ମେଟ୍ରୋ

ପ୍ରଦୀପ୍ତଙ୍କ ଅସୁସ୍ଥତା ବିରୋଧୀଙ୍କୁ ମୌକା

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ଆସନ୍ତା ଜୁଲାଇ ୨ରେ ବିଧାନସଭାର ମୌସୁମୀ ଅଧିବେଶନ। ଏହା ପୂର୍ବରୁ ଭାଜପା ଶିବିର ଚଳଚଞ୍ଚଳ ହୋଇଉଠିଛି। ବିରୋଧୀ ଦଳ ନେତା ପଦବୀ ପାଇଁ ବିଧାୟକମାନଙ୍କ ମଧ୍ୟରେ ଆରମ୍ଭ ହୋଇଗଲାଣି ଜୋରଦାର ପ୍ରତିଯୋଗିତା। ଏହି ରେସ୍‌ରେ ଆଗରେ ରହିଛନ୍ତି ବିରୋଧୀ ଦଳ…

ଷ୍ଟେଜ୍‌-୩ରେ ଭଲ ହୋଇପାରିବ ସ୍ତନ କର୍କଟ

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ସ୍ତନ କର୍କଟର ବି ଚିକିତ୍ସା ହୋଇପାରିବ। ଖୁବ୍‌ଶୀଘ୍ର ଏଥିପାଇଁ ଔଷଧ ଆସିବ। ଷ୍ଟେଜ୍‌-୩ରେ ଥିବା ସ୍ତନ କର୍କଟ ରୋଗ ମଧ୍ୟ ଭଲ ହୋଇପାରିବ। ଏହାର ଚିକିତ୍ସା କ୍ଷେତ୍ରରେ ଓଡ଼ିଆ ବୈଜ୍ଞାନିକ ସଫଳତା ହାସଲ କରିଛନ୍ତି। ଭୁବନେଶ୍ୱର ଜୀବ ବିଜ୍ଞାନ…

୨୮ ଲକ୍ଷର ବ୍ରାଉନସୁଗାର ଜବତ,୨ ଗିରଫ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜଧାନୀରୁ ବ୍ରାଉନସୁଗାର ଜବତ। ୟୁନିଟ ୮ ନାରାୟଣୀ ବସ୍ତିରୁ ୨୮୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ। ଏଥିରେ ଦୁଇ ଭାଇଙ୍କୁ ଗିରଫ କରାଯାଇଛି। ଏମାନେ ଖୋର୍ଦ୍ଧାରୁ ବ୍ରାଉନସୁଗାର ଆଣି ଭୁବନେଶ୍ୱରରେ ବିକ୍ରି କରୁଥିଲେ। ତେବେ ଜବତ ହୋଇଥିବା…

ବଢ଼ୁଛି କରୋନା: ଲୋକଙ୍କୁ ଭିଡ଼କୁ ନ ଯିବାକୁ କହିଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ସ୍ଲୋ ପ୍ରାଗେସରେ ଅଛି। ପୂର୍ବରୁ ସଂକ୍ରମଣ ୫୦ ମଧ୍ୟରେ ରହୁଥିଲା, କିଛି ଦିନ ହେବ ତାହା ୭୦କୁ ଛୁଇଁଥିଲ। ବର୍ତ୍ତମାନ ଏହି ସଂଖ୍ୟା ୧୦୦ ପାର କରିଛି ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ…

ମୌସୁମୀ ଅଧିବେଶନ: ୨୯ରୁ ହେବ କୋଭିଡ ପରୀକ୍ଷା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ଆସନ୍ତା ଜୁଲାଇ ୨ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ। ତେବେ ମୌସୁମୀ ଅଧିବେଶନ ପୂର୍ବରୁ ଏଥର ବି କୋଭିଡ କଟକଣା ରହିବ। ଏଥିପାଇଁ ଆସନ୍ତା ୨୯ରୁ ଜୁଲାଇ ୧ ତାରିଖ ଯାଏ କୋଭିଡ ପରୀକ୍ଷା ହେବ। ବିଧାୟକ, ବିଧାନସଭା…

ପୁରୀରେ ବଢାଯିବ ଆଣ୍ଟିଜେନ୍‌ ଟେଷ୍ଟ୍‌: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ କାରୋନା ସଂକ୍ରମଣକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ସ୍ଥିତି ଉପରେ ନଜର ରଖାଯାଇଛି। କଟକ, ଭୁବନେଶ୍ୱରରେ ସ୍ଥିତି ଅଧିକ ରହୁଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ…

ଆସିଲା ରାଇମୋହନଙ୍କ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ଆସିଲା ବ୍ୟବଚ୍ଛେଦ ରିପୋର୍ଟ। ଅଭିନେତା ରାଇମୋହନ ପରିଡାଙ୍କ ମୃତ୍ୟୁ ଶ୍ବାସରୁଦ୍ଧ କାରଣରୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ ରହିଛି। ଗଳାରେ ରଶି ଲଗାଇବା କାରଣରୁ ଶ୍ବାସରୁଦ୍ଧ ହୋଇଥିବା ଜଣାପଡିଛି । ଏନେଇ କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି ।…

ଆଜି ରାଜ୍ୟରେ ୧୦୦ରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨୮।୬: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ…

ଭାଜପାରେ ଯୋଗଦେଲେ କଂଗ୍ରେସ, ସିପିଆଇ ନେତା

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟଶୈଳୀ ଏବଂ ଭାଜପା ପ୍ରତି ଆସ୍ଥା ପ୍ରକଟ କରି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳର କଂଗ୍ରେସ ଓ କମ୍ୟୁନିଷ୍ଟ ପାର୍ଟିର ବହୁ ପୁରୁଷ ଏବଂ ମହିଳା…

ଅଗ୍ନିପଥ ଯୋଜନା ପ୍ରତ୍ୟାହାର କର: କଂଗ୍ରେସ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ସେନାବାହିନୀରେ ଅଗ୍ନିବୀର ନିଯୁକ୍ତି ପ୍ରକ୍ରିୟାକୁ ପ୍ରତ୍ୟାହାର ଦାବିରେ କଂଗ୍ରେସ ପକ୍ଷରୁ ସୋମବାର ରାଜ୍ୟବ୍ୟାପୀ ସତ୍ୟାଗ୍ରହ କରାଯାଇଛି। ଦଳ ତରଫରୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ଓ୍ବାରି ଦିନ ୧୦ରୁ ୧ଟା ମଧ୍ୟରେ ଏହା ପାଳନ କରାଯାଇଛି। ପ୍ରଦେଶ କଂଗ୍ରେସ…

ନିର୍ଦ୍ଧାରିତ ସମୟରେ ସମସ୍ତ ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୮।୬ (ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସୋମବାର ଏକ ଅନ୍ତର୍ବିଭାଗୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ବୈଠକରେ ସହରର ଉନ୍ନତୀକରଣରେ ନିୟୋଜିତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରାଯାଇଥିଲା। ସହରର…

୭୦ ଦିନକୁ ଖସିଲାଣି ମୌସୁମୀ ବର୍ଷା

ଭୁବନେଶ୍ୱର,୨୮ା୬(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ବଡ଼ ଆହ୍ବାନ ସୃଷ୍ଟି କରିଛି। ଏହା ଓଡ଼ିଶା ପାଇଁ ମଧ୍ୟ ଭୟଙ୍କର ପରିସ୍ଥିତି ସୃଷ୍ଟି କରିବାକୁ ଯାଉଛି। ଗତ ଦୁଇ ଦଶନ୍ଧି ହେବ ରାଜ୍ୟରେ ମୌସୁମୀ ଆଗମନ ଓ ବର୍ଷାରେ ଅସ୍ବାଭାବିକତା ଦେଖାଦେଇଛି। ୧୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?