ମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦ କୋଟି ବ୍ୟୟରେ ନିର୍ମାଣ ହେବ
ଭୁବନେଶ୍ୱର,୪।୧୦: ବିପର୍ଯ୍ୟୟ ମୁକାବିଲା ପାଇଁ ବିପର୍ଯ୍ୟୟ ଭବନ ନିର୍ମାଣ କରିବେ ସରକାର। ଆସନ୍ତା ୨ ବର୍ଷ ମଧ୍ୟରେ ୨୦୦ କୋଟି ବ୍ୟୟରେ ନିର୍ମାଣ କରାଯିବ। ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ଲୋକସେବା…
ଜେପିନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାକୁ ନେଇ…
ଭୁବନେଶ୍ୱର,୪।୧୦: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ୍ସରେ ସୂଚନା ଦେଇଛନ୍ତି। ଉଭୟଙ୍କ ମଧ୍ୟରେ ବିଭିନ୍ନ ସାଂଗଠନିକ ବିଷୟ ଉପରେ ଆଲୋଚନା ହୋଇଛି। ରାଜନୈତିକ ସ୍ଥିତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ଉପରେ…
ଘରଜ୍ୱାଇଁ ଉପାଖ୍ୟାନ ସହ ସୁଜାତା ପାଣ୍ଡିଆନଙ୍କୁ ବିବାଦକୁ ଟାଣିଲେ ଶ୍ରୀମୟୀ
ଭୁବନେଶ୍ୱର,୪ା୧୦: ପୁଣି ଥରେ ପରୋକ୍ଷରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ ମିଶ୍ର। ଅନାମ ବାବୁଙ୍କ କାହାଣୀ ଆଳରେ ନବୀନ ଏବଂ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଶ୍ରୀମୟୀ। ପୂର୍ବଥର…
ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି। ତେବେ ଏହି ୨ ଦିନର ରହଣି ମଧ୍ୟରେ ସେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସାଂଗଠନିକ ଦିଗକୁ ନେଇ ବରିଷ୍ଠ ନେତାଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ…
ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୪ା୧୦ (ବନ୍ଦନା ସେଠୀ):ମୌସୁମୀ ଆସିବାଠାରୁ ଏପର୍ଯ୍ୟନ୍ତ ୧୬ଟି ଲଘୁଚାପ ରାଜ୍ୟକୁ ପ୍ରଭାବିତ କରିଛି। ଏବେ ଲଘୁଚାପଜନିତ ବର୍ଷା ଲାଗି ରହିଥିବାବେଳେ ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଅକ୍ଟୋବର ୯ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ…
ବୟନିକାରୁ ବସ୍ତ୍ର କିଣିଲେ ମୁଖ୍ୟମନ୍ତ୍ରୀ: ଲୋକାଲ ଫର୍ ଭୋକାଲ ପାଇଁ ଦେଲେ ଆହ୍ବାନ
ଭୁବନେଶ୍ୱର,୪।୧୦(ସୁନିତ୍ ମିଶ୍ର) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନଠାରୁ ଗାନ୍ଧୀ ଏବଂ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପର୍ଯ୍ୟନ୍ତ ସେବା ସପ୍ତାହ ପାଳନ କରାଯାଉଛି। ଗାନ୍ଧୀ ଜୟନ୍ତୀ ଅବସରରେ ପରିବାର ସହ ଯାଇ ଗୁରୁବାର ଭୁବନେଶ୍ୱର ସ୍ଥିତ ବୟନିକାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
SI ପରୀକ୍ଷା ଜାଲିଆତିରେ ଅଛି ବଡ଼ବଡ଼ିଆଙ୍କ ହାତ: ‘ଓପିଆର୍ବି’ର ଦାୟିତ୍ୱହୀନତାକୁ ନେଇ ପ୍ରଶ୍ନ
ଭୁବନେଶ୍ୱର,(ସତ୍ୟଜିତ ରାଉତ)/ ବ୍ରହ୍ମପୁର, (ସୁବାସ ଚନ୍ଦ୍ର ପାଢ଼ୀ)/ କଟକ, ୪ା୧୦ (କାର୍ତ୍ତିକ ସାହୁ):ରାଜ୍ୟରେ ଗୋଟିକ ପରେ ଗୋଟିଏ ପରୀକ୍ଷା ଜାଲିଆତି ଘଟଣା ସାମ୍ନାକୁ ଆସୁଛି। ଏବେ ଖୋଦ୍ ପୋଲିସ ବିଭାଗରେ ଏସ୍ଆଇ ପରୀକ୍ଷା ସ୍କାମ୍କୁ ନେଇ ଓଡ଼ିଶା ଚର୍ଚ୍ଚାକୁ ଆସିଥିବାବେଳେ ପରୀକ୍ଷା…
୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩ା୧୦: ଗଜପତି ଜିଲାରେ ପ୍ରବଳ ବର୍ଷା ଓ ଭୂସ୍ଖଳନରେ ୨ ଜଣଙ୍କର ପ୍ରାଣହାନି ଘଟିଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି। ୨ ମୃତକଙ୍କ…
ସୃଷ୍ଟି ହେଲା ବାତ୍ୟା: ଓଡ଼ିଶା ଉପରେ…
ଭୁବନେଶ୍ୱର,୧୦।୩: ଆରବ ସାଗରରେ ସୃଷ୍ଟି ହେଲା ବାତ୍ୟା ‘ଶକ୍ତି’।୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବ । ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ଓଡ଼ିଶା ଉପରେ ବାତ୍ୟାର କୌଣସି ପ୍ରଭାବ ରହିବ ନାହିଁ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।…
SI ପରୀକ୍ଷା ସ୍କାମ: ବିଜେଡିର ସାଂଘାତିକ ଖୁଲାସା, ମାଷ୍ଟରମାଇଣ୍ଡ ସହ ମୁଖ୍ୟମନ୍ତ୍ରୀଙ୍କ ଫଟୋ
ଭୁବନେଶ୍ୱର,୩।୧୦: SI ପ୍ରଶ୍ନପତ୍ର ଲିକ ଘଟଣାରେ ବିଜେଡି ଭାଜପା ସରକାରଙ୍କୁ କଡ଼ା ଟାର୍ଗେଟ କରିଛି। ପେପର୍ ଲିକ ଘଟଣାରେ କିଏ ସମ୍ପୃକ୍ତ ତାହା ଜାଣିବାକୁ ବିଜେଡି ମୁଖ୍ୟମନ୍ତ୍ରୀଙ୍କୁ ସିଧା ପ୍ରଶ୍ନ କରିଛି। ସୂଚନା ଅନୁଯାୟୀ, ଶଙ୍କର ପୃଷ୍ଟିଙ୍କ କମ୍ପାନୀ ପଞ୍ଚସଫ୍ଟ ପରୀକ୍ଷା…
ସରକାରଙ୍କ ବଡ଼ ଘୋଷଣା: ନୂଆ ରଘୁନନ୍ଦନ ଲାଇବ୍ରେରୀ ଜାଗାରେ E-ଲାଇବ୍ରେରୀ
ଭୁବନେଶ୍ୱର,୩।୧୦: ନୂଆ ରଘୁନନ୍ଦନ ଲାଇବ୍ରେରୀ ଜାଗାରେ E-ଲାଇବ୍ରେରୀ ନିର୍ମାଣ ହେବ । ରାଜ୍ୟ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଏ ନେଇ ସୂଚନା ଦେଇଛନ୍ତି। ‘ଜ୍ଞାନ’ ଯଜ୍ଞ ମଣ୍ଡପ ନାଁରେ ନାର୍ମିତ ହେବ ଡିଜିଟାଲ ଲାଇବ୍ରେରୀ’। E-ଲାଇବ୍ରେରୀ ସହ ରିସର୍ଚ୍ଚ ସେଣ୍ଟର…
ପୋଲିସ SI ପରୀକ୍ଷା ମହାଘୋଟାଲାରେ ବଡ଼ ଅପଡେଟ୍: ଧରାପଡିଲା ମାଷ୍ଟରମାଇଣ୍ଡ!
ଭୁବନେଶ୍ୱର,୩।୧୦: ପୋଲିସ SI ପରୀକ୍ଷା ମହାଘୋଟାଲାରେ ସାମ୍ନାକୁ ଆସିଲା ବଡ଼ ଅପଡେଟ୍। ୧୧୪ ଜଣ ପରୀକ୍ଷାର୍ଥୀ ଓ ୩ ଦଲାଲ ଗିରଫ ପରେ ତତ୍ପରତା। ପ୍ରାଥମିକ ତଦନ୍ତ ଅନୁସାରେ ଶଙ୍କର ପୃଷ୍ଟି ଓ ମୁନା ମହାନ୍ତିଙ୍କ ନାଁକୁ ନେଇ ଚର୍ଚ୍ଚା ଜୋର…
Archives


