ମେଟ୍ରୋ

ରାଜ୍ୟର ୫୬% ଗ୍ରାମାଞ୍ଚଳରେ ପାନୀୟ ଜଳ ବ୍ୟବସ୍ଥା ନାହିଁ: ଭାଜପା

ଭୁବନେଶ୍ୱର,୧୦।୪(ବ୍ୟୁରୋ): ୨୨ବର୍ଷ ଶାସନ କ୍ଷମତାରେ ରହି ମଧ୍ୟ ଜଳ ସଂରକ୍ଷଣ ବ୍ୟବସ୍ଥାରେ ଫେଲ୍‌ ହୋଇଥିବା ରାଜ୍ୟ ସରକାର ରାଜ୍ୟରେ ସାମାନ୍ୟ କେନାଲଟିଏ ମଧ୍ୟ ନିର୍ମାଣ କରିବାରେ ବିଫଳ ହୋଇଛନ୍ତି। ରାଜ୍ୟର ୩୧୪ ବ୍ଲକରୁ ୧୬୦ଟି ବ୍ଲକରେ ପାନୀୟ ଜଳ ପ୍ରକଳ୍ପ କାଗଜକଲମରେ…

ତିନିମୁଣ୍ଡିଆରେ ଅଟକିଲା ରଥ

ପୁରୁଣା ଭୁବନେଶ୍ୱର,୧୦।୪(ଡି.ଏନ୍‌.ଏ.): ଅଶୋକାଷ୍ଟମୀ ଅବସରରେ ଶନିବାର ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ନୀତିକାନ୍ତି ପରେ ଶ୍ରୀଲିଙ୍ଗରାଜ, ଭଉଣୀ ରୁକୁଣା ଦେବୀ, ପ୍ରଭୁ ଦୋଳଗୋବିନ୍ଦ ଦକ୍ଷିଣ ଘରୁ ବିଜେ ହୋଇ ଆଡ଼କାଠ ନିକଟରେ ପହଞ୍ଚିଥିଲେ। ସେବାୟତମାନେ ଶ୍ରୀଜୀଉଙ୍କୁ ଆଜ୍ଞାପ୍ରସାଦ…

୪ ସାଇବର ଠକଙ୍କୁ ବାନ୍ଧିଲା ପୋଲିସ: ପ୍ରି ଆକ୍ଟିଭେଟ ସିମ୍‌ ବ୍ୟବହାର କରି…

ଭୁବନେଶ୍ୱର,୯ା୪(ବ୍ୟୁରୋ): ପ୍ରି ଆକ୍ଟିଭେଟ ସିମ୍‌ ବ୍ୟବହାର କରି ଲୋକଙ୍କୁ ଠକୁଥିବା ୪ ସାଇବର ଠକଙ୍କୁ ରାଜଧାନୀରୁ ଗିରଫ କରାଯାଇଛି। ସାଇବର ଠକଙ୍କ ମଧ୍ୟରେ ସିମ୍‌ ପ୍ରୋଭାଇଡର ଓ ଅନ୍ୟ ୩ ଜଣ ଅଛନ୍ତି। ସୂଚନାଯୋଗ୍ୟ, ଅଭିଯୁକ୍ତମାନେ ବାଲେଶ୍ବର ଜିଲା ଜଳେଶ୍ବରରୁ ଆସି…

କୁବେର ଯନ୍ତ୍ରୀଙ୍କ ଦ୍ୱିତୀୟ ସ୍ତ୍ରୀ ଗିରଫ

ଭୁବନେଶ୍ୱର,୯।୪(ବ୍ୟୁରୋ): କୁବେର ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଦ୍ୱିତୀୟ ସ୍ତ୍ରୀ କଳ୍ପନା ପ୍ରଧାନଙ୍କୁ ଶନିବାର ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ସ୍ବାମୀଙ୍କ ବେଆଇନ ଟଙ୍କା କାରବାରରେ ସ୍ତ୍ରୀଙ୍କ ସମ୍ପୃକ୍ତି ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। କଳ୍ପନାଙ୍କୁ ଆଜି କୋର୍ଟ ଚାଲାଣ କରାଯିବ…

ଯନ୍ତ୍ରୀଙ୍କୁ ଭିଜିଲାନ୍ସର ଜେରା

ଭୁବନେଶ୍ବର,୯।୪(ବ୍ୟୁରୋ): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶନିବାର ଯନ୍ତ୍ରୀଙ୍କୁ ଜେରା କରୁଛି ଭିଜିଲାନ୍ସ। କାର୍ତ୍ତିକେଶ୍ବରଙ୍କ ସହ ତାଙ୍କ ସ୍ତ୍ରୀ, ଶାଳୀ ଏବଂ ପୁତୁରାକୁ ମଧ୍ୟ ଅଟକ ରଖି…

ବିଏମ୍‌ସିର ଡେପୁଟି ମେୟର ହେଲେ ମଞ୍ଜୁଲତା

ଭୁବନେଶ୍ୱର,୯।୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମର ୨୨ନଂ ୱାର୍ଡର କର୍ପୋରେଟର ମଞ୍ଜୁଲତା କଁଅର ଡେପୁଟି ମେୟର ଭାବେ ଶନିବାର ନିର୍ବାଚିତ ହୋଇଛନ୍ତି। ପୌର ନିର୍ବାଚନରେ ମଞ୍ଜୁଲତା ସର୍ବାଧିକ ୪୨୩୨ ଭୋଟ ପାଇ ବିଜୟୀ ହୋଇଥିଲେ। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଭାଜପା ପ୍ରାର୍ଥୀ ସୁମିତ୍ରା…

ବିଏମ୍‌ସି ମେୟର ଭାବେ ଶପଥ ନେଲେ ସୁଲୋଚନା

ଭୁବନେଶ୍ୱର,୯।୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ମେୟର ଭାବେ ଶନିବାର ଶପଥ ନେଲେ ସୁଲୋଚନା ଦାସ । ବିଏମ୍‌ସି କନ୍‌ଫରେନ୍ସ ହଲ୍‌ରେ ଏହି ଶପଥ ଗ୍ରହଣର କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା । ତାଙ୍କ ସହ ନବନିର୍ବାଚିତ ୬୭ କର୍ପୋରେଟର ମଧ୍ୟ ଶପଥ ନେଇଛନ୍ତି…

୧.୩୦ଲକ୍ଷ ଟଙ୍କାରେ ପ୍ରଥମ ମରୀଚି କୁଣ୍ଡ ପାଣି ନିଲାମ

ଭୁବନେଶ୍ୱର,୯।୪(ବ୍ୟୁରୋ) : ରୁକୁଣା ରଥ ପ୍ରତିଷ୍ଠା ପାଇଁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ପାଣି ଆସିଥିଲା। ଶୁକ୍ରବାର ବିଳମ୍ବିତ ରାତିରେ ଏହି ପାଣି ନିଲାମ କରାଯାଇଛି। ବଡୁ ନିଯୋଗ ପକ୍ଷରୁ କରାଯାଇଥିବା ଏହି ନିଲାମର ପ୍ରଥମ ଗରା ପାଣିକୁ…

କମୁଛି ସଂକ୍ରମଣ, ୧୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୪(ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୮ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୩ ଜଣ ଲୋକାଲ କେସ୍‌ ରହିଛି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ…

ପୁଣି ଯନ୍ତ୍ରୀଙ୍କ ଘରୁ ମିଳିଲା ନଗଦ ୧.୪୧ କୋଟି

ଭୁବନେଶ୍ବର,୯।୪(ବ୍ୟୁରୋ): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳଙ୍କ ଘରେ ଭିଜିଲାନ୍ସ ଚଢାଉ ପରେ ତାଙ୍କ ନିକଟରୁ ବିପୁଳ ପରିମାଣରେ ଆୟ ବର୍ହିଭୂତ ସମ୍ପତ୍ତି ଠାବ ହେବାରେ ଲାଗିଛି। ଶନିବାର ସାଲିଆସାହି ସ୍ଥିତ ଘରୁ ନଗଦ ୧…

ଭାଜପା କୃଷକ ମୋର୍ଚ୍ଚାର ନୂଆ ଜିଲା ପ୍ରଭାରୀ

ଭୁବନେଶ୍ୱର,୯ା୪ (ବ୍ୟୁରୋ): ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ କୃଷକ ମୋର୍ଚ୍ଚା ଜିଲା ପ୍ରଭାରୀଙ୍କ ନାମ ଘୋଷଣା କରାଯାଇଛି। ଏନେଇ ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି ପ୍ରଦୀପ ପୁରୋହିତ ସୂନା ପ୍ରଦାନ କରିଛନ୍ତି। ଅନୁଗୋଳ ଜିଲା ପାଇଁ ରାମଚନ୍ଦ୍ର ପାତ୍ର,…

ଆଜି ଭୁବନେଶ୍ବରରେ ଡେପୁଟି ମେୟର ନିର୍ବାଚନ

ଭୁବନେଶ୍ୱର,୯।୪(ବ୍ୟୁରୋ): ଭୁବନେଶ୍ବରରେ ଆଜି ଡେପୁଟି ମେୟର ନିର୍ବାଚନ ହେବ। ୧୦ଟାରେ ଡେପୁଟି ମେୟର ପଦ ଲାଗି ନାମାଙ୍କନ କରାଯିବ । ୧୦ଟାରୁ ୧୧ଟା ଯାଏ ନାମାଙ୍କନ ସରିବା ପରେ ୧୧ଟାରୁ ୧୨ଟା ଭିତରେ ନାମାଙ୍କନ ପ୍ରତ୍ୟାହାର କରାଯିବ। ତେବେ ସଂଖ୍ୟା ଗରିଷ୍ଠତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri