ମେଟ୍ରୋ

‘ରଥଯାତ୍ରା ବେଳେ ପୁରୀରେ ମାସ୍କ ବାଧ୍ୟତାମୂଳକ’

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଆଉ କିଛିଦିନ ପରେ ପୁରୀରେ ଆରମ୍ଭ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ୨ ବର୍ଷ ପରେ ଚଳିତବର୍ଷ ଭକ୍ତମାନେ ମହାପ୍ରଭୁଙ୍କ ରଥ ଟାଣିବାର ସୁଯୋଗ ପାଇବେ। ତେବେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ କରୋନା କଟକଣାକୁ କଡ଼ାକଡ଼ି କରାଯାଇଛି।…

ଦମ୍ପତିଙ୍କୁ ତାଲା ପକାଇ ଲୁଟିନେଲେ ସୁନା, ନଗଦ ୧୨ ଲକ୍ଷ ଟଙ୍କା

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ରାଜଧାନୀ ଉପକଣ୍ଠରେ ବଡ଼ ଧରଣର ଡକାୟତି ହୋଇଛି। ଦମ୍ପତିଙ୍କୁ ତାଲା ପକାଇ ଅଧାକିଲୋ ସୁନା, ୧୨ ଲକ୍ଷ ଟଙ୍କା ଲୁଟିଥିବା ନେଇ ଅଭିଯୋଗ ହୋଇଛି। ଚନ୍ଦକା ଥାନା ହରିପୁର ଗାଁର ଘର ମାଲିକ ତଥା ଅବସରପ୍ରାପ୍ତ କିରାଣି ସତ୍ୟନାରାୟଣ ମିଶ୍ର…

୨୮ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ମୌସୁମୀ ପ୍ରବେଶ କରିବା ପରେ ଏବେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ତେବେ ମଙ୍ଗଳବାରଠାରୁ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ମଙ୍ଗଳବାର ଝାରସୁଗୁଡ଼ା, ସୁନ୍ଦରଗଡ଼,…

ରାଜ୍ୟରେ ବଢ଼ିଚାଲିଛି କରୋନା, ଆଜି ୬୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ରାଜ୍ୟରୁ ସୋମବାର ୬୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୩୨୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୨ ଜଣ ଚିହ୍ନଟ ହୋଇଥିବା…

ବସ୍‌ ଧର୍ମଘଟ ନେଇ ଆଜି ଘୋଷଣା

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ୧୦ ଦଫା ଦାବି ନେଇ ଆସନ୍ତା ୧ରୁ ଘରୋଇ ବସ୍‌ ମାଲିକ ସଂଘ ଧର୍ମଘଟ ଡାକରା ଦେଇଛନ୍ତି। ତେବେ ସେହିଦିନ ରଥଯାତ୍ରା ଥିବାରୁ ଧର୍ମଘଟ ହେଲେ ପରିସ୍ଥିତି ବିଗିଡ଼ିବାର ଆଶଙ୍କା ରହିଛି। ତେଣୁ ଘରୋଇ ବସ୍‌ ମାଲିକ ସଂଘ ସହ…

୩୦ରେ ଭୁବନେଶ୍ୱର ଫେରିବେ ନବୀନ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇଟାଲୀ ଗସ୍ତ କାର୍ଯ୍ୟକ୍ରମ ରବିବାର ଶେଷ ହୋଇଛି। ଇଟାଲୀର ରୋମ୍‌ରେ ୬ ଦିନ ଅବସ୍ଥାନ କାଳରେ ମୁଖ୍ୟମନ୍ତ୍ରୀଙ୍କ ଅନେକ କାର୍ଯ୍ୟକ୍ରମ ରହିଥିଲା। ପ୍ରଥମେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କାର୍ଯ୍ୟକ୍ରମ…

‘ଯୋଜନାବଦ୍ଧ ଭାବେ ସୈନ୍ୟବାହିନୀକୁ ଦୁର୍ବଳ କରୁଛନ୍ତି ମୋଦି ସରକାର’

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଦେଶର ସୈନ୍ୟବାହିନୀକୁ ଯୋଜନାବଦ୍ଧ ଭାବେ ଦୁର୍ବଳ କରିବାକୁ କେନ୍ଦ୍ର ସରକାରଙ୍କ ପ୍ରଚେଷ୍ଟାକୁ କେବେହେଲେ ବରଦାସ୍ତ କରାଯିବ ନାହିଁ। ଦେଶର ସେନା ଓ ଯୁବବର୍ଗଙ୍କ ଭବିଷ୍ୟତକୁ ଅଗ୍ନିପଥ ଯୋଜନା ମାଧ୍ୟମରେ ଅନ୍ଧକାର ଭିତରକୁ ଠେଲି ଦେବାକୁ କେନ୍ଦ୍ର ସରକାର ଯେଉଁ ଅପଚେଷ୍ଟା…

‘ଘରୋଇ ସ୍କୁଲ ଉପରେ ରାଜ୍ୟ ସରକାର ଦୃଢ଼ ପଦକ୍ଷେପ ନିଅନ୍ତୁ’

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଜାତୀୟ ଶିକ୍ଷା ନୀତି(ଏନ୍‌ଇପି)-୨୦୨୨ ନୂତନ ଜ୍ଞାନ କୌଶଳ ଓ ଭାରତୀୟ ସଂସ୍କୃତିକୁ ଆଧାର କରି ପ୍ରସ୍ତୁତ ହୋଇଛି। ଶିକ୍ଷା କ୍ଷେତ୍ରରେ ବିଶ୍ୱସ୍ତରରେ ଯେପରି ଭାରତ ଅନ୍ୟ ଦେଶ ସହ ସମକକ୍ଷ ହୋଇପାରିବ ସେ ନେଇ ଏଥିରେ ବ୍ୟବସ୍ଥା ହୋଇଛି। ଏହାସହ…

୮ରୁ ୟୁଜିସି ଏନ୍‌ଇଟି ପରୀକ୍ଷା

ଭୁବନେଶ୍ୱର, ୨୭।୬(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ୟୁଜିସି ଏନ୍‌ଇଟି ପରୀକ୍ଷା ସଂକ୍ରାନ୍ତରେ ରବିବାର ଘୋଷଣା କରାଯାଇଛି। ଡିସେମ୍ବର ୨୦୨୧ରେ ହେବାକୁ ଥିବା ୟୁଜିସି ଏନ୍‌ଇଟି ପରୀକ୍ଷା ଜୁଲାଇ ୮, ୯, ୧୧ ଓ ୧୨ରେ ଅନୁଷ୍ଠିତ ହେବ। ସେହିଭଳି…

ପୁରୀ ରଥଯାତ୍ରା କଥା କହିଲେ ମୋଦି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ରେ ଓଡ଼ିଶାର ପ୍ରଭୁ ଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରା ସମ୍ପର୍କରେ କହିଛନ୍ତି। ଜୁଲାଇ ୧ରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ପୁରୀ ରଥଯାତ୍ରା ସହିତ ପ୍ରତ୍ୟେକ ଦେଶବାସୀ…

ଦ୍ରୌପଦୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଓଡ଼ିଶାର ଝିଅ ତଥା ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାରେ ଟେଲିଫୋନ ଯୋଗେ କଥା ହୋଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ପୁଣି ଥରେ ଶୁଭେଚ୍ଛା ଜଣାଇଛନ୍ତି। ମୁର୍ମୁଙ୍କ…

ରାଇମୋହନଙ୍କ ଆତ୍ମହତ୍ୟାର କାରଣ ଖୋଜୁଛି ପୋଲିସ

ଭୁବନେଶ୍ୱର,୨୬ା୬(ବ୍ୟୁରୋ): ଅଭିନେତା ରାଇମୋହନ ପରିଡ଼ାଙ୍କ ଆତ୍ମହତ୍ୟାକୁ ୩ ଦିନ ପୂରିଛି। ତେବେ ଏହି ମାମଲାର ବିଭିନ୍ନ ଦିଗକୁ ନେଇ ତଦନ୍ତ କରୁଛି କମିଶନରେଟ୍‌ ପୋଲିସ। ବର୍ତ୍ତମାନ ସୁଦ୍ଧା ତାଙ୍କ ଆତ୍ମହତ୍ୟାର କାରଣ ସ୍ପଷ୍ଟ ହୋଇନାହିଁ। ଏହି ଘଟଣାରେ ରାଇମୋହନଙ୍କ ଝିଅ, ଜ୍ବାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?