍ୟରେ ବଢ଼ିବ ସଂକ୍ରମଣ, ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ରଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ରାଜ୍ୟରେ ୧୦-୧୫ ଦିନ ମଧ୍ୟରେ ଅଧିକ ମାତ୍ରାରେ ସଂକ୍ରମଣ ବଢ଼ିପାରେ । କାଲି ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳନ କରାଯାଇଛି । ଯଦି…

ଅପରାହ୍ନ ୪ଟାଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨ା୭ (ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି। ଗୃହ ଆରମ୍ଭରୁ ଶୋକ ପ୍ରସ୍ତାବ ଆଗତ ପରେ ଗୃହକାର୍ଯ୍ୟ ସ୍ବାଭାବିକ ଚାଲିଥିଲା। ହେଲେ ନୂପୁର ଶର୍ମାଙ୍କ ବିବାଦୀୟ ମନ୍ତବ୍ୟ ପ୍ରସଙ୍ଗରେ ଗୃହରେ ହଟ୍ଟଗୋଳ ପରିସ୍ଥିତି ସୃଷ୍ଟି ହୋଇଥିଲା। ନୂପୁର ଶର୍ମାଙ୍କ ପ୍ରସଙ୍ଗକୁ…

ଆରମ୍ଭ ହେଲା ବିଧାନସଭା ଅଧିବେଶନ

ଭୁବନେଶ୍ବର,୨।୭(ବ୍ୟୁରୋ): ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଦିବଙ୍ଗତ ପୂର୍ବତନ ବିଧାୟକ ସୁରେନ୍ଦ୍ର କଅଁରଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ ହୋଇଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଏହି ଶୋକ…

ଉପରମୁହାଁ ହେଉଛି ସଂକ୍ରମଣ: ଚିହ୍ନଟ ହେଲେ ୨୩୧ ପଜିଟିଭ୍‌

ଭୁବନେଶ୍ବର,୨।୭(ବ୍ୟୁରୋ): ରାଜ୍ୟରେ ଉପରମୁହାଁ ହେଉଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୫ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୯୬ ଜଣ ସ୍ଥାନୀୟ ସଂକ୍ରମିତ…

ବିଧାନସଭା ଅଧିବେଶନ ପୂର୍ବରୁ ବସିବ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ବର,୨।୭(ବ୍ୟୁରୋ): ଆଜି ବସିବ ବିଜେଡି ବିଧାୟକ ଦଳ ବୈଠକ। ଏହି ବୈଠକରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିବେ। ବଜେଟ୍‌ ଅଧିବେଶନରେ ବିରୋଧୀଙ୍କୁ ମୁକାବିଲା କରିବା ଲାଗି ରଣନୀତି ପ୍ରସ୍ତୁତ କରିବ ଦଳ। ଶନିବାରଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ…

୨୫ ହଜାର ୟୁନିଟ୍‌ ରକ୍ତ ସଂଗ୍ରହ କରିବ ବିଜୁ ଯୁବଛାତ୍ର ଜନତା ଦଳ

ଭୁବନେଶ୍ୱର,୨।୭(ବ୍ୟୁରୋ): ଆସନ୍ତା ଡିସେମ୍ବର ୨୬ରେ ବିଜୁ ଜନତା ଦଳର ୨୫ତମ ପ୍ରତିଷ୍ଠା ଦିବସ ପାଳନ ହେବ। ଏହା ପୂର୍ବରୁ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ରାଜ୍ୟବ୍ୟାପୀ ଜୀବନବିନ୍ଦୁ ରକ୍ତଦାନ ଶିବିର ମାଧ୍ୟମରେ ୨୫,୦୦୦ ୟୁନିଟ୍‌ ରକ୍ତ ସଂଗ୍ରହ କରାଯିବ। ଏ…

ବିରୋଧୀଙ୍କ ନେତୃତ୍ୱକୁ ନେଇ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୨।୭(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ଶନିବାରଠାରୁ ଆରମ୍ଭ ହେବ। ଏହା ଏକ ମାସ ଧରି ଚାଲିବ। ଏହି ଅଧିବେଶନରେ ରାଜ୍ୟ ସରକାର ପୂର୍ଣ୍ଣାଙ୍ଗ ବଜେଟ ଆଣିବାକୁ ଯାଉଛନ୍ତି। ଏହା ସହ ବିରୋଧୀଙ୍କୁ ସମ୍ମୁଖୀନ ହେବା ସକାଶେ ଶାସକ ଦଳ ପକ୍ଷରୁ ରଣନୀତି…

ରାଜ୍ୟରେ ନିଷେଧ ହେଲା ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ

ଭୁବନେଶ୍ୱର,୨ା୭(ବ୍ୟୁରୋ): ଜୁଲାଇ ୧ରୁ ସମଗ୍ର ଦେଶରେ ଥରେ ବ୍ୟବହୃତ (ସିଙ୍ଗଲ୍‌ ୟୁଜ୍‌) ପ୍ଲାଷ୍ଟିକ ସାମଗ୍ରୀର ବ୍ୟବହାରକୁ ନିଷେଧ କରାଯାଇଛି। ରାଜ୍ୟରେ ଏହା ଲାଗୁ ହୋଇଛି। ପରିବେଶକୁ କ୍ଷତି ପହଞ୍ଚାଉଥିବା ପଲିଥିନ ବିକ୍ରି, ବ୍ୟବସାୟ, ଉତ୍ପାଦନ, ଆମଦାନୀ, ପରିବହନ, ଗଚ୍ଛିତ, ବ୍ୟବହାର କିମ୍ବା…

ଆଜି ପୂର୍ଣ୍ଣାଙ୍ଗ ବଜେଟ

ଭୁବନେଶ୍ୱର, ୨ା୭(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ଶନିବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନ ଜୁଲାଇ ୨ରୁ ଅଗଷ୍ଟ ୪ ଯାଏ ଚାଲିବ। ଏଥିରେ ମୋଟ ୨୪ଟି କାର୍ଯ୍ୟଦିବସ ରହିଛି। ପ୍ରଥମ ଦିବସରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ…

ଶନିବାରଠାରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର,୧।୭(ବ୍ୟୁରୋ): ଶନିବାରଠାରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ଅଗଷ୍ଟ ୪ ଯାଏ ଚାଲିବ। ତେବେ ୨୪ ଦିନିଆ ଏହି ଅଧିବେଶରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଉଠିବା ସହ ଚଳିତ ବର୍ଷର ବଜେଟ୍‌ ଉପସ୍ଥାପନ ହୋଇପାରେ। ସେହିଭଳି କୋଭିଡ୍‌…

୪ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି!

ଭୁବନେଶ୍ୱର,୧।୭(ବ୍ୟୁରୋ): ଉତ୍ତର ଓଡ଼ିଶା ଓ ତା’ର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଆସନ୍ତା ୪ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?