ଆଜି ୧୨ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୧ା୪(ବ୍ୟୁରୋ): ରାଜ୍ୟରୁ ସୋମବାର ୧୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୮୫୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୭ ଜଣ ଚିହ୍ନଟ ହୋଇଥିବା…
ରାଜଧାନୀରେ ମର୍ଡର: ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର
ଭୁବନେଶ୍ୱର,୧୧ା୪(ବ୍ୟୁରୋ): ରାଜଧାନୀରେ ମର୍ଡର ହୋଇଛି। ରବିବାର ବିଳମ୍ବିତ ରାତିରେ ଗୋଟିଏ ପରିବାରକୁ ଦୁର୍ବୃତ୍ତମାନେ ଛୁରାରେ ଆକ୍ରମଣ କରିଛନ୍ତି। ଫଳରେ ସ୍ବାମୀଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି।…
ବିପଦରେ ବାଘ, ଏସ୍ଟିଏଫ୍ ଧରିଲାଣି ୨୭ ଛାଲ
ଭୁବନେଶ୍ୱର,(ବ୍ୟୁରୋ)/ଦାରିଙ୍ଗବାଡ଼ି/ବାଲିଗୁଡ଼ା, ୧୧।୪ (ଡି.ଏନ୍.ଏ): ରାଜ୍ୟରେ ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ ବେଧଡ଼କ ଚାଲିଛି। ଯେତେ ଚଢ଼ାଉ ହେଉଛି, ସେତେ ଧରାପଡୁଛି। ବିଶେଷକରି ବାଘ ବଂଶ ପ୍ରତି ବଡ଼ ବିପଦ ଦେଖାଦେଇଛି। ବନ୍ୟଜନ୍ତୁ ଶିକାରୀଙ୍କ ବିରୋଧରେ ସ୍ବତନ୍ତ୍ର ଅଭିଯାନ ଚଳାଇଥିବା କ୍ରାଇମବ୍ରାଞ୍ଚ…
ତଟ ସୁରକ୍ଷାରେ ଅତ୍ୟାଧୁନିକ ହେଲିକପ୍ଟର ସାମିଲ
ଭୁବନେଶ୍ୱର,୧୧।୪(ବ୍ୟୁରୋ): ଭାରତୀୟ ତଟରକ୍ଷୀ ବାହିନୀ(ଆଇସିଜି) ପକ୍ଷରୁ ରବିବାର ପ୍ରଥମ ଆଇସିଜି ଆଡ୍ଭାନ୍ସଡ୍ ଲାଇଟ୍ ହେଲିକପ୍ଟର(ଏଏଲ୍ଏଚ୍) ଏମ୍କେ-୩ର ‘୮୩୦ ସ୍କ୍ବାଡ୍ରନ(ସିଜି)’ ଲୋକାର୍ପିତ ହୋଇଛି। ଭୁବନେଶ୍ୱର ବିମାନବନ୍ଦରସ୍ଥିତ ଆଇସିଜି ଏୟାର ଏନ୍କ୍ଲେଭ୍ଠାରେ ଆଇସିଜି ମହାନିର୍ଦ୍ଦେଶକ ଭିଏସ୍ ପଠାନିଆ, ପିଟିଏମ୍, ଟିଏମ୍ ଏହାକୁ ଲୋକାର୍ପଣ କରିବା…
ଯୁକ୍ତ୨ ନାମଲେଖା ପୂର୍ବରୁ ହେବ କାଉନ୍ସେଲିଂ
ଭୁବନେଶ୍ୱର,୧୧।୪(ବ୍ୟୁରୋ): ଯୁକ୍ତ୨ ନାମଲେଖା ପ୍ରକ୍ରିୟାରେ ପରିବର୍ତ୍ତନ ହେବ। ବୈଷୟିକ ଢାଞ୍ଚାରେ ନାମ ଲେଖାଇବାକୁ ସ୍ବତନ୍ତ୍ର ବ୍ୟବସ୍ଥା ଲାଗୁ କରାଯିବ। ଏଣିକି ଯୁକ୍ତ୨ ନାମଲେଖା ପୂର୍ବରୁ କାଉନ୍ସେଲିଂ କରିବାକୁ ଗଣଶିକ୍ଷା ବିଭାଗ ସ୍ଥିର କରିଛି। ଏହି କାଉନ୍ସେଲିଂ ଲାଗି ସ୍ବତନ୍ତ୍ର କମିଟି ଗଠନ…
୪୦ ଡିଗ୍ରୀ ଉପରେ ୧୧ ସହର
ଭୁବନେଶ୍ୱର, ୧୧।୪(ବ୍ୟୁରୋ): ସାରା ରାଜ୍ୟରେ ପ୍ରବଳ ଖରା ତାତି ଜାରି ରହିଛି। ଉପକୂଳଠାରୁ ପଶ୍ଚିମ ଓଡ଼ିଶାରେ ସ୍ଥିତି ଅସହ୍ୟ ହୋଇଛି। ଗରମରେ ଲୋକେ ଆଉଟୁପାଉଟୁ ହେଉଛନ୍ତି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ରବିବାର ୧୧ ସହରର ତାପମାତ୍ରା ୪୦ ଡିଗ୍ରୀ…
ଶ୍ରେୟ ନେବାକୁ ପ୍ରତିଦ୍ୱନ୍ଦ୍ୱିତା
ଭୁବନେଶ୍ୱର,୧୧।୪(ବ୍ୟୁରୋ): ଶ୍ରୀକ୍ଷେତ୍ରରେ ନବନିର୍ମିତ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ସୋମବାର ଲୋକାର୍ପଣ ହେବ। ଏହାର ଅବ୍ୟବହିତ ପୂର୍ବରୁ ଶ୍ରେୟ ନେବାକୁ ଶାସକ ବିଜେଡି ଏବଂ ଭାଜପା ମଧ୍ୟରେ ରାଜନୀତି ଆରମ୍ଭ ହୋଇଯାଇଛି। ଉଦ୍ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୌଜନ୍ୟମୂଳକ ଭାବେ ମୁଖ୍ୟମନ୍ତ୍ରୀ…
ତାଲିକା ତାରିଖ ଘୁଞ୍ଚି ଚାଲିଛି
ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ଓଏଏସ୍, ଓପିଏସ୍, ରାଜସ୍ବ, ଅର୍ଥ, ଜଙ୍ଗଲ ଭଳି ସମସ୍ତ ବିଭାଗର ସରକାରୀ ଅଧିକାରୀ ଏବଂ କର୍ମଚାରୀ ସେମାନଙ୍କ ବାର୍ଷିକ ସମ୍ପତ୍ତି ତାଲିକା ଦେବାକୁ ବାଧ୍ୟତାମୂଳକ କରାଯାଇଛି। ହେଲେ ଏଥିପ୍ରତି ଅଧିକାରୀମାନେ ଆଗ୍ରହ ଦେଖାଉନାହାନ୍ତି।…
ମହାନଦୀରେ ଭାସି ଯାଇ ନାବାଳକ ମୃତ, ଏବେ ବି ୨ ନିଖୋଜ
କଟକ ଅଫିସ,୧୦।୪: ମହାନଦୀ ଯୋବ୍ରାଠାରେ ଗାଧୋଇବା ବେଳେ ୩ଜଣ ନାବାଳକ ରବିବାର ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରେ ଜଣେ ନାବାଳକଙ୍କୁ ସ୍ଥାନୀୟ ଲୋକ ଗୁରୁତର ଅବସ୍ଥାରେ ଉଦ୍ଧାର କରି କଟକ ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ନାବାଳକଙ୍କ…
ଏସଟିଏଫ ପଞ୍ଝାରେ ବାଘଛାଲ ବ୍ୟବସାୟୀ
ଭୁବନେଶ୍ୱର,୧୦।୪(ବ୍ୟୁରୋ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦବେରି ଗାଁ ନିକଟରୁ ରବିବାର ଇଷ୍ଟିଏଫ ଟିମ୍ ବାଘ ଛାଲ ଜବତ କରିଛି। ଏହା ସହ ଘଟଣଣାରେ ସମ୍ପୃକ୍ତ ଜଣେ ବାଘଛାଲ ବ୍ୟବସାୟୀ ଗିରଫ ହୋଇଛନ୍ତି। ଗିରଫ ଜଣଙ୍କ ହେଲେ ଦାରିଙ୍ଗବା ପାଙ୍ଗାଲି ଗ୍ରାମର ବିପିନ…
ରାମନବମୀର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ-ରାଜ୍ୟପାଳ
ଭୁବନେଶ୍ୱର,୧୦।୪(ବ୍ୟୁରୋ): ଆଜି ପବିତ୍ର ରାମନବମୀ। ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ପାଳୁଛି ଦେଶ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ପବିତ୍ର ରାମନବମୀ ଅବସରରେ ରାଜ୍ୟବାସୀଙ୍କୁ ମୋର ଶୁଭେଚ୍ଛା। ପ୍ରଭୁ ଶ୍ରୀରାମଙ୍କ…
ଆଜି ଶ୍ରୀରାମ ନବମୀ: ଚଳଚଞ୍ଚଳ ରାମ ମନ୍ଦିର
ଭୁବନେଶ୍ୱର,୧୦।୪(ବ୍ୟୁରୋ): ଆଜି ପବିତ୍ର ଶ୍ରୀରାମ ନବମୀ। ଏହି ଅବସରରେ ମହାପ୍ରଭୁଙ୍କୁ ଦର୍ଶନ ଲାଗି ଭକ୍ତଙ୍କ ସମାଗମ ହୋଇଛି। କରୋନା ମହମାରି ୨ବର୍ଷ ପରେ ଏହି ଦିନରେ ଭକ୍ତ ଭଗବାନ ଆଜି ଏକାଠି ହୋଇଛନ୍ତି। ଏ ନେଇ ରାଜଧାନୀର ସମସ୍ତ ମଠ ମନ୍ଦିରରେ…
Archives


