ମେଟ୍ରୋ

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି ମହିଳା ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଗୁରୁତ୍ୱପୂର୍ଣ୍ଣ…

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ ରହିତାଦେଶ କୋର୍ଟ ଉଠାଇଥିବା ଜଣାପଡିଛି। ଜାନୁଆରୀ ୧୦ ତାରିଖରେ ପୀୟୂଷଙ୍କୁ ଭୁବନେଶ୍ବର କୋର୍ଟ ଅର୍ଡର…

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର ଜାତୀୟ ସଭାପତି ନିର୍ବାଚିତ ହେବା ପାଇଁ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଉଛି। ଗତ କିଛି…

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…

ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବିଜେଡି ନେତାଙ୍କ ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ ଯାଜପୁର ନେତାଙ୍କ ବୈଠକ ବସିଥିଲା। ବୈଠକରେ ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ…

ପ୍ରମିଳାଙ୍କ ଘରେ ଏମିତି କ’ଣ ହେଲା? ନବୀନ ନିବାସ ମୁହାଁ ହେଲେ ବରିଷ୍ଠ ନେତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୦।୧: ନବୀନ ନିବାସରେ ବଡ଼ ହଲଚଲ। ବରିଷ୍ଠ ନେତା ନବୀନ ନିବାସରେ ପହଞ୍ଚିଛନ୍ତି। ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି ପରେ ଅଚାନକ ନବୀନ ନିବାସରୁ ବରିଷ୍ଠ ନେତାଙ୍କୁ ଡାକରା ଆସିଛି। ପ୍ରମିଳା ମଲ୍ଲିକ, ସଞ୍ଜୟ ଦାସବର୍ମା, ପ୍ରତାପ ଜେନା ନବୀନ…

ପ୍ରମିଳାଙ୍କ ଘରେ ବୈଠକ ପରେ ପ୍ରୀତିରଞ୍ଜନ ଘଡ଼ାଇଙ୍କ ବିସ୍ଫୋରଣ, କହିଲେ ନିଜକୁ ବାଘ…

ଭୁବନେଶ୍ବର, ୨୦|୧ : ପ୍ରମିଳା ମଲ୍ଲିକଙ୍କ ଘରେ ପୁଣିଥରେ ଯାଜପୁର ବିଜେଡି ନେତାଙ୍କ ମେଳି ଦେଖିବାକୁ ମିଳିଛି । ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ ଘଡ଼ାଇ, ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକ ଏବଂ ସୂଜାତା ସାହୁ ଏହି ବୈଠକରେ…

ରାଜସ୍ବ ବିଭାଗର ବିଜ୍ଞପ୍ତି, ଓଡ଼ିଶାରେ ଏହି ତାରିଖରୁ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର, ୨୦|୧: ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟରେ ୩୦ ଦିନ ଧରି ଚାଲିବ ଗଣନା । ଏପ୍ରିଲ୍‌ ୧୬ରୁ…

ଓଡିଶାରେ ବିଧାନ ପରିଷଦ ସୁନିଶ୍ଚିତ: ରାଜନୀତି ସରଗରମ, ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର, ୨୦।୧(ସୁନିତ୍‌ ମିଶ୍ର):ରାଜ୍ୟରେ ବିଧାନପରିଷଦ ଗଠନ ହେବ ଏହାଦ୍ୱାରା ଯୁବଗୋଷ୍ଠୀଙ୍କୁ ସୁଯୋଗ ମିଳିବ, ଏହି କଥା କହି ୨୦୧୪ ଏବଂ ୨୦୧୯ ନିର୍ବାଚନ ସମୟରେ ଏକାଧିକ ଟିକେଟ ଆଶାୟୀଙ୍କୁ ବୁଝାଇବାରେ ବିଜେଡି ସଫଳ ହୋଇଥିଲା। ସେହି ଯୁବଗୋଷ୍ଠୀ ବିଳମ୍ବରେ ବୁଝିଲେ ଏହା…

ବାବୁଙ୍କ ଦକ୍ଷତା ମାପିବେ ସରକାର: ତହସିଲଦାରଙ୍କ ପାଇଁ ଆସିବ ର଼୍ୟାଙ୍କିଙ୍ଗ ବ୍ୟବସ୍ଥା

ଭୁବନେଶ୍ୱର,୨୦।୧ (ରବିନାରାୟଣ ଜେନା):ରାଜ୍ୟବାସୀଙ୍କୁ କିଭଳି ହାତ ପାଆନ୍ତାରେ ରାଜସ୍ବ ସେବା ମିଳିବ ତାକୁ ନେଇ ଗତ ୧୮ମାସ ମଧ୍ୟରେ ରାଜସ୍ବ ବିଭାଗ ପକ୍ଷରୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ବିବିଧ ପ୍ରମାଣପତ୍ର ପ୍ରଦାନ ଓ ପୁରୁଣା ଆଇନକୁ ବନ୍ଦ କରିବା ଭଳି ୧୩ଟି…

କଳଙ୍କ, କନ୍ଦଳରୁ କେବେ ମୁକୁଳିବ କଂଗ୍ରେସ

ଭୁବନେଶ୍ୱର, ୨୦|୧ (ରବିନାରାୟଣ ଜେନା): ରାଜ୍ୟରେ ଗୋଟିଏ ପରେ ଗୋଟିଏ ସାଧାରଣ ନିର୍ବାଚନ, ରାଜ୍ୟ ସଭା ନିର୍ବାଚନ, ଉପନିର୍ବାଚନ ଓ ଅନ୍ୟାନ୍ୟ ନିର୍ବାଚନ ଯାଉଛି ଏବଂ ଆସୁଛି। ହେଲେ ଦୀର୍ଘ ୨୬ବର୍ଷ ଧରି ଜାତୀୟ କଂଗ୍ରେସ କେବଳ ସଂଘର୍ଷ କରି ଚାଲିଛି,…

ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର, ୨୦|୧ (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ ଶୀତ ଲହରି ଜାରି ରହିଥିଲେ ମଧ୍ୟ ଦିନସାରା ବସନ୍ତ ଋତୁର ପବନ ନିଆରା ଅନୁଭବ…

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ ରାତି ଗୋଟାଏରେ ଏହି ଅଗ୍ନିକାଣ୍ଡ ହୋଇଥିବା ବେଳେ ଏହା କିପରି ଘଟିଲା ତାହା ବର୍ତ୍ତମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?