ମେଟ୍ରୋ

୩ ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ୩ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ବେଳେ ୧୨ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ୧୨ଟି ଜିଲାରେ ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।…

ଶରତ ପିସିସି ସଭାପତି ହେବା ପରେ ଏପରି କହିଲେ ନିରଞ୍ଜନ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ଓଡ଼ିଶା କଂଗ୍ରେସର ନୂଆ ପିସିସି ସଭାପତି ଭାବେ ଶରତ ପଟ୍ଟନାୟକ ସୋମବାର ନିଯୁକ୍ତ ହୋଇଛନ୍ତି। ତାଙ୍କୁ ବିଧିବଦ୍ଧ ଭାବେ ଏଆଇସିସି ନିଯୁକ୍ତ କରିଛନ୍ତି। ଏହା ପୂର୍ବରୁ ସେ ୨୦୦୨ରେ ମଧ୍ୟ ପିସିସି ସଭାପତି ଥିଲେ । ଦାୟିତ୍ୱ ମିଳିବା ପରେ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୧୩ ଜଣ କୋଭିଡ୍‌ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ଲକ୍ଷ ୭୯ ହଜାର୧୧୮ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…

ଶରତ ପଟ୍ଟନାୟକ ହେଲେ ପିସିସି ସଭାପତି

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବହୁ ଅପେକ୍ଷାର ଅନ୍ତ ଘଟିଛି। କଂଗ୍ରେସ ନେତା ଶରତ ପଟ୍ଟନାୟକଙ୍କୁ ଓଡ଼ିଶା ପିସିସି ସଭାପତି ଭାବେ ସୋମବାର ନିଯୁକ୍ତ କରାଯାଇଛି। ଏ ନେଇ ଏଆଇସିସି ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ଥର ପାଇଁ ସେ ପିସିସି ସଭାପତି ହୋଇଛନ୍ତି। ପୂର୍ବରୁ…

ଶିବାଜୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୩।୫(ବ୍ୟୁରୋ): ବିଶିଷ୍ଟ ବାମପନ୍ଥୀ ନେତା ଶିବାଜୀ ପଟ୍ଟନାୟକଙ୍କ ସୋମବାର ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ସେ ଶେଷ ନିଶ୍ୱାଃସ ତ୍ୟାଗ କରିଛନ୍ତିସ। ଏ ନେଇ ସିପିଆଇ ରାଜ୍ୟ ସମ୍ପାଦକ ଅଳି ପଟ୍ଟନାୟକ ସୂଚନା ଦେଇଛନ୍ତି। ଶିବାଜୀ…

ଆଜି ରାଜ୍ୟରୁ ୭ ପଜିଟିଭ୍‌ ଚିହ୍ନଟ: ୧୨,୮୮,୩୭୯ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ରାଜ୍ୟରୁ ସୋମବାର ୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୩୭୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ଚିହ୍ନଟ ହୋଇଥିବା…

ହୀରାକୁଦର ଆବଦ୍ଧ ମାଛଚାଷ ସଫଳ ମଡେଲ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ଆବଦ୍ଧ ମାଛଚାଷ ବା କେଜ୍‌ ଫିସ୍‌ କଲ୍‌ଚର ଏକ ସଫଳ ମଡେଲ୍‌। ଏହା ଖୁବ୍‌ଶୀଘ୍ର ରାଜ୍ୟର ମଧୁର ପାଣି ମାଛ ଉତ୍ପାଦନକୁ ବହୁ ପରିମାଣରେ ବୃଦ୍ଧି କରିବ। ଉଭୟ କ୍ଷେତ୍ର ପରିଦର୍ଶନ ଏବଂ ଉଚ୍ଚସ୍ତରୀୟ ସମୀକ୍ଷା ପରେ…

୫ ବର୍ଷରେ ମଲେଣି ୪୦୯ ହାତୀ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି ହାତୀ ମୃତ୍ୟୁ। କେତେବେଳେ ବିଦ୍ୟୁତ ତାର ଲାଗି ହାତୀଙ୍କ ମୃତ୍ୟୁ ଘଟୁଛି ତ ଆଉ କେତେବେଳେ ବିଷ ଖାଇ, ଟ୍ରେନ ଧକ୍କାରେ, ଶିକାରୀଙ୍କ ଗୁଳି ଓ ରୋଗରେ ଜୀବନ ଯାଉଛି। ଓଡ଼ିଶା ବନ୍ୟପ୍ରାଣୀ…

ଦୁଇଦିନ ଝଡ଼ତୋଫାନ

ଭୁବନେଶ୍ୱର,୨୩।୫(ବ୍ୟୁରୋ) : ତାତିରୁ ଆଶ୍ୱସ୍ତି ଦେଇଛି କାଳବୈଶାଖୀ ବର୍ଷା। ଶନିବାରଠାରୁ ରବିବାର ସକାଳ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନାନୁସାରେ କେନ୍ଦୁଝର ଘସିପୁରାରେ ସର୍ବାଧିକ ୬୨.୧ ମିମି ବର୍ଷା ହୋଇଥିବାବେଳେ କୋରେଇରେ…

ୟୁଜିସି ଏନ୍‌ଇଟି: ଆବେଦନ ଫର୍ମରେ ଏଡିଟ୍‌ କରିପାରିବେ ଛାତ୍ରୀଛାତ୍ର

ଭୁବନେଶ୍ୱର, ୨୩ା୫(ବ୍ୟୁରୋ): ୟୁଜିସି ଏନ୍‌ଇଟି ପାଇଁ ଆବେଦନ କରିଥିବା ଛାତ୍ରୀଛାତ୍ରଙ୍କୁ ଫର୍ମ ଏଡିଟ୍‌ ବା ପରିବର୍ତ୍ତନ କରିବା ଲାଗି ସୁଯୋଗ ଦିଆଯାଇଛି। ଛାତ୍ରୀଛାତ୍ରମାନେ ନିଜ ଅନ୍‌ଲାଇନ୍‌ ଆବେଦନ ଫର୍ମକୁ ପରିବର୍ତ୍ତନ କରିପାରିବେ। ଏଥିପାଇଁ ଛାତ୍ରୀଛାତ୍ରଙ୍କୁ ugcnet.nta.nic.inରେ ଲଗ୍‌ ଇନ୍‌ କରି ନିଜ…

ଏଏସ୍‌ଆଇ ଅଜାଣତରେ ଜିପିଆର୍‌ଏସ୍‌

ପୁରୀ ଅଫିସ,୨୩।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ନିର୍ମାଣ ଓ ଖନନ କାର୍ଯ୍ୟ ପୂର୍ବରୁ ଗ୍ରାଉଣ୍ଡ ପେନିଟ୍ରେଟିଂ ରାଡାର୍‌ ସର୍ଭେ (ଜିପିଆର୍‌ଏସ୍‌) ହୋଇ ନ ଥିଲା। ଦୋଷ ଘୋଡ଼ାଇବା ପାଇଁ ପ୍ରଶାସନ ଶନିବାର ରାତିଅଧରେ ଲୁଚିଛପି ଜିପିଆରଏସ୍‌ ସର୍ଭେ କରୁଥିବା ଧରାପଡ଼ିଛି।…

ବ୍ରଜରାଜନଗର ଉପନିର୍ବାଚନ: ଚାଲିଛି ଜୋରଦାର ପ୍ରଚାର

ଭୁବନେଶ୍ୱର,୨୨।୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ନେଇ ପ୍ରଚାର ଜୋରଦାରା ଚାଲିଛି। ଘରକୁ ଘର ଯାଇ ୩ ପ୍ରମୁଖ ଦଳର ପ୍ରାର୍ଥୀମାନେ ଭୋଟ ମାଗୁଛନ୍ତି । ହେଭିଓ୍ବେଟ ନିଜ ଦଳ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଙ୍ଗ ଧରିଛନ୍ତି । ଭୋଟରଙ୍କୁ ନିଜ ସପକ୍ଷରେ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri